Jatani - The Sakala

କାର୍ ଭିତରୁ ଅବସରପ୍ରାପ୍ତ ଏୟାରଫୋର୍ସ କର୍ମଚାରୀଙ୍କ ମୃତଦେହ ଉଦ୍ଧାର, ପୋଲିସ କରୁଛି ତଦନ୍ତ
ଜଟଣୀ: କାର ଭିତରୁ ଯୁବକଙ୍କ ମୃତ ଦେହ ଉଦ୍ଧାର । ଜଟଣୀ ଥାନା ଠାରୁ କିଛି ଦୂରରେ ଥିବା ଏକ ବନ୍ଦ କାର ଭିତରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ହେଉଛନ୍ତି ସତିଶ କୁମାର ମହାନ୍ତି(୪୭ବର୍ଷ)। ତାଙ୍କ ଘର ନିକଟ ବାଛରାପାଟଣାରେ ବୋଲି ଜଣାପଡ଼ିଛି। ଅବସରପ୍ରାପ୍ତ ଏୟାର ଫୋର୍ସର କର୍ମଚାରୀ ଥିଲେ ସତୀଶ। ତେବେ ତାଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି ।

ସୂଚନା ଅନୁସାରେ, ସ୍ଥାନୀୟ ଅଞ୍ଚଳରେ କାର୍‌ଟି ଦିନ ଦୁଇଟାରୁ ୪ଟା ପର୍ଯ୍ୟନ୍ତ ଥିବା ବେଳେ କାର୍ ଭିତରେ ଜଣେ ବ୍ୟକ୍ତି ଅଚେତ ଅବସ୍ଥାରେ ପଡ଼ିଥିବା ଦେଖି ଲୋକେ ପୋଲିସକୁ ଖବର ଦେଇଥିଲେ l ଘଟଣାସ୍ଥଳରେ ପୋଲିସ ପହଞ୍ଚି କାର୍ କାଚ ଭାଙ୍ଗି ଅଚେତ ଅବସ୍ଥାରେ ଯୁବକକୁ ଉଦ୍ଧାର କରି ସ୍ଥାନୀୟ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ l ଡାକ୍ତର ଚିକିତ୍ସା ପରେ ଯୁବକ ଜଣଙ୍କୁ ମୃତ ଘୋଷଣା କରିଥିଲେ l ପୋଲିସ ମୃତଦେହ ଜବତ କରି ପୋଷ୍ଟମର୍ଟମ ପାଇଁ ପଠାଇ ତଦନ୍ତ ଆରମ୍ଭ କରିଛି ।

ହାଇଟେକ୍ ମେଡିକାଲ ବିସ୍ଫୋରଣ ଘଟଣା: ସ୍ୱାମୀଙ୍କ ଅକାଳ ବିୟୋଗକୁ ସହ୍ୟ କରି ନପାରି ଆତ୍ମହତ୍ୟା କଲେ ସ୍ତ୍ରୀ
ଜଟଣୀ: ସ୍ୱାମୀଙ୍କ ଅକାଳ ବିୟୋଗକୁ ସାହିପାରିଲେନି ସ୍ତ୍ରୀ । ସ୍ବାମୀଙ୍କର ମୃତ୍ୟୁ ପରେ ଆତ୍ମହତ୍ୟା କଲେ ସ୍ତ୍ରୀ । ହାଇଟେକ୍ ହସ୍‌ପିଟାଲରେ ବିସ୍ଫୋରଣ ଘଟଣାରେ କାର୍ଯ୍ୟରତ ଦିଲ୍ଲୀପ ସାମନ୍ତରାୟଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିବା ବେଳେ ଆଜି ସକାଳେ ତାଙ୍କ ପତ୍ନୀ ସୁନା ସାମନ୍ତରାୟ ଆତ୍ମହତ୍ୟା କରିଛନ୍ତି। ଏମିିତି ଏକ ଦୁଃଖଦ ଘଟଣା ଘଟିଛି ଖୋର୍ଦ୍ଧା ଜିଲ୍ଲା ଜଟଣୀ ହରିରାଜପୁର ଅଂଚଳରେ ।

ସୂଚନା ଅନୁସାରେ, ଦିଲ୍ଲୀପ ଓ ସୁନାଙ୍କ ବିବାହକୁ ଖୁବଶୀଘ୍ର ୨ ବର୍ଷ ପୂରିଥାନ୍ତା । ଦିଲ୍ଲୀପଙ୍କ ମୃତ୍ୟୁ ହେବା ପରେ ଭାଙ୍ଗି ପଡ଼ିଥିଲେ ସୁନା । ରବିବାର ସୁନାଙ୍କୁ ତାଙ୍କ ବାପଘର ଲୋକେ ନିଜ ସହିତ ନେଇ ଯାଇଥିଲେ । ନୂଆଗାଁ ସ୍ଥିତ ବାପଘରେ ଥିବା ସୁନା ସକାଳେ ଏକ କୋଠରୀ ଭିତରେ ବେକରେ ଫାଶି ଲଗାଇ ଆତ୍ମହତ୍ୟା କରିଥିଲା । ଖବର ପାଇ ଜଟଣୀ ପୋଲିସ ଘଟଣାସ୍ଥଳରେ ପହଞ୍ଚି ସୁନାଙ୍କୁ ଉଦ୍ଧାର କରି ଜଟଣୀ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ନେଇଥିଲା । ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ । ଏହା ପରେ ତାଙ୍କ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି। ଏହି ମାମଲାରେ ପୁଲିସ୍ ଅଧିକ ତଦନ୍ତ ଜାରି ରଖିଛି।

ସୂଚନାଯୋଗ୍ୟ, ଗତ ଶୁକ୍ରବାର ହାଇଟେକ୍ ହସ୍‌ପିଟାଲରେ ବିସ୍ଫୋରଣ ଘଟିଥିଲା। ହସ୍‌ପିଟାଲର ତୃତୀୟ ମହଲାରେ ଏକ ଏସିରେ ଗ୍ୟାସ୍‌ ଫିଲିଂ ବେଳେ ବିସ୍ଫୋରଣ ହୋଇଥିଲା। ବିସ୍ଫୋରଣ ପରେ ଲାଗିଥିବା ନିଆଁକୁ ସଙ୍ଗେ ସଙ୍ଗେ ଆୟତ୍ତ କରାଯାଇଥିଲା। ତେବେ ଏହି ଘଟଣାରେ ୪ଜଣ ଗୁରୁତର ଆହତ ହୋଇଥିଲେ। ସେମାନଙ୍କ ମଧ୍ୟରୁ ଦିଲ୍ଲୀପଙ୍କ ଅବସ୍ଥା ସଙ୍କଟାପନ୍ନ ଥିଲା।

ଜଟଣୀ ତରାବୋଇ ଗାଁରେ ସାମାନ୍ୟ ବଚସାକୁ ନେଇ ଗୋଷ୍ଠୀ ସଂଘର୍ଷରୁ ବୋମାମାଡ଼, ଏକାଧିକ ଆହତ
ଜଟଣୀ: ସାମାନ୍ୟ ବଚସାକୁ ନେଇ ଗୋଷ୍ଠୀ ସଂଘର୍ଷ ପରେ ବୋମାମାଡ଼ । ଗଣ୍ଡଗୋଳରେ ଉଭୟ ପକ୍ଷରୁ ଏକାଧିକ ଲୋକ ଆହତ । ଖୋର୍ଦ୍ଧା ଜିଲ୍ଲା ଜଟଣୀ ଥାନା ତରାବୋଇ ଗାଁରେ ଘଟିଛି ଏଭଳି ଏକ ଅଭାବନୀୟ ଘଟଣା । ସମସ୍ତ ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ପୂର୍ବ ଘଟଣାକୁ କେନ୍ଦ୍ର କରି ଏହି ଗଣ୍ଡଗୋଳ ହୋଇଥିବା କୁହାଯାଉଛି । ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି ଏବଂ ଉତ୍ତେଜନାକୁ ଦୃଷ୍ଟିରେ ରଖି ପୋଲିସ ମୁତୟନ ହୋଇଛନ୍ତି ।

ସୂଚନା ଅନୁସାରେ, ତରାବଇ ଗାଁର ୨ ଗୋଷ୍ଠୀ ମଧ୍ୟରେ ଦୀର୍ଘଦିନ ହେବ ବିବାଦ ଲାଗି ରହିଥିଲା। ଗତ ରାତିରେ କୌଣସି କାରଣରୁ ଉଭୟ ପକ୍ଷ ମଧ୍ୟରେ ପ୍ରଥମେ ବଚସା ଓ ହାତାହାତି ହୋଇଥିଲା। ଏହାପରେ ବିବାଦ କ୍ରମଶଃ ଉଗ୍ର ରୂପ ନେବାକୁ ଲାଗିଲା। ଫଳରେ ଉଭୟ ପକ୍ଷଙ୍କ ବୋମାମାଡ଼ରେ ୩ଟି ବାଇକ୍‌ କ୍ଷତିଗ୍ରସ୍ତ ହୋଇଥିବା ଜଣାଯାଇଛି। ଏଥିସହ ଉଭୟ ପକ୍ଷ ମାରଣାସ୍ତ୍ରରେ ପରସ୍ପରଙ୍କୁ ଆକ୍ରମଣ କଲେ। ଫଳରେ ଏଥିରେ ଦୁଇ ଜଣ ଆହତ ହୋଇଛନ୍ତି। ଘଟଣା ସଂପର୍କରେ ସୂଚନା ପାଇଁ ଜଟଣୀ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି । ପୋଲିସ ପହଞ୍ଚିବା ପରେ ପରିସ୍ଥିତି ଶାନ୍ତ ରହିଥିବା ଜଣାପଡିଛି ।

ଜଟଣୀରୁ ବିପୁଳ ପରିମାଣର ବେଆଇନ ଭାବେ ଗଛିତ ବାଣ ଜବତ, ୨ ଗିରଫ
ଜଟଣୀ: ବିନା ଲାଇସେନ୍ସରେ ଚାଲିଥିଲା ବାଣ ବେପାର । ମାଡି ବସିଲା କମିଶନରେଟ ପୋଲିସ। ଜଟଣୀ ଥାନା କୁସୁମାଟି ଠାରେ ବିପୁଳ ପରିମାଣର ବେଆଇନ ଭାବେ ବାଣ ଗଛିତ ଥିବା ଖବର ପାଇବା ପରେ ଚଢ଼ାଉ କରି ପୋଲିସ ୨ ଜଣଙ୍କୁ ଗିରଫ କରିଛି । ଗିରଫ ଦୁଇଜଣ ହେଲେ ଛବିନ୍ଦ୍ର ସୁବୁଦ୍ଧି ଓ ପବିତ୍ର ସୁବୁଦ୍ଧି । ଆସନ୍ତା ଦୀପାବଳିକୁ ଦୃଷ୍ଟିରେ ରଖି ବିପୁଳ ପରିମାଣର ୨୦ ପ୍ରକାର ବାଣ ଗଛିତ କରି ରଖିଥିଲେ ଅଭିଯୁକ୍ତ । କିନ୍ତୁ ପୋଲିସ ଠାରୁ ଏ ସମ୍ପର୍କରେ କୌଣସି ଲାଇସେନ୍ସ ସେମାନେ ନେଇନଥିଲେ । କେସ ନମ୍ବର ୩୭୫ ଦଫା Indian explosive act 1884, Sec 5 ରେ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି। ବିପୁଳ ପରିମାଣର ବାଣକୁ ଜବତ କରିବା ସହ ବିନା ଅନୁମତିରେ ବାଣ ବିକିବାକୁ ବାରଣ କରିଛି ପୋଲିସ ।

ମୁଖ୍ୟମନ୍ତ୍ରୀଙ୍କ ଐତିହାସିକ ନିଷ୍ପତ୍ତି: ଜଟଣୀ ଖାସମାହଲ ଜମି ସମସ୍ୟାର ହେଲା ସମାଧାନ, ଲୋକଙ୍କୁ ବଣ୍ଟନ କରାଯିବ ପଟ୍ଟା
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜିଏକ ଐତିହାସକ ନିଷ୍ପତ୍ତି ନେଇ ଜଟଣୀ ଖାସମାହଲ ଜମି ସମସ୍ୟାର ସମାଧାନ କରି ଲୋକଙ୍କୁ ପଟ୍ଟା ଦେବାପାଇଁ ନିର୍ଦ୍ଦେଶ ଦେଇଛନ୍ତି ।

ସୂଚନାଯୋଗ୍ୟ ଯେ. ମୁଖ୍ୟମନ୍ତ୍ରୀଙ୍କ ୫ଟି ସଚିବ ଭି.କେ. ପାଣ୍ଡିଆନ ତାଙ୍କର ଜିଲ୍ଲାଗସ୍ତ ସମୟରେ ଜମିଜମା ସମ୍ପର୍କିତ ଅନେକ ଅଭିଯୋଗ ଲୋକଙ୍କ ଠାରୁ ପାଇଥିଲେ। ଜଟଣୀ ତହସିଲରେ ଖାସମାହଲ ସମସ୍ୟା, ଦୀର୍ଘ ବର୍ଷର ସମସ୍ୟା । ଏ ସମସ୍ୟା ସମ୍ପର୍କରେ ଜନସାଧାରଣ ୫ଟି ସଚିବଙ୍କୁ ଜଣାଇଥିଲେ । ଏ ବିଷୟରେ ୫ଟି ସଚିବ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇବା ପରେ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଆଜି ଏ ସମ୍ପର୍କରେ ଏକ ଉଚ୍ଚସ୍ତରୀୟ ବୈଠକ କରାଯାଇ ନିଷ୍ପତ୍ତି ନିଆଯାଇଛି । ବୈଠକରେ ୫ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନଙ୍କ ସହିତ, ମୁଖ୍ୟ ଶାସନ ସଚିବ ପ୍ରଦିପ କୁମାର ଜେନା, ଉନ୍ନୟନ କମିଶନର ଅନୁ ଗର୍ଗ, ରାଜସ୍ୱ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ  ସତ୍ୟବ୍ରତ ସାହୁ, ଖୋର୍ଦ୍ଧା ଜିଲ୍ଲାପାଳ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । ବୈଠକରେ ତିନି ମାସ ମଧ୍ୟରେ ଜମିଜମା ସମସ୍ୟାର ସ୍ଥାୟୀ ସମାଧାନ କରାଯାଇ ଆଗାମୀ ଡିସେମ୍ବରରେ ଲୋକଙ୍କୁ ପଟ୍ଟା ବଣ୍ଟନ କରିବାକୁ ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏହା ଦ୍ୱାରା ୫୩୭ ପରିବାର ଉପକାର ପାଇବେ।

ସେହିପରି ଭୁବନେଶ୍ୱର ତହସିଲରେ ପତିତ ଜମିର ସତ୍ତ୍ୱ ନେଇ ଦୀର୍ଘ ୬୦ ବର୍ଷ ଧରି ସମସ୍ୟା ଲାଗି ରହିଛି । ଏ ସମ୍ପର୍କରେ ବିଭିନ୍ନ ରାଜସ୍ୱ ଅଦାଲତରେ ୧୦୫୪୩ଟି ମାମଲା ଚାଲିଛି। ଏହି ପତିତ ଜମି ସମ୍ପର୍କରେ ଗଠିତ ରାଜସ୍ୱ ବିଭାଗର ଟାସ୍କ ଫୋର୍ସ ଦ୍ୱାରା ନିର୍ଦ୍ଧାରିତ SOP ଭିତ୍ତିରେ ଏ ସମସ୍ୟାର ସମାଧାନ କରାଯିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଛି।

ସୂଚନାଯୋଗ୍ୟ ଯେ, ୫ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନଙ୍କ ଜିଲା ଗସ୍ତ ସମୟରେ ମିଳିଥିବା ଲୋକଙ୍କ ବିଭିନ୍ନ ଅଭିଯୋଗର ସମାଧାନ ନିମନ୍ତେ ସମୟ ବଦ୍ଧ ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ବିଭିନ୍ନ ବିଭାଗ ତଥା ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଚଳିତ ସେପ୍ଟେମ୍ବର ମଧ୍ୟ ଭାଗରେ ମୁଖମନ୍ତ୍ରୀ ଏହାର ଅଗ୍ରଗତି ସମ୍ପର୍କରେ ସମୀକ୍ଷା  କରିବେ ।

ହୋଟେଲ ରୁମରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
ଖୋର୍ଦ୍ଧା: ହୋଟେଲ ରୁମରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ଜଟଣୀ ସୀତାରାମ ଛକ ନିକଟ ଏକ ହୋଟେଲ ରୁମରୁ ଉଦ୍ଧାର ହୋଇଛି ମୃତଦେହ । ଗତକାଲି ଯୁବତୀଜଣକ ଜଣେ ଯୁବକଙ୍କ ସହ ହୋଟେଲକୁ ଆସିଥିଲେ । ରାତିରେ ଯୁବକ ଜଣଙ୍କ ହୋଟେଲରୁ ଯାଇ ଆଉ ଆସିନଥିବା ଜଣାପଡିଛି । ସକାଳେ ଯୁବତୀଙ୍କ ଝୁଲନ୍ତା ମୃତଦେହ ହୋଟେଲ ଷ୍ଟାଫ ଦେଖିଥିଲେ । ଯୁବକଙ୍କ ଘର ଜଗତସିଂହପୁରରେ ବୋଲି ଜଣାପଡିଛି । ଘଟଣା ସ୍ଥଳରୁ ପୁରୁଷ ବନ୍ଧୁ ଫେରାର ହୋଇଯାଇଛନ୍ତି । ତେବେ ଏହା ଆତ୍ମହତ୍ୟା ନା ହତ୍ୟା ଏବଂ କେଉଁ କାରଣରୁ ଯୁବତୀ ଜଣକ ମୃତ୍ୟୁବରଣ କରିଛନ୍ତି ତାହା ଜଣାପଡ଼ିନାହିଁ । ଘଟଣା ସ୍ଥଳରେ ପୋଲିସ ପହଞ୍ଚିଛି ତଦନ୍ତ ଆରମ୍ଭ କରିଛି ।