Pahandi Bije - The Sakala

ଆଜି ସନ୍ଧ୍ୟାରେ ଆଡ଼ପ ମଣ୍ଡପ ବିଜେ କରିବେ ଶ୍ରୀଜିଉ: ଗୁଣ୍ଡିଚା ମନ୍ଦିରରେ ହେବ ଗୋଟି ପହଣ୍ଡି
ପୁରୀ: ଆଜି ଗୁଣ୍ଡିଚା ମନ୍ଦିରର ଆଡ଼ପ ମଣ୍ଡପକୁ ବିଜେ କରିବେ ମହାପ୍ରଭୁ ଶ୍ରୀଜଗନ୍ନାଥ, ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରା। ଶରଧାବାଲିରେ ନିଜ ନିଜର ଭବ୍ୟ ରଥ ଉପରେ ଥିବା ଦେବଦେବୀମାନଙ୍କୁ ସେବାୟତମାନେ ଗୋଟି ପହଣ୍ଡିରେ ମନ୍ଦିର ଭିତରକୁ ନେବେ। ପରମ୍ପରା ଅନୁଯାୟୀ, ଦେବଦେବୀମାନଙ୍କୁ ସେମାନଙ୍କର ଜନ୍ମସ୍ଥାନ ଭାବରେ ପରିଚିତ ଆଡ଼ପ ମଣ୍ଡପକୁ ନିଆଯିବ। ଆଜି ସନ୍ଧ୍ୟା ପ୍ରାୟ ୫ ପରେ ମହାପ୍ରଭୁଙ୍କର ଆଡ଼ପ ବିଜେ ନୀତି ଆରମ୍ଭ ହେବ। ନବଦିନାତ୍ମକ ରଥଯାତ୍ରା ଉତ୍ସବରେ ଶ୍ରୀଜିଉମାନେ ଗୁଣ୍ଡିଚା ମନ୍ଦିରରେ ସପ୍ତାହେ ବ୍ୟାପୀ ଅବସ୍ଥାନ କରିବେ।

ପରେ ରୁନ୍ଧା ନୀତି ବଢି ବଡ ସିଂହାର ବେଶ କରି ପହୁଡ କରିବା ସୂଚନା ରହିଛି । ମହାପ୍ରଭୁଙ୍କ ଆଡପ ବିଜେ ସରିବା ପରେ ଆସନ୍ତା କାଲି ଠାରୁ ଜନ୍ମ ବେଦୀରେ ମହାପ୍ରଭୁଙ୍କୁ ଦର୍ଶନ କରିବେ ଶ୍ରଦ୍ଧାଳୁ । ସୂତ୍ରରୁ ପ୍ରକାଶ ଯେ, ରବିବାରଠାରୁ ଶ୍ରଦ୍ଧାଳୁମାନଙ୍କ ପାଇଁ ଗୁଣ୍ଡିଚା ମନ୍ଦିରରେ ଆଡ଼ପ ଅବଢ଼ା (ମହାପ୍ରସାଦ) ଉପଲବ୍ଧ ହେବ। ଗୁଣ୍ଡିଚା ମନ୍ଦିରରେ ଆଡ଼ପ ମଣ୍ଡପରେ ବିଜେ କରିଥିବା ଦେବଦେବୀଙ୍କ ଦର୍ଶନ ପାଇଁ ତୀର୍ଥ ନଗରୀ ପୁରୀରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବାର ସମ୍ଭାବନା ରହିଛି।

ବିନା ଟାହିଆରେ ପହଣ୍ଡି ହୋଇ ରଥାରୂଢ଼ ହେଲେ ମହାପ୍ରଭୁ ଶ୍ରୀଜଗନ୍ନାଥ
ପୁରୀ: ନନ୍ଦିଘୋଷ ରଥକୁ ଝୁଲି ଝୁଲି ଆସିଲେ କାଳିଆ ଠାକୁର । ମାତ୍ର ପହଣ୍ଡିବେଳେ ଏଥର କାଳିଆ ସାଆନ୍ତଙ୍କ ଇଏ କି ଦୃଶ୍ୟ । ମହାବାହୁଙ୍କୁ ଦେଖି ସମସ୍ତେ ଚମକି ପଡ଼ିଲେ । ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଦାଣ୍ଡକୁ ଆସୁଛନ୍ତି, ଆଉ ସିଏ ବି ପୁଣି ବିନା ଟାହିଆରେ । କ'ଣ ହୋଇଛି ଆଜି ବିଶ୍ଵନିୟନ୍ତାଙ୍କର ? ଜଗନ୍ନାଥଙ୍କ ଟାହିଆ ଗଲା କୁଆଡ଼େ? ସମସ୍ତଙ୍କ ମନରେ ଏଇ ଗୋଟିଏ ପ୍ରଶ୍ନ । ଏ କି ହେଲା ପ୍ରଭୁ , କାହିଁକି କାଢ଼ିଦେଲ ତୁମ ପ୍ରିୟ ଟାହିଆ ।  ତୁମେ ତୁଳସୀ ଗ୍ରହଣ କଲ ହେଲେ ଟାହିଆ କାହିଁକି କାଢ଼ିଦେଲ ମହାପ୍ରଭୁ ? କାହା ଉପରେ ଏତେ ମାନ କରିଛ ସାଆନ୍ତ ? ଏସବୁ ପ୍ରଶ୍ନ ଭକ୍ତର ମନକୁ ଦଳିମନ୍ଥି ଦେଉଛି ଆଜି ।

ଶ୍ରୀକ୍ଷେତ୍ରରେ ପହଣ୍ଡି ବିଜେ ସମ୍ପନ୍ନ: ରଥାରୂଢ଼ ହେଲେ ଚତୁର୍ଦ୍ଧାମୂର୍ତ୍ତି, କିଛି ସମୟ ପରେ ଗଡ଼ିବ ରଥ
ପୁରୀ: ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ପବିତ୍ର ନଗରୀ ପୁରୀରେ ଭବ୍ୟ ଆୟୋଜନ। ଶ୍ରୀମନ୍ଦିରରୁ ବଡଦାଣ୍ଡକୁ ପହଣ୍ଡି ବିଜେ ନୀତି ସମ୍ପନ୍ନ ହୋଇଛି । ଝୁଲି ଝୁଲି ଧାଡି ପହଣ୍ଡିରେ ଆସି ରଥାରୁଢ ହୋଇଛନ୍ତି କଳା ଠାକୁର। ଧାଡ଼ି ପହଣ୍ଡିରେ ଭକ୍ତଙ୍କ ମେଳରେ ରତ୍ନବେଦୀରୁ ବାହାରି ଆସି ନିଜ ନିଜ ରଥରେ ବିରାଜମାନ ହୋଇଛନ୍ତି ତିନିଠାକୁର ଓ ସୁଦର୍ଶନ । ତାଳଧ୍ୱଜ ରଥରେ ବଡ଼ଠାକୁର ବଳଭଦ୍ର, ଦର୍ପଦଳନ ରଥରେ ଦେବୀ ସୁଭଦ୍ରା ଓ ନନ୍ଦିଘୋଷ ରଥରେ କାଳିଆ ସାଆନ୍ତ ଶ୍ରୀଜଗନ୍ନାଥ ବିରାଜମାନ ହୋଇଛନ୍ତି । ଘଣ୍ଟ ଓ କାହାଳୀର ତାଳେ ତାଳେ ନିର୍ଦ୍ଧାରିତ ସମୟର ସାମାନ୍ୟ ପୂର୍ବରୁ ଆରମ୍ଭ ହୋଇଥିଲା ଏହି ପବିତ୍ର ପହଣ୍ଡି ନୀତି।

ଶହ ଶହ ବର୍ଷର ପରମ୍ପରା ଅନୁଯାୟୀ ପ୍ରଥମେ ଚକ୍ରରାଜ ସୁଦର୍ଶନଙ୍କୁ ପହଣ୍ଡି କରାଯାଇ ଦେବୀ ସୁଭଦ୍ରାଙ୍କ ରଥରେ ବିଜେ କରାଯାଇଥିଲା। ଏହା ପରେ ବଡ଼ଭାଇ ପ୍ରଭୁ ବଳଭଦ୍ର ଏବଂ ଭଉଣୀ ଦେବୀ ସୁଭଦ୍ରା ଆସିଥିଲେ। ସର୍ବଶେଷରେ ଧାଡ଼ି ପହଣ୍ଡିରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଝୁଲି ଝୁଲି ଆସି ରଥାରୂଢ଼ ହୋଇଥିଲେ। ମହାପ୍ରଭୁ ଶ୍ରୀଜଗନ୍ନାଥ ନନ୍ଦିଘୋଷ, ପ୍ରଭୁ ବଳଭଦ୍ର ତାଳଧ୍ୱଜ ଏବଂ ଦେବୀ ସୁଭଦ୍ରା ଦର୍ପଦଳନ ରଥରେ ବିରାଜମାନ କରିଛନ୍ତି।

ଏହାପରେ ମହାପ୍ରଭୁଙ୍କ ଆଦ୍ୟ ସେବକ ତଥା ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ ରଥ ଉପରେ ପୂଜାର୍ଚ୍ଚନା କରିବା ସହ ସୁନା ଝାଡ଼ୁରେ ରଥ ପରିଷ୍କାର କରିବେ, ଯାହାକୁ ଛେରାପହଁରା ନୀତି କୁହାଯାଏ। ଗଜପତି ମହାରାଜାଙ୍କ ଏହି ଗୁରୁତ୍ୱପୂର୍ଣ୍ଣ ସେବା ପରେ ଶ୍ରଦ୍ଧାଳୁମାନଙ୍କ ଦ୍ୱାରା ରଥଟଣା ଆରମ୍ଭ ହେବ। ଲକ୍ଷ ଲକ୍ଷ ଭକ୍ତ ବଡ଼ଦାଣ୍ଡରେ ତିନି ରଥକୁ ଟାଣି ଟାଣି ମୁଖ୍ୟ ମନ୍ଦିରଠାରୁ ପ୍ରାୟ ୩ କିଲୋମିଟର ଦୂରରେ ଥିବା ପ୍ରଭୁଙ୍କ ଜନ୍ମସ୍ଥାନ ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ଘେନିଯିବେ। ଦେଶବିଦେଶରୁ ଆସିଥିବା ଲକ୍ଷାଧିକ ଭକ୍ତ ଏହି ଅପୂର୍ବ ଦୃଶ୍ୟର ସାକ୍ଷୀ ହେବା ପାଇଁ ଉତ୍କଣ୍ଠାର ସହ ଅପେକ୍ଷା କରିଛନ୍ତି।

ଝୁଲି ଝୁଲି ବଡ଼ଦାଣ୍ଡକୁ ଆସୁଛନ୍ତି ମହାବାହୁ; ନନ୍ଦିଘୋଷ ରଥରେ ବସି ମାଉସୀ ଘରକୁ ଯିବେ କାଳିଆ ସାଆନ୍ତ
ପୁରୀ: ବଡ଼ଦାଣ୍ଡକୁ ଝୁଲି ଝୁଲି ଆସୁଛନ୍ତି କାଳିଆ ସାଆନ୍ତ । ଜଗତର ନାଥ ମହାପ୍ରଭୁ ଜଗନ୍ନାଥଙ୍କୁ ଟିକେ ଦେଖିବାକୁ ଚାତକ ପରି ଅନେଇ ବସିଛନ୍ତି ଲକ୍ଷାଧିକ ଶ୍ରଦ୍ଧାଳୁ । ଜୟ ଜଗନ୍ନାଥ ଧ୍ବନିରେ ପ୍ରକମ୍ପିତ ହେଉଛି ଗଗନପବନ । ହରିବୋଲ, ହୁଳହୁଳିରେ ଫାଟି ପଡୁଛି ବଡ଼ଦାଣ୍ଡ । ନନ୍ଦିଘୋଷ ରଥରେ ବସି ମାଉସୀ ମା' ଘରକୁ ଯିବେ ଚତୁର୍ଦ୍ଧାମୂରତି ।

ପ୍ରଥମେ ଚକ୍ରରାଜ ସୁଦର୍ଶନଙ୍କୁ ମା ସୁଭଦ୍ରାଙ୍କ ‘ଦେବଦଳନ’ ରଥରେ ସ୍ଥାପନା କରିବା ପରେ ବଡ଼ଠାକୁର ଶ୍ରୀ ବଳଦେବଙ୍କୁ ପହଣ୍ଡିରେ ଶ୍ରୀମନ୍ଦିରରୁ ରଥାରୁଢ଼ ପାଇଁ ଅଣାଯିବା ପରେ ଭଉଣୀ ସୁଭଦ୍ରାଙ୍କୁ ପହଣ୍ଡିରେ ରୁଢାରୁଣ କରାଯାଇଛି । ଭାଇ ଭଉଣୀଙ୍କ ପହଣ୍ଡି ବିଜେ ପରେ ଶେଷରେ କାଳିଆ ସାଆନ୍ତଙ୍କ ପହଣ୍ଡି ବିଜେ ଆରମ୍ଭ ହୋଇଛି । କଳା ଶ୍ରୀମୁଖକୁ ଚାହିଁ ଭାବ ବିହ୍ବଳ ହେଉଛନ୍ତି ଭକ୍ତ । ବଡ଼ଦାଣ୍ଡରେ ଆଜି ଏକାକାର ଭକ୍ତ ଭଗବାନ । ବିଶ୍ବନିୟନ୍ତାଙ୍କୁ ଦର୍ଶନ କରି ପବିତ୍ର ହେଉଛି ଚର୍ମଚକ୍ଷୁ । କାଳିଆ ସାଆନ୍ତେ ମୁଣ୍ଡରେ ଟାହିଆ ଲଗାଇ ଝୁଲି ଝୁଲି ନନ୍ଦିଘୋଷ ରଥକୁ ଆସୁଛନ୍ତି ।

ଗୋଟି ପହଣ୍ଡିରେ ଝୁଲିଝୁଲି ଆସି ରଥାରୁଢ଼ ହେଲେ ପ୍ରଭୁ ବଳଭଦ୍ର, ପରେ ଶୂନ୍ୟ ପହଣ୍ଡିରେ ଆସି ରଥରେ ବିଜେ କଲେ ଦେବୀ ସୁଭଦ୍ରା
ପୁରୀ: ଆଜି ବିଶ୍ଵନିୟନ୍ତାଙ୍କ ପବିତ୍ର ଘୋଷଯାତ୍ରା । ଘଣ୍ଟଘଣ୍ଟା, ହରିବୋଲରେ ପ୍ରକମ୍ପିତ ବଡଦାଣ୍ଡ । ହୁଳହୁଳି, ହରିବୋଲରେ କମ୍ପୁଛି ଶ୍ରୀକ୍ଷେତ୍ର । ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଅବସରରେ ଆରମ୍ଭ ହୋଇଛି ଶ୍ରୀଜିଉଙ୍କ ପହଣ୍ଡି ବିଜେ । ପ୍ରଭୁ ସୁଦର୍ଶନ ରଥାରୂଢ଼ ହେବା ପରେ ଏବେ ବଳଭଦ୍ରଙ୍କ ପହଣ୍ଡି ହୋଇଥିଲା । ବଡ଼ଠାକୁର ପ୍ରଭୁ ଶ୍ରୀବଳଭଦ୍ର ଧାଡି ପହଣ୍ଡିରେ ଆସି ତାଳଧ୍ବଜରେ ରଥାରୁଢ଼ ହୋଇଥିଲେ । ଦିବ୍ୟ, ଭବ୍ୟ, ମନୋଜ୍ଞ, ଟାହିଆ ହଲେଇ ରଥରେ ବିରାଜିଛନ୍ତି ଶ୍ରୀବଳଦେବ ବଡଠାକୁର । ଧାଡି ପହଣ୍ଡି ନୀତିରେ ସେବାୟତମାନେ ପ୍ରଭୁ ଶ୍ରୀ ବଳଦେବଙ୍କୁ ରତ୍ନବେଦୀରୁ ରଥକୁ ଘେନି ଆଣିଥିଲେ । ଦିବ୍ୟ ଟାହିଆ ସୁଶୋଭିତ ହୋଇ ବଡ଼ଠାକୁର ଶ୍ରୀନଅରରୁ ଝୁଲିଝୁଲି ରଥରେ ବିରାଜମାନ ହେବାପାଇଁ ଆସିବାର ଦୃଶ୍ୟରେ ବିମୋହିତ କରିଛି ।

ବଡ଼ଠାକୁର ବଳଭଦ୍ରଙ୍କ ପରେ ମା’ ସୁଭଦ୍ରାଙ୍କ ପହଣ୍ଡି ହୋଇଥିଲା । ଶୂନ୍ୟ ପହଣ୍ଡିରେ ଆସି ଦେବଦଳନ ରଥରେ ବିଜେ କରିଛନ୍ତି ମା’ ସୁଭଦ୍ରା । ସିଂହଦ୍ୱାର ଚକଡ଼ାରେ ବିଜେ ଅଛନ୍ତି ୩ ରଥ । ନନ୍ଦିଘୋଷ, ଦର୍ପଦଳନ ଓ ତାଳଧ୍ୱଜ ରଥ ପ୍ରସ୍ତୁତ । ତିନି ରଥରେ ବିରାଜମାନ କରିବେ ଶ୍ରୀବିଗ୍ରହ । ଏହି ଦିବ୍ୟ ମୁହୂର୍ତ୍ତର ସାକ୍ଷୀ ହେବା ପାଇଁ ବଡ଼ଦାଣ୍ଡରେ ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମ ହୋଇଛି । ଭକ୍ତି, ଆନନ୍ଦ ଓ ଆଧ୍ୟାତ୍ମିକତାର ଅପୂର୍ବ ସମନ୍ୱୟ ମଧ୍ୟରେ ଏବେ ସମସ୍ତଙ୍କ ନଜର ରହିଛି ପରବର୍ତ୍ତୀ ପହଣ୍ଡି ନୀତି ଏବଂ ମହାପ୍ରଭୁଙ୍କ ରଥାରୋହଣ ଉପରେ ।

ପହଣ୍ଡିବେଳେ ଅଘଟଣକୁ ନେଇ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ପହଣ୍ଡିବେଳେ ଅଘଟଣକୁ ନେଇ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପହଣ୍ଡି ସମୟରେ ବଡ ଠାକୁର ବଳଭଦ୍ର ଚାରମାଳ ଉପରେ ହାମୁଡେଇ ପଡ଼ିଥିଲେ। ପହଣ୍ଡିରେ ସାମିଲ ହୋଇଥିବା କିିଛି ସେବାୟତ ଆହତ ହୋଇଥିଲେ।  ଆହତ ହୋଇଥିବା ସେବାୟତଙ୍କ ଆଶୁ ଆରୋଗ୍ୟ କାମନା କରିବା ସହ ତୁରନ୍ତ ଆଇନମନ୍ତ୍ରୀ ପୃଥିରାଜ ହରିଚନ୍ଦନଙ୍କୁ ପୁରୀ ଯାଇ ଉପଯୁକ୍ତ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ସୂଚନା ଅନୁଯାୟୀ, ଆଜି ରଥ ଉପରେ ମହାପ୍ରଭୁଙ୍କ ସନ୍ଧ୍ୟାଧୂପ ସରିବା ପରେ ଆରମ୍ଭ ହୋଇଥିଲ ପହଣ୍ଡି ବିଜେ। ପହଣ୍ଡି ବେଳେ ଖସି ପଡିଥିଲେ ବଡ଼ ଠାକୁର। ଚାରମାଳ ଉପରେ ହାମୁଡେଇ ପଡ଼ିଥିଲେ ବଡ଼ ଠାକୁର । ପହଣ୍ଡିରେ ସାମିଲ ହୋଇଥିବା କିିଛି ସେବାୟତ ଆହତ ହୋଇଥିଲେ। ଆହତ ସେବାୟତଙ୍କୁ ଆମ୍ବୁଲାନ୍ସ ଯୋଗେ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ପ୍ରାଥମିକ ସୂଚନା ଅନୁଯାୟୀ ୫ରୁ ୬ଜଣ ସେବାୟତ ଆହତ ହୋଇଥିଲେ।  ଅଘଟଣ ପରେ ପୁଣି ପହଣ୍ଡି ଆରମ୍ଭ ହୋଇଥିଲା।

ଆଜି ଦାରୁଦିଅଁଙ୍କ ରତ୍ନବେଦୀ ବିଜେ, ଅପରାହ୍ଣ ୪ଟାରୁ ପହଣ୍ଡି ଆରମ୍ଭ
ପୁରୀ: ପବିତ୍ର ବାହୁଡା ଦଶମୀରେ ଜନ୍ମବେଦୀରୁ ବାହୁଡି ଆସିଛନ୍ତି ଦାରୁବ୍ରହ୍ମ। ସିଂହଦ୍ୱାର ସମ୍ମୁଖରେ ଦଣ୍ଡାୟମାନ ତିନିରଥ। ରଥାରୁଢ ଠାକୁର ସୁନାବେଶରେ ଲକ୍ଷ ଲକ୍ଷ ଭକ୍ତଙ୍କୁ ଦର୍ଶନ ଦେଇ ସେମାନଙ୍କୁ କୃତ୍ତାର୍ଥ କରିଛନ୍ତି। ଶୁକ୍ରବାର ରଥ ଉପରେ ସମ୍ପନ୍ନ ହୋଇଛି ଅଧରପଣା ନୀତି। ଶନିବାର ନୀଳାଦ୍ରବିଜେ। ଏହି ପବିତ୍ର ତିଥିରେ ରତ୍ନବେଦୀକୁ ବିଜେ କରିବେ ଦାରୁଦିଅଁ। ଏହାସହିତ ଶେଷ ହେବ ଶ୍ରୀଗୁଣ୍ଡିଚା ଯାତ୍ରା। ଆଉ ରବିବାରଠୁ ଭକ୍ତଙ୍କୁ ମିଳିବ ନୀଳାଚଳ ଅବଢ଼ା। ପୁଣି ଶ୍ରୀମନ୍ଦିରରେ ଲାଗିବ ଗହଳି ଚହଳି। ନୀଳାଦ୍ରିବିଜେ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ ହୋଇରହିଛି ପ୍ରଶାସନ। ଜିଲ୍ଲା ପ୍ରଶାସନ, ପୁଲିସ ଓ ଶ୍ରୀମନ୍ଦିର ପ୍ରଶାସନ ନିଜ ନିଜର ପ୍ରସ୍ତୁତି ସାରିଛନ୍ତି। ଏହି ମହାନ ପର୍ବର ଅନ୍ତିମ ଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ସମସ୍ତେ ଅପେକ୍ଷାରତ। ନୀଳାଦ୍ରିବିଜେ ନୀତି ପାଇଁ ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ ହୋଇଛି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ରଥ ଉପରେ ଠାକୁରଙ୍କ ନୀତିକୁ ତ୍ୱରାନ୍‌‌ୱିତ କରି ଅପରାହ୍ନ ୪ଟା ସୁଦ୍ଧା ଚତୁର୍ଦ୍ଧାବିଗ୍ରହଙ୍କ ପହଣ୍ଡି ଆରମ୍ଭ ହେବ।

ନୀଳାଦ୍ରିବିଜେ ନୀତି ନିର୍ଘଣ୍ଟ

ତିନିରଥରେ ମଙ୍ଗଳ ଆଳତି ପ୍ରାତଃ ୪ଟା, ମଇଲମ-ତଡପଲାଗି ୪ଟା ୩୦, ଅବକାଶ ଭୋର ୫ଟା, ବେଶ ଶେଷ ୫ଟା ୩୦, ଗୋପାଳବଲ୍ଲଭ ସକାଳ ୬ଟା ୩୦, ସକାଳ ଧୂପ ୭ଟାରୁ ୮ଟା, ମଇଲମ ୮ଟା ୩୦, ମହାସ୍ନାନ ଓ ସର୍ବାଙ୍ଗ ୯ଟା ୩୦, ବେଶଶେଷ ପୂର୍ବାହ୍ନ ୧୦ଟା, ମଧ୍ୟାହ୍ନ ଧୂପ ସାଢେ ୧୦ରୁ ସାଢେ ୧୧, ମଇଲମ ଓ ବେଶ ୧୧ଟା ୪୫ରୁ ମଧ୍ୟାହ୍ନ ୧୨ଟା, ସନ୍ଧ୍ୟା ଆଳତି ୧୨ଟା ୧୫, ସନ୍ଧ୍ୟାଧୂପ ସାଢେ ୧୨ରୁ ସାଢେ ୧ଟା, ଚାରବନ୍ଧା ସାଢେ ୧ଟାରୁ ସାଢେ ୩ଟା, ସିଂହାସନ ମାଜଣା ୩ଟା ୩୦, ପୁଷ୍ପାଞ୍ଜଳି ୩ଟା ୫୦, ପହଣ୍ଡି ଆରମ୍ଭ ୪ଟା, ପହଣ୍ଡି ଶେଷ ରାତି ୧୦ଟା, ରୁନ୍ଧା ଶେଷ ସାଢେ ୧୨ଟା, ଦଇତାପତି ସର୍ବାଙ୍ଗ ୧ଟା, ଶ୍ରୀମୁଖ ଖଣ୍ଡୁଆ ୧ଟା ୧୦, ଚାରମାଳ ଫିଟା ୧ଟା ୧୫ରୁ ୨ଟା ୧୫, ସୁଦର୍ଶନ ସିଂହାସନକୁ ବିଜେ ୨ଟା ୩୦, ଶ୍ରୀମୁଖ ଖଣ୍ଡୁଆ ମଇଲମ ୨ଟା ୩୦, ଚକା ପୋଛା ୨ଟା ୪୫, ସିଂହାସନ ଧୁଆ ୩ଟା, ମାଧବ, ଶ୍ରୀଦେବୀ ଓ ଭୂଦେବୀ ସିଂହାସନକୁ ବିଜେ ୩ଟା ୧୦, ମହାସ୍ନାନ ଶେଷ ୩ଟା ୩୦, ରୋଷ ହୋମ ୩ଟା ୩୫, ମଇଲମ ୩ଟା ୩୫, ଚନ୍ଦନଲାଗି ୩ଟା ୪୫, ସୂର୍ଯ୍ୟପୂଜା ଭୋର ୪ଟା, ଦ୍ୱାରପାଳ ପୂଜା ୪ଟା ୧୫, ବଡସିଂହାର ବେଶ ୪ଟା ୧୫, ବଡସିଂହାର ଭୋଗ ୪ଟା ୪୫ ଓ ରାତ୍ର ପହୁଡ ଭୋର ୫ଟାରେ ହେବାକୁ ନୀତି ନିର୍ଘଣ୍ଟ ହୋଇଛି।

ସରିଲା ଛେରାପହଁରା ନୀତି, ଆଉ କିଛି ସମୟ ପରେ ଆରମ୍ଭ ହେବ ରଥଟଣା
ପୁରୀ: ଶେଷ ହେଲା ତିନି ଠାକୁରଙ୍କ ଛେରାପହଁରା ନୀତି। ରଥଯାତ୍ରାର ଅନ୍ୟତମ ଆକର୍ଷଣୀୟ ନୀତି ଛେରାପହଁରା ନୀତି କରିବାକୁ ଶ୍ରୀନଅରରୁ ତାମ୍‌ଜାନ୍‌ ବସି ଗଜପତି ମହାରାଜ ରଥ ଖଳାକୁ ଆସିଥିଲେ। ରାଜବେଶରେ ଗଜପତି ମହାରାଜ ଗୋଟିଏ ପରେ ଗୋଟିଏ ରଥରେ ଛେରାପହଁରା ନୀତି ସମ୍ପାଦନ କରିଥିଲେ। ଏବେ ତିନି ରଥରେ ଘୋଡା ଏବଂ ଦଉଡି ବନ୍ଧା କାର୍ଯ୍ୟ ଚାଲିଛି। ଏହାପୂର୍ବରୁ ଧାଡି ପହଣ୍ଡିରେ ଚତୁର୍ଦ୍ଧାମୂର୍ତ୍ତୀ ରଥ ବିଜେ କରିଥିଲେ। ପ୍ରଥମେ ସୁଦର୍ଶନ ମହାପ୍ରଭୁ ପହଣ୍ଡି ହୋଇ ରଥାରୂ ହେବା ପରେ ଶ୍ରୀବଳଭଦ୍ର ଓ ପରେ ହେଲା ଦେବୀ ସୁଭଦ୍ରାଙ୍କ ପହଣ୍ଡି। ପରେ ଶେଷରେ ପହଣ୍ଡିରେ ଆସିଥିଲେ କାଳିଆ ସାଆନ୍ତ।