Modi Surname Case - The Sakala
ମାନହାନି ମାମଲା: ରାହୁଲ ଗାନ୍ଧୀଙ୍କ ଆବେଦନ ଉପରେ ଆଜି ଶୁଣାଣି କରିବେ ସର୍ବୋଚ୍ଚ କୋର୍ଟ
ନୂଆଦିଲ୍ଲୀ: ମାନହାନି ମାମଲାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଦଣ୍ଡାଦେଶ ମାମଲା । ଆଜି ଶୁଣାଣି କରିବେ ସର୍ବୋଚ୍ଚ ନ୍ୟାୟାଳୟ । ମୋଦୀ ସାଙ୍ଗିଆ ମାନହାନି ମାମଲାରେ ଗୁଜରାଟ କୋର୍ଟ ରାହୁଲ ଗାନ୍ଧୀଙ୍କୁ ଦୁଇ ବର୍ଷ ଜେଲ ଦଣ୍ଡ ଶୁଣାଇଥିଲେ । ଗୁଜରାଟ ହାଇକୋର୍ଟରେ ବି ସଜା କାଏମ ରହିଥିଲା । ହାଇକୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟରେ ପିଟିସନ ଦାଏର ହୋଇଥିବା ବେଳେ ତତ୍କାଳ ଶୁଣାଣି ପାଇଁ ରାଜି ହୋଇଥିଲେ କୋର୍ଟ। ମୋଦୀ ସରନେମ ମାମଲାରେ ଦୋଷୀ ସାବ୍ୟସ୍ତ ପରେ ରାହୁଲଙ୍କ ଲୋକସଭା ସଦସ୍ୟତା ରଦ୍ଦ ହୋଇଥିଲା ।
ବିଚାରପତି ବି.ଆର ଗଭଇ ଏବଂ ପି.କେ ମିଶ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ମାମଲାର ଶୁଣାଣି କରିବେ। ଯଦି ସୁପ୍ରିମକୋର୍ଟ ତାଙ୍କ ଦଣ୍ଡାଦେଶ ଉପରେ ରୋକ୍ ଲଗାନ୍ତି ତେବେ ରାହୁଲ ଲୋକସଭା ସଦସ୍ୟ ପଦ ଫେରି ପାଇବା ସହ ଆସନ୍ତା ବର୍ଷ ହେବାକୁ ଥିବା ନିର୍ବାଚନ ଲଢିପାରିବେ।
ସୂଚନା ଥାଉକି, ମାନହାନି ମାମଲାରେ ସୁରଟ କୋର୍ଟ ରାହୁଲଙ୍କୁ ଦୁଇ ବର୍ଷ ଜେଲ ଦଣ୍ଡ ଶୁଣାଇଛନ୍ତି। ଏହା ପରେ ଗୁଜରାଟ ହାଇକୋର୍ଟରେ ମଧ୍ୟ ରାହୁଲଙ୍କୁ ଆସ୍ୱସ୍ତି ମିଳିନଥିଲା। ତଳ କୋର୍ଟଙ୍କ ରାୟକୁ କାଏମ ରଖିଥିଲେ ହାଇକୋର୍ଟ। ମାର୍ଚ୍ଚ ୨୩ ରେ, ନିମ୍ନ ଅଦାଲତ ରାହୁଲଙ୍କୁ ଦୋଷୀ ସାବ୍ୟସ୍ତ କରି ତାଙ୍କୁ ଦୁଇ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଥିଲେ। ପରଦିନ ରାହୁଲ ଲୋକସଭା ସଦସ୍ୟତା ହରାଇଲେ। ରାହୁଲଙ୍କୁ ତାଙ୍କ ସରକାରୀ ବାସଭବନ ମଧ୍ୟ ଖାଲି କରିବାକୁ ପଡିଥିଲା।ତାପରେ ରାହୁଲ ହାଇକୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟ ଯାଇଛନ୍ତି।
ମାନହାନି ମାମଲା: ରାହୁଲ ଗାନ୍ଧୀଙ୍କ ଆବେଦନ ଉପରେ ଜୁଲାଇ ୨୧ରେ ଶୁଣାଣି କରିବେ ସର୍ବୋଚ୍ଚ କୋର୍ଟ
ନୂଆଦିଲ୍ଲୀ: ମାନହାନି ମାମଲାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଦଣ୍ଡାଦେଶ ମାମଲା । ଆସନ୍ତା ୨୧ ତାରିଖରେ ଶୁଣାଣି କରିବେ ସର୍ବୋଚ୍ଚ ନ୍ୟାୟାଳୟ । ମୋଦି ସାଙ୍ଗିଆ ମାନହାନି ମାମଲାରେ ଗୁଜରାଟ କୋର୍ଟ ରାହୁଲ ଗାନ୍ଧୀଙ୍କୁ ଦୁଇ ବର୍ଷ ଜେଲ ଦଣ୍ଡ ଶୁଣାଇଥିଲେ । ଗୁଜରାଟ ହାଇକୋର୍ଟରେ ବି ସଜା କାଏମ ରହିଥିଲା । ହାଇକୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟରେ ପିଟିସନ ଦାଏର ହୋଇଥିବା ବେଳେ ତତ୍କାଳ ଶୁଣାଣି ପାଇଁ ରାଜି ହୋଇଛନ୍ତି କୋର୍ଟ। ମୋଦି ସରନେମ ମାମଲାରେ ଦୋଷୀ ସାବ୍ୟସ୍ତ ପରେ ରାହୁଲଙ୍କ ଲୋକସଭା ସଦସ୍ୟତା ରଦ୍ଦ ହୋଇଥିଲା ।
ସୁରଟ କୋର୍ଟର ରାୟ ବିରୋଧରେ ରାହୁଲ ଗାନ୍ଧୀ ଗୁଜରାଟ ହାଇକୋର୍ଟର ଦ୍ବାରସ୍ଥ ହୋଇଥିଲେ । ହେଲେ ହାଇକୋର୍ଟ ମଧ୍ୟ ତଳକୋର୍ଟ ରାୟକୁ କାଏମ ରଖିଥିଲେ । କଂଗ୍ରେସ ପକ୍ଷରୁ ଏହା ବିରୋଧରେ ସୁପ୍ରିମକୋର୍ଟରେ ଆବେଦନ କରାଯାଇଥିଲା।
ମାନହାନୀ ମାମଲାରେ ରାହୁଲ ଗାନ୍ଧୀଙ୍କୁ ଶକ୍ତ ଝଟକା; ଆବେଦନକୁ ଖାରଜ କଲେ ସୁରତ ସେସନ୍ସ କୋର୍ଟ
ନୂଆଦିଲ୍ଲୀ: ରାହୁଲ ଗାନ୍ଧୀଙ୍କୁ ଶକ୍ତ ଝଟକା । ମାନହାନୀ ମାମଲାରେ ରାହୁଲଙ୍କ ଆବେଦନକୁ ଖାରଜ କଲେ ସୁରତ ସେସନ୍ସ କୋର୍ଟ । ‘ମୋଦି ସରନେମ’ ସମ୍ପର୍କରେ ଦେଇଥିବା ଆପତିଜନକ ଟିପ୍ପଣୀ ପାଇଁ ତଳ କୋର୍ଟ ରାହୁଲ ଗାନ୍ଧୀଙ୍କୁ ୨ ବର୍ଷ ଜେଲ୍‌ ଦଣ୍ଡାଦେଶ ଦେଇଥିବା ବେଳେ ଏହା ଉପରେ ରୋକ ଲଗାଇବାକୁ ମନା କରି ଦେଇଛନ୍ତି ସୁରତ ସେସନ୍ସ କୋର୍ଟ।
ସୂଚନାଯୋଗ୍ୟ, ମୋଦୀ ସାଙ୍ଗିଆ ବାବଦରେ ରାହୁଲ କର୍ଣ୍ଣାଟକର ଏକ ନିର୍ବାଚନୀ ସଭାରେ ଦେଇଥିବା ବୟାନକୁ ନେଇ ସୁରଟ ମେଟ୍ରୋପଲିଟାନ ମାଜିଷ୍ଟ୍ରେଟ୍ କୋର୍ଟ ରାହୁଲଙ୍କୁ ୨ ବର୍ଷ ଜେଲ ଦଣ୍ଡାଦେଶ ଦେଇଥିଲେ । ଯାହାଫଳରେ ରାହୁଲଙ୍କ ସାଂସଦ ପଦ ରଦ୍ଦ ହୋଇଥିଲା । ତେଣୁ ରାହୁଲ ତଳ କୋର୍ଟ ଦେଇଥିବା ରାୟ ଉପରେ ରୋକ ଲଗାଇବାକୁ ସୁରଟ ସେସନ୍ସ କୋର୍ଟରେ ଆବେଦନ କରିଥିଲେ ।ଯାହାକୁ ଖାରଜ କରିଛନ୍ତି କୋର୍ଟ । ତେବେ ଏହି ମାମଲାରେ କଂଗ୍ରେସ ହାଇକୋର୍ଟରେ ଆବେଦନ କରିବ ବୋଲି ଜଣାପଡିଛି ।
ନୂଆଦିଲ୍ଲୀ: ‘ମୋଦୀ ସାଙ୍ଗିଆ’ ମାମଲାରେ ରାହୁଲ ଗାନ୍ଧୀଙ୍କୁ ହୋଇଥିବା ଦଣ୍ଡାଦେଶ ଉପରେ ଆଜି ରାୟ ଶୁଣାଇ ପାରନ୍ତି ସୁରଟ ସେସନ୍ସ କୋର୍ଟ । ତଳ କୋର୍ଟ ଏହି ମାମଲାରେ ରାହୁଲଙ୍କୁ ୨ ବର୍ଷର ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି । ଏହି ରାୟକୁ ସୁରଟ କୋର୍ଟରେ ଚ୍ୟାଲେଞ୍ଜ କରିଛନ୍ତି ରାହୁଲ ଗାନ୍ଧୀ ।
ସୂଚନାଯୋଗ୍ୟ, ୨୦୧୯ ଏପ୍ରିଲରେ କର୍ଣ୍ଣାଟକରେ ମୋଦି ସରନେମକୁ ନେଇ ବିବାଦୀୟ ବୟାନ ପରେ ରାହୁଲଙ୍କ ବିରୋଧରେ ଦାୟର ହୋଇଥିଲା ମାନହାନି ମାମଲା । ସୁରଟର ସିଜେଏମ କୋର୍ଟ ରାହୁଲଙ୍କୁ ୨ ବର୍ଷ ଜେଲ୍ ଦଣ୍ଡ ଶୁଣାଇଥିଲେ । ପରେ ରାହୁଲଙ୍କ ସାଂସଦ ସଦସ୍ୟତା ରଦ୍ଦ କରିଥିଲେ ଲୋକସଭା ବାଚସ୍ପତି ।ସିଜେଏମ କୋର୍ଟଙ୍କ ରାୟକୁ ସୁରଟର ସେସନ୍ସ କୋର୍ଟରେ ଚ୍ୟାଲେଞ୍ଜ କରିଥିଲେ ରାହୁଲ ଗାନ୍ଧୀ । ରାୟ ଉପରେ ରୋକ ଲଗାଇବାକୁ ଆବେଦନ କରିଛନ୍ତି ରାହୁଲ । ଉଭୟ ପକ୍ଷକୁ ଶୁଣିବା ପରେ କୋର୍ଟ ଆଜି ରାୟ ପ୍ରକାଶ କରିବାକୁ ଧାର୍ଯ୍ୟ କରିଛନ୍ତି ।