Baba Dhabaleswar - The Sakala

ଆଜି ବଡ଼ଓଷା: ବଡସିଂହାର ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ଵର
ଆଠଗଡ଼: ଆଜି ପଞ୍ଚୁକର ତୃତୀୟ ଦିନ । ମହାକାର୍ତ୍ତିକ ମାସର ଆଜି ବଡ ପର୍ବ ବଡ଼ ଓଷା। ବଡ଼ଓଷାରେ ବଡସିଂହାର ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ବର। ଆଜି ତ୍ରୟୋଦଶୀ ଓ ଚତୁର୍ଦ୍ଦଶୀ ର ସନ୍ଧିକ୍ଷଣରେ ବାବା ଧବଳେଶ୍ଵରଙ୍କ ପାଖରେ ଲାଗିହେବ ଗଜଭୋଗ ଓ ତରଣ। ବଡ଼ଓଷା ତଥା କାର୍ତ୍ତିକ ବ୍ରତ କରିଥିବା ଭକ୍ତ ଓ ଶ୍ରଦ୍ଧାଳୁମାନେ ଗଜଭୋଗ ଓ ତରଣ ପାଇବା ପରେ ବ୍ରତ ଉଦ୍ଯାପନ କରିଥାନ୍ତି। ସେଥିପାଇଁ ଆଜି ରାତି ୩ଟାରେ ଦ୍ଵାର ଫିଟାଯାଇ୧୦୮ ଗରା ଜଳରେ ମହାସ୍ନାନ କରାଯାଇ, ମଇଲମ, ମଙ୍ଗଳ ଆଳତୀ ଆଦି ସମସ୍ତ ନୀତିକାନ୍ତି ପରେ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ଦର୍ଶନ ପାଇଁ ଛଡ଼ା ଯାଇଥିଲା। ମଧ୍ୟ ରାତ୍ରରେ ଗଜ ଭୋଗ ଲାଗି ହେବା ପରେ ଏହି ପ୍ରସିଦ୍ଧ ଗଜଭୋଗ ଓ ତରଣ ବିତରଣ କରାଯିବ।

ସକାଳୁ ନୀତିକାନ୍ତି ପରେ ମୁଖ୍ୟ ଦ୍ବାର ଭାଙ୍ଗି ଧବଳେଶ୍ବରଙ୍କୁ ଦର୍ଶନ କଲେ ଶ୍ରଦ୍ଧାଳୁ। ଗତକାଲି ପୂଜକ ସମିତି ଧାରଣା ଦେବା ଯୋଗୁ ଦର୍ଶନରୁ ବଞ୍ଚିତ ଥିଲେ ଶ୍ରଦ୍ଧାଳୁ। ରାତି ତମାମ ଆଲୋଚନା ପରେ ମଧ୍ୟ କୌଣସି ସମାଧାନ ହୋଇନଥିଲା। ଆଉ ଆଜି ମୁଖ୍ୟ ଦ୍ବାର ଭାଙ୍ଗି ଧବଳେଶ୍ବରଙ୍କୁ ଦର୍ଶନ କରିଛନ୍ତି ଶ୍ରଦ୍ଧାଳୁ।

ସେପଟେ ସୁରକ୍ଷା ସହ ଶାନ୍ତିଶୃଙ୍ଖଳା ର ସହ ଦର୍ଶନ ପାଇଁ ବ୍ୟାପକ ପୋଲିସ, ନଦୀ ଘାଟରେ ଓଡ୍ରାଫ, ଅଗ୍ନିଶମ ବାହିନୀ, ମେଡିକାଲ ଟିମ ମୃତ୍ତୟନ ହେବା ସହ ପୀଠରେ ଆଠଗଡ ଉପଜିଲ୍ଲାପାଳ ଓ କଟକ ଗ୍ରାମାଞ୍ଚଳ ଏସ୍‌ପି ଉପସ୍ଥିତ ରହି ତଦାରଖ କରୁଛନ୍ତି । ସକାଳୁ ସକାଳୁ ଲମ୍ବାଧାଡିରେ ବାବାଙ୍କୁ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ ।

ଘଣ୍ଟାଏ ଭିତରେ ଖୋଲ ଧବଳେଶ୍ୱର ମନ୍ଦିରର ଦ୍ୱାର, ପ୍ରଶାସନ ଲଗାଇଲା ନୋଟିସ୍
ଆଠଗଡ: ରାତି ପାହିଲେ ବଡ଼ ଓଷା । ମାତ୍ର ବାବା ଧବଳେଶ୍ୱରଙ୍କ ଦର୍ଶନ ବ୍ୟବସ୍ଥାକୁ ନେଇ ପ୍ରଶାସନ ଓ ପୂଜକ ପରସ୍ପର ମଧ୍ୟରେ ମୁହାଁମୁହିଁ ହୋଇଛନ୍ତି । ନିଜ ଜିଦରେ ଅଟଳ ରହିଛି ପୂଜକ ସମିତି । ପୀଠରେ ଲଗାଯାଇଥିବା ବ୍ୟାରିକେଡ୍ ଯୋଗୁ ଦର୍ଶନ ବ୍ୟବସ୍ଥା ବାଧାପ୍ରାପ୍ତ ହେଉଥିବା ପୂଜକ ଅଭିଯୋଗ ଆଣିଛନ୍ତି ଏବଂ ଏହାକୁ ନେଇ ଦୀର୍ଘ ୬ଘଣ୍ଟା ହେଲା ଧବଳେଶ୍ୱର ମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିଛି । ସମସ୍ୟା ସମାଧାନ ନ ହେବା ଯାଏଁ ମନ୍ଦିର ତାଲା ପକାଇ ଧାରଣାରେ ବସି ରହିବେ ବୋଲି ପୂଜକ ସମିତି ପକ୍ଷରୁ ଚେତାବନୀ ।

ଅନ୍ୟପଟେ ଧବଳେଶ୍ୱର ମୁଖ୍ୟ ଫାଟକରେ ପ୍ରଶାସନ ପକ୍ଷରୁ ଲାଗିଲା ନୋଟିସ୍ । ୧ ଘଣ୍ଟା ମଧ୍ୟରେ ମନ୍ଦିର ଦ୍ୱାର ନଖୋଲିଲେ ଆଇନଗତ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ନୋଟିସରେ ଉଲ୍ଲେଖ ରହିଛି । ସାଧାରଣ ଦର୍ଶନ ପାଇଁ ମନ୍ଦିର ଖୋଲାନଗଲେ ଆବଶ୍ୟକ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ନୋଟିସରେ ଲେଖାଅଛି ।

ପହିଲି ପଞ୍ଚୁକରେ ଚନ୍ଦ୍ରମୌଳି ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ୱର
ଆଠଗଡ: ଆଜିଠୁ ମହାକାର୍ତ୍ତିକର ପଞ୍ଚୁକ ବ୍ରତ । ପହିଲି ପଞ୍ଚୁକରେ ମହାପ୍ରଭୁ ଧବଳେଶ୍ୱର ଚନ୍ଦ୍ରମଉଳି ବେଶରେ ଦର୍ଶନ ଦେଉଥିବା ବେଳେ କାର୍ତ୍ତିକ ପୂର୍ଣ୍ଣିମା ଦିନ ଯୋଗୀ ବେଶରେ ଦର୍ଶନ ଦେବେ। ଏଥିପାଇଁ ପ୍ରଶାସନ ତଥା ପୂଜକ ସମାଜ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି। ଆଜି ରାତି ୩ଟା ବେଳେ ଦ୍ଵାର ଫିଟା ଯାଇ୧୦୮ ଗରା ଜଳରେ ମହାସ୍ନାନ କରାଯାଇ ମଇଲମ, ମଙ୍ଗଳ ଆଳତୀ ଆଦି ସମସ୍ତ ରୀତିନୀତି କରାଯାଇ ଭକ୍ତ ଓ ଶ୍ରଦ୍ଧାଳୁମାନଙ୍କ ଦର୍ଶନ ପାଇଁ ଛଡ଼ା ଯାଇଥିଲା।

ଆସନ୍ତା ଶନିବାର ହେଉଛି ବଡ଼ ଓଷା । ତ୍ରୟୋଦଶୀ ଓ ଚତୁର୍ଦ୍ଦଶୀର ସନ୍ଧି କ୍ଷଣରେ ବାବା ଧବଳେଶ୍ଵରଙ୍କ ପାଖରେ ଲାଗି କରାଯିବ ଗଜଭୋଗ ଓ ତରଣ । ବଡ଼ଓଷା ତଥା କାର୍ତ୍ତିକ ବ୍ରତ କରିଥିବା ଭକ୍ତ ଓ ଶ୍ରଦ୍ଧାଳୁମାନେ ଗଜଭୋଗ ଓ ତରଣ ପାଇଁ ବ୍ରତ ଉଦ୍‌ଯାପନ କରିଥାନ୍ତି ।

ଆଜିଠୁ କଂକ୍ରିଟ ବ୍ରିଜ ଦେଇ ବାବା ଧବଳେଶ୍ବରଙ୍କ ଦର୍ଶନ କରିବାକୁ ଯାଇପାରିବେ ଶ୍ରଦ୍ଧାଳୁ
କଟକ: ଆଜିଠାରୁ ବାବା ଧବଳେଶ୍ୱରକୁ ଖୋଲିବ କଂକ୍ରିଟ୍ ସେତୁ । କଂକ୍ରିଟ ବ୍ରିଜ ଦେଇ ବାବାଙ୍କୁ ଦର୍ଶନ କରିବାକୁ ଯିବେ ଶ୍ରଦ୍ଧାଳୁ । ଫଳରେ ଆଉ ଧବଳେଶ୍ବରପୀଠକୁ ଯିବାରେ ହେବନି ସମସ୍ୟା । କଟକ ଜିଲ୍ଲାର ପ୍ରସିଦ୍ଧ ଶୈବକ୍ଷେତ୍ର ଧବଳେଶ୍ୱର ପୀଠକୁ ଯାତାୟତ ପାଇଁ ଏହି କଂକ୍ରିଟ ସେତୁ ଖୋଲୁଛି । ଫଳରେ ପୀଠକୁ ଯିବା ଆସିବା ନେଇ ଦୀର୍ଘ ଦିନ ଧରି ଲାଗି ରହିଥିବା ସମସ୍ୟାର ସମାଧାନ ହେବ । ବ୍ରିଜ କାର୍ଯ୍ୟ ପ୍ରାୟ ଶେଷ ହୋଇଥିଲେ ମଧ୍ୟ ଉଦଘାଟିତ ହୋଇନାହିଁ । ତଥାପି ଭକ୍ତଙ୍କୁ ଛଡ଼ାଯିବା ପାଇଁ ନିଷ୍ପତ୍ତି ନିଆଯାଇଛି । ଏନେଇ ସ୍ଥାନୀୟ ବିଧାୟକ ତଥା କୃଷିମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ସୂଚନା ଦେଇଛନ୍ତି ।

ଏବେ କଂକ୍ରିଟ୍ ସେତୁ ଦେଇ ଧବଳେଶ୍ୱର ପୀଠକୁ ଯିବେ ଶ୍ରଦ୍ଧାଳୁ । ସେତୁରେ ରଙ୍ଗ ଲଗାଯିବା ସହ ଆପ୍ରୋଚ ରୋଡ୍ ଉଭୟ ପାଶ୍ୱର୍ରେ ସୁରକ୍ଷା ବାଡ ମଧ୍ୟ ନିର୍ମାଣ କରାଯାଇଛି । ଏବେ ଶ୍ରାବଣ ମାସ ଆରମ୍ଭ ହୋଇଛି । ଏହି ସମୟରେ ହଜାର ହଜାର କାଉଡ଼ିଆ ବାବାଙ୍କ ଉପରେ ପାଣି ଢାଳିବାକୁ ମାନସିକ ରଖିଥାନ୍ତି । ଏଣୁ ଭକ୍ତଙ୍କ ଭାବାବେଗକୁ ଦୃଷ୍ଟିରେ ରଖି ସେତୁରେ ଶ୍ରଦ୍ଧାଳୁଙ୍କ ଯିବା ଆସିବାକୁ ଅନୁମତି ଦିଆଯାଇଛି । ସେତୁ କାର୍ଯ୍ୟ ସମ୍ପୂର୍ଣ୍ଣ ହେଲେ ପରିବର୍ତ୍ତୀ ସମୟରେ ଏହାର ଲୋକାର୍ପଣ କରାଯିବ । ପୂର୍ବରୁ ଝୁଲାପୋଲରେ ଯାଇ ବାବା ଧବଳେଶ୍ବରଙ୍କୁ ଦର୍ଶନ କରୁଥିଲେ ଶ୍ରଦ୍ଧାଳୁ । ମାତ୍ର ତାହା ଦୁର୍ବଳ ଥିବା ଜଣାପଡ଼ିବା ପରେ ପ୍ରଶାସନ ଏହାକୁ ବନ୍ଦ ରଖିଥିଲା । ଜାନୁଆରୀ ୧୧ ତାରିଖରୁ ମହାନଦୀ ଭିତରେ ନିର୍ମିତ ଅସ୍ଥାୟୀ ରାସ୍ତାରେ ଯାତାୟତ କରୁଥିଲେ ଶ୍ରଦ୍ଧାଳୁ । ମାତ୍ର ଗତ ୩୦ ତାରିଖରେ ମହାନଦୀରେ ପାଣିଆସିବାରୁ ତାହା ଭାସିଯାଇଥିଲା ।