Jhansi Fire - The Sakala

ଝାନସୀର ଏକ ଇଲେକଟ୍ରୋନିକ୍‌ ଶୋ’ ରୁମରେ ଭୟଙ୍କର ଅଗ୍ନିକାଣ୍ଡ, ୪ ଜଣ ଜୀବନ୍ତ ଦଗ୍ଧ
ଲକ୍ଷ୍ନୌ: ଉତ୍ତରପ୍ରଦେଶ ଝାନସୀର ସିପ୍ରି ବଜାରରେ ଥିବା ଏକ ଇଲେକ୍ଟ୍ରି ଶୋ’ ରୁମରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଶୋ’ ରୁମ୍‌ରେ ନିଆଁ ଲାଗିଯିବାରୁ ୪ ଜଣ ଜୀବନ୍ତ ଦଗ୍ଧ ହୋଇ ଯାଇଛନ୍ତି। ମୃତକଙ୍କ ମଧ୍ୟରେ ଜଣେ ମହିଳା ଥିବା ଜଣାଯାଇଛି। ନିଆଁ ଲିଭାଇବା ପାଇଁ ୮୦ଟି ଦମକଳ ଗାଡି ନିୟୋଜିତ ହୋଇଥିଲା । ନିଆଁ ଏତେ ଭୟଙ୍କର ଥିଲା ଯେ, ଉଦ୍ଧାର କାର୍ଯ୍ୟ ପାଇଁ ସେନାର ସହାୟତା ନିଆଯାଇଥିଲା । ପ୍ରାୟ ୧୦ ଘଣ୍ଟାର ରେସ୍କ୍ୟୁ ଅପରେସନ ପରେ ନିଆଁକୁ ଲିଭା ଯାଇଥିଲା ।

ସୂଚନା ଅନୁସାରେ, ଝାନସୀର ସିପରି ବଜାର ଅଞ୍ଚଳରେ ଥିବା ଏକ ୩ ମହଲା ବିଶିଷ୍ଟ ଶୋ’ ରୁମ୍‌ରେ ଗତକାଲି ଅପରାହ୍ନରେ ଏହି ଅଗ୍ନିକାଣ୍ଡ ଘଟିଥିଲା। ଉକ୍ତ ଶୋ’ ରୁମ୍‌ରେ ଏକ ଇଲେକଟ୍ରୋନିକ୍‌ ଶୋ’ ରୁମ୍ ଥିବା ବେଳେ ଏକ ସ୍ପୋର୍ଟ୍ସ ଶୋ’ ରୁମ୍‌ ବି ରହିଥିଲା। ଗତକାଲି ହଠାତ୍‌ ନିଆଁ ଲାଗି ଯାଇଥିବା ବେଳେ ଉକ୍ତ ଶୋ’ ରୁମ୍‌ରେ ବହୁତ ଲୋକ ଥିଲେ। ଅନ୍ୟମାନେ ଧାଁଦୌଡ଼ କରି ବାହାରି ଯାଇଥିବା ବେଳେ ୪ ଜଣ ଜୀଅନ୍ତା ଜଳି ଯାଇଥିଲେ। ୩ ଜଣ ଶୋ’ ରୁମ୍‌ ଭିତରେ ଜଳି ଯାଇଥିବା ବେଳେ ପରେ ସେମାନଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ମାର୍କେଟରେ ଅଧିକ ଇଲେକ୍ଟ୍ରୋନିକ୍ସ ଓ ଫର୍ନିଚର ଦୋକାନ ଥିବାରୁ ନିଆଁ ବ୍ୟାପିଥିଲା । ତେବେ ଅଗ୍ନିକାଣ୍ଡର କାରଣ ଜଣାପଡ଼ିନଥିବା ବେଳେ ତୁରନ୍ତ ଏହାର କାରଣ ଖୋଜିବାକୁ ଝାନସୀ ଜିଲ୍ଲାପାଳ ଏକ କମିଟି ଗଠନ କରିଛନ୍ତି ।