Nabarangpur Sub Collector - The Sakala

ଚାକିରିରୁ ବିଦା ହେଲେ ନବରଙ୍ଗପୁର ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ ରାଉତ, ବାଧ୍ୟତାମୂଳକ ଅବସର ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଚାକିରିରୁ ବିଦା ହେଲେ ପ୍ରଶାନ୍ତ ରାଉତ । ନବରଙ୍ଗପୁର ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ ରାଉତଙ୍କୁ ଚାକିରିରୁ ବାଧ୍ୟତାମୁଳକ ଅବସର ଦିଆଯାଇଛି । ପ୍ରଶାନ୍ତଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋଟି କୋଟି ଟଙ୍କା ବେଆଇନ ସମ୍ପତ୍ତି ଠୁଳ କରିଥିଲେ ପ୍ରଶାନ୍ତ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଦୁଇଦିନ ତଳେ ପ୍ରଶାନ୍ତ ରାଉତଙ୍କୁ ଗିରଫ କରିଥିଲା ଭିଜିଲାନ୍ସ ବିଭାଗ । ଆୟଠାରୁ ୫୦୦% ଅଧିକ ସମ୍ପତ୍ତି ଠାବ କରିଥିଲା ଭିଜିଲାନ୍ସ । ୩ କୋଟିରୁ ଅଧିକ ନଗଦ ଟଙ୍କା ସହ ମୋଟ ୫ କୋଟି ଆୟ ବହିର୍ଭୂତ ସମ୍ପତ୍ତି ଠାବ ହୋଇଛି ତାଙ୍କଠାରୁ ।

ଜାମିନ୍‌ ଆବେଦନ ଖାରଜ, ଜେଲ ଗଲେ ନବରଙ୍ଗପୁର ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ ରାଉତ
ଭୁବନେଶ୍ବର/ସୁନ୍ଦରଗଡ଼: ଜେଲ ଗଲେ ନବରଙ୍ଗପୁର ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ ରାଉତ । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇଥିବା ନବରଙ୍ଗପୁରର କୋଟିପତି ବାବୁ ପ୍ରଶାନ୍ତ ରାଉତଙ୍କୁ ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ଜୁଲାଇ ୭ ଯାଏଁ ସେ ବିଚାର ବିଭାଗୀୟ ହାଜତରେ ରହିବେ । ତାଙ୍କୁ ଆଜି ଭିଜିଲାନ୍ସ ତାଙ୍କୁ ଗିରଫ କରିବା ପରେ ସୁନ୍ଦରଗଡ ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟରେ ହାଜର କରିଥିଲା । କୋର୍ଟ ତାଙ୍କର ଜାମିନ ଆବେଦନ ଖାରଜ କରିଦେବା ପରେ କୁବେର ବାବୁଙ୍କୁ ଜେଲ୍‌ ଯିବାକୁ ପଡ଼ିଛି।

ଆଜି ପ୍ରଶାନ୍ତ ରାଉତଙ୍କୁ ଗିରଫ କରିଥିଲା ଭିଜିଲାନ୍ସ। ଗତକାଲି ରାଉତଙ୍କ ୯ଟି ଠିକଣାରେ ଏକକାଳୀନ ଚଢ଼ାଉ କରି ଭିଜିଲାନ୍ସ କୋଟି କୋଟି ଟଙ୍କାର କଳାଧନ ଠାବ କରିଥିଲା । ଚଢ଼ାଉ ବେଳେ କେବଳ ୩ କୋଟିରୁ ଅଧିକ ନଗଦ ହିଁ ପାଇଥିଲା ଭିଜିଲାନ୍ସ। ଚଢ଼ଉ ବେଳେ ପ୍ରଶାନ୍ତ ୬ଟି ସିଲ୍ ପେଟି ଓ ଗୋଟିଏ ଆଟାଚି ଭର୍ତ୍ତି ଟଙ୍କା ପଡ଼ୋଶୀଙ୍କ ଛାତ ଉପରକୁ ଫିଙ୍ଗି ଦେଇଥିଲେ। ତାଙ୍କର ୫ କୋଟି ଟଙ୍କାରୁ ଅଧିକ ଆୟ ବହିର୍ଭୂତ ସଂପତ୍ତି ଠାବ କରିଥିଲା ଭିଜିଲାନ୍ସ।

ଉପଜିଲ୍ଲାପାଳଙ୍କ ଘରେ ଟଙ୍କାର ପାହାଡ଼ ଦେଖି ତାଜୁବ୍ ଭିଜିଲାନ୍ସ ଟିମ୍, ଜବତ ହେଲାଣି ୨ କୋଟି ୯୧ ଲକ୍ଷ ନଗଦ କ୍ୟାସ୍
ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ନବରଙ୍ଗପୁରର ଉପଜିଲ୍ଲାପାଳ ପ୍ରଶାନ୍ତ ରାଉତ । ଉପଜିଲ୍ଲାପାଳଙ୍କ ଦୁଇଟି ଠିକଣାରୁ ଏପର୍ଯ୍ୟନ୍ତ ଜବତ ହେଲାଣି ନଗଦ ୨,୯୧,୯୩,୮୦୦ ଟଙ୍କା। ପ୍ରଶାନ୍ତ କୁମାର ରାଉତଙ୍କ ଘରେ ବିଡା ବିଡା ଟଙ୍କା ଦେଖି ତାଜୁବ୍ ଭିଜିଲାନ୍ସ ଟିମ୍। ପେଟି ଖୋଲୁଲେ ବାହାରୁଛି ଖାଲି ଟଙ୍କା । ଭୁବନେଶ୍ବର ଓ ନବରଂଗପୁରରୁ ଜବତ ହୋଇଥିବା ନଗଦ ଟଙ୍କା ମେସିନ ସାହାଯ୍ୟରେ ଗଣତି ପରେ ଭିଜିଲାନ୍ସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏତଦ୍‌ ବ୍ୟତୀତ ଭିଜିଲାନ୍ସ ବିଭାଗ ଶ୍ରୀ ରାଉତଙ୍କ ଏକ ବେନାମୀ ବ୍ୟାଙ୍କ ଆକାଉଣ୍ଟ ଠାବ କରିଛି। ଏହି ଆକାଉଣ୍ଟ ଭୁବନେଶ୍ବରସ୍ଥିତ ଇଣ୍ଡସ୍‌ଇଣ୍ଡ ଶାଖାରୁ ଠାବ ହୋଇଛି। ଏହି ବ୍ୟାଙ୍କ ଆକାଉଣ୍ଟରେ ୨୦୧୯ ମସିହା ପରଠାରୁ ୨୬ ଲକ୍ଷ ୨୭ ହଜାର ଟଙ୍କା ଜମା ହୋଇଛି।

ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ଭୋରରୁ ୯ଟି ସ୍ଥାନରେ ରେଡ ହୋଇଥିଲା । ରାତି ୧୦ଟାରେ ବାହିରିଥିଲେ ୯ ଜଣିଆ ଟିମ । ଟିମରେ ଥିଲେ ୪୦ ଜଣ ଅଫିସର । ପୈତୃକ ବାସଭବନ ଭଦ୍ରକର ବାହୁଦରଡା ଓ ନବରଙ୍ଗପୁରର ଦୁଇଟି ସରକାରୀ ବାସବଭନରୁ ୯୦ ଲକ୍ଷ ଟଙ୍କା ମିଳିଛି । ଗୋଟିଏ ଘରୁ ୭୭ ଲକ୍ଷ ମିଳିଥିବା ବେଳେ ଆଉ ଗୋଟିଏ ଘରର ଲକରରୁ ପ୍ରାୟ ୧୩ ଲକ୍ଷ ଟଙ୍କା ମିଳିଛି । ସେଠି ବି ଟଙ୍କା ଗଣି ଗଣିଆ ହାଲିଆ ଅଧିକାରୀ । ବାବୁ ଜଣଙ୍କ ଅଭ୍ୟାସଗତ ଲାଞ୍ଚଖୋର । ଚାକିରି କଲା ଦିନରୁ ଦୁର୍ନିତିରେ ବୁଡି ରହିଛନ୍ତି । ୨୦୧୦ରେ ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରା ପଡିଥିଲେ । ୨୦୧୮ରେ ବି ସୁନ୍ଦରଗଡ ବିଶ୍ରା ବ୍ଳକରେ ବିଡିଓ ଥିବା ବେଳେ ଏକ ଲକ୍ଷ ଟଙ୍କା ଲାଞ୍ଚ ନେଇ ଜେଲ ଯାଇଥିଲେ । ତଥାପି ସୁଧୁରିନଥିଲେ ଉପଜିଲ୍ଲାପାଳ ପ୍ରଶାନ୍ତ ରାଉତ । ଭିଜିଲାନ୍ସ ଏବେ ତାଙ୍କ କ୍ୟାରିୟରର ଟ୍ରାକ ରେକର୍ଡକୁ ଯାଞ୍ଚ କରୁଛି ।