CM Naveen meets Modi - The Sakala

ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ, ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ନେଇ ଆଲୋଚନା ହୋଇଥିବା ସୂଚନା
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଧାନମନ୍ତ୍ରୀଙ୍କୁ ଭେଟିବା ପରେ ଗଣମାଧ୍ୟମ ସାମ୍ନାରେ ପ୍ରତିକ୍ରିୟା ରଖିଲେ ମୁଖ୍ୟମନ୍ତ୍ରୀ । ପ୍ରଧାନମନ୍ତ୍ରୀଙ୍କ ସହ ରାଜ୍ୟ ସ୍ୱାର୍ଥ ସମ୍ବଳିତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିବା କହିଛନ୍ତି ନବୀନ ପଟ୍ଟନାୟକ । ବିଶେଷକରି ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ନେଇ ଦାବି ଉପସ୍ଥାପନ କରିଛନ୍ତି ନବୀନ । ଭୁବନେଶ୍ବରରେ ଏୟାର ଟ୍ରାଫିକ ଜାମ ଯୋଗୁଁ ପୁରୀରେ ଶ୍ରୀଜଗନ୍ନାଥ ବିମାନ ବନ୍ଦର ନିର୍ମାଣ ନେଇ ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା କରିଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ବିମାନ ବନ୍ଦରର ସୀମା ନିର୍ଦ୍ଧାରଣ କାମ ସରିଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କୁ ଜଣାଇଛନ୍ତି ।

ପ୍ରଧାନମନ୍ତ୍ରୀ ଏ ନେଇ ସବୁ ପ୍ରକାର ସହଯୋଗ କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି । ତେବେ ଉଭୟଙ୍କ ମଧ୍ୟରେ କୌଣସି ରାଜନୈତିକ ଆଲୋଚନା ହୋଇନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସେହିଭଳି ବର୍ତ୍ତମାନ ତୃତୀୟ ସାମ୍ମୁଖ୍ୟ ଗଠନର ସମ୍ଭାବନା ନାହିଁ ବୋଲି ସେ ଅନୁଭବ କରୁଥିବା କହିଛନ୍ତି । ବିଜେଡି କିନ୍ତୁ ସମଦୂରତା ନୀତିରେ ବିଶ୍ବାସ କରୁଛି ।