Singer Sourin Bhatt - The Sakala

କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ପାଇଁ ବଢିଲା ଅଡୁଆ, NBW ଜାରି କରିବା ଆବେଦନକୁ ଗ୍ରହଣ କଲେ କୋର୍ଟ
କଟକ: ଯେ କୌଣସି ସମୟରେ ଗିରଫ ହୋଇପାରନ୍ତି କଣ୍ଠଶିଳ୍ପୀ ସୌରିନ ଭଟ୍ଟ । ଯୌନ ନିର୍ଯାତନା ମାମଲାରେ ସୌରିନଙ୍କ ବିରୋଧରେ ଏନବିଡବ୍ଲୁ ଜାରି କରିବା ଆବେଦନକୁ ଗ୍ରହଣ କରିଛନ୍ତି କୋର୍ଟ। ଏନବିଡବ୍ଲୁ ଜାରି କରିବାକୁ ପୁଲିସ କୋର୍ଟରେ ଆବେଦନ କରିଛି। ତଦନ୍ତରେ ସହଯୋଗ କରୁନଥିବାରୁ ସୌରିନଙ୍କୁ ଯେକୌଣସି ସମୟରେ ପୋଲିସ ଗିରଫ କରିପାରେ। ସୌରିନଙ୍କ ବିରୋଧରେ ଯୌନ ନିର୍ୟାତନା ଅଭିଯୋଗ ରହିଛି ।

ଖବର ଅନୁଯାୟୀ, ଗତ ଜୁନ୍ ୧୨ ତାରିଖରେ ମାନସିକ ଓ ଶାରୀରିକ ନିର୍ଯାତନା ଦେଇଥିବା ନେଇ ଜଣେ ଯୁବତୀ କଟକ ମହିଳା ଥାନାରେ ସୌରିନଙ୍କ ବିରୋଧରେ ଅଭିଯୋଗ ଆଣିଥିଲେ। ସୌରିନ ଭଟ୍ଟ ବିବାହିତ ସତ୍ତ୍ୱେ ପୀଡ଼ିତାଙ୍କୁ ବିବାହ କରିବାର ପ୍ରତିଶ୍ରୁତି ଦେଇଥିଲେ। ପୀଡିତା ଏକଥା ଜାଣିବା ପରେ ସୌରିନଙ୍କ ଠାରୁ ଦୁରେଇ ଯିବାକୁ ଚାହିଁଥିଲେ। ପରେ ଯୁବତୀଙ୍କୁ ସୌରିନ ବ୍ଲାକମେଲ କରିଥିଲେ ବୋଲି ଅଭିଯୋଗ ହୋଇଛି। ସୌରିନ ଭଟ୍ଟ କରିଥିବା ଆଗୁଆ ଜାମିନ ଆବେଦନକୁ ନାମଞ୍ଜୁର କରିଥିଲେ ହାଇକୋର୍ଟ ।

କଣ୍ଠଶିଳ୍ପୀ ସୌରୀନ ଭଟଙ୍କ ପାଇଁ ବଢ଼ିଲା ଅଡୁଆ, ଜାମିନବିହୀନ ୱାରେଣ୍ଟ ପାଇଁ କୋର୍ଟ ଗଲା ପୁଲିସ
କଟକ: କଣ୍ଠଶିଳ୍ପୀ ସୌରୀନ ଭଟଙ୍କ ପାଇଁ ବଢ଼ିଲା ଅଡ଼ୁଆ । ସୌରୀନ ଭଟଙ୍କ ବିରୁଦ୍ଧରେ ଜାମିନବିହୀନ ୱାରେଣ୍ଟ( NBW ) ପାଇଁ କୋର୍ଟ ଗଲା ପୁଲିସ । NBW ପାଇଁ JMFC କୋର୍ଟରେ ଆବେଦନ କଲା କମିଶନରେଟ ପୁଲିସ। ସୌରୀନ ଦୀର୍ଘ ଦିନ ଧରି ଧରା ଛୁଆଁ ନେଦେବାରୁ ଏହି ପଦକ୍ଷେପ ଗ୍ରହଣ କଲା ପୁଲିସ । ଜୈନିକ ଯୁବତୀ ସୌରୀନ ବିରୁଦ୍ଧରେ ଯୌନ ଶୋଷଣ ଅଭିଯୋଗ ଆଣି ମହିଳା ଥାନାରେ ଅଭିଯୋଗ କରିଛନ୍ତି। ପୂର୍ବରୁ ସୌରୀନ ଦୁଇଟି ବ୍ୟାଙ୍କ ଆକାଉଣ୍ଟ ଫ୍ରିଜ କରିଛି ପୁଲିସ। ସୌରୀନଙ୍କ ବିରୁଦ୍ଧରେ ଲୁକ ଆଉଟ ସାରକୁଲାର ମଧ୍ୟ ଜାରି ହୋଇଛି ।

ଗିରଫ ଭୟରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ କଣ୍ଠଶିଳ୍ପୀ ସୌରିନ ଭଟ୍ଟ, ଜାମିନ ପାଇଁ ଆଗୁଆ କଲେ ଆବେଦନ
କଟକ: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେବା ସହ ଆଗୁଆ ଜାମିନ ଆବେଦନ କଲେ କଣ୍ଠଶିଳ୍ପୀ ସୌରୀନ ଭଟ୍ଟ । କଟକ ମହିଳା ଥାନାରେ ରୁଜୁ ମାମଲାରେ ଆଗୁଆ ଜାମିନ ପାଇଁ ଆଜି ସୌରିନ ହାଇକୋର୍ଟରେ ଆବେଦନ ଦାୟର କରିଛନ୍ତି। ସେ ନିର୍ଦ୍ଦୋଷ ଓ ତାଙ୍କ ବିରୋଧରେ ଥିବା ଅଭିଯୋଗ ଭିତ୍ତିହୀନ ଓ ଉଦ୍ଦେଶ୍ୟମୂଳକ ବୋଲି ଆବେଦନରେ ଦର୍ଶାଇ ସୌରିନ ଆଗୁଆ ଜାମିନ ପ୍ରଦାନ ପାଇଁ ପ୍ରାର୍ଥନା କରିଛନ୍ତି।

ସୂଚନାଯୋଗ୍ୟ, ବିହାରର ପ୍ରଲୋଭନ ଦେଖାଇ ଏବଂ ପ୍ରତିଶ୍ରୁତି ଦେଇ ପ୍ରତାରଣା କରିବା, ନିର୍ଯାତନା ଦେବା ଓ ଶୋଷଣ କରିବା ନେଇ ସୌରିନ ଭଟ୍ଟଙ୍କ ବିରୋଧରେ ଜଣେ ଓଡ଼ିଆ ଗାୟିକା କଟକ ମହିଳା ଥାନାରେ ଏତଲା ଦେଇଥିଲେ। ଏହା ପରଠୁ ପୋଲିସ ପକ୍ଷରୁ ସୌରିନଙ୍କ ଗିରଫ ପାଇଁ ଉଦ୍ୟମ ଜାରି ରହିଛି।

ପୁଲିସ ଏକ ମାମଲା ରୁଜୁ କରି ଗଲା ୨୧ ତାରିଖରେ କଲିକତା ସହରର ବାଲିଗଙ୍ଗ ଥାନା ଅଞ୍ଚଳରେ ଥିବା ସୌରିନଙ୍କ ଘରେ ଚଢ଼ଉ କରିଥିଲା। ସେଠାରେ ସୌରିନ୍ ଗଲା ୭ ଦିନ ହେବ ଅନୁପସ୍ଥିତ ଥିବା ପରିବାର ଲୋକେ ପୁଲିସକୁ ସୂଚନା ଦେଇଥିଲେ। ସେ ଦିଲ୍ଲୀରେ ରହୁଥିବା କୁହାଯାଇଥିଲା। କିନ୍ତୁ ତାଙ୍କ ମୋବାଇଲ୍ ଫୋନ୍ ସୁଇଚ୍ ଅଫ୍ ଥିବାରୁ ପୁଲିସ ତାଙ୍କ ସହିତ ଯୋଗାଯୋଗ କରି ପାରି ନଥିଲା।