BJD candidate - The Sakala

ବିଜେଡିର ସପ୍ତମ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା, ବାଲିକୁଦା ଏରସମାରୁ ନିର୍ବାଚନ ଲଢିବେ ସାରଦା ଜେନା
ଭୁବନେଶ୍ବର: ୨୦୨୪ ସାଧାରଣ ନିର୍ବାଚନ ପାଇଁ ସପ୍ତମ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ଘୋଷଣା କରିଛି ବିଜୁ ଜନତା ଦଳ। ସୁପ୍ରିମୋ ନବୀନ ପଟ୍ଟନାୟକ ସପ୍ତମ ପର୍ଯ୍ୟାୟରେ ୬ ବିଧାନସଭା ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି।

ହିନ୍ଦୋଳ- ମହେଶ ସାହୁ

ରଘୁନାଥପାଲୀ- ଅର୍ଚ୍ଚନା ବେହେରା

ବାଲିକୁଦା ଏରସମା- ସାରଦା ଜେନା

କାକଟପୁର- ତୁଷାରକାନ୍ତି ବେହେରା

ବାଙ୍ଗିରିପୋଷି- ରଂଜିତା ମାରାଣ୍ଡି

ବରୀ- ବିଶ୍ବରଂଜନ ମଲ୍ଲିକ

ସୂଚନାଯୋଗ୍ୟ, ବିଜେଡି ବର୍ତ୍ତମାନ ସୁଦ୍ଧା ସମସ୍ତ ୨୧ ଲୋକସଭା ଓ ୧୪୧ ଟି ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କରିଛି। ତେବେ ମୋଟ ୧୪୭ ବିଧାନସଭା ଆସନ ମଧ୍ୟରୁ ଆଉ ୬ ବିଧାନସଭା ଆସନରେ ବିଜେଡିର ପ୍ରାର୍ଥୀ ଘୋଷଣା ହୋଇନାହିଁ।

ବିଜେଡିର ୩ୟ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ଘୋଷଣା, ଦଳ ପାଇଁ ପ୍ରାର୍ଥୀ ଘୋଷଣା କଲେ ନବୀନ ପଟ୍ଟନାୟକ
ଭୁବନେଶ୍ବର : ୨୦୨୪ ସାଧାରଣ ନିର୍ବାଚନ ପାଇଁ ପର୍ଯ୍ୟାୟ ପ୍ରାର୍ଥୀ ଘୋଷଣା କରିଛି ବିଜୁ ଜନତା ଦଳ। ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ୯ ବିଧାନସଭା ଆସନ ପାଇଁ ୩ୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି।

ରେଙ୍ଗାଲି- ସୁଦର୍ଶନ ହରିପାଲ

ରାଉରକେଲା-ସାରଦା ନାୟକ

ବୀରମିତ୍ରପୁର- ରୋହିତ ଯୋଶେଫ ତିର୍କୀ

କେନ୍ଦୁଝର- ମୀନା ମାଝୀ

ରାଇରଙ୍ଗପୁର- ରାଇସେନ ମୁର୍ମୁ

ବାଲେଶ୍ବର- ସ୍ବରୁପ କୁମାର ଦାସ

ବାରବାଟି କଟକ- ପ୍ରକାଶ ଚନ୍ଦ୍ର ବେହେରା

ଜୟଦେବ- ନବ କିଶୋର ମଲ୍ଲିକ

ସାଲେପୁର- ପ୍ରଶାନ୍ତ ବେହେରା

ସୂଚନାଯୋଗ୍ୟ, ଗତ ମାର୍ଚ୍ଚ ୨୭ ତାରିଖରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପ୍ରଥମ ପର୍ଯ୍ୟାୟରେ ୯ ଲୋକସଭା ଓ ୭୨ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଥିଲେ। ଏହାପରେ ସେହି ଦିନ ପୁଣି ନବୀନ ପଟ୍ଟନାୟକ ଦ୍ବିତୀୟ ପର୍ଯ୍ୟାୟରେ ଆଉ ୬ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଥିଲେ। ପରେ ଏପ୍ରିଲ ୩ରେ ୫ ଲୋକସଭା ଆସନ ଓ ୨୭ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଥିଲେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ। ତେବେ ବର୍ତ୍ତମାନ ସୁଦ୍ଧା ଚଳିତ ସାଧାରଣ ନିର୍ବାଚନ ପାଇଁ ବିଜୁ ଜନତା ଦଳ ମୋଟ ୨୦ ଲୋକସଭା ଆସନ ଓ ୧୦୮ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରି ସାରିଛି। ଆଉ ଗୋଟିଏ ଲୋକସଭା ଓ ୩୯ ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା ହୋଇନାହିଁ।

ପ୍ରକାଶ ପାଇଲା ବିଜେଡିର ଦ୍ବିତୀୟ ପର୍ଯ୍ୟାୟ ଲୋକସଭା ପ୍ରାର୍ଥୀ ତାଲିକା
ଭୁବନେଶ୍ବର: ପ୍ରକାଶ ପାଇଲା ବିଜେଡିର ଦ୍ବିତୀୟ ପର୍ଯ୍ୟାୟ ଲୋକସଭା ପ୍ରାର୍ଥୀ ତାଲିକା । ପ୍ରଥମେ ୯ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଥିବାବେଳେ ଦ୍ବିତୀୟ ପର୍ଯ୍ୟାୟରେ ୬ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛନ୍ତି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ।

ପୁରୀ- ଅରୁପ ପଟ୍ଟନାୟକ

ଯାଜପୁର- ଶର୍ମିଷ୍ଠା ସେଠୀ

ଢ଼େଙ୍କାନାଳ- ଅବିନାଶ ସାମଲ

ଜଗସିଂହପୁର – ରାଜଶ୍ରୀ ମଲ୍ଲିକ

କନ୍ଧମାଳ- ଅଚ୍ୟୁତ ସାମନ୍ତ

କଟକ – ସଂତୃପ୍ତ ମିଶ୍ର

ବିଜେଡି଼ର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ୧୩ ନୂଆ ମୁହଁ
ଭୁବନେଶ୍ୱର: ଆସନ୍ତା ସାଧାରଣ ନିର୍ବାଚନ ପାଇଁ ବିଜେଡ଼ି ବୁଧବାର ଦିନ ତା’ର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି । ପ୍ରଥମ ପର୍ଯ୍ୟାୟରେ  ୭୨ ବିଧାନସଭା ଆସନ ଏବଂ ୯ ଲୋକସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେଡି। ଓଡ଼ିଶା ବିଧାନସଭା ଆସନ ପାଇଁ ପ୍ରଥମ ଦଳ ଭାବେ ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେଡି ।

ଏହି ତାଲିକାରେ ଉଭୟ ଲୋକସଭା ଓ ବିଧାନସଭା ପାଇଁ ଘୋଷିତ ପ୍ରାର୍ଥୀଙ୍କ ମଧ୍ୟରେ ୧୪ ଜଣ ମହିଳା ଥିବା ବେଳେ ୧୩ ନୂଆ ମୁହଁ ରହିଛନ୍ତି । ବିଧାନସଭା ପାଇଁ ବିଜେଡି ୧୩ ଜଣ ନୂଆ ଚେହେରାଙ୍କ ଉପରେ ଭରସା କରିଛି। ସେହିଭଳି ଗତଥର ଲୋକସଭା ନିର୍ବାଚନ ଲଢିଥିବା ୩ ଜଣ ପ୍ରାର୍ଥୀଙ୍କୁ ଦଳ ଏଥରକ ବିଧାନସଭା ଟିକେଟ୍ ଦେଇଛି ।

ପ୍ରାର୍ଥୀ ତାଲିକାରେ ୧୩ ନୂଆ ମୁହଁ

ବିଜେଡ଼ିର ଏଥରକ ୧୩ ଜଣ ନୂଆ ମୁହଁଙ୍କୁ ବିଧାନସଭା ଟିକେଟ୍ ଦେଇଛି । ଦଳ ଯେଉଁ ୧୩ ଜଣଙ୍କ ଉପରେ ଭରସା କରିଛି ସେମାନେ ହେଲେ ରାୟଗଡା ଲାଗି ଅନୁସୟା ମାଝି,ବସ୍ତା ପାଇଁ ସୁଭାସିନୀ ଜେନା । ସେହିଭଳି ଧାମନଗରରୁ ଡ.ସଂଜୟ ଦାସ,ଯାଜପୁରରରୁ ସୁଜାତା ସାହୁ,ଲୋଇସିଙ୍ଗାରୁ ନିହାର ବେହେରା,ଉମରକୋଟରୁ ନବୀନ ନାୟକ,ନବରଙ୍ଗପୁରରୁ କୌଶଲ୍ୟା ପ୍ରଧାନୀ,ଭବାନୀପାଟନାରୁ ଲତିକା ନାୟକ,ପାଟକୁରାରୁ ଅରବିନ୍ଦ ମହାପାତ୍ର, ପୁରୀରୁ ସୁନିଲ ମହାନ୍ତି, ସୋରୋଡା଼ରୁ ସଂଘମିତ୍ରା ସ୍ୱାଇଁ,ଦିଗପହଣ୍ଡିରୁ ବିପ୍ଲବ ପାତ୍ର ଓ ଚିକିଟିରୁ ଚିନ୍ମୟାନନ୍ଦ ଶ୍ରୀରୂପ ଦେବ ନୂଆମୁହଁ ଭାବେ ଟିକେଟ୍ ପାଇଛନ୍ତି ।

ଝାରସୁଗୁଡ଼ା ଉପନିର୍ବାଚନ: ବିଜେଡି ସୁପ୍ରିମୋଙ୍କଠାରୁ ଦଳୀୟ ଟିକେଟ୍ ନେଲେ ପ୍ରାର୍ଥୀ ଦୀପାଳି ଦାସ
ଭୁବନେଶ୍ୱର: ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ ପାଇଁ ଆଜି ବିଜେଡି ପ୍ରାର୍ଥୀ ଦୀପାଳି ଦାସ ନବୀନ ନିବାସରୁ ଦଳୀୟ ଟିକେଟ ଗ୍ରହଣ କରିଛନ୍ତି । ବିଜେଡି ସୁପ୍ରିମୋଙ୍କ ଆଶୀର୍ବାଦ ନେବା ସହ ନବୀନ ପଟ୍ଟନାୟକଙ୍କୁ ଗୌରବାନ୍ବିତ କରିବେ ବୋଲି କହିଛନ୍ତି ଦୀପାଳି । ବିଜୟ ନେଇ ସମ୍ପୂର୍ଣ୍ଣ ଆଶାବାଦୀ ଥିବା କହିଛନ୍ତି ଦୀପାଳି । ଯେଉଁମାନେ କହୁଛନ୍ତି ଝାରସୁଗୁଡ଼ାର ବିକାଶ ହୋଇନି ସେମାନେ ଅନ୍ଧ ବୋଲି କହିଛନ୍ତି ଦୀପାଳି । ଝାରସୁଗଡ଼ାରେ ବିମାନ ବନ୍ଦରଠୁ ନେଇ ପାନୀୟ ଜଳ ଭଳି ଅନେକ କାର୍ଯ୍ୟ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ହୋଇଛି । ମୁଖ୍ୟମନ୍ତ୍ରୀଙ୍କୁ ଝାରସୁଗୁଡ଼ାର ସବୁ ବିକାଶ ପାଇଁ ଧନ୍ୟବାଦ ଜଣାଇଛନ୍ତି ଦୀପାଳି ।

ଆଜି ଦୀପାଳି ଭାଇ ବିଶାଲଙ୍କ ସହ ନବୀନ ନିବାସରେ ପହଞ୍ଚି ନବୀନ ପଟ୍ଟନାୟକଙ୍କଠାରୁ ଟିକେଟ୍ ନେଇଛନ୍ତି । ଆସନ୍ତା ୧୮ ତାରିଖରେ ସେ ନାମାଙ୍କନ ପତ୍ର ଦାଖଲ କରିବେ । ଉପନିର୍ବାଚନରେ ବିଜୟ ନେଇ ସମ୍ପୂର୍ଣ୍ଣ ଆଶାବାଦୀ ଥିବା କହିଛନ୍ତି ଦୀପାଳି । ଦୀପାଳି ଦାସଙ୍କୁ ଜିତାଇବା ପାଇଁ ବିଜେଡି ଜୋରଦାର ପ୍ରସ୍ତୁତି ଚଳାଇଛି । ଗ୍ରାଉଣ୍ଡରେ ଲାଗିପଡ଼ିଛନ୍ତି ବିଜେଡିର ବରିଷ୍ଠ ନେତା । ଦୀପାଳିଙ୍କୁ ବଡ଼ ବ୍ୟବଧାନରେ ଜିତାଇବାକୁ ସ୍ବତନ୍ତ୍ର ରଣନୀତି କରିଛି ଦଳ ।