Saturday Horosocpe - The Sakala
ଶନିବାର ରାଶିଫଳ ( ୧୨- ୧୦ -୨୦୨୪ )
ମେଷ: ନୂଆ କାମ ଆରମ୍ଭ କରିବା ପାଇଁ ଭଲ ସମୟ। ଧାର କରଜରୁ ଦୂରେଇ ରୁହନ୍ତୁ। ବ୍ୟବସାୟରେ କ୍ଷତି ସହିପାରନ୍ତି। ପ୍ରିୟବନ୍ଧୁଙ୍କୁ ନିଜ ମନକଥା କହିବେ। ଆର୍ଥିକ ସ୍ଥିତି ମଜଭୁତ୍‌ ହେବ।
ବୃଷ: ଦିନଟି ବ୍ୟସ୍ତତା ଭିତରେ କଟିବ। ଘରେ ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ଆୟୋଜନ କରିବେ। ଅବିବାହିତଙ୍କ ବିବାହ ସ୍ଥିର ହେବ। ବିଦ୍ୟାର୍ଥୀ ପଢ଼ାରେ ମନଯୋଗ ଦେବେ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ।
ମିଥୁନ: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଦୂର ସ୍ଥାନକୁ ଯାତ୍ରାଯୋଗ ଅଛି। ବ୍ୟବସାୟୀ ନୂଆ ବ୍ୟବସାୟର ଯୋଜନା କରିବେ। ପ୍ରେମୀ ଯୁଗଳ ସୁନ୍ଦର ସମୟ ଅତିବାହିତ କରିବେ।
କର୍କଟ: ପଡ଼ୋଶୀଙ୍କ ସାହାଯ୍ୟ ମିଳିବ। କ୍ରୀଡ଼ାବିତ୍‌ଙ୍କୁ ଶୁଭ ଖବର ମିଳିପାରେ। ଜମି କାରବାରରେ ସଫଳ ହେବେ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେବ। ଅଯଥା କାମରେ ସମୟ ନଷ୍ଟ ହେବ।
ସିଂହ: ମନପସନ୍ଦ କାମରୁ ସଫଳତା ମିଳିବ। ଆଣ୍ଠୁଗଣ୍ଠି ସମସ୍ୟା ପାଇଁ ଚିନ୍ତାରେ ରହିବେ। ଧନ ଆଗମନ ହେବ। ନିବେଶରୁ ଲାଭ ମିଳିବ। ଅଫିସ୍‌ କାମ ଠିକ୍‌ ସମୟରେ ଶେଷ କରିବେ।
କନ୍ୟା: ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ। ନାଚ, ଗୀତ ପ୍ରତି ରୁଚି ବଢ଼ିବ। ବନ୍ଧୁଙ୍କ ସହ ସମୟ ଅତିବାହିତ କରିବେ। ଅଫିସ୍‌ରେ ଅସୁବିଧାର ସମ୍ମୁଖୀନ ହେବେ। ଦାନଧର୍ମ କରିବେ।
ତୁଳା: ମନ ଖୁସି ରହିବ। ପରିବାର ସଦସ୍ୟଙ୍କ ସହ ସମୟ ଅତିବାହିତ କରିବେ। ନୂଆ ଚାକିରି ମିଳିବା ସମ୍ଭାବନା ଅଛି। ମହିଳାମାନେ ପୂଜାର୍ଚ୍ଚନାରେ ସମୟ ଅତିବାହିତ କରିବେ।
ବିଛା: ଇଚ୍ଛା ପୂରଣ ହେବ। ରାଜନୀତିରେ ସକ୍ରିୟ ହେବେ। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ। ସମସ୍ତ କାର୍ଯ୍ୟ ସୁଚାରୁରୂପେ ତୁଲାଇବେ। ଧାର୍ମିକକାର୍ଯ୍ୟରେ ମନୋନିବେଶ କରିବେ।
ଧନୁ: ଚାକିରି ପାଇଁ ବିଦେଶ ଯାତ୍ରା କରିପାରନ୍ତି। ପ୍ରିୟଜନଙ୍କ କଥା ଦୁଃଖ ଦେବ। ଛାତ୍ରଛାତ୍ରୀ କଠିନ ପରିଶ୍ରମ କରିବେ। ପେଟ ଜନିତ ସମସ୍ୟା ଦେଖା ଦେବ। କାର୍ଯ୍ୟରୁ ଆଶାଜନକ ଲାଭ ମିଳିବ ନାହିଁ।
ମକର: ସମୟର ସଦୁପଯୋଗ କରିବେ। ପ୍ରେମ ସମ୍ବନ୍ଧ ମଜଭୁତ ହେବ। ଠକାମିର ଶିକାର ହୋଇପାରନ୍ତି। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। ବିଦ୍ୟାର୍ଥୀମାନେ କୃତକାର୍ଯ୍ୟ ହୋଇପାରନ୍ତି।
କୁମ୍ଭ: ସନ୍ତାନଙ୍କ କ୍ୟାରିୟର୍‌କୁ ନେଇ ଚିନ୍ତାରେ ରହିବେ। ବ୍ୟାଙ୍କ ଓ ଆଇଟି କ୍ଷେତ୍ରରେ ସଫଳତା ମିଳିବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଆୟ ଅନୁସାରେ ବ୍ୟୟ ଅଧିକ ହେବ।
ମୀନ: ଅଫିସ୍‌ରେ କାର୍ଯ୍ୟଭାର ବଢ଼ିବ। ବିବାହକୁ ନେଇ ଚିନ୍ତାରେ ରହିବେ। ନୂଆ ନିଯୁକ୍ତି ଅବସର ମିଳିବ। ନିଜ ପାଇଁ ସମୟ ବାହାର କରିବେ। ବୈବାହିକ ଜୀବନ ସୁଖମୟ ହେବ।
ମେଷ: ବ୍ୟବସାୟ ଆଗକୁ ବଢ଼ାଇବାକୁ ପ୍ରୟାସ କରିବେ। ପରିବାର ସଦସ୍ୟଙ୍କ ସହ ଉତ୍ତମ ବୁଝାମଣା ରହିବ। ପୁରୁଣା ବନ୍ଧୁଙ୍କ ସହ ଦେଖାସାକ୍ଷାତ ହେବ। ଆର୍ଥ଄କ ସମସ୍ୟା ଦେଖା ଦେବ।
ବୃଷ: ଘରକୁ ନୂଆ ଜିନିଷ ଆଣିବେ। ଭାବିଚିନ୍ତି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେବେ। ଗୁରୁଜନଙ୍କ ଆଶୀର୍ବାଦ ନେବେ। ଆର୍ଥ଄କ କାରବାରରେ ଲାଭ ମିଳିବ। ଦୀର୍ଘଦିନର ସମସ୍ୟା ସମାଧାନ ହେବ।
ମିଥୁନ: ଆତ୍ମବିଶ୍ବାସର ସହ ସମସ୍ତ କାର୍ଯ୍ୟ କରିବେ। ପରିଶ୍ରମ ଅନୁସାରେ ଫଳ ମିଳିବ। ବାଦବିବାଦରୁ ଦୂରେଇ ରହିବେ। ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ପରିଶ୍ରମ କରିବେ। ଜୀବନସାଥୀଙ୍କୁ ସମୟ ଦେବେ।
କର୍କଟ: ମାଂସପେଶୀ ଯନ୍ତ୍ରଣା ଅନୁଭବ କରିବେ। ଇଷ୍ଟ ଦେବଙ୍କୁ ସ୍ମରଣ କରିବେ। ସୃଜନାତ୍ମକ କାର୍ଯ୍ୟରେ ସମୟ ଅତିବାହିତ କରିବେ। କାର୍ଯ୍ୟକ୍ଷେତ୍ରରେ ସଫଳ ହେବେ। ଜମି କିଣିବା ଯୋଗ ଅଛି।
ସିଂହ: ଦିନଟି ହସଖୁସିରେ କଟିବ। ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦେବେ। ପ୍ରେମ ମାମଲାରେ ଦିନଟି ଭଲ। ବନ୍ଧୁଙ୍କ କଥା ଆଘାତ ଦେବ। ଗରିବ ଲୋକଙ୍କୁ ସାମର୍ଥ୍ୟ ମୁତାବକ ସାହାଯ୍ୟ କରିବେ।
କନ୍ୟା: ଆର୍ଥିକ ସ୍ଥିତିରେ ଉନ୍ନତି ପରିଲକ୍ଷିତ ହେବ। ରୋଗମୁକ୍ତ ହେବେ। ପରିବାର ସଦସ୍ୟଙ୍କ ମନ ଜିଣିବେ। ନିଯୁକ୍ତିକୁ ନେଇ ଖୁସି ଖବର ମିଳିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।
ତୁଳା: ବ୍ୟବସାୟରେ ଲାଭ ହେବ। ପାରିବାରିକ ବିବାଦ ଦେଖା ଦେବ। ଜୀବନସାଥୀଙ୍କ ସହ ନୂଆ ସ୍ଥାନ ବୁଲିବାକୁ ଯିବେ। ବିଦ୍ୟାର୍ଥୀ କଠିନ ପରିଶ୍ରମ କରିବେ। ଯାତ୍ରା ଲାଭଦାୟକ ହେବ।
ବିଛା: ବ୍ୟବସାୟ ବୃଦ୍ଧି ପାଇଁ ନୂଆ ଯୋଜନା କରିବେ। ସନ୍ତାନଙ୍କ ସହ ବୁଲିବାକୁ ଯିବେ। ସ୍ବାଦିଷ୍ଠ ଖାଦ୍ୟ ଖାଇବେ। ବନ୍ଧୁମିଳନ ଯୋଗ ଅଛି। ମାଲିମକଦ୍ଦମା ଲାଗି ସମୟ ଅନୁକୂଳ ନୁହେଁ।
ଧନୁ: ଯୋଜନାମୁତାବକ ସମସ୍ତ କାର୍ଯ୍ୟ କରିବେ। ଚିନ୍ତାଗ୍ରସ୍ତ ରହିବେ। ଛାତ୍ରଛାତ୍ରୀ ସ୍ବାସ୍ଥ୍ୟ ପାଇଁ ଯତ୍ନବାନ ହେବେ। ବିରୋଧୀଙ୍କଠାରୁ ଦୂରେଇ ରହିବେ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ତିକ୍ତତା ଦେଖା ଦେବ।
ମକର: ଆଣ୍ଠୁଗଣ୍ଠି ସମସ୍ୟା ଦେଖା ଦେବ। ସମୟର ସଠିକ ଉପଯୋଗ କରିବେ। ସମ୍ପର୍କୀୟଙ୍କ ସହଯୋଗ ମିଳିବ। ପ୍ରେମିକ ପ୍ରେମିକାଙ୍କ ପାଇଁ ଦିନଟି ଉତ୍ତମ। ଯାନବାହନ ଚଳାଇବା ବେଳେ ସତର୍କତା ଅବଲମ୍ବନ କରିବେ।
କୁମ୍ଭ: ଭଗବାନ ଶିବଙ୍କୁ ବେଲପତ୍ର ଅର୍ପଣ କରିବେ। ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟକୁ ନେଇ ଚିନ୍ତାରେ ରହିବେ। ଅଫିସ୍‌ରେ କାର୍ଯ୍ୟଭାର କମ୍ ହେବ। ବୈବାହିକ ଜୀବନ ମଜଭୁତ୍‌ ହେବ।
ମୀନ: ଇଞ୍ଜିନିୟରିଂ କ୍ଷେତ୍ରରେ ସଫଳତା ମିଳିବ। ବନ୍ଧୁ ମିଳନ ଯୋଗ ଅଛି। ଭାଇଭଉଣୀଙ୍କ ମଧ୍ୟରେ ଝଗଡ଼ା ହେବ। ଛାତ୍ରଛାତ୍ରୀ ମନୋରଞ୍ଜନ କାର୍ଯ୍ୟରେ ସମୟ ଅତିବାହିତ କରିବେ। ଅଧିକ ଖର୍ଚ୍ଚାନ୍ତ ହେବେ।
ମେଷ: ଆଜି ଦିନଟି ଆପଣଙ୍କ ପାଇଁ ବହୁତ ଭଲ। କୌଣସି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସା ମିଳିବ। ସମାଜସେବା କାର୍ଯ୍ୟ ପାଇଁ ପ୍ରସ୍ତୁତ ରହିବେ।
ବୃଷ: ଧନପ୍ରାପ୍ତି ପାଇଁ ଦିନଟି ବହୁତ ଭଲ। ଉଧାର ଟଙ୍କା ମଧ୍ୟ ଆଜି ଫେରି ପାଇେବ। ଘରର ସାଜସଜ୍ଜା ପାଇଁ ଖର୍ଚ୍ଚ କରିପାରନ୍ତି। ପୈତୃକ ସମ୍ପତ୍ତିକୁ ନେଇ ଚିନ୍ତାରେ ରହିବେ।
ମିଥୁନ: ଯାନବାହନ କିଣିବା ଯୋଗ ଅଛି। ଦିନଟି ବହୁତ ଶାନ୍ତିପୂର୍ଣ୍ଣ ରହିବ। ସୁନା ଅଳଙ୍କାର କିଣିବାର ଯୋଗ ରହିଛି। ବ୍ୟବସାୟରେ କମ୍ ନିବେଶ କରି ଅଧିକ ଲାଭ ପାଇବେ। ପାରିବାରିକ ଜୀବନ ସୁଖମୟ ହେବ।
କର୍କଟ: ନିଜ ମନର ବିଚାରକୁ ନିୟନ୍ତ୍ରଣରେ ରଖିବା ଭଲ। ବିଦ୍ୟାର୍ଥୀମାନେ ପାଠପଢ଼ାରେ ମନ ଦେବେ। ଉଦରଜନିତ ସମସ୍ୟା ଦେଖାଦେଇପାରେ। ତରବରିଆ ଭାବେ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ।
ସିଂହ: ପୈତୃକ ସମ୍ପତ୍ତି ବ୍ରିକି କରିବା ଯୋଜନା କରିବେ। ଆଜିର ଦିନଟି ଆପଣଙ୍କ ପାଇଁ ବହୁତ ଭାଗ୍ୟଶାଳୀ। ପରିଶ୍ରମର ଉତ୍ତମ ଫଳ ପାଇବେ। ସମାଜରେ ମାନ ସମ୍ମାନ ବୃଦ୍ଧି ପାଇବ।
କନ୍ୟା: ଦିନଟି ମିଶ୍ର ଫଳ ପ୍ରଦାନ କରିବ। ନିଷ୍ଠାର ସହ ସମସ୍ତ କାର୍ଯ୍ୟ କରନ୍ତୁ। କର୍ମକ୍ଷେତ୍ରରେ ବସ୍‌ ଆପଣଙ୍କୁ ପ୍ରଶଂସା କରିପାରନ୍ତି। ଜୀବନସାଥୀଙ୍କ ସହ ସମୟ ବିତାଇବେ।
ତୁଳା: ଆଜିର ଦିନଟି ସାମାନ୍ୟ ମଧ୍ୟମ ରହିବ। କୌଣସି ଦିଗରୁ ନିରାଶ ହୋଇ ପାରନ୍ତି। ହଠାତ୍‌ ଖର୍ଚ୍ଚ ବଢ଼ିପାରେ।। ଅଫିସ୍‌ରେ କାର୍ଯ୍ୟଭାର ବଢ଼ିବ। ନୂତନ ଯାନବାହନ କିଣିପାରନ୍ତି।
ବିଛା: କର୍ମକ୍ଷେତ୍ରରେ ନେତୃତ୍ବ ବେପାରୀ ସୁଯୋଗ ମିଳିବ। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ। ସମାଜ ସେବା କରୁଥିବା ବ୍ୟକ୍ତିଙ୍କୁ ସମ୍ମାନିତ କରାଯିବ। ବିବାହ ସମସ୍ୟା ସମାଧାନ ହେବ।
ଧନୁ: ମନର କଥାକୁ ଜୀବନସାଥିଙ୍କ ଆଗେ ପ୍ରକାଶ କରନ୍ତୁ। ପରିବାର ଲୋକଙ୍କ ସହଯୋଗ ମିଳିବ। କୌଣସି ନୂଆ କାମ ଆରମ୍ଭ କରିପାରନ୍ତି। ସନ୍ତାନଙ୍କ ଭବିଷ୍ୟତ ପାଇଁ ନୂଆ ଯୋଜନା କରିବେ।
ମକର: ବାପାମାଆଙ୍କ ସହଯୋଗ ମିଳିବ। ଦିନଚର୍ଯ୍ୟାରେ ପରିବର୍ତ୍ତନ ଆଣିବେ। ଛାତ୍ରଛାତ୍ରୀମାନେ ନୂଆ ବିଷୟ ପାଇଁ ଆଗ୍ରହ ପ୍ରକାଶ କରିବେ। ସ୍ବାମୀ-ସ୍ତ୍ରୀଙ୍କ ସମ୍ପର୍କରେ ମଧୁରତା ଦେଖାଦେବ।
କୁମ୍ଭ: କର୍ମ ଅନୁସାରେ ଫଳ ମିଳିବ। ମହିଳାମାନେ ପୂଜାର୍ଚ୍ଚନାରେ ସମୟ ବିତାଇବେ। ଚାକିରିେର ବଦଳି ସମ୍ଭାବନା ଅଛି। ଭବିଷ୍ୟତ ପାଇଁ ଚିନ୍ତାରେ ରହିବେ ଓ ନୂଆ ଯୋଜନା କରିବେ।
ମୀନ: ମନ ପ୍ରସନ୍ନ ରହିବ। ଏକାଗ୍ରତା ଏବଂ କାର୍ଯ୍ୟ କରିବାର ନିଷ୍ଠା ଯୋଗୁଁ ଉଚ୍ଚ ପ୍ରଶଂସିତ ହୋଇପାରନ୍ତି। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଯାତ୍ରା କରି ଥକ୍କା ଅନୁଭବ କରିେବ।
ମେଷ: ପାରିବାରିକ ସମସ୍ୟା ଦେଖାଦେବ। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ବ୍ୟବସାୟ ପାଇଁ ନୂଆ ଯୋଜନା ପ୍ରସ୍ତୁତ କରିବେ। ପ୍ରେମ ସମ୍ପର୍କରେ ସମସ୍ୟା ସୃଷ୍ଟି ହେବ।
ବୃଷ: ବନ୍ଧୁ ତଥା ଭାଇଙ୍କ ସହଯୋଗ ମିଳିବ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। ସାମାଜିକ ପ୍ରତିଷ୍ଠା ବଢ଼ିବ। ପ୍ରତିଯୋଗିତାମୂଳକ ପରୀକ୍ଷାରେ ବିଦ୍ୟାର୍ଥୀ କୃତକାର୍ଯ୍ୟ ହେବେ।
ମିଥୁନ: ଦିନଟି ଶୁଭଫଳ ପ୍ରଦାନ କରିବ। ଆର୍ଥିକ ମାମଲାରେ ସୁଧାର ଆସିବ। ସହକର୍ମୀଙ୍କ ସହଯୋଗରୁ ଅଫିସ୍ କାର୍ଯ୍ୟରେ ସଫଳତା ମିଳିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।
କର୍କଟ: ଆତ୍ମବିଶ୍ବାସ ବୃଦ୍ଧି ପାଇବ। ଦୀର୍ଘଦିନରୁ ଅଟକି ରହିଥିବା କାର୍ଯ୍ୟ ପୂରା ହେବ। ପାରିବାରିକ ଜୀବନ ସୁଖମୟ ହେବ। ପରିବାର ସହିତ ସୁଖଦ ସମୟ ଅତିବାହିତ କରିବେ।
ସିଂହ: ସୃଜନାତ୍ମକ କାର୍ଯ୍ୟରେ ସଫଳତା ମିଳିବ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବ। ମନ ପ୍ରସନ୍ନ ରହିବ। ପ୍ରେମ ସମ୍ବନ୍ଧ ମଜଭୁତ୍‌ ହେବ। ବିଦ୍ୟାର୍ଥୀ ମନୋରଞ୍ଜନ କାର୍ଯ୍ୟରେ ସମୟ ଅତିବାହିତ କରିବେ।
କନ୍ୟା: ଶିକ୍ଷା କ୍ଷେତ୍ରରେ ସଫଳତା ପ୍ରାପ୍ତି ହେବ। ରାଜନୀତିରେ ସାମିଲ ହେବେ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ବୈବାହିକ ଜୀବନରେ ସମସ୍ୟା ଆସିବ। ସାଙ୍ଗଙ୍କ ସହ ଦୂରସ୍ଥାନକୁ ଯାତ୍ରା କରିବେ।
ତୁଳା: ଅଫିସ୍‌ କାର୍ଯ୍ୟରେ ବିଦେଶ ଯାତ୍ରା ଯୋଗ ଅଛି। ଧାରକରଜକୁ ଦୂରେଇ ରହିବେ। ମାଆଙ୍କ ସ୍ବାସ୍ଥ୍ୟ ସମସ୍ୟାରେ ଉନ୍ନତି ପରିଲକ୍ଷିତ ହେବ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ।
ବିଛା: କର୍ମଚଞ୍ଚଳ ରହିବେ। ମନ ପ୍ରଫୁଲ୍ଲିତ ରହିବ। ଆୟଠୁ ବ୍ୟୟ ଅଧିକ ହେବ। ଅଯଥା ଖର୍ଚ୍ଚରୁ ଦୂରେଇ ରହିବେ। ଘର ପାଇଁ ନୂଆ ଜିନିଷ କିଣିବେ। କଳା, ସାହିତ୍ୟ କ୍ଷେତ୍ରରେ ସଫଳତା ମିଳିବ।
ଧନୁ: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଧାର୍ମିକ କାର୍ଯ୍ୟ କରିବେ। ସମାଜରେ ମାନ, ପ୍ରତିଷ୍ଠା ବଢ଼ିବ। ସମାଜସେବାରେ ନିଜକୁ ନିୟୋଜିତ କରିବେ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେବ।
ମକର: ଶାରୀରିକ ଯନ୍ତ୍ରଣା ଭୋଗିବେ। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ବୁଲାବୁଲି ପାଇଁ ଯୋଜନା ପ୍ରସ୍ତୁତ କରିବେ। ଖେଳାଳିଙ୍କୁ ସଫଳତା ମିଳିବ। ବ୍ୟବସାୟରେ କ୍ଷତି ଘଟିବ।
କୁମ୍ଭ: ନିବେଶରୁ ଲାଭ ମିଳିବ। କାର୍ଯ୍ୟରୁ ଆଶାଜନକ ଫଳ ମିଳିବ। ଆତ୍ମବିଶ୍ବାସର ସହ କାର୍ଯ୍ୟ ସମ୍ପାଦନ କରିବେ। ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ଅଛି।
ମୀନ: ସନ୍ତାନଙ୍କ ଭବିଷ୍ୟତ ପାଇଁ ନୂଆ ଯୋଜନା କରିବେ। ବିଦ୍ୟାର୍ଥୀ ପଢ଼ାରେ ମନଯୋଗ ଦେବେ। ପଡ଼ୋଶୀଙ୍କ ସହ ବିବାଦ ଦେଖା ଦେବ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ।
ଶନିବାର ରାଶିଫଳ ( ୧୭- ୦୨ -୨୦୨୪ )
ମେଷ: ବ୍ୟବସାୟରୁ ସଫଳତା ମିଳିବ। ସ୍ବାସ୍ଥ୍ୟ ଉପରେ ଅଧିକ ଧ୍ୟାନ ଦିଅନ୍ତୁ। ସନ୍ତାନଙ୍କ ପ୍ରଗତିରେ ଅଭିଭାବକ ଖୁସି ହେବେ। ସକାରାତ୍ମକ ଦୃଷ୍ଟିରୁ ଦିନଟି ଭଲ।
ବୃଷ: ଭାଗ୍ୟ ଆପଣଙ୍କ ସାଥ୍‌ ଦେବ। ଅଟକି ପଡ଼ିଥିବା କାର୍ଯ୍ୟ ପୂରା ହେବ। ଦୂରଯାତ୍ରାରୁ ଲାଭ ମିଳିବ। ଆଜିର ପ୍ରେମ ବ୍ୟାପାରରେ ଦିନଟି ବହୁତ ଭଲ। ବିଦ୍ୟାର୍ଥୀମାନେ କ୍ୟାରିୟରକୁ ନେଇ ଚିନ୍ତାରେ ରହିବେ।
ମିଥୁନ: କୌଣସି କ୍ଷେତ୍ରରୁ ଆଘାତ ପାଇପାରନ୍ତି। ପ୍ରତିକୂଳ ପରିସ୍ଥିତିରେ ଆଦୌ ଭୟ କରନ୍ତୁନି। ଅଯଥା ଖର୍ଚ୍ଚରୁ ଦୂରେଇ ରୁହନ୍ତୁ। ବିଦ୍ୟାର୍ଥୀମାନେ ପ୍ରତିଯୋଗିତାମୂଳକ ପରୀକ୍ଷାରେ ଭଲ ପ୍ରଦର୍ଶନ କରିବେ।
ସିଂହ: ଶତ୍ରୁଙ୍କୁ ଦୁର୍ବଳ ମନେ କରନ୍ତୁନି। ଅଟକି ଥିବା କାର୍ଯ୍ୟ ସମାପନ ହେବ। ପ୍ରେମିକ ପ୍ରେମିକାଙ୍କ ମିଳନ ଯୋଗ ରହିଛି। ବ୍ୟବସାୟ ଦୃଷ୍ଟିରୁ ଦିନଟି ବହୁତ ଭଲ। ମହିଳାମାନେ ଘରକାର୍ଯ୍ୟରେ ବ୍ୟସ୍ତ ରହିବେ।
କର୍କଟ:ଜୀବନସାଥୀଙ୍କ ସାନ୍ନିଧ୍ୟ ମିଳିବ। ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି। ପରିବାରବର୍ଗଙ୍କ ସହ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ବିଦ୍ୟାର୍ଥୀମାନେ ଖେଳମନସ୍କ ହେବେ। ପ୍ରଭୁ ମହାଦେବଙ୍କ ଆରାଧନା କରନ୍ତୁ।
କନ୍ୟା: ଭାବନା ଅନୁସାରେ ନିଷ୍ପତ୍ତି ନେବା ଠିକ୍‌ ନୁହେଁ। ଅଧିକ କ୍ଷତି ସହିପାରନ୍ତି। ଗୁରୁଜନଙ୍କ ପରାମର୍ଶ ନେଇ ନୂତନ କାର୍ଯ୍ୟରେ ଯୋଗ ଦିଅନ୍ତୁ। ପିଲାମାନେ ଖେଳକୁଦରେ ସମୟ ବିତାଇବେ।
ତୁଳା: ଭୂମି, ଯାନବାହନ କିଣିବାର ଅଧିକ ସମ୍ଭାବନା ରହିଛି। ଅଭିଭାବକମାନେ ସନ୍ତାନଙ୍କ କ୍ୟାରିୟରକୁ ନେଇ ଚିନ୍ତାରେ ରହିବେ। ପ୍ରତିକୂଳ ପରିସ୍ଥିତିରେ ଧୈର୍ଯ୍ୟହରା ହୁଅନ୍ତୁନି। ବନ୍ଧୁ ଯୋଗ ରହିଛି।
ବିଛା: ବ୍ୟାପାରିକ ଦିଗରୁ ଦିନଟି ଭଲ। ସ୍ବାସ୍ଥ୍ୟ ଭଲ ରହିବ। ସନ୍ତାନଙ୍କ ଖୁସିରେ ଖୁସି ହେବେ। ଅଚାନକ ଖୁସି ଖବର ପାଇପାରନ୍ତି। ଉଧାର ଦେଇପାରନ୍ତି। ମହିଳାମାନଙ୍କୁ ମୁଖ୍ୟ ଦାୟିତ୍ବ ମିଳିବ।
ଧନୁ: ସୃଜନାଶୀଳତା ବୃଦ୍ଧି ପାଇବ। ଅଧିକ ଖର୍ଚ୍ଚାନ୍ତ ହେବେ। ସ୍ବାସ୍ଥ୍ୟ ବହୁତ ଭଲ ରହିବ। ପ୍ରେମ ବ୍ୟାପାରରେ ସଫଳ ହେବେ। ଆଜି ଭାଗ୍ୟ ଆପଣଙ୍କ ସାଥ୍‌ ଦେବ। କର୍ମକ୍ଷେତ୍ରରେ ବଡ଼ ଦାୟିତ୍ବ ପାଇପାରନ୍ତି।
ମକର: ଆପଣଙ୍କ ପ୍ରତିଭା ପ୍ରସ୍ଫୁଟିତ ହେବ। ସରକାରୀ ଚାକିରିଆଙ୍କ ପାଇଁ ଆଜି ଦିନଟି ବହୁତ ଭଲ। ବନ୍ଧୁଙ୍କ ସହିତ ମନୋରଞ୍ଜନ କରିବେ। ଦିନଟି ବେଶ୍‌ ହସଖୁସିରେ ବିତିବ।
କୁମ୍ଭ: ଅଚାନକ ଆପଣଙ୍କ ମନ ଭିତରେ ପରିବର୍ତ୍ତନ ଆସିବ। ଆର୍ଥିକ ସମସ୍ୟା ରହିବନି। ଅନ୍ୟକୁ ଉଧାର ଦେଇ ଠକିପାରନ୍ତି। ଆୟ ଅନୁସାରେ ଅଧିକ ବ୍ୟୟ ହେବ। ଭଗବାନଙ୍କ ପୂଜାର୍ଚ୍ଚନା କରନ୍ତୁ।
ମୀନ: ଜମି କିଣାବିକା ଯୋଗ ରହିଛି। ଅନ୍ୟମାନଙ୍କୁ ସାହାଯ୍ୟ କରି ଉଦାହରଣ ସୃଷ୍ଟି କରିବେ। ଅଧିକ ଲାଭ ପାଇବା ଆଶାରେ ଭୁଲ୍‌ କରନ୍ତୁନି। ମହିଳାମାନେ ଘର କାମରେ ବ୍ୟସ୍ତ ରହିବେ।
ଶନିବାର ରାଶିଫଳ (୦୮-୦୭-୨୦୨୩)
ମେଷ: ପରିବାରରେ ହସଖୁସି ଲାଗିରହିବ। ପିଲାଙ୍କ କ୍ୟାରିୟରକୁ ନେଇ ଅଭିଭାବକ ବ୍ୟସ୍ତ ରହିବେ। ନୂତନ କାର୍ଯ୍ୟ ଆରମ୍ଭ ପାଇଁ ଉପଯୁକ୍ତ ସମୟ। ଦିନଟି ସକାରାତ୍ମରେ ବିତିବ। ଦୂରସ୍ଥାନ ଯାତ୍ରା କରିପାରନ୍ତି।
ବୃଷ: ଅଟକି ରହିଥିବା ଦିଗରୁ ଧନପ୍ରାନ୍ତି ହେବ। ବନ୍ଧୁଙ୍କ ସହଯୋଗ ପାଇ କାର୍ଯ୍ୟ ପୂରା ହେବ। ପତି-ପତ୍ନୀଙ୍କ ଭିତରେ ବୁଝାମଣା ରହିବ। ଆୟ ଅନୁସାରେ ବ୍ୟୟ କରନ୍ତୁ।
ମିଥୁନ: ମାନସିକ ଶାନ୍ତି ପାଇଁ ପ୍ରୟାସ କରନ୍ତୁ। କଳା, ସଙ୍ଗୀତ ପ୍ରତି ରୁଚି ବଢ଼ିବ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ସ୍ବାସ୍ଥ୍ୟକୁ ଗୁରୁତ୍ବ ଦିଅନ୍ତୁ। ପରିବାରଲୋକଙ୍କ ସହ ଭ୍ରମଣରେ ଯାଇପାରନ୍ତି।
କର୍କଟ: ପରିବାରରେ ଶାନ୍ତି ବଜାୟ ରଖିବାକୁ ପ୍ରୟାସ କରନ୍ତୁ। କର୍ମକ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସହଯୋଗ ପାଇବେ। ଅଧିକ ଖର୍ଚ୍ଚାନ୍ତ ହେବେ। ବନ୍ଧୁମିଳନ ହୋଇପାରେ।
ସିଂହ: କର୍ମକ୍ଷେତ୍ରରେ ପରିଶ୍ରମ ଅଧିକ ରହିବ। ସ୍ବଭାବରେ ଚିଡ଼ାପଣ ଦେଖାଦେବ। ମହିଳାମାନେ ପୂଜାର୍ଚ୍ଚନାରେ ସମୟ ବିତାଇବେ। ବିଦ୍ୟାର୍ଥୀମାନେ ପଢ଼ାରେ ଧ୍ୟାନ ଦେବେ।
କନ୍ୟା: କଥା କହିବା ସମୟରେ ସଂଯମତା ରଖା କରନ୍ତୁ। ଆୟ ଅପେକ୍ଷା ବ୍ୟୟ ଅଧିକ ରହିବ। ପରିବାର ଲୋକଙ୍କ ସହ ମତଭେଦ ହୋଇପାରେ। ମନ ଅଶାନ୍ତ ରହିବ। ପିତାଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଚିନ୍ତାରେ ରହିବେ।
ତୁଳା: ପରିବାର ଦାୟିତ୍ବ ବଢ଼ିବ। ମାନସମ୍ମାନ ପାଇବେ। ଯାନବାହନ କ୍ରୟ କରିପାରନ୍ତି। ବାଣିଜ୍ୟରେ ଭଲ ଲାଭ ପାଇବେ। ଦୂରଯାତ୍ରା କରିପାରନ୍ତି। ବିଦ୍ୟାର୍ଥୀମାନେ ପଢ଼ାରେ ଧ୍ୟାନ ଦେବେ।
ବିଛା: ଅଯଥା ଯୁକ୍ତି କରନ୍ତୁନି। ପତ୍ନୀଙ୍କ ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ବ୍ୟବସାୟରେ କ୍ଷତି ସହିବେ। ପିଲାମାନେ ପ୍ରତିଯୋଗିତାମୂଳକ ପରୀକ୍ଷାରେ ଭଲ ପ୍ରଦର୍ଶନ କରିବେ। ମହିଳାଙ୍କ ଦାୟିତ୍ବ ବଢ଼ିବ।
ଧନୁ: କୌଣସି କଥାକୁ ନେଇ ଚିନ୍ତା କରିବେ। ପରିବାରଲୋକଙ୍କ ସହଯୋଗ ମିଳିବ। ଚାକିରିରେ ପରିବର୍ତ୍ତନ ହେବାର ସମ୍ଭାବନା ଅଧିକ। ମହିଳାମାନେ ଘରକାମରେ ବ୍ୟସ୍ତ ରହିବେ।
ମକର: ଆଳସ୍ୟ ଅନୁଭବ କରିପାରନ୍ତି। ମନରେ ନକାରାତ୍ମକ ଚିନ୍ତା ଆସିପାରେ। ଚିଡ଼ିଚିଡ଼ାପଣ ଦେଖାଦେବ। ଅଯଥା ଖର୍ଚ୍ଚ ବଢ଼ିବ। ସାମାଜିକ କାର୍ଯ୍ୟରେ ସମୟ ବିତାଇବେ।
କୁମ୍ଭ: କର୍ମକ୍ଷେତ୍ରରେ କଠିନ ପରିସ୍ଥିତି ଦେଇ ଗତି କରିବେ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ଆୟ ଅନୁପାତରେ ବ୍ୟୟ ଅଧିକ ହେବ। ବିଦ୍ୟାର୍ଥୀମାନେ ପଢ଼ାମନସ୍କ ହେବେ। ଉଧାର ମାଗିପାରନ୍ତି।
ମୀନ: ଆୟରେ ବୃଦ୍ଧି ଘଟିବ। ବହୁ ଦିନରୁ ଅଟକି ଥିବା କାର୍ଯ୍ୟ ପୂରା କରିବେ। ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟରେ ଦୂରଯାତ୍ରା କରିପାରନ୍ତି। ପତି-ପତ୍ନୀଙ୍କ ମଧ୍ୟରେ ମତାନ୍ତର ହୋଇପାରେ।