Sagar Kavach - The Sakala
ପୁରୀ: ଶତ୍ରୁକୁ ସଂହାର କରିବ ‘ସାଗର କବଚ’। ଆତଙ୍କବାଦୀ ଧରିବାକୁ ନୌସେନା ପ୍ରସ୍ତୁତ। ଶତ୍ରୁକୁ ସଂହାର କରିବା ସହ ଆତଙ୍କବାଦୀଙ୍କୁ ପ୍ରବେଶ ନକରାଇବା ପାଇଁ ନୌସେନାର ଅଭିନବ ପ୍ରୟାସ। ପୁରୀ ଜିଲ୍ଲାର ଅସ୍ତରଙ୍ଗ, କୋଣାର୍କ ଚନ୍ଦ୍ରଭାଗା ଉପକୂଳରେ ଦୁଇଦିନିଆ ମିଳିତ ସମରାଭ୍ୟାସ ଆରମ୍ଭ ହୋଇଛି।
ସମୁଦ୍ରରେ ‘ସାଗର କବଚ’ର ସମରାଭ୍ୟାସ ଉପକୂଳ ସୁରକ୍ଷା ବ୍ୟବସ୍ଥାକୁ ତଦାରଖ କରିବ। ପୁରୀ ଜିଲ୍ଲାର ଅସ୍ତରଙ୍ଗ ଅଂଚଳର ନୂଆଗଡ, କାଳିଆକଣ, ସହନ, କୋଣାର୍କ ଚନ୍ଦ୍ରଭାଗା ଅଂଚଳରେ ନୌସେନା ଓ ପୋଲିସର ରଣକୌଶଳ ପ୍ରଦର୍ଶନ। ସାମୁଦ୍ରିକ ସୀମାରେ ଅନୁପ୍ରବେଶ ରୋକିବା ଲକ୍ଷ୍ଯରେ ଆଜି ଠାରୁ  ଆରମ୍ଭ ହୋଇଛି ଦୁଇଦିନିଆ ସମରାଭ୍ୟାସ ସାଗର କବଚ। ଭାରତୀୟ ତଟରଖି ବାହିନୀ, ମେରାଇନି ପୋଲିସ, ଅସ୍ତରଙ୍ଗ ପୋଲିସ ଏଥିରେ ସାମିଲ ହୋଇଛନ୍ତି ।
ପାରାଦୀପ: ଜଳପଥରେ କେମିତି ଶତ୍ରୁଙ୍କୁ ଦିଆଯିବ ମାତ୍ । ଶତ୍ରୁ ପକ୍ଷ ଆକ୍ରମଣ କଲେ କ’ଣ ରହିବ ରଣକୌଶଳ । ଏଥିପାଇଁ ଆଜିଠୁ ପାରାଦୀପରେ ଆରମ୍ଭ ହୋଇଛି ଦୁଇଦିନିଆ ମିଳିତ ସମରାଭ୍ୟାସ ସାଗର କବଚ-୨୦୨୩ । ସକାଳ ୬ଟାରୁ ସମାରାଭ୍ୟାସ ଆରମ୍ଭ ହୋଇଥିବାବେଳେ ଏଥିରେ ୧୮ଟି ବିଭାଗ ସାମିଲ ହୋଇଛନ୍ତି  ୨୬-୧୧ ମୁମ୍ବାଇ ଆକ୍ରମଣ ଘଟଣା ପରେ ଉପକୂଳବର୍ତ୍ତୀ ଅଞ୍ଚଳର ସୁରକ୍ଷା ପାଇଁ ସମସ୍ତ ବିଭାଗ ମଧ୍ୟରେ ସମନ୍ୱୟ ରକ୍ଷାକରି ପ୍ରତି ବର୍ଷ ଏହି ମିଳିତ ସମରାଭ୍ୟାସ କରାଯାଉଛି । ଏଥିରେ ଭାରତୀୟ ନୌସେନା, କୋଷ୍ଟଗାର୍ଡ, ମେରାଇନ ପୋଲିସ, ମତ୍ସ୍ୟ ବିଭାଗ, କଷ୍ଟମ ବିଭାଗ, ପାରାଦୀପ ବନ୍ଦର, ବନ ବିଭାଗ, ଅଗ୍ନିଶମ ବିଭାଗ, ସିଆଇଏସଏଫ, ଇଣ୍ଟେଲିଜେନ୍ସ , ଓଡ଼ିଶା ପୋଲିସ ସମେତ ୧୮ରୁ ଉର୍ଦ୍ଧ୍ବ ବିଭାଗ ସାମିଲ ହୋଇଛନ୍ତି ।
ବିଭିନ୍ନ ବିଭାଗର କର୍ମଚାରୀମାନଙ୍କୁ ନେଇ ରେଡ୍ ଟିମ୍ ସମୁଦ୍ର ଜଳପଥ ଦେଇ ସ୍ଥଳ ଭାଗକୁ ପ୍ରବେଶ କରି ବିଭିନ୍ନ ଜନଗହଳି ଓ ଗୁରୁତ୍ୱପୂର୍ଣ୍ଣ ସ୍ଥାନରେ ଆକ୍ରମଣ କରିବା ପାଇଁ ପ୍ରୟାସ କରିବେ ଏବଂ ବ୍ଲୁ ଟିମ୍ ସେମାନଙ୍କୁ ଧରିବା ପାଇଁ ପ୍ରୟାସ କରିବେ । ଏହାଦ୍ବାରା ବିଭିନ୍ନ ବିଭାଗ ମଧ୍ୟରେ ସମନ୍ୱୟ ରକ୍ଷା କରାଯିବା ସହିତ ବାହ୍ୟ ଶତ୍ରୁଙ୍କ ମୁକାବିଲା କରିବା ପାଇଁ ଏହା ସହାୟକ ହେବ । କାଲି ସନ୍ଧ୍ୟା ୭ ଟାରେ ସମରାଭ୍ୟାସ ଶେଷ ହେବ ।