Hitech Hospital - The Sakala

ହାଇଟେକ୍ ହସ୍ପିଟାଲ ବିସ୍ଫୋରଣ ଘଟଣା: ନିଜକୁ ଦୀଲିପ କହୁଥିବା ବ୍ୟକ୍ତିଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ
ଭୁବନେଶ୍ୱର: ହାଇଟେକ୍ ହସ୍ପିଟାଲ ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ତୃତୀୟ ବ୍ୟକ୍ତିଙ୍କ ମୃତ୍ୟୁ । ନିଜକୁ ଦୀଲିପ କହୁଥିବା ବ୍ୟକ୍ତିଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିବା ଜଣାପଡିଛି । ଗତକାଲି ମଧ୍ୟ ରାତ୍ରରେ ଚାଲିଗଲା ଦିଲୀପଙ୍କ ଜୀବନ । ଏନେଇ ହାଇଟେକ ମେଡିକାଲ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଗତକାଲି ଦିଲୀପ ଓ ଜ୍ୟୋତିଙ୍କ ମୃତ୍ୟୁକୁ ନେଇ ଦ୍ୱନ୍ଦ୍ୱ ସୃଷ୍ଟି ହୋଇଥିଲା । ଏସିରେ ଗ୍ୟାସ୍‌ ଭର୍ତ୍ତି ବେଳେ ବିସ୍ଫୋରଣ ଘଟି ୪ ଗୁରୁତର ହୋଇଥିଲେ ।

ସୂଚନାଯୋଗ୍ୟ, ଶୁକ୍ରବାର ଦିଲ୍ଲୀପଙ୍କ ଚେତା ଫେରିଥିଲା । ସେ ନିଜକୁ ଦିଲ୍ଲୀପ ସାମନ୍ତରାୟ ବୋଲି ପରିଚୟ ଦେଇଥିଲେ । ଯାହାକୁ ନେଇ ହସ୍ପିଟାଲରେ ଘଟିଥିଲା ତୁମୁଳକାଣ୍ଡ । ଶେଷରେ ଶୁକ୍ରବାର ବିଳମ୍ବିତ ରାତିରେ ଦିଲ୍ଲୀପଙ୍କ ମୃତ୍ୟୁ ହୋଇଛି । ପୂର୍ବରୁ ଦିଲ୍ଲୀପଙ୍କ ଜୀବନ ପ୍ରତି ବିପଦ ଥିବା ତାଙ୍କ ମା ଅଭିଯୋଗ କରିଥିଲେ ।

ହାଇଟେକ୍‌ ହସ୍ପିଟାଲରେ ବିସ୍ଫୋରଣ ଘଟଣାରେ ଟ୍ୱିଷ୍ଟ୍: ଦୁର୍ଘଟଣାରେ ମୃତକଙ୍କ ପରିଚୟକୁ ନେଇ ଦ୍ୱନ୍ଦ୍ୱ
ଭୁବନେଶ୍ବର: ଭୁବନେଶ୍ୱର ହାଇଟେକ ହସ୍ପିଟାଲରେ ବିସ୍ପୋରଣ ଘଟଣରେ ଏକ ବଡ ଧରଣର ତ୍ରୁଟି ସାମ୍ନାକୁ ଆସିଛି। ଦୁର୍ଘଟଣାରେ ମୃତକଙ୍କ ପରିଚୟକୁ ନେଇ ଦ୍ୱନ୍ଦ୍ୱ ଉପୁଜିଛି।  ମନୁଷ୍ୟକୃତ ଭୁଲ ଯୋଗୁଁ ମୃତଦେହ ଅଦଳବଦଳ ଘଟଣା ସାମ୍ନାକୁ ଆସିଛି। ବିସ୍ଫୋରଣରେ ଆହତ ହୋଇ ପରେ ମୃତ୍ୟୁ ବରଣ କରିଥିବା ଜ୍ୟୋତି ନାମକ ଜନୈକ ବ୍ୟକ୍ତିକୁ ଦିଲ୍ଲୀପ ସାମନ୍ତରାୟ ଭାବି ଅନ୍ତିମ ସଂସ୍କାର କରାଯାଇଥିବା ଅଭିଯୋଗ ହୋଇଛି। ୩୦ ତାରିଖରେ ମୃତ୍ୟୁ ହୋଇଥିବା ବ୍ୟକ୍ତି ଦିଲ୍ଲୀପ ବୋଲି କୁହାଯାଇଥିଲା । ଦିଲ୍ଲୀପ ମୃତ୍ୟୁ ବରଣ କରିଥିବା ଜାଣି ସେପଟେ ପତ୍ନୀ ଆତ୍ମହତ୍ୟା ବି କରିଦେଇଛନ୍ତି। ହେଲେ ଏବେ ହସ୍ପିଟାଲରେ ଆହତ ହୋଇ ଚିକିତ୍ସିତ ହେଉଥିବା ବ୍ୟକ୍ତି ଜଣକ ନିଜକୁ ଦିଲ୍ଲୀପ ବୋଲି କହିବା ପରେ ହସ୍ପିଟାଲ ଦ୍ୱାରା ହୋଇଥିବା ବଡ଼ ତ୍ରୁଟି ସାମ୍ନାକୁ ଆସିଛି । ତେବେ ଏତେ ବଡ଼ ଭୁଲ ପାଇଁ ପ୍ରକୃତରେ ଦାୟୀ କିଏ ? କାହାର ତ୍ରୁଟିପୂର୍ଣ୍ଣ ସୂଚନା ପାଇଁ ଏଭଳି ଜଘନ୍ୟ କାଣ୍ଡ ଘଟିଛି ? ଅନ୍ୟପଟେ ମୃତ୍ୟୁ ବରଣ କରିଥିବା ବ୍ୟକ୍ତିଙ୍କ ପରିଚୟ କଣ ? ଏସବୁକୁ ନେଇ ଆରମ୍ଭ ହୋଇଛି ଖୋଳତାଡ଼।

ହାଇଟେକ୍‌ ହସ୍ପିଟାଲରେ ନୂଆ ଡାଇଲେସିସ ୟୁନିଟର ଶୁଭାରମ୍ଭ କଲେ ସାଂସଦ ମାନସ ମଙ୍ଗରାଜ
ଭୁବନେଶ୍ବର: ଭୁବନେଶ୍ବର ହାଇଟେକ୍‌ ହସ୍ପିଟାଲରେ ନୂଆ ଡାଇଲେସିସ ୟୁନିଟର ଶୁଭାରମ୍ଭ କଲେ ରାଜ୍ୟସଭା ସାଂସଦ ମାନସ ମଙ୍ଗରାଜ । ସ୍ୱାସ୍ଥ୍ୟ ଭିତ୍ତିଭୂମି କ୍ଷେତ୍ରରେ ଓଡ଼ିଶା ସାରା ଦେଶରେ ଅଗ୍ରଣୀ ଭୂମିକା ନେଇଥିବା ବେଳେ ହାଇଟେକ୍‌ ହସ୍ପିଟାଲ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଉଲ୍ଲେଖନୀୟ ଭୂମିକା ନେଇଛି । କିଡନୀ ରୋଗୀଙ୍କ ପାଇଁ ଏହା ଅନେକ ସହାୟକ ହେବ । ମୁଖ୍ୟମନ୍ତ୍ରୀଙ୍କ ସ୍ୱପ୍ନର ପ୍ରକଳ୍ପ BSKYକୁ କାର୍ଯ୍ୟକାରୀ କରିବାରେ ହାଇଟେକ ଆଗୁଆ ରହିଛି ବୋଲି ସାଂସଦ ମାନସ ମଙ୍ଗରାଜ କହିଛନ୍ତି । ନିମ୍ନ ମଧ୍ୟବିତ୍ତ ପରିବାର ପାଇଁ ହାଇଟେକ ହସ୍ପିଟାଲ ନିରନ୍ତର ସେବା ଯୋଗାଇଚାଲିଛି । ପୂର୍ବରୁ ୨୦ ଶଯ୍ୟା ବିଶିଷ୍ଟ ଡାଇଲେସିସ ୟୁନିଟ ଥିବା ବେଳେ ଏବେ ୨୪ ଶଯ୍ୟା ଆଉ ଏକ ଡାଇଲେସିସ ୟୁନିଟ ଗରିବ କିଡନୀ ରୋଗୀଙ୍କୁ ସହାୟକ ହେବ ବୋଲି ହାଇଟେକ ଗ୍ରୁପ ଅଧ୍ୟକ୍ଷ କହିଛନ୍ତି ।