Bikram Keshari Arukh - The Sakala

୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଅନ୍ତରୀଣ ବଜେଟ୍ ଉପସ୍ଥାପିତ; ଜାଣନ୍ତୁ କେଉଁ କ୍ଷେତ୍ରକୁ କେତେ ହେଲା ବ୍ୟୟବରାଦ…
ଭୁବନେଶ୍ବର: ୨୦୨୪-୨୫ ଆର୍ଥିକ ବର୍ଷ ଲାଗି ମୋଟ ୨ଲକ୍ଷ ୫୫ ହଜାର କୋଟିର ବଜେଟ ଆଣିଛନ୍ତି ରାଜ୍ୟ ସରକାର। ସେଥିରୁ ୧ ଲକ୍ଷ ୧୮ ହଜାର କୋଟି ଟଙ୍କାର କାମଚଳା ବଜେଟ ରହିଛି। ତେବେ ଆସନ୍ତୁ ନଜର ପକାଇବା ରାଜ୍ୟ ବଜେଟରେ କେଉଁ ବିଭାଗ ଓ କ୍ଷେତ୍ରକୁ ମିଳିଛି କେତେ କେତେ ଟଙ୍କା ?

– ବିଦ୍ୟାଳୟ ଓ ଗାନଶିକ୍ଷା ବିଭାଗକୁ ମିଳିଛି ସବୁଠୁ ଅଧିକ ଅର୍ଥ – ୨୪ ହଜାର ୭ ଶହ ୬୪ କୋଟି ଟଙ୍କା

– ପଂଚାୟତରାଜ – ୨୨୫୪୩ କୋଟି

– ସ୍ୱାସ୍ଥ୍ୟ ବିଭାଗ – ୧୯୭୨୯ କୋଟି

– ଜଳସମ୍ପଦ – ୧୩୨୬୭ କୋଟି

– ଯୋଜନା ଓ ସଂଯୋଜନା – ୧୨୦୪୩ କୋଟି

– ନିର୍ମାଣ ବିଭାଗ – ୧୦୯୫୦ କୋଟି

– ଗ୍ରାମ୍ୟ ଉନ୍ନୟନ – ୯୩୩୦ କୋଟି

– ଗୃହ ବିଭାଗ – ୮୬୪୧ କୋଟି

ପ୍ରଧାନମନ୍ତ୍ରୀ ଆବାସ – ୪୦୦୦ କୋଟି

ବିଜୁ ପକ୍କାଘର – ୧୦୦ କୋଟି

ପ୍ରଧାନମନ୍ତ୍ରୀ ଆବାସ ସହର – ୬୯୨ କୋଟି

ବସୁଧା ଯୋଜନା – ୨୦୦୦ କୋଟି

ଜଳ ଜୀବନ ମିଶନ – ୬୦୦୦ କୋଟି

ମେଟ୍ରୋ – ୧୦୦୦ କୋଟି

ରେଳ ପ୍ରକଳ୍ପ – ୭୦୦ କୋଟି

ରାସ୍ତା ଉନ୍ନତି – ୬୧୯୪ କୋଟି

ନୂଆ ଓ – ୨୦୦ କୋଟି

ବିଜୁ ସେତୁ – ୨୦୦ କୋଟି

ଏସଟିଆରଏମଏଫ (ରାଜ୍ୟ ବିପର୍ୟ୍ୟୟ ପରିଚାଳନା ପାଣ୍ଠି ) – ୧୪୨୪ କୋଟି

କ୍ରୀଡା ଭିତିଭୂମି – ୮୫୨ କୋଟି

ମୁଖ୍ୟମନ୍ତ୍ରୀ କଳାକାର ସହାୟତା – ୭୨ କୋଟି

ପ୍ରାଚୀନ କୀର୍ତିରାଜି ରକ୍ଷଣାବେକ୍ଷଣ – ୧୫ କୋଟି

ଏନଆରଏଲଏମ – ୧୧୬୨ କୋଟି

ମିଶନ ଶକ୍ତି – ୨୭୬୧ କୋଟି

ମମତା – ୫୨୧ କୋଟି

ବିଧାନସଭାରେ ଆଗତ ହେଲା ୨୦୨୪-୨୫ ଆର୍ଥିକ ବର୍ଷର ଅନ୍ତରୀଣ ବଜେଟ୍
ଭୁବନେଶ୍ବର: ବିଧାନସଭାରେ ଆଗତ ହୋଇଛି ୨୦୨୪-୨୫ ଆର୍ଥିକ ବର୍ଷର ଅନ୍ତରୀଣ ବଜେଟ । ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଏହାକୁ ଉପସ୍ଥପାନ କରିଛନ୍ତି । ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ୨ ଲକ୍ଷ ୫୫ ହଜାର କୋଟିର ବଜେଟ ଆଗତ କରିଛନ୍ତି ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ । ନିର୍ବାଚନ ପାଇଁ କାମଚଳା ବଜେଟ ପରିମାଣ ହେଉଛି ୧ ଲକ୍ଷ ୧୮ ହଜାର କୋଟି ଟଙ୍କା। ବଜେଟରେ ଅଭିବୃଦ୍ଧି ହାର ୭.୨୫% ରହିଥିବା ଦର୍ଶାଯାଇଥିବା ବେଳେ ଆସନ୍ତା ବର୍ଷ ଏହା ୮.୫% ହେବ ବୋଲି ଆକଳନ କରାଯାଇଛି।

ବଜେଟ ଉପସ୍ଥାପନ ବେଳେ ସେ କହିଛନ୍ତି ଯେ, ଓଡ଼ିଶା ୧୦୦ ନିୟୁତ ଡଲାର ଅର୍ଥନୀତିରେ ପରିଣତ ହୋଇଛି । ୨୦୨୩-୨୪ ଆର୍ଥିକ ବର୍ଷରେ ଓଡ଼ିଶାର ହାରାହାରି ଅଭିବୃଦ୍ଧି ହାର ୭.୨୫ ପ୍ରତିଶତରେ ପହଞ୍ଚିଛି। ଯାହାକି ଜାତୀୟ ହାରଠାରୁ ୧ ପ୍ରତିଶତ ଅଧିକ ରହିଛି । ରାଜ୍ୟରେ ମୁଣ୍ଡପିଛା ଆୟ ଓ ଜାତୀୟ ମୁଣ୍ଡପିଛା ଆୟ ମଧ୍ୟରେ ବ୍ୟବଧାନ ୩୨ ପ୍ରତିଶତକୁ ରୁ ୧୩ ପ୍ରତିଶତକୁ ହ୍ରାସ ପାଇଛି । ୨୦୨୪-୨୫ ଆର୍ଥିକ ବର୍ଷର ଆଗୁଆ ଆକଳନ ଅନୁସାରେ ଓଡ଼ିଶାର ଅଭିବୃଦ୍ଧି ୮.୫ ପ୍ରତିଶତକୁ ବୃଦ୍ଧି ପାଇବ ।

ଏହି ବଜେଟର କୃଷି ଓ ଅନୁଷଙ୍ଗିକ କ୍ଷେତ୍ର ପାଇଁ ୨୮,୯୮୪ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି। ଯାହାକି ପୂର୍ବ ବର୍ଷର ବ୍ୟୟବରାଦ ତୁଳନାରେ ୧୬.୬ ପ୍ରତିଶତ ଅଧିକ ଅଟେ । ରାଜ୍ୟର କୃଷି ଅଭିବୃଦ୍ଧିକୁ ତ୍ବରାନ୍ବିତ କରିବା ଓ ଦାରିଦ୍ର୍ୟ ହ୍ରାସ ପାଇଁ କାଳିଆ ଯୋଜନା ଆରମ୍ଭ କରାଯାଇଛି । ଏବେ ସୁଦ୍ଧା କାଳିଆ ଯୋଜନାରେ ୪୩ ଲକ୍ଷ ୮୮ ହଜାର କ୍ଷୁଦ୍ର ଓ ନାମମାତ୍ର ଚାଷୀ ୧୮.୯୩ ଲକ୍ଷ ଭୂମିହୀନ ଚାଷୀଙ୍କୁ ସହାୟତା ପ୍ରଦାନ କରାଯାଇଛି ।

ଗ୍ରାମାଞ୍ଚଳରେ ତ୍ବରାନ୍ବିତ ହେବ ବ୍ୟାଙ୍କ ସେବା, ସହଜରେ ପାଇବେ ଋଣ: ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ
ଭୁବନେଶ୍ବର: ଗ୍ରାମାଞ୍ଚଳରେ ବ୍ୟାଙ୍କ ସେବା ତ୍ୱରାନ୍ୱିତ କରିବାକୁ ବ୍ୟାଙ୍କଗୁଡ଼ିକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏହାସହ ରାଜ୍ୟ ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନା କିଭଳି ଲୋକଙ୍କ ପାଖରେ ପହଞ୍ଚିବ ଓ ଲୋକମାନେ ସୁବିଧାରେ ଋଣ ପାଇବେ ତାହା ଉପରେ ଗୁରୁତ୍ୱ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ସରକାର । ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ କମିଟି- SLBCର ୧୭୧ତମ ବୈଠକରେ ଅଧ୍ୟକ୍ଷତା କରି ଏହି ନିର୍ଦ୍ଦେଶ ଦେଇଛନ୍ତି ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ।

ଅର୍ଥମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟର ୬୭୯୮ ଗ୍ରାମ ପଞ୍ଚାୟତ ମଧ୍ୟରୁ ଏବେ ମାତ୍ର ୨୮୪୪ ଗ୍ରାମ ପଞ୍ଚାୟତରେ ବ୍ରିକ ଆଣ୍ଡ ମୋର୍ଟାର ବ୍ୟାଙ୍କ ଶାଖା ରହିଛି । ବଳକା ଗ୍ରାମ ପଞ୍ଚାୟତରେ ବ୍ୟାଙ୍କିଙ୍ଗ କରେସପଣ୍ଡେଣ୍ଟ ଓ ଉପଭୋକ୍ତା ସେବା କେନ୍ଦ୍ର ଜରିଆରେ ବ୍ୟାଙ୍କ ସେବା ଯୋଗାଇବାକୁ ବ୍ୟାଙ୍କଗୁଡ଼ିକ ବ୍ୟବସ୍ଥା କରିଛନ୍ତି । ହେଲେ ଏବେ ବି ରାଜ୍ୟର ୪ଟି ପଞ୍ଚାୟତରେ ବ୍ୟାଙ୍କ ସେବା ପାଇଁ କୌଣସି ବ୍ୟବସ୍ଥା ନାହିଁ । ତେଣୁ କିଭଳି ସବୁ ପଞ୍ଚାୟତରେ ବ୍ୟାଙ୍କ ସେବା ପହଞ୍ଚିବ, ସେନେଇ ବ୍ୟାଙ୍କଗୁଡ଼ିକ ତୁରନ୍ତ ବ୍ୟବସ୍ଥା କରନ୍ତୁ ବୋଲି ନିର୍ଦ୍ଦେଶ ଦେଇଛନ୍ତି ଅର୍ଥମନ୍ତ୍ରୀ । ଏହାସହ ବୈଠକରେ ମୋ ଘର ଯୋଜନା ଅଧୀନରେ କିଭଳି ସହଜରେ ଲୋକମାନେ ଋଣ ପାଇପାରିବେ ସେନେଇ ବ୍ୟାଙ୍କ ମାନଙ୍କ ସହ ଆଲୋଚନା କରିଛନ୍ତି ରାଜ୍ୟ ସରକାର ।

ଆସନ୍ତାକାଲି ଶପଥ ନେବେ ତିନି ବରିଷ୍ଠ ବିଜେଡି ବିଧାୟକ
ଭୁବନେଶ୍ୱର: ଆସନ୍ତାକାଲି କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେବେ ତିନି ବରିଷ୍ଠ ବିଜେଡି ବିଧାୟକ। ନୂଆ ମନ୍ତ୍ରୀ ଭାବେ ବିକ୍ରମ କେଶରୀ ଆରୁଖ, ସାରଦା ନାୟକ, ସୁଦାମ ମାରଣ୍ଡି ଶପଥ ନେବେ। କିଏ କେଉଁ ବିଭାଗ ପାଇବେ ସେନେଇ କିଛି ସ୍ପଷ୍ଟ ହୋଇନାହିଁ। ଆସନ୍ତାକାଲି ସକାଳେ ଲୋକସେବା ଭବନର କନଭେନସନ ହଲରେ ଗୋପନୀୟତାର ଶପଥପାଠ କରାଇବେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ।

ସୂଚନାଥାଉକି ନିକଟରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ପଦରୁ ସମୀର ଦାଶ ଓ ଶ୍ରମ ବିଭାଗ ମନ୍ତ୍ରୀ ପଦରୁ ଶ୍ରୀକାନ୍ତ ସାହୁ ଇସ୍ତଫା ଦେଇଥିଲେ। ସେହିପରି ନବ ଦାସଙ୍କ ମୃତ୍ୟୁ ପରେ ଖାଲିପଡ଼ିଥିଲା ସ୍ୱାସ୍ଥ୍ୟ ବିଭାଗ। ବିଧାନସଭା ବାଚସ୍ପତି ପଦରୁ ବିକ୍ରମ କେଶରୀ ଆରୁଖ ଇସ୍ତପା ଦେଇଥିଲେ। ବର୍ତ୍ତମାନ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ସ୍ୱାସ୍ଥ୍ଯ ବିଭାଗର ଅତିରିକ୍ତ ଦାୟିତ୍ୱରେ ଅଛନ୍ତି। ସେହିପରି ଶ୍ରମ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ଦାୟିତ୍ୱରେ ଅଛନ୍ତି ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲ୍ଲିକ।