3RD ODI - The Sakala
ଭାରତ-ଦକ୍ଷିଣ ଆଫ୍ରିକା ଶେଷ ଦିନିକିଆ: ଟିମ୍ ଇଣ୍ଡିଆକୁ ୨୭୧ ରନର ଟାର୍ଗେଟ୍ ଦେଲା ଦକ୍ଷିଣ ଆଫ୍ରିକା
ବିଶାଖାପଟନମ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ବିଶାଖାପଟନମରେ ଖେଳା ଯାଉଥିବା ତୃତୀୟ ତଥା ନିର୍ଣ୍ଣାୟକ ଦିନିକିଆ ମ୍ୟାଚରେ ଟିମ୍ ଇଣ୍ଡିଆକୁ ୨୭୧ ରନର ଟାର୍ଗେଟ୍ ଦେଇଛି ଦକ୍ଷିଣ ଆଫ୍ରିକା । ଟସ୍ ହାରି ବ୍ୟାଟିଂ ଆମନ୍ତ୍ରଣ ପାଇଥିବା ଦକ୍ଷିଣ ଆଫ୍ରିକା ଦଳ ୪୭.୫ ଓଭରରେ ସମସ୍ତ ଓ୍ବିକେଟ ହରାଇ ୨୭୦ ରନ୍ କରିଛି । ଭାରତ ପକ୍ଷରୁ ପ୍ରସିଦ୍ଧ କ୍ରିଷ୍ଣା ଏବଂ କୁଲଦୀପ ଯାଦବ ୪ଟି ଲେଖାଏଁ ଓ୍ବିକେଟ ନେଇଥିବା ବେଳେ ଅର୍ଶଦୀପ ସିଂ ଏବଂ ରବୀନ୍ଦ୍ର ଜାଡେଜା ଗୋଟିଏ ଲେଖାଏଁ ଓ୍ବିକେଟ ନେଇଛନ୍ତି । ଏକଦା ୩ ଓ୍ଵିକେଟ୍ ହରାଇ ୧୭୦ ରନ କରିଥିବା ଦକ୍ଷିଣ ଆଫ୍ରିକା କୁଲଦୀପ ଯାଦବଙ୍କ ମୁକାବିଲା କରି ନ ପାରି ୪୭.୫ ଓଭରରେ ଅଲଆଉଟ୍ ହୋଇଛି।
ଟସ୍ ହାରି ବ୍ୟାଟିଂ କରିବାକୁ ଆସିଥିବା ଦକ୍ଷିଣ ଆଫ୍ରିକାର ଆରମ୍ଭ ଭଲ ହୋଇ ନଥିଲା । ଦଳୀୟ ସ୍କୋର ମାତ୍ର ୧ ରନ୍ ଥିବା ବେଳେ ରିକlଲଟନ୍ ଖାତା ଖୋଲିବା ପୂର୍ବରୁ ଅର୍ଶଦୀପଙ୍କ ଶିକାର ହୋଇଥିଲେ । ଏହାପରେ ଅଓିନାୟକ ଟି. ବାଭୁମା ବ୍ୟାଟି କରିବାକୁ ଆସିଥିଲେ । ଅନ୍ୟତମ ଓପ୍ନର ଡି କକଙ୍କ ସହ ଭଲ ପାର୍ଓନରସିପ କରିଥିଲେ । ବାଭୁମା ୪୮ ରନ୍ କରି ଆଉଟ ହୋଇଥିବା ବେଳେ ଡି କକ୍ ୮୯ ବଲରୁ ୮ ଚୌକା ଓ ୬ ଛକା ସହାୟତାରେ ୧୦୬ ରନର ଧୂଆଁଧାର ଇଂନିସ୍ ଖେଳିଥିଲେ । ଅନ୍ୟମାନଙ୍କ ମଧ୍ୟରେ ମାଥ୍ୟୁ ୨୪, ମାର୍କରାମ ୧, ବ୍ରେଭିସ ୨୯, ଜନସନ ୧୭, ବୋଚ ୯, ମହାରାଜା ୨୦ ନିଗିଡି ୧ ଏବଂ ବାର୍ଥମ୍ୟାନ ୩ ରନ୍ କରିଥିଲେ ।
ଭାରତ-ଦକ୍ଷିଣ ଆଫ୍ରିକା ଶେଷ ଦିନିକିଆ ଆଜି; ଟସ୍‌ ଓ କୁହୁଡ଼ି ହେବ ନିର୍ଣ୍ଣାୟକ...
ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌ ନିର୍ଣ୍ଣାୟକ ସ୍ଥିତିରେ ପହଞ୍ଚିଛି। ଏହି ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ଭାରତ ୧୭ ରନ୍‌ରେ ଓ ଦ୍ୱିତୀୟ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ୪ ୱିକେଟରେ ବିଜୟୀ ହେବା ଫଳରେ ସିରିଜ୍‌ ୧-୧ ବରାବର ସ୍ଥିତିରେ ରହିଛି। ଏଠାରେ ଆସନ୍ତାକାଲି ସିରିଜ୍‌ର ତୃତୀୟ ତଥା ନିର୍ଣ୍ଣାୟକ ମୁକାବିଲା ହେବ। ଏଥିରେ ଯେଉଁ ଦଳ ବିଜୟୀ ହେବ ସେହି ଦଳ ୨-୧ ବ୍ୟବଧାନରେ ସିରିଜ୍‌ କବ୍‌ଜା କରିବ। ଏହା ପୂର୍ବରୁ ଖେଳାଯାଇଥିବା ୨ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌କୁ ଦକ୍ଷିଣ ଆଫ୍ରିକା ୨-୦ରେ କ୍ଲିନ୍‌ ସୁଇପ୍‌ କରିଥିଲା। ଏଣୁ ଏଠାରେ ଶେଷ ଦିନିକିଆରେ ବିଜୟୀ ହୋଇ ଭାରତ କ୍ରମାଗତ ଦୁଇଟି ସିରିଜ୍‌ ପରାଜୟ ଏଡ଼ାଇବାକୁ ସମସ୍ତ ପ୍ରକାର ଉଦ୍ୟମ କରିବ। ଏହି ମ୍ୟାଚ୍‌ରେ ଟସ୍‌ ଓ କୁହୁଡ଼ି ଯେ ମ୍ୟାଚ୍‌ରେ ଶେଷ ମୁକାବିଲାରେ ନିର୍ଣ୍ଣାୟକ ଭୂମିକା ଗ୍ରହଣ କରିବ ଏଥିରେ ସନ୍ଦେହ ନାହିଁ।
ରାୟପୁରରେ ଖେଳାଯାଇଥିବା ଦ୍ୱିତୀୟ ଦିନିକିଆରେ ପ୍ରଥମେ ବ୍ୟାଟିଂ କରି ଭାରତ ୩୫୮ ରନ୍‌ କରିଥିଲେ ମଧ୍ୟ ଏହି ମୁକାବିଲାକୁ ହାରିଯାଇଥିଲା। ଭ୍ରମଣକାରୀ ଦଳର ବ୍ୟାଟିଂ ଲାଇନ୍‌ ଏତେ ଶକ୍ତିଶାଳୀ ଯେ, କ୍ୱାଲିଟୀ ବୋଲିଂ ନ ହେଲେ ଯେତେବଡ଼ ଟାର୍ଗେଟକୁ ହାସଲ କରିବାର ଦକ୍ଷତା ରଖିଛି। ଫ୍ଲାଟ ପିଚ୍‌ରେ ଦକ୍ଷିଣ ଆଫ୍ରିକାକୁ ହରାଇବା ଭାରତ ଲାଗି କଷ୍ଟକର। ଘରୋଇ ମାଟିରେ ସ୍ପିନରଙ୍କୁ ଖେଳିବା ଭ୍ରମଣକାରୀ ଦଳ ଲାଗି ସହଜ ହୋଇଯାଇଛି। ଜାଡେଜା, ସୁନ୍ଦର ଓ କୁଲଦୀପଙ୍କୁ ନେଇ ଗଠିତ ଭାରତର ସ୍ପିନ୍‌ ବାହିନୀ ଆଦୌ ବିପଦ ସୃଷ୍ଟି କରୁନାହିଁ। ଏଣୁ ଭାରତ ବ୍ୟାଟିଂ ଉପରେ ନିର୍ଭର କରୁଛି। ଦଳ ଦିନିକିଆ ମ୍ୟାଚ୍‌ରେ କ୍ରମାଗତ ୧୯ଟି ଟସ୍‌ ହାରିଛି। ଭାରତରେ ଏବେ ପ୍ରବଳ କୁହୁଡ଼ି ପଡ଼ୁଛି। ପଛରେ ବୋଲିଂ ଓ ଫିଲ୍ଡିଂ କରିବା କଷ୍ଟକର ହେଉଛି। ଏଣୁ ଆସନ୍ତାକାଲି ମ୍ୟାଚ୍‌ରେ ଯେଉଁ ଦଳ ଟସ୍‌ ଜିତିବ, ସେହିଦଳ ନିଶ୍ଚିତ ଭାବେ ପ୍ରତିପକ୍ଷ ଦଳକୁ ପ୍ରଥମେ ବ୍ୟାଟିଂ କରିବାକୁ ଆମନ୍ତ୍ରଣ କରିବ। କ୍ରମାଗତ ୨୦ତମ ମୁକାବିଲାରେ ଭାରତ ଯଦି ଟସ୍‌ ନ ଜିତେ ତେବେ ଏହି ସିରିଜ୍‌ ଜିତିବା ଦଳ ଲାଗି ସ୍ୱପ୍ନ ହୋଇ ରହିଯିବ। ଅନ୍ୟ ପକ୍ଷରେ ଦ୍ୱିତୀୟ ଦିନିକିଆ ମ୍ୟାଚ୍‌ ଖେଳୁଥିବାବେଳେ ଦକ୍ଷିଣ ଆଫ୍ରିକାର ଦୁଇଜଣ ଖେଳାଳି ତଥା ଫାଷ୍ଟ ବୋଲର ନାନ୍ଦ୍ରେ ବର୍ଗର ଓ ବ୍ୟାଟ୍ଟର ଟୋନି ଡି ଜୋର୍ଜିଙ୍କ ହାମଷ୍ଟ୍ରିଙ୍ଗ୍‌ ଇଞ୍ଜୁରୀ ହୋଇଛି। ଏମାନେ ଫିଟ୍‌ ହେବେ ବୋଲି ଆଶା କମ୍‌। ବର୍ଗରଙ୍କ ସ୍ଥାନରେ ଓଟ୍ଟନେଲ ବାର୍ଟମ୍ୟାନ୍‌ ଓ ଡି ଜୋର୍ଜିଙ୍କ ସ୍ଥାନରେ ରିୟାନ ରିକେଲଟନଙ୍କ ଖେଳିବା ସମ୍ଭାବନା ରହିଛି।
ସମ୍ଭାବ୍ୟ ଖେଳାଳି ଦଳ
ଭାରତ : ଜୟସ୍ୱାଲ, ରୋହିତ, କୋହଲି, ଗାଏକ୍ୱାଡ୍‌, ରାହୁଲ (ଅଧିନାୟକ), ସୁନ୍ଦର, ଜାଡେଜା, ରାଣା, କୁଲଦୀପ, ଅର୍ଶଦୀପ ଓ ପ୍ରସିଦ୍ଧ କ୍ରିଷ୍ଣା। ବେଞ୍ଚ୍‌- ପନ୍ତ, ଜୁରେଲ, ରେଡ୍ଡୀ ଓ ବର୍ମା।
ଦକ୍ଷିଣ ଆଫ୍ରିକା : ମାରକ୍ରମ, ଡି କକ, ରିକେଲଟନ, ବଭୁମା (ଅଧିନାୟକ), ବ୍ରିଜ୍‌କେ, ବ୍ରେଭିସ୍‌, ଜାନ୍‌ସେନ, ବୋଶ୍ଚ, ମହାରାଜ, ଏନ୍‌ଗିଡି, ବାର୍ଟମ୍ୟାନ୍‌। ବେଞ୍ଚ୍‌- ହର୍ମନ, ଡି ଜୋର୍ଜି, ବର୍ଗର, ଏନ୍‌ଗିଡି, ସୁବ୍ରାୟେନ୍‌ ।
ଇଂଲଣ୍ଡକୁ ୩ୟ ଦିନିକିଆ ହରାଇ ସିରିଜ କ୍ଲିନ ସୁଇପ କଲା ଭାରତ
ଅହମଦାବାଦ: ଭାରତ ଓ ଇଂଲଣ୍ଡ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ ଶୃଙ୍ଖଳାର ଅନ୍ତିମ ମୁକାବିଲା ବୁଧବାର ଅହମଦାବାଦ୍‌ସ୍ଥିତ ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଖେଳା ଯାଇଥିଲ। ଏହି ମ୍ୟାଚ୍‌ରେ ଇଂଲଣ୍ଡ ଟସ୍ ଜିଣି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଲା ପରେ ଭାରତ ବ୍ୟାଟିଂ କରିଥିଲା। ଟିମ୍ ଇଣ୍ଡିଆ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ଓଭରରେ ସମସ୍ତ ଓ୍ବିକେଟ ହରାଇ ୩୫୬ ରନ ସଂଗ୍ରହ କରିଥିଲା । ଫଳରେ ଇଂଲଣ୍ଡ ଆଗରେ ୩୫୭ ରନର ବିଜୟ ଲକ୍ଷ୍ୟ ରହିଥିଲା। ହେଲେ ଇଂଲଣ୍ଡ ୩୪.୨ ଓଭରରେ ସମସ୍ତ ୱିକେଟ ହରାଇ ୨୧୪ ରନ କରିବାକୁ ସକ୍ଷମ ହୋଇଥିଲା। ଫଳରେ ଆଜିର ମ୍ୟାଚକୁ ୧୪୨ରନ ଜିତିବାସହ ୩-୦ରେ ସିରିଜ ମୂଳପୋଛ କରିଛି ରୋହିତ ବାହିନୀ।
ଇଂଲଣ୍ଡ ପକ୍ଷରୁ ଫିଲ ସଲ୍ଟ ୨୧ ବଲରେ ୨୩ ରନ, ବେନ୍‌ ଡକେଟ ୨୨ ବଲରେ ୩୪ ରନ କରି ଆଉଟ ହୋଇଥିଲେ। ଟମ ବାନଟୋନ ୪୧ ବଲରେ ୩୮ ରନ, ଜୋ ରୁଟ୍‌ ୨୯ ବଲରେ ୨୪, ହ୍ୟାରୀ ବ୍ରୁକ୍‌ ୨୬ ବଲରେ ୧୯ରନ ଗୁସ୍ ଅତକିନସନ ୧୯ ବଲରେ ୩୮ ରନ କରି ଆଉଟ ହୋଇଥିଲେ।
ଭାରତ ପକ୍ଷରୁ  ଅର୍ଶଦୀପ ସିଂହ, ଅକ୍ଷର ପଟେଲ , ହର୍ସିତ ରାଣା ଓ ହାର୍ଦ୍ଦିକ ପାଣ୍ଡ୍ୟା ୨ଟି ଲେଖାଏଁ ୱିକେଟ ନେଇଥିବାବେଳେ ୱାଶିଂଟନ ସୁନ୍ଦର ଓ କୁଲଦୀପ ଯାଦବ ଗୋଟିଏ ଲେଖାଏଁ ୱିକେଟ ନେଇଥିଲେ।
ଟିମ୍ ଇଣ୍ଡିଆ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ଓଭରରେ ସମସ୍ତ ଓ୍ବିକେଟ ହରାଇ ୩୫୬ ରନ ସଂଗ୍ରହ କରିଥିଲା। ଏହି ଇନିଂସରେ ଭୁବମନ ଗିଲ ଶତକ ହାସଲ କରିଥିବା ବେଳେ ଅର୍ଦ୍ଧ ଶତକ କରିଛନ୍ତି ବିରାଟ କୋହଲି ଓ ଶ୍ରେୟସ ଆୟର । ଶୁଭମନ ଗିଲ ୧୦୨ ବଲରେ ୧୧୨ ରନ ସଂଗ୍ରହ କରିଛନ୍ତି । ବିରାଟ ୫୫ ବଲରେ ୫୨ ରନ କରିଥିବା ବେଳେ ଶ୍ରେୟସ ଆୟର ୬୪ ବଲରେ ୭୮ ରନ ସଂଗ୍ରହ କରିଛନ୍ତି । ରୋହିତ ଶର୍ମା ଏକ ରନ କରି ଆଉଟ ହୋଇଯାଇଥଇବା ବେଳେ  କେଏଲ ରାହୁଲ ୪୦, ହାର୍ଦ୍ଦିକ ପାଣ୍ଡ୍ୟା ୧୭, ଅକ୍ଷର ପଟେଲ ୧୩, ଓ୍ବାସିଙ୍ଗଟନ ସୁନ୍ଦର ୧୪, ହର୍ଷିତ ରାଣା ୧୩, ଅର୍ଶଦୀପ ସିଂ ୨ ଓ କୁଲଦୀନ ଯାଦବ ଗୋଟିଏ ରନ କରିଥିଲେ।
ଅନ୍ୟପଟେ ଇଂଲଣ୍ଡର ଆଦିଲ ରସିଦ ୪ଟି ଓ୍ବିକେଟ୍, ମାର୍କ ଉଡ୍‌ ଦୁଇଟି ଓ୍ବିକେଟ ନେଇଥିବା ବେଳେ ସକିବ ମହମୁଦ,  ଗୁସ ଆଟକିନସନ ଓ ଜୋ ରୁଟ୍ ଗୋଟିଏ ଲେଖାଏଁ ଓ୍ବିକେଟ ନେଇଥିଲେ।
ଅହମଦାବାଦ: ଭାରତ ଓ ଇଂଲଣ୍ଡ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ ଶୃଙ୍ଖଳାର ଅନ୍ତିମ ମୁକାବିଲା ବୁଧବାର ଅହମଦାବାଦ୍‌ସ୍ଥିତ ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଖେଳା ଯାଉଛି। ଏହି ମ୍ୟାଚ୍‌ରେ ଇଂଲଣ୍ଡ ଟସ୍ ଜିଣି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଲା ପରେ ଭାରତ ବ୍ୟାଟିଂ କରିଥିଲା। ଟିମ୍ ଇଣ୍ଡିଆ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ଓଭରରେ ସମସ୍ତ ଓ୍ବିକେଟ ହରାଇ ୩୫୬ ରନ ସଂଗ୍ରହ କରିଛି । ଫଳରେ ଇଂଲଣ୍ଡ ଆଗରେ ୩୫୭ ରନର ବିଜୟ ଲକ୍ଷ୍ୟ ରହିଛି ।
ଏହି ଇନିଂସରେ ଭୁବମନ ଗିଲ ଶତକ ହାସଲ କରିଥିବା ବେଳେ ଅର୍ଦ୍ଧ ଶତକ କରିଛନ୍ତି ବିରାଟ କୋହଲି ଓ ଶ୍ରେୟସ ଆୟର । ଶୁଭମନ ଗିଲ ୧୦୨ ବଲରେ ୧୧୨ ରନ ସଂଗ୍ରହ କରିଛନ୍ତି । ବିରାଟ ୫୫ ବଲରେ ୫୨ ରନ କରିଥିବା ବେଳେ ଶ୍ରେୟସ ଆୟର ୬୪ ବଲରେ ୭୮ ରନ ସଂଗ୍ରହ କରିଛନ୍ତି । ରୋହିତ ଶର୍ମା ଏକ ରନ କରି ଆଉଟ ହୋଇଯାଇଥଇବା ବେଳେ  କେଏଲ ରାହୁଲ ୪୦, ହାର୍ଦ୍ଦିକ ପାଣ୍ଡ୍ୟା ୧୭, ଅକ୍ଷର ପଟେଲ ୧୩, ଓ୍ବାସିଙ୍ଗଟନ ସୁନ୍ଦର ୧୪, ହର୍ଷିତ ରାଣା ୧୩, ଅର୍ଶଦୀପ ସିଂ ୨ ଓ କୁଲଦୀନ ଯାଦବ ଗୋଟିଏ ରନ କରିଛନ୍ତି ।
ଅନ୍ୟପଟେ ଇଂଲଣ୍ଡର ଆଦିଲ ରସିଦ ୪ଟି ଓ୍ବିକେଟ୍, ମାର୍କ ଉଡ୍‌ ଦୁଇଟି ଓ୍ବିକେଟ ନେଇଥିବା ବେଳେ ସକିବ ମହମୁଦ,  ଗୁସ ଆଟକିନସନ ଓ ଜୋ ରୁଟ୍ ଗୋଟିଏ ଲେଖାଏଁ ଓ୍ବିକେଟ ନେଇଛନ୍ତି ।
ଭାରତ ବିପକ୍ଷରେ ଦିନିକିଆ ସିରିଜ ଜିତିଲା ଶ୍ରୀଲଙ୍କା
କଲମ୍ବୋ: କଲମ୍ବୋସ୍ଥିତ ଆର ପ୍ରେମାଦାସା ଷ୍ଟାଡିୟମରେ ଆୟୋଜକ ଶ୍ରୀଲଙ୍କା ବିପକ୍ଷରେ ତିନି ମ୍ୟାଚ୍ ବିଶିଷ୍ଟ ଏକଦିବସୀୟ ସିରିଜର ଶେଷ ତଥା ଅନ୍ତିମ ମ୍ୟାଚରେ ପରାଜୟ ସହିତ ଟିମ୍ ଇଣ୍ଡିଆ ଏକଦିବସୀୟ ସିରିଜ ହାରିଛି। ଶ୍ରୀଲଙ୍କା ଟସ୍ ଜିତି ପ୍ରଥମେ ବ୍ୟାଟିଂ କରି ୨୪୮ ରନ୍ ସଂଗ୍ରହ କରିଥିଲା। ଧାର୍ଯ୍ୟ ୨୪୯ ରନ୍‌ର ପିଛା କରି ଟିମ୍ ଇଣ୍ଡିଆ ୨୬.୧ ଓଭରରେ ୧୦ ୱିକେଟ ହରାଇ ୧୩୮ ରନ୍ ସଂଗ୍ରହ କରିଥିଲା। ଫଳରେ  ଶ୍ରୀଲଙ୍କା ଦୁଇଟି ମ୍ୟାଚ୍ ଜିତି ସିରିଜକୁ ୨-୦ରେ ଜିତି ନେଇଛି। ୩ ଟିକିଆ ସିରିଜ୍ ମଧ୍ୟରେ ଶ୍ରୀଲଙ୍କା ୨ଟି ଜିତିଥିବାବେଳେ ଗୋଟିଏ ମ୍ୟାଚ୍ ଡ୍ର ରହିଥିଲା। ଏଥିସହ ଦୀର୍ଘ ୨୭ ବର୍ଷ ପରେ ଭାରତ ବିପକ୍ଷରେ କୌଣସି ଦ୍ୱିପାକ୍ଷିକ ସିରିଜ ଜିତିବାକୁ ସକ୍ଷମ ହୋଇଛି ଶ୍ରୀଲଙ୍କା।
ଭରତ ପକ୍ଷରୁ ରୋହିତ ଶର୍ମା ୩୫ ରନ୍ କରିଥିବାବେଳେ ବିରାଟ କୋହଲି ୨୦ ରନ୍ କରିଥିଲେ। ସେହିପରି ରିୟାନ ପରାଗ ୧୫ ଏବଂ ୱାଶିଂଟନ ସୁନ୍ଦର ୩୦ ରନ୍ କରିଥିଲେ। ଅନ୍ୟ ୭ ଜଣ ବ୍ୟାଟ୍ସମ୍ୟାନ ଏକ ଅଙ୍କରେ ରହିଥିଲେ।
ଶ୍ରୀଲଙ୍କା ପକ୍ଷରୁ ଦୁନିତ ୱେଲାଲଗେ ସର୍ବାଧିକ ୫ ୱିକେଟ ନେଇଥିଲେ । ସେହିପରି ଜେ‌ଫ୍ରେ ଭଣ୍ଡାରସେ ଓ ମହିଶ ଥିକସାନା ୨ଟି ଲେଖାଏଁ ୱିକେଟ ନେଇଥିବା ବେଳେ  ଅସିଥା ଫର୍ଣ୍ଣାଣ୍ଡୋ ଗୋଟିଏ ୱିକେଟ ନେଇଥିଲେ।
ତୃତୀୟ ଦିନିକିଆ: ଦକ୍ଷିଣ ଆଫ୍ରିକାକୁ ୨୯୭ ରନର ଟାର୍ଗେଟ ଦେଲା ଭାରତ
ପର୍ଲ: ଦକ୍ଷିଣ ଆଫ୍ରିକା-ଭାରତ ଦିନିକିଆ ସିରିଜ୍‌ । ଆଜି ସିରିଜ୍‌ର ନିର୍ଣ୍ଣାୟକ ମ୍ୟାଚ୍‌ ବୋଲାଣ୍ଡ ପାର୍କ ଷ୍ଟାଡିୟମରେ ଖେଳାଯାଉଛି । ଉଭୟ ଟିମ୍‌ ପାଇଁ କର ବା ମର ସ୍ଥିତି । ଉଭୟ ଟିମ୍‌ ୧-୧ରେ ବରାବର ସ୍ଥିତିରେ ରହିଛନ୍ତି । ଆଜି ଦକ୍ଷିଣ ଆଫ୍ରିକା ଟସ୍ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲା । ଫଳରେ ଭାରତ ପ୍ରଥମେ ବ୍ୟାଟିଂ କରିଥିଲା । ନିର୍ଦ୍ଧାରିତ ଓଭରରେ ୮ ୱିକେଟ ହାରଇ ଭାରତ ୨୯୬ ରନ କରିଛି। ଏହି  ମ୍ୟାଚ ଜିତିବାକୁ ହେଲେ ଦକ୍ଷିଣ ଆଫ୍ରିକାକୁ ୨୯୭ ରନର ଆବଶ୍ୟକତା ରହିଛି।
ଭାରତ ପକ୍ଷରୁ  ରଜତ ପଟିଦାର ୧୬ ବଲରେ ୨୨ ରନ କରି ଆଉଟ ହୋଇଥିଲେ।  ସାଇ ସୁଦର୍ଶନ ୧୬ ବଲରେ ୧୦ ରନ କରି ଆଉଟ ହୋଇଥିଲେ। ପରେ ପାରିକୁ ସଞ୍ଜୁ ସାମସନ ଓ ଲୋକେଶ ରାହୁଲ  ସମ୍ଭାଳିଥିଲେ। ସଞ୍ଜୁ ସାମସନ ଏକ ଶତକୀୟ ଇଂନିସ ଖେଳିଥିଲେ। ସଞ୍ଜୁ ସାମସନ ୧୧୪ ବଲରେ ୧୦୮ ରନ କରି ଆଉଟ ହୋଇଥିଲେ। ଲୋକେଶ ରାହୁଲ ୩୫ ବଲରେ ୨୧ ରନ କରି ଆଉଟ ହୋଇଥିଲେ। ତିଲକ ବର୍ମା ୭୭ ବଲରେ ୫୨ ରନ କରି ଆଉଟ ହୋଇଥିଲେ।  ଅକ୍ଷର ପଟେଲ ୩ ବଲରେ ୧ ରନ କରି ଆଉଟ ହୋଇଥିଲେ। ୱାଶିଂଟନ ସୁନ୍ଦର ୯ ବଲରେ ୧୪ ରନ କରି ଆଉଟ ହୋଇଥିଲେ। ରିଙ୍କୁ ସିଂ ୨୭ ବଲରେ ୩୮ ରନ କରି ଆଉଟ ହୋଇଥିବା ବେଳେ ଅର୍ଶଦୀପ ସିଂ  ୨ ବଲରେ ୭ ରନ କରି ଅପରାଜିତ ରହିଥିଲେ।
ଦକ୍ଷିଣ ଆଫ୍ରିକା ପକ୍ଷରୁ ବେଉରାନ ହେଣ୍ଡ୍ରିକ୍ସ ୩ଟି ୱିକେଟ ନେଇଥିଲେ। ନାନ୍ଦ୍ରେ ବର୍ଗର ୨ଟି ୱିକେଟ ନେଇଥିବା ବେଳେ କେଶବ ମହାରାଜ, ଲିଜ୍ଜାଡ ୱିଲିୟମ୍ସ ଓ ୱିଆନ୍‌ ମୁଲଡର ଗୋଟିଏ ଲେଖାଏଁ ୱିକେଟ ନେଇଥିଲେ।
ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିିରିଜ: ୩ୟ ମ୍ୟାଚ୍‌ ଜିତି ସମ୍ମାନ ରକ୍ଷାକଲା ଅଷ୍ଟ୍ରେଲିଆ
ରାଜକୋଟ: ଭାରତ-ଅଷ୍ଟ୍ରେଲିଆ ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ଶୃଙ୍ଖଳାର ୩ୟ ମ୍ୟାଚ୍‌ରେ ଟସ୍‌ ଜିତି ଅଷ୍ଟ୍ରେଲିଆର ବ୍ୟାଟିଂ ନିଷ୍ପତ୍ତି ନେଇଥିଲା। ଅଷ୍ଟ୍ରେଲିଆ ପ୍ରଥମେ ବ୍ୟାଟିଂ କରି ୭ ୱିକେଟ ହରାଇ ୩୫୨ ରନ କରିଥିଲା । ଭାରତକୁ ଏହି ମ୍ୟାଚ ଜିତିବାକୁ ହେଲେ ୩୫୩ ରନର ଲକ୍ଷ ରହିଥିଲା । ହେଲେ ଭାରତ ସମସ୍ତ ୱିକେଟ ହରାଇ ୨୮୬ରନ କରିବାକୁ ସକ୍ଷମ ହୋଇଥିଲା । ଫଳରେ ଏହି ମ୍ୟାଚକୁ ୬୬ ରନରେ ଜିତି ନେଇଛି ଅଷ୍ଟ୍ରେଲିଆ  ।
ଭାରତ ପକ୍ଷରୁ ରୋହିତ ଶର୍ମା ୫୭ ବଲରେ ୮୧ ରନ କରି ଆଉଟ ହୋଇଥିଲେ। ଓ୍ୱାସିଂଟନ ସୁନ୍ଦର ୩୦ ବଲରେ ୧୮ ରନ କରି ଆଉଟ ହୋଇଥିଲେ। ପରେ ବିରାଟ କୋହଲି ଓ ଶ୍ରେୟାସ ଆୟର ପାରିକୁ ସମ୍ଭାଳିଥିଲେ। ବିରାଟ କୋହଲି ୬୧ ବଲରେ ୫୧ ରନ କରି ଆଉଟ ହୋଇଥିଲେ। ଶ୍ରେୟାସ ଆୟର ୪୩ ବଲରେ ୪୮ ରନ କରି ଆଉଟ ହୋଇଥିଲେ। କେଏଲ ରାହୁଲ ୩୦ ବଲରେ ୨୬ ରନ କରି ଆଉଟ ହୋଇଥିଲେ। ସୂର୍ଯ୍ୟକୁମାର ଯାଦବ ୭ ବଲରେ ୮ ରନ କରି ଆଉଟ ହୋଇଥିଲେ। କୁଲଦୀପ ଯାଦବ ୧୨ ବଲରେ ୨ ରନ କରି ଆଉଟ ହୋଇଥିବା ବେଳେ ଯଶପ୍ରୀତ ବୁମରା ୧୧ ବଲରେ ୫ ରନ କରି ଆଉଟ ହୋଇଥିଲେ। ପରେ ରବିନ୍ଦ୍ର ଜାଡେଜା ଓ ମହମ୍ମଦ ସିରାଜ ପାରିକୁ ସମ୍ଭାଳିଥିଲେ। ରବିନ୍ଦ୍ର ଜାଡେଜା ୩୬ ବଲରେ ୩୫ ରନ କରି ଆଉଟ ହୋଇଥିବା ବେଳେ ମହମ୍ମଦ ସିରାଜ ୮ ବଲରେ ୧ ରନ କରି ଆଉଟ ହୋଇଥିଲେ।
ଅଷ୍ଟ୍ରେଲିଆ ପକ୍ଷରୁ ଗ୍ଲେନ ମାକ୍ସୱେଲ୍‌ ୪ ୱିକେଟ ନେଇଥିଲେ। ସେହିପରି ଜୋସ ହାଜେଲଉଡ୍‌ ୨ଟି ୱିକେଟ ନେଇଥିବା ବେଳେ ମିଚେଲ ଷ୍ଟାର୍କ, ତନଭୀର ସାଙ୍ଗା, କ୍ୟାମେରୁନ୍‌ ଗ୍ରୀନ୍‌ ଓ ପ୍ୟାଟ୍‌ କମିନ୍ସ ଗୋଟିଏ ଲେଖାଏଁ ୱିକେଟ ନେଇଥିଲେ।
ଭାରତ-ଅଷ୍ଟ୍ରେଲିଆ ଦିନିକିଆ ଶୃଙ୍ଖଳା: ୨୧ ରନରେ ଟିମ୍ ଇଣ୍ଡିଆକୁ ହରାଇ ସିରିଜ କବଜା କଲା କଙ୍ଗାରୁ ଟିମ୍‌
ଚେନ୍ନାଇ: ଭାରତ-ଅଷ୍ଟ୍ରେଲିଆ ତୃତୀୟ ଦିନିକିଆ ଅର୍ଥାତ ଶେଷ ମ୍ୟାଚ୍‌ରେ ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିଲା କଙ୍ଗାରୁ ଟିମ୍‌ । ପ୍ରଥମେ ବ୍ୟାଟିଂ କରି ଅଷ୍ଟ୍ରେଲିଆ ୪୯ ଓଭରରେ ୧୦ ୱିକେଟ ହରାଇ ୨୬୯ ରନ କରିବାକୁ ସକ୍ଷମ ହୋଇଥିଲା। ପରେ ବ୍ୟାଟିଂ କରିବାକୁ ଟିମ ଇଣ୍ଡିଆ ପଡିଆକୁ ଓହ୍ଲାଇଥିଲା। ଟିମ ଇଣ୍ଡିଆ ୪୯.୧ ଓଭରରେ ୧୦ ୱିକେଟ ହରାଇ ୨୪୮ ରନ କରିଥିଲା । ଫଳରେ ଏହି ମ୍ଯାଚ ଅଷ୍ଟ୍ରେଲିଆ ୨୧ ରନରେ ଭାରତ ଠାରୁ ଜତିନେଇଛି। ଏଥିସହ ସିରିଜ କବଜା କରିଛି ଅଷ୍ଟ୍ରେଲିଆ ।
ଭାରତ ପକ୍ଷରୁ ରୋହିତ ଶର୍ମା  ୧୭ ବଲରେ ୩୦ ରନ କରି ଆଉଟ ହୋଇଥିଲେ । ପରେ ଶୁଭମନ ଗିଲ୍‌ ୪୯ ବଲରେ ୩୭ ରନ କରି ଆଉଟ ହୋଇଥିଲେ । ଏହାପରେ ପାରିକୁ ବିରାଟ କୋହଲି  ଓ  କେ ଏଲ ରାହୁଲ ସମ୍ଭାଳିଥିଲେ। ବିରାଟ କୋହଲି ୭୨ ବଲରେ ୫୪ ରନ କରି ଆଉଟ ହୋଇଥିବା ବେଳେ କେ ଏଲ ରାହୁଲ ୫୦ ବଲରେ ୩୨ ରନ କରି ଆଉଟ ହୋଇଥିଲେ। ସୂର୍ଯ୍ଯକୁମାର ଯାଦବ ବିନା କୌଣସି ରନରେ ଆଉଟ ହୋଇ ପାଭିଲିଅନ ଫେରିଥିଲେ। ଅକ୍ଷର ପଟେଲ ୪ ବଲରେ ୨ ରନ କରି ଆଉଟ ହୋଇଥିଲେ। ପରେ ପାରିକୁ ହାର୍ଦ୍ଦିକ ପାଣ୍ଡ୍ୟା ଓ ରବିନ୍ଦ୍ର ଜାଡେଜା ସମ୍ଭାଳିଥିଲେ। ପରେ ହାର୍ଦ୍ଦିକ ପାଣ୍ଡ୍ୟା ୪୦ ବଲରେ ୪୦ ରନ କରି ଆଉଟ ହୋଇଥିଲେ। ପରେ ପାରିକୁ ସମ୍ଭାଳିଥିବା ରବିନ୍ଦ୍ର ଜାଡେଜା ୩୩ ବଲରେ ୧୮ ରନ କରି ଆଉଟ ହୋଇଥିଲେ। ଏହାପରେ ମହମ୍ମଦ ସାମି ୧୦ ବଲରେ ୧୪ ରନ କରି ଆଉଟ ହୋଇଥିଲେ। ପରେ କୁଲଦୀପ ଯାଦବ ୧୪ ବଲରେ ୬ ରନ କରି ରନ ଆଉଟ ହୋଇଥିଲେ। ମହମ୍ମଦ ସିରାଜ ୫ ବଲରେ ୩ ରନ କରି ଅପରାଜିତ ରହିଥିଲେ।
ଅଷ୍ଟ୍ରେଲିଆ ପକ୍ଷରୁ ଆଡାମ ଜାମ୍ପା ୪ ଟି ୱିକେଟ ନେଇଥିଲେ। ଆଷ୍ଟନ ଆଗର ୨ଟି ୱିକେଟ ନେଇଥିବା ବେଳ ସିନ ଆବୋଟ ଓ ମାର୍କସ ଷ୍ଟଇନିସ ଗୋଟିଏ ଲେଖାଏ ୱିକେଟ ନେଇଥିଲେ।
ନ୍ୟୁଜିଲାଣ୍ଡକୁ ୩ୟ ଦିନିକିଆ ହରାଇ ସିରିଜ କ୍ଲିନ ସୁଇପ କଲା ଭାରତ
ଇନ୍ଦୋର: ଭାରତ-ନ୍ୟୁଜିଲାଣ୍ଡ ଦିନିକିଆ ସିରିଜର ଭାରତ ୩ୟ ଦିନିକିଆ ଜିତି ସିରିଜ କ୍ଲିନ ସୁଇପ କରିଛି । ଆଜିର ମ୍ୟାଚରେ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲା ନ୍ୟୁଜିଲାଣ୍ଡ। ଭରାତ ପ୍ରଥମେ ବ୍ୟାଟିଂ କରି ୯ ୱିକେଟ ହରାଇ ୩୮୫ ରନ କରିଥିଲା। ଏହି ମ୍ଯାଚକୁ ଜିତିବାକୁ ହେଲେ ନ୍ୟୁଜିଲାଣ୍ଡକୁ ୩୮୬ ରନର ଆବଶ୍ୟକତା ରହିଥିଲା। ହେଲେ ନ୍ୟୁଜିଲାଣ୍ଡ ୪୧. ୨ ଓଭରରେ ୧୦ ୱିକେଟ ହରାଇ ୨୯୫ ରନ କରିବାକୁ ସକ୍ଷମ ହୋଇଥିଲା । ଫଳରେ ଭାରତ ଆଜିର ମ୍ୟଚକୁ ୯୦ ରନରେ ଜିତି ନେଇଛି।
ନ୍ୟୁଜିଲାଣ୍ଡ ପକ୍ଷରୁ ଡେଭନ କନୱେ ୧୦୦ ବଲରେ ୧୩୮ ରନ କରି ଆଉଟ ହୋଇଥିଲେ। ହେନରୀ ନିକୋଲ୍ସ  ୪୦ ବଲରେ ୪୨ କରି ଆଉଟ ହୋଇଥିଲେ। ସେହିପରି ଡାରିଲ ମିଚେଲ ୩୧ ବଲରେ ୨୪ ରନ, ମାଇକେଲ ବ୍ରେସୱେଲ୍‌ ୨୨ ବଲରେ ୨୬ ରନ, ମିଚେଲ ସାଣ୍ଟନର ୨୯ ବଲରେ ୩୪ ରନ କରି ଆଉଟ ହୋଇଥିଲେ।
ଭାରତ ପକ୍ଷରୁ ସର୍ଦୁଲ ଠାକୁର ଓ କୁଲଦୀପ ଯାଦବ ୩ଟି ଲେଖାଏଁ ୱିକେଟ ନେଇଥିବା ବେଳେ ୟୁଝବେନ୍ଦ୍ର ଚହଲ ୨ଟି ନେଇଥିଲେ । ସେହିପରି ହାର୍ଦ୍ଦିକ ପାଣ୍ଡ୍ୟା ଓ ଉମ୍ରାନ ମଲିକ ଗୋଟିଏ ଲେଖାଏଁ ୱିକେଟ ନେଇଥିଲେ।
ଭାରତ-ନ୍ୟୁଜିଲାଣ୍ଡ ୩ୟ ଦିନିକିଆ: ରୋହିତ ଓ ଗିଲଙ୍କ ଶତକ, ନ୍ୟୁଜିଲାଣ୍ଡକୁ ୩୮୬ ରନର ଟାର୍ଗେଟ ଦେଲା ଭାରତ
ଇନ୍ଦୋର: ଭାରତ-ନ୍ୟୁଜିଲାଣ୍ଡ ଦିନିକିଆ ସିରିଜର ୩ୟ ଦିନିକିଆରେ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲା ନ୍ୟୁଜିଲାଣ୍ଡ । ପ୍ରଥମେ ବ୍ୟାଟିଂ କରିବାକୁ ପଡିଆକୁ ଓହ୍ଲାଇଥିଲା ଟିମ୍ ଇଣ୍ଡିଆ । ଭରାତ ପ୍ରଥମେ ବ୍ୟାଟିଂ କରି ୯ ୱିକେଟ ହରାଇ ୩୮୫ ରନ କରିଛି। ଏହି ମ୍ଯାଚକୁ ଜିତିବାକୁ ହେଲେ ନ୍ୟୁଜିଲାଣ୍ଡକୁ ୩୮୬ ରନର ଆବଶ୍ୟକତା ରହିଛି। ଭାରତୀୟ ଟିମ୍‌ ପୂର୍ବ ୨ଟି ମ୍ୟାଚ୍‌ ଜିତି ସିରିଜ୍‌କୁ ୨-୦ରେ ଜିତିସାରିଛି। ଆଜିର ମ୍ୟାଚ ଜିତି କ୍ଲିନ ସ୍ବିପ ଲକ୍ଷ୍ୟରେ ଭାରତ ଥିବା ବେଳେ ଗୋଟିଏ ମ୍ୟାଚ ଜିତି ସମ୍ମାନ ବଞ୍ଚାଇବା ପାଇଁ ନ୍ୟୁଜିଲାଣ୍ଡ ଉଦ୍ୟମ କରିବ।
ଭାରତ ପକ୍ଷରୁ ଅଧିନାୟକ ରୋହିତ ଶର୍ମା ଓ ଶୁଭମନ ଗିଲ୍‌ ଉଭୟ ଶତକୀୟ ଇଂନିସ ଖେଳିଥିଲେ। ରୋହିତ ଶର୍ମା  ୮୫ ବଲରେ ୧୦୧ ରନ କରି ଆଉଟ ହୋଇଥିବା ବେଳେ ଶୁଭମନ ଗିଲ୍‌ ୭୮ ବଲରେ ୧୧୨ ରନ କରି ଆଉଟ ହୋଇଥିଲେ। ପରେ ପାରିକୁ ବିରାଟ କୋହଲି ଓ ଇଶାନ କିଷନ ପାରିକୁ ସମ୍ଭାଳିଥିଲେ। ବିରାଟ କୋହଲି  ୨୭ ବଲରେ ୩୬ ରନ କରି ଆଉଟ ହୋଇଥିବା ବେଳେ ଇଶାନ କିଷନ ୨୪ ବଲରେ ୧୭ ରନ କରି ରନଆଉଟ ହୋଇଥିଲେ। ପରେ ସୂର୍ଯ୍ଯକୁମାର ଯାଦବ ୯ ବଲରେ ୧୪ ରନ କରି ଆଉଟ ହୋଇଥିଲେ। ୱାସିଂଟନ ସୁନ୍ଦର ୧୪ ବଲରେ ୯ ରନ କରି ଆଉଟ ହୋଇଥିଲେ। ହାର୍ଦ୍ଦିକ ପାଣ୍ଡ୍ୟା ଓ ସର୍ଦୁଲ ଠାକୁର ପରେ ପରିକୁ ସମ୍ଭାଳିଥିଲେ। ସର୍ଦୁଲ ଠାକୁର ୧୭ ବଲରେ  ୨୫ ରନ କରି ଆଉଟ ହୋଇଥିଲେ। ହାର୍ଦ୍ଦିକ ପାଣ୍ଡ୍ୟା ୩୮ ବଲରେ ୫୮ ରନ କରି ଆଉଟ ହୋଇଥିଲେ। କୁଲଦୀପ ଯାଦବ ୨ ବଲରେ ୩ ଓ ମ୍ରାନ ମଲିକ ୫ ବଲରେ ୨ ରନ କରି ଅପରାଜିତ ରହିଥିଲ।
ନ୍ୟୁଜିଲାଣ୍ଡ ପକ୍ଷରୁ ବ୍ଲେୟାର ଟିକ୍‌ନର ଓ ଜାକବ ଡଫି ୩ଟି ଲେଖାଏଁ ୱିକେଟ ନେଇଥିବା ବେଳେ ମାଇକେଲ ବ୍ରେସୱେଲ୍‌ ଗୋଟିଏ ୱିକେଟ ନେଇଥିଲେ।
ଶ୍ରୀଲଙ୍କା ବିପକ୍ଷ ୩ୟ ଦିନିକିଆ ଜିତି ସିରିଜ କ୍ଲିନ୍ ସୁଇପ କଲା ଭାରତ
ଥିରୁଅନନ୍ତପୁରମ: ଶ୍ରୀଲଙ୍କା ବିପକ୍ଷ ଦିନିକଆ ସିରିଜକୁ ୩-୦ ରେ କ୍ଲିନ ସୁଇପ କଲା ଭାରତ। ଅନ୍ତିମ ଦିନିକିଆରେ ଭାରତ ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିଲା । ଭାରତ ପ୍ରଥମେ ବ୍ୟାଟିଂ କରି ୫ ୱିକେଟ ହରାଇ ୩୯୦ ରନ କରିଥିଲା। ଏହି ମ୍ୟାଚକୁ ଜିତିବାକୁ ହେଲେ ଶ୍ରୀଲଙ୍କାକୁ ୩୯୧ ରନର ଆବଶ୍ୟକତା ରହିଥିଲା। ହେଲେ ଶ୍ରୀଲଙ୍କା ୨୨ ଓଭରରେ ୧୦ ୱେକଟ ହରାଇ ୭୨ ରନ କରିବକୁ ସକ୍ଷମ ହୋଇଛି। ଫଳରେ ଭାରତ ଏହ ମ୍ୟାଚକୁ ୩୧୭ ରନରେ ଜିତି ନେଇଛି।
ଶ୍ରୀଲଙ୍କା ପକ୍ଷରୁ ଅଭିସ୍କା ଫର୍ଣ୍ଣାଣ୍ଡୋ ୪ ବଲରେ ୧ ରନ କରି ଆଉଟ ହୋଇଥିଲେ। ନୁଆନିନ୍ଦୁ ଫର୍ଣ୍ଣାଣ୍ଡୋ  ୨୭ ବଲରେ ୧୯ ରନ କରି ଆଉଟ ହୋଇଥିଲେ। କୁଶଲ ମେଣ୍ଡିସ୍‌ ୭ ବଲରେ  ୪ ରନ କରି ଆଉଟ ହୋଇଥିବା ବେଳେ ଚରିଥ ଆଶାଲଙ୍କା ୪ ବଲରେ ୧ ରନ କରି ଆଉଟ ହୋଇଥିଲେ। ଅଧିନାୟକ ଡାସୁନ ଶଣକା ୨୬ ବଲରେ ୧୧ ରନ କରି ଆଉଟ ହୋଇଥିଲେ। ୱାନିଣ୍ଡୁ ହସରଙ୍ଗା ୭ ବଲରେ ୧ ଓ ଚାମିକା କରୁଣାରତ୍ନେ ୬ ବଲରେ ୧ ରନ କରି ଆଉଟ ହୋଇଥିଲେ। ଦୁନିଥ ୱେଲାଲାଗେ ୧୩ ବଲରେ ୩ ରନ କରି ଆଉଟ ହୋଇଥିଲେ। ଲାହିରୁ କୁମାରା ୧୯ ବଲରେ ୯ ରନ କରି ଆଉଟ ହୋଇଥିଲେ।
ଭାରତ ପକ୍ଷରୁ ବୋଲିଂରେ ମହମ୍ମଦ ସିରାଜ ସର୍ବାଧିର ୪ଟି ୱେକେଟ ନେଇଥିବା ବେଳ ମହମ୍ମଦ ସାମି  ଓ କୁଲଦୀପ ଯାଦବ ୨ଟି ଲେଖାଏଁ ୱିକେଟ ନେଇଥିଲେ।
ସେହିପରି ଭାରତ ପକ୍ଷରୁ ବ୍ୟାଟିଂରେ ଅଧିନାୟକ ରୋହିତ ଶର୍ମା ୪୯ ବଲରେ ୪୨ ରନ କରି ଆଉଟ ହୋଇଥିଲେ। ଅନ୍ୟପଟେ ଶୁଭମନ ଗିଲ୍‌ ଓ  ବିରାଟ କୋହଲି ପାରିକୁ ସମ୍ଭାଳିଥିଲେ। ଶୁଭମନ ଗିଲ୍‌  ଓ ବିରାଟ କୋହଲି ଦୁଇଜଣ ଶତକୀୟ ଇଂନିସ ଖେଳିଥିଲେ। ଶୁଭମନ ଗିଲ୍‌ ୯୭ ବଲରେ ୧୧୬ ରନ କରି ଆଉଟ ହୋଇଥିଲେ। ପରେ ପାରିକୁ ସମ୍ଭାଳିବା ପାଇଁ ଶ୍ରେୟାସ ଆୟର ଆସିଥିଲେ। ଶ୍ରେୟାସ ଆୟର ୩୨ ବଲରେ ୩୮ ରନ କରି ଆଉଟ ହୋଇଥିଲେ। ଅନ୍ୟପଟେ ବିରାଟ ପାରିକୁ ସମ୍ଭାଳିଥିଲେ। ଶ୍ରେୟାସ ଆୟର ଆଉଟ ହେବା ପରେ ବିରାଟଙ୍କ ସାଥ ଦେବା ପାଇଁ କେଏଲ୍‌ ରାହୁଲ ଆସିଥିଲେ। କେଏଲ୍‌ ରାହୁଲ ୬ ବଲରେ ୭ ରନ କରି ଆଉଟ ହୋଇଥିଲେ। ପରେ ବିରାଟଙ୍କ ସାଥ ଦେବା ପାଇଁ ସୁର୍ଯ୍ଯକୁମାର ଯାଦବ ଆସିଥିଲେ। ସୁର୍ଯ୍ଯକୁମାର ୪ ବଲରେ ୪ ରନ କରି ଆଉଟ ହୋଇଥିଲେ। ପରେ ଅକ୍ଷର ପଟେଲ ଆସିଥିଲେ। ବିରାଟ କୋହଲି ଅପରାଜିତ ରହି ୧୧୦ ବଲରେ ୧୬୬ ରନ କରିଥିଲେ। ଏଥିରେ ୮ଟି ଛକା ୧୩ଟି ଚୌକା ସାମିଲ ରହିଛି।
ଭାରତ- ଶ୍ରୀଲଙ୍କା ୩ୟ ଦିନିକିଆ: ଗିଲ୍‌ ଓ କୋହଲିଙ୍କ ଶତକ, ଶ୍ରୀଲଙ୍କାକୁ ୩୯୧ ରନର ଟାର୍ଗେଟ ଦେଲା ଭାରତ
ଥିରୁଅନନ୍ତପୁରମ: ଭାରତ-ଶ୍ରୀଲଙ୍କା ମଧ୍ଯରେ ଚାଲିଥିବା ଦିନିକଆ ସିରିଜର ଶେଷ ମ୍ୟାଚ୍‌ ଆଜି ଖେଲାଯାଉଛି । ଅନ୍ତିମ ଦିନିକିଆରେ ଭାରତ ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିଲା । ଯାହାଫଳରେ ପ୍ରଥମେ ବୋଲିଂ କରିବାକୁ ପଡିଆକୁ ଓହ୍ଲାଇବ ଟିମ୍‌ ଶ୍ରୀଲଙ୍କା । ତେବେ ଆଜିର ମ୍ୟାଚ୍‌ ଜିତି କ୍ଲିନ୍‌ ସୁଇପ୍‌ ଲକ୍ଷ୍ୟରେ ଟିମ୍‌ ଇଣ୍ଡିଆ ରହିଛି । ଭାରତ ପ୍ରଥମେ ବ୍ୟାଟିଂ କରି ୫ ୱିକେଟ ହରାଇ ୩୯୦ ରନ କରିଛି। ଏହି ମ୍ୟାଚକୁ ଜିତିବାକୁ ହେଲେ ଶ୍ରୀଲଙ୍କାକୁ ୩୯୧ ରନର ଆବଶ୍ୟକତା ରହିଛି।
ଭାରତ ପକ୍ଷରୁ ଅଧିନାୟକ ରୋହିତ ଶର୍ମା ୪୯ ବଲରେ ୪୨ ରନ କରି ଆଉଟ ହୋଇଥିଲେ। ଅନ୍ୟପଟେ ଶୁଭମନ ଗିଲ୍‌ ଓ  ବିରାଟ କୋହଲି ପାରିକୁ ସମ୍ଭାଳିଥିଲେ। ଶୁଭମନ ଗିଲ୍‌  ଓ ବିରାଟ କୋହଲି ଦୁଇଜଣ ଶତକୀୟ ଇଂନିସ ଖେଳିଥିଲେ। ଶୁଭମନ ଗିଲ୍‌ ୯୭ ବଲରେ ୧୧୬ ରନ କରି ଆଉଟ ହୋଇଥିଲେ। ପରେ ପାରିକୁ ସମ୍ଭାଳିବା ପାଇଁ ଶ୍ରେୟାସ ଆୟର ଆସିଥିଲେ। ଶ୍ରେୟାସ ଆୟର ୩୨ ବଲରେ ୩୮ ରନ କରି ଆଉଟ ହୋଇଥିଲେ। ଅନ୍ୟପଟେ ବିରାଟ ପାରିକୁ ସମ୍ଭାଳିଥିଲେ। ଶ୍ରେୟାସ ଆୟର ଆଉଟ ହେବା ପରେ ବିରାଟଙ୍କ ସାଥ ଦେବା ପାଇଁ କେଏଲ୍‌ ରାହୁଲ ଆସିଥିଲେ। କେଏଲ୍‌ ରାହୁଲ ୬ ବଲରେ ୭ ରନ କରି ଆଉଟ ହୋଇଥିଲେ। ପରେ ବିରାଟଙ୍କ ସାଥ ଦେବା ପାଇଁ ସୁର୍ଯ୍ଯକୁମାର ଯାଦବ ଆସିଥିଲେ। ସୁର୍ଯ୍ଯକୁମାର ୪ ବଲରେ ୪ ରନ କରି ଆଉଟ ହୋଇଥିଲେ। ପରେ ଅକ୍ଷର ପଟେଲ ଆସିଥିଲେ। ବିରାଟ କୋହଲି ଅପରାଜିତ ରହି ୧୧୦ ବଲରେ ୧୬୬ ରନ କରିଥିଲେ। ଏଥିରେ ୮ଟି ଛକା ୧୩ଟି ଚୌକା ସାମିଲ ରହିଛି।
ଶ୍ରୀଲଙ୍କା ପକ୍ଷରୁ ଲାହିରୁ କୁମାରା ଓ କାସୁନ ରଜିଥା ୨ଟି ଲେଖାଏ ୱିକେଟ ନେଇଥିବା ବେଳେ ଚାମିକା କରୁଣାରତ୍ନେ ଗୋଟିଏ  ୱିକେଟ ନେଇଥିଲେ।