IPS Resuffle - The Sakala

ଆଇପିଏସ ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର, ସଫିନ ଅହମ୍ମଦ କେ. ହେଲେ କ୍ରାଇମବ୍ରାଞ୍ଚ ଆଇଜି
ଭୁବନେଶ୍ବର : ଆଇପିଏସ୍‌ ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବରିଷ୍ଠ ଆଇପିଏସ ଅଫିସର ସଫିନ ଅହମ୍ମଦ କେ.ଙ୍କୁ କ୍ରାଇମବ୍ରାଞ୍ଚ ଆଇଜି ଭାବେ ଦାୟିତ୍ୱ ଦେଇଛନ୍ତି ସରକାର । ସେହିଭଳି ସାର୍ଥକ ଷଡ଼ଙ୍ଗୀଙ୍କୁ ଅଗ୍ନିଶମ ଓ ହୋମଗାର୍ଡ ଡିଆଇଜି ଭାବେ ଦାୟିତ୍ୱ ଦିଆଯାଇଥିବା ବେଳେ ୨୦୦୮ ବ୍ୟାଚ୍ ଆଇପିଏସ୍ ସତ୍ୟଜିତ ନାୟକଙ୍କୁ ଏଚ୍‌ଆର୍‌ପିସି ଡିଆଇଜି ଭାବେ ନିଯୁକ୍ତ କରାଯାଇଛି ।

ସେହିପରି କଟକ ଏସପି ଥିବା ଯୁଗଳ କିଶୋର ବାନୋଥଙ୍କୁ ଆଡିସନାଲ ଆଇଜି ହେଡକ୍ୱାଟର୍ସ ଭାବେ ଦାୟିତ୍ୱ ଦିଆଯାଇଥିବା ବେଳେ ହେଡକ୍ୱାଟର୍ସ ଏସପି ଥିବା ରାହୁଲ ଜୈନଙ୍କୁ ନୟାଗଡ଼ ଏସ୍‌ପି ଭାବେ ବଦଳି କରାଯାଇଛି । ସେହିଭଳି ମିହିର କୁମାର ପଣ୍ଡାଙ୍କୁ କଟକ ଗ୍ରାମାଞ୍ଚଳ ଏସ୍‌ପି ଭାବେ ଦାୟିତ୍ୱ ଦିଆଯାଇଛି ।

ଆଇପିଏସ ସ୍ତରରେ ବଡ଼ଧରଣର ଅଦଳବଦଳ, ବଦଳିଲେ ୫ ଜିଲ୍ଲାର ଏସପିଙ୍କ ସହ ୧୮ ଆଇପିଏସ ଅଧିକାରୀ
ଭୁବନେଶ୍ୱର: ରାଜ୍ୟରେ ଆଇପିଏସ ସ୍ତରରେ ବଡ଼ଧରଣର ଅଦଳବଦଳ ହୋଇଛି । ସରକାର ୫ ଜଣ ଏସ୍‌ପିଙ୍କ ସମେତ ମୋଟ ୧୮ ଜଣ ଆଇପିଏସ୍‌ ଅଧିକାରୀଙ୍କୁ ବଦଳି କରିଛନ୍ତି। ଏ.ଏମ. ପ୍ରସାଦ ହୋଇଛନ୍ତି ସ୍ପେଶାଲ ଡିଜି HRPC । ସେହିପରି ସୁଧାଂଶୁ ଷଡ଼ଙ୍ଗୀ ହୋଇଛନ୍ତି ଅଗ୍ନିଶମ ଡିଜି । ଆର.କେ. ଶର୍ମା ଅତିରିକ୍ତ ଡିଜିପି (ମୁଖ୍ୟାଳୟ), ହୋଇଥିବାବେଳେ ସଞ୍ଜୟ କୁମାର ଆଇନ ଶୃଙ୍ଖଳା ଓ ଯୋଗାଯୋଗର ଅତିରିକ୍ତ ଡିଜି ହୋଇଛନ୍ତି ।

ସେହିପରି ଅମିତାଭ ଠାକୁର ହୋଇଛନ୍ତି ପରିବହନ କମିଶନର । ସୁରେଶ ଦେବଦତ୍ତ ସିଂ ଅତିରିକ୍ତ ଡିଜି (ଅପରେସନ) ହୋଇଥିବାବେଳେ ଦୟାଲ ଗଙ୍ଗଓ୍ବାର ଅତିରିକ୍ତ ଡିଜି (ରେଳବାଇ ଓ ଉପକୂଳ ସୁରକ୍ଷା), ରାଜେଶ କୁମାର ଅତିରିକ୍ତ ଡିଜି (ଆଧୁନିକୀକରଣ), ନରସିଂହ ଭୋଳ (ଅବକାରୀ କମିଶନର) ହୋଇଛନ୍ତି । ସେହିପରି ଆଶିଷ ସିଂ ଆଇଜିପି (ସିଆର) ହୋଇଥିବାବେଳେ ରାଜେଶ ପଣ୍ଡିତ ଡିଆଇଜି (ଅଗ୍ନିଶମ ଓ ହୋମଗାର୍ଡ) ଓ ଅଖିଳେଶ୍ବର ସିଂ ହୋଇଛନ୍ତି ଡିଆଇଜି SIW ।

ସିଏସ ମୀନା ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି ଭାବେ ନିଯୁକ୍ତ ହୋଇଛନ୍ତି । ଅନ୍ୟପଟେ ରାଉରକେଲା, ମୟୂରଭଞ୍ଜ, ସମ୍ବଲପୁର, କେନ୍ଦୁଝର ଓ ବଲାଙ୍ଗୀର ଏସପି ବଦଳିଛନ୍ତି । ମିତ୍ରଭାନୁ ମହାପାତ୍ର ରାଉରକେଲା ଏସପି ହୋଇଥିବାବେଳେ ବାତୁଲା ଗଙ୍ଗାଧର ମୟୂରଭଞ୍ଜ, ମୁକେଶ କୁମାର ଭାମୋ ସମ୍ବଲପୁର, କୁଶଲକର ନୀତୀନ ଦାଗୁଡୁ କେନ୍ଦୁଝର, ଖିଲାରି ରିଷିକେଶ ବଲାଙ୍ଗୀର ଏସପି ହୋଇଛନ୍ତି ।