M. Venkaiah Naidu Vice President of India - The Sakala

ଓଡ଼ିଶା ପହଞ୍ଚିଲେ ଉପରାଷ୍ଟ୍ରପତି ଏମ. ଭେଙ୍କିୟା ନାଇଡୁ
ଭୁବନେଶ୍ବର: ଓଡ଼ିଶାରେ ଶୁକ୍ରବାର ଉପରାଷ୍ଟ୍ରପତି ପହଞ୍ଚିଛନ୍ତି। ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଉପରାଷ୍ଟ୍ରପତି ଏମ. ଭେଙ୍କିୟା ନାଇଡୁ ଆସିଛନ୍ତି।ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ଆସି ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି ଉପରାଷ୍ଟ୍ରପତି। ବିମାନ ବନ୍ଦରରେ ପହଞ୍ଚିବାପରେ ରାଜ୍ଯପାଳ ପ୍ରଫେସର ଗଣେଶୀ ଲାଲ ଓ ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ ଉପରାଷ୍ଟ୍ରପତିଙ୍କୁ ସ୍ବାଗତ କରିଛନ୍ତି। ବିମାନ ବନ୍ଦରରୁ ଉପରାଷ୍ଟ୍ରପତି ରାଜଭବନକୁ ଯିବାର କାର୍ଯ୍ଯକ୍ରମ ରହିଛି।

ଉରାଷ୍ଟ୍ରପତି ଏମ. ଭେଙ୍କିୟା ନାଇଡୁଙ୍କ ଗସ୍ତକୁ ଦୃଷ୍ଟିରେ ରଖି କମିଶନରେଟ୍ ପୁଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ବିମାନବନ୍ଦରରୁ ରାଜଭବନ ପର୍ଯ୍ଯନ୍ତ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ଟ୍ରାଫିକ୍, ରୁଟ୍ ଲାଇନ୍, ବିମାନବନ୍ଦର, ରାଜଭବନରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି ।

ଆଜି କଟକ ସ୍ଥିତ ସାରଳା ସାହିତ୍ୟ ସଂସଦ ପକ୍ଷରୁ ଆୟୋଜିତ ଆଦିକବି ସାରଳା ଦାସଙ୍କ ୬୦୦ତମ ଜନ୍ମବାର୍ଷିକୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ଉପରାଷ୍ଟ୍ରପତି ଭେଙ୍କିୟା ନାଇଡୁ । ଉପରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଉଭୟ ଜିଲ୍ଲା ପ୍ରଶାସନ ଏବଂ ପୁଲିସ ତରଫରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି ।

ଏହାପରେ ଆସନ୍ତାକାଲି ଏପ୍ରିଲ ୩ ତାରିଖ, ଶନିବାର ପୂର୍ବାହ୍ନ ସାଢ଼େ ୧୦ଟାରେ ଉତ୍କଳ ବିଶ୍ୱବିଦ୍ୟାଳୟ ପରିସରରେ ଆୟୋଜିତ ହେବାକୁ ଥିବା ବିଶ୍ୱବିଦ୍ୟାଳୟର ୫୦ତମ ସମାବର୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ଉପରାଷ୍ଟ୍ରପତି । ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଅଧ୍ୟକ୍ଷତା କରିବେ।

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଉପରାଷ୍ଟ୍ରପତି ଏମ. ଭେଙ୍କିୟା ନାଇଡୁ
ଭୁବନେଶ୍ବର: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଉପରାଷ୍ଟ୍ରପତି ଏମ. ଭେଙ୍କିୟା ନାଇଡୁ । ଏପ୍ରିଲ ୨ ଅର୍ଥାତ ଆସନ୍ତାକାଲି ସେ ଓଡ଼ିଶାରେ ପହଞ୍ଚିବେ । ଏହି ଗସ୍ତ ଅବସରରେ ଉପରାଷ୍ଟ୍ରତି ଉତ୍କଳ ବିଶ୍ୱବିଦ୍ୟାଳୟର ୫୦ତମ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବାର କାର୍ଯ୍ଯକ୍ରମ ରହିଛି ।

ଏହାଛଡ଼ା କଟକ ସ୍ଥିତ ସାରଳା ସାହିତ୍ୟ ସଂସଦ ପକ୍ଷରୁ ଆୟୋଜିତ ଆଦିକବି ସାରଳା ଦାସଙ୍କ ୬୦୦ତମ ଜନ୍ମବାର୍ଷିକୀ ସମାରୋହରେ ମଧ୍ୟ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ଉପରାଷ୍ଟ୍ରତି ଭେଙ୍କିୟା ନାଇଡୁ । ଉପରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଉଭୟ ଜିଲ୍ଲା ପ୍ରଶାସନ ଏବଂ ପୁଲିସ ତରଫରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି ।

ପୂର୍ବ ନିର୍ଦ୍ଧାରିତ କାର୍ଯ୍ଯକ୍ରମ ଅନୁଯାୟୀ, ଉପରାଷ୍ଟ୍ରତି ଆସନ୍ତାକାଲି ପୂର୍ବାହ୍ନରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଁଚିବା ପରେ ସେହିଦିନ ଅପରାହ୍ଣ ସାଢ଼େ ୫ଟାରେ କଟକ ଯିବେ । ସେଠାରେ ବିଜୁ ପଟ୍ଟନାୟକ ଛକ ଠାରେ ଥିବା ସାରଳା ଭବନ ପରିସରରେ ଆଦିକବି ସାରଳା ଦାସଙ୍କ ୬୦୦ତମ ଜନ୍ମବାର୍ଷିକୀ ଏବଂ ସାରଳା ସାହିତ୍ୟ ସଂସଦର ୪୦ତମ ବାର୍ଷିକୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଉପରାଷ୍ଟ୍ରତି ଭେଙ୍କିୟା ନାଇଡୁ ଯୋଗ ଦେବାର କାର୍ଯ୍ଯକ୍ରମ ରହିଛି ।

ଏହାପରେ ଏପ୍ରିଲ ୩ ତାରିଖ, ଶନିବାର ପୂର୍ବାହ୍ନ ସାଢ଼େ ୧୦ଟାରେ ଉତ୍କଳ ବିଶ୍ୱବିଦ୍ୟାଳୟ ପରିସରରେ ଆୟୋଜିତ ହେବାକୁ ଥିବା ବିଶ୍ୱବିଦ୍ୟାଳୟର ୫୦ତମ ସମାବର୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ଉପରାଷ୍ଟ୍ରତି । ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଅଧ୍ୟକ୍ଷତା କରିବେ ।