Appointment - The Sakala

ଜୁନ୍ ୩୦ସୁଦ୍ଧା ବୋର୍ଡ ନିଗମ ନିଯୁକ୍ତ ! ୩୨ଟି ବିଭାଗରେ ୧୧୮୩ ଜଣଙ୍କୁ ମିଳିବ ନିଯୁକ୍ତି
ଭୁବନେଶ୍ୱର: ଆସନ୍ତା ୩୦ସୁଦ୍ଧା ବୋର୍ଡ ନିଗମ ନିଯୁକ୍ତି । ବୋର୍ଡ-ନିଗମ ନିଯୁକ୍ତି ନେଇ ସରକାରୀ ସ୍ତରରେ  ଆରମ୍ଭ ହୋଇଛି ପ୍ରକ୍ରିୟା । ଜୁନ ୧ତାରିଖରେ ଓଡ଼ିଶା ସରକାରଙ୍କ ପବ୍ଲିକ୍ ଏଣ୍ଟ୍ରରପ୍ରାଇସ୍ ତଥା ସାର୍ବଜାନୀନ ଉଦ୍ୟୋଗ ବିଭାଗ ପକ୍ଷରୁ ନିଯୁକ୍ତି ନେଇ ଚିଠି ପ୍ରକାଶ ପାଇଛି । ଆସନ୍ତା ଜୁନ ୩୦ସୁଦ୍ଧା ନିଯୁକ୍ତି ଶେଷ କରାଯିବ ବୋଲି ଚିଠିରେ ଉଲ୍ଲେଖ ରହିଛି । ପାଖାପାଖି ୩୨ଟି ବିଭାଗରେ ୧୧୮୩ ଜଣଙ୍କୁ ନିଯୁକ୍ତି ଦେବା ପାଇଁ ଲକ୍ଷ ରଖିଛି ବିଭାଗ । ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ନିଯୁକ୍ତି କ୍ଷେତ୍ରରେ କଣ ଅଗ୍ରଗତି ହୋଇଛି ଜାଣିବା ପାଇଁ ମେ ୮ ତାରିଖରେ ଚିଠି କରିଥିଲା । ଆଉ ଏହାରି ଭିତରେ ପ୍ରକ୍ରିୟା ଆରମ୍ଭ କରିବା ପାଇଁ ଉଦ୍ୟମ ଆରମ୍ଭ ହୋଇଛି ।

ରାଜ୍ୟର ବିଭିନ୍ନ ବିଭାଗରେ ନିଯୁକ୍ତି ପାଇଁ ମନୋନୀତ ୨୬୯ ଜଣ ଅଧିକାରୀଙ୍କୁ ନିଯୁକ୍ତିପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ନବ ନିଯୁକ୍ତ ଅଧିକାରୀଙ୍କୁ ନିଯୁକ୍ତିପତ୍ର ବାଣ୍ଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତିନିଟି ବିଭାଗର ୨୬୯ ଜଣ ଅଧିକାରୀଙ୍କୁ ନିଯୁକ୍ତିପତ୍ର ବାଣ୍ଟିଛନ୍ତି ମୁଖ୍ୟମନ୍ତ୍ରୀ । ଲୋକସେବା ଭବନ କନଭେନସନ ସେଣ୍ଟରରେ ନିଯୁକ୍ତି ପର୍ବ ଆୟୋଜନ ହୋଇଥିଲା । ନିଯୁକ୍ତି ପର୍ବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନବ ନିଯୁକ୍ତ ଅଧିକାରୀଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରିବା ସହିତ ଦିଗଦର୍ଶନ ଦେଇଛନ୍ତି । ସ୍କୁଲ ଓ ଗଣଶିକ୍ଷା ବିଭାଗର ୧୬୦ ଜଣ ପ୍ରଧାନଶିକ୍ଷକ ଓ ବ୍ଲକ ଶିକ୍ଷା ଅଧିକାରୀ, ସାମାଜିକ ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ୯୦ ଜଣ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଏବଂ ସୂଚନା ଓ ଲୋକସମ୍ପର୍କ ବିଭାଗର ୧୯ ଜଣ ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀଙ୍କୁ ନିଯୁକ୍ତିପତ୍ର ଦିଆଯାଇଛି ।

ସହୃଦୟତାର ସହ ଲୋକଙ୍କ ସେବା କର । ସେବାରୁ ଯେପରି କେହି ବଞ୍ଚିତ ହେବେ ନାହିଁ ସେଥିଲାଗି ଦୃଷ୍ଟି ଦେବାକୁ ହେବ । ଓଡିଶାର ବିକାଶ କ୍ଷେତ୍ରରେ ସରକାରୀ ଅଧିକାରୀଙ୍କ ଭୂମିକା ଗୁରୁତ୍ବପୂର୍ଣ୍ଣ । ୨୦୩୬ରେ ଓଡିଶାକୁ ୧୦୦ ବର୍ଷ ପୂରୁ ଥିବାରୁ ସମସ୍ତଙ୍କୁ ଗୁରୁଦାୟିତ୍ବ ନେବାକୁ ପଡିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟର ବିଭିନ୍ନ ବିଭାଗରେ ନିଯୁକ୍ତି ପାଇଁ ମନୋନୀତ ୨୬୯ ଜଣଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରିବା ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି- ରାଜ୍ୟରେ ଏବେ ରୂପାନ୍ତରଣ ପ୍ରକ୍ରିୟା ଜାରି ରହିଛି ।

ରାଜ୍ୟର ସାଢେ ଚାରି କୋଟି ଲୋକଙ୍କ ଆଶା ଓ ଆକାଂକ୍ଷା ପୂରଣ କରୁଛି ଏହି ରୂପାନ୍ତରଣ । ଫାଇଭ-ଟି ଜରିଆରେ ସମୟ, ସ୍ବଚ୍ଛତାର ମନ୍ତ୍ରକୁ ଗୁରୁତ୍ବ ଦିଆଯାଉଛି । ଭାରତର ଶ୍ରେଷ୍ଠ ରାଜ୍ୟ ଭାବେ ଓଡିଶାକୁ ଗଠନ କରିବାକୁ ଲକ୍ଷ୍ୟ ରହିଛି । ରୂପାନ୍ତରଣର ଯାତ୍ରା ଜରିଆରେ ଏହି ଆଭିମୁଖ୍ୟ ସଫଳ ହେବ । ଶିକ୍ଷା କ୍ଷେତ୍ରରେ ଶିକ୍ଷକଙ୍କ ତ୍ୟାଗ ଅପୂରଣୀୟ । ଲୋକଙ୍କ ସେବା କ୍ଷେତ୍ରରେ ସୂଚନା ଓ ଲୋକସମ୍ପର୍କ ଅଧିକାରୀଙ୍କ ସ୍ବତନ୍ତ୍ର ଭୂମିକା ରହିଛି । ରାଜ୍ୟରେ ଭିତ୍ତିଭୂମି ସୃଷ୍ଟି କରାଯାଉଛି ବୋଲି ସେ କହିଛନ୍ତି । କାର୍ଯ୍ୟକ୍ରମ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ସହ ଫଟୋ ଉଠାଇଥିଲେ ନବନିଯୁକ୍ତ ।

ଏହାସହ ନିଜର ମନର କଥା ଉପସ୍ଥାପନ କରିଥିଲେ କେତେକ ଅଧିକାରୀ । 5T ରୂପାନ୍ତରଣ, ମହିଳା ସଶକ୍ତିକରଣ ଆଦି ପ୍ରକ୍ରିୟାକୁ ସେମାନେ ପ୍ରଶଂସା କରିଥିଲେ । ଲୋକସେବା ଭବନ କନଭେନସନ ସେଣ୍ଟରରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ନିଯୁକ୍ତି ପତ୍ର ବଣ୍ଟନ କରିଥିଲେ ମୁଖ୍ୟମନ୍ତ୍ରୀ । ସ୍କୁଲ ଓ ଗଣଶିକ୍ଷା ବିଭାଗରେ ୧୬୦ ଜଣ ପ୍ରଧାନଶିକ୍ଷକ ଓ ବ୍ଲକ୍ ଶିକ୍ଷା ଅଧିକାରୀ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗରେ ୯୦ ଜଣ ବ୍ଲକ୍ ସାମାଜିକ ସୁରକ୍ଷା ଅଧିକାରୀ ଏବଂ ସୂଚନା ଓ ଲୋକସମ୍ପର୍କ ବିଭାଗରେ ୧୯ଜଣ ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀଙ୍କୁ ନିଯୁକ୍ତି ପତ୍ର ମିଳିଥିଲା ।