Gopalapur - The Sakala
ଭୁବନେଶ୍ବର: ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମିରେ କଲେଜ ଛାତ୍ରୀଙ୍କ ଗଣଦୁଷ୍କମମ ଘଟଣାଗର ଜାତୀୟ ମାନବାଧିକାର ଆୟୋଗ (ଏନଏଚଆରସି) ନିଜ ଆଡ଼ୁ ହସ୍ତକ୍ଷେପ କରିଛନ୍ତି । ଏ ସଂକ୍ରାନ୍ତରେ ରାଜ୍ୟର ମୁଖ୍ୟ ଶାସନ ସଚିବ ଏବଂ ପୋଲିସ ମହାନିର୍ଦ୍ଦେଶକଙ୍କୁ ଆୟୋଗ ନୋଟିସ୍‌ ଜାରି କରି ଦୁଇ ସପ୍ତାହ ମଧ୍ୟରେ ବିସ୍ତୃତ ରିପୋର୍ଟ ଦେବାକୁ କହିଛନ୍ତି । ଏଥି ସହିତ ମାମଲାର ତଦନ୍ତ ସ୍ଥିତି, ପୀଡ଼ିତାଙ୍କର ସ୍ୱାସ୍ଥ୍ୟ ଏେଂ ତାଙ୍କୁ ଦିଆଯାଇଥିବା କ୍ଷତପିୂରଣ/ପରାମର୍ଶ ସମ୍ପର୍କରେ ସଚୂନା ରିପୋର୍ଟରେ ସାମିଲ କରିବାକୁ କହିଛନ୍ତି ।
ଏହି ଘଟଣାରେ କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ସୂଚନା ଦେଇ କହିଛନ୍ତି ଯେ, ଅଭିଯୁକ୍ତଙ୍କ କ୍ରାଇମ୍‌ ସିନ୍‌ ସିସିଟିଭିରେ କଏଦ ହୋଇଛି । ଅଭିଯୁକ୍ତଙ୍କ ବିରୋଧରେ ଗୁରୁତ୍ବପୂର୍ଣ୍ଣ ଡିଜିଟାଲ୍‌ ପ୍ରମାଣ ମିଳିଛି । ଗିରଫ ୧୦ ଜଣ ଅଭିଯୁକ୍ତଙ୍କ ମୋବାଇଲ୍‌ ଜବତ କରାଯାଇଛି। ଆବଶ୍ୟକ ପଡ଼ିଲେ ଅଭିଯୁକ୍ତଙ୍କୁ ରିମାଣ୍ଡରେ ଅଣାଯିବ । ଅଭିଯୁକ୍ତଙ୍କ ବିରୋଧରେ ଯଥେଷ୍ଟ ପ୍ରମାଣ ମିଳିଥିବା ସେ କହିଛନ୍ତି ।
ଖବର ଅନୁଯାୟୀ, ଗତ ୧୫ ତାରିଖରେ ଗୋପାଳପୁର ବେଳାଭୂମିକୁ ଜଣେ ୨୦ ବର୍ଷର କଲେଜ ଛାତ୍ରୀ ତାଙ୍କ ପୁରୁଷ ବନ୍ଧୁଙ୍କ ସହ ବୁଲିବାକୁ ଯାଇଥିବାବେଳେ ତାଙ୍କୁ ଗଣ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ଏଥିରେ ୧୦ ଜଣଙ୍କୁ ପୋଲିସ ଗିରଫ କରିଛି । ଅଭିଯୁକ୍ତଙ୍କ ମଧ୍ୟରେ ୪ ନାବାଳକ ଅଛନ୍ତି । କ୍ରାଇମ୍‌ବ୍ରାଞ୍ଚ ଆଇଜି ଏସ୍‌.ସାଇନିଙ୍କ ତତ୍ତ୍ୱାବଧାନରେ ୯ ଜଣିଆ ଟିମ୍‌ ବ୍ରହ୍ମପୁରରେ ଡେରା ପକାଇଥିବା ବେଳେ ବିଭିନ୍ନ ଦିଗରୁ ତଦନ୍ତ ଜାରି ରଖିଛି ।
ଗୋପାଳପୁର ନିର୍ବାଚନମଣ୍ଡଳୀରେ ବିଜେଡିର ବିଭିନ୍ନ ଉନ୍ନୟନ କାର୍ଯ୍ୟର ସମୀକ୍ଷା ଓ ବନ୍ଧୁମିଳନ ଅନୁଷ୍ଠିତ
ବ୍ରହ୍ମପୁର: ଗୋପାଳପୁର ନିର୍ବାଚନମଣ୍ଡଳୀରେ ବିଜେଡିର ଉନ୍ନୟନ କାର୍ଯ୍ୟର ସମୀକ୍ଷା ଏବଂ ବନ୍ଧୁମିଳନ ଅନୁଷ୍ଠିତ ହୋଇଯାଇଛି । ବ୍ରହ୍ମପୁର ଆମ୍ବପୁଆରେ ରଙ୍ଗେଇଲୁଣ୍ଡା ବ୍ଲକ ବିଜେଡି ସଭାପତି ଅଜିତ କୁମାର ଦାସଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଜ୍ୟସଭା ସାଂସଦ ତଥା ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ବିଜେଡି ପର୍ଯ୍ୟବେକ୍ଷକ ମାନସ ମଙ୍ଗରାଜ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ ।
ଗୋପାଳପୁର ନିର୍ବାଚନ ମଣ୍ଡଳୀରେ ବିଜୁ ଜନତାଦଳର ସମସ୍ତ କର୍ମୀ ଓ ନେତା କିଭଳି ଏକତ୍ରିତ ହୋଇ କାର୍ଯ୍ୟକରିବେ ସେନେଇ  ଆଲୋଚନା କରାଯାଇଛି । ଆଗାମୀ ସାଧାରଣ ନିର୍ବାଚନରେ ଯେପରି ବିଜେଡି ପ୍ରାର୍ଥୀ ଏକପାଖିଆ ଭାବେ ବିଜୟ ଲାଭ କରିବେ ସେନେଇ ରଣନୀତି ହୋଇଛି। ମାନସ କହିଛନ୍ତି, ଗୋପାଳପୁର ନିର୍ବାଚନ ମଣ୍ଡଳୀକୁ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ଦୃଷ୍ଟି ରହିଛି । ଗୋପାଳପୁର ନିର୍ବାଚନ ମଣ୍ଡଳୀ ବିକାଶ ପଥେ ଆଗେଇ ଚାଲିଛି । ଆଗକୁ କିପରି ଆହୁରି ବିକାଶ ହୋଇପାରିବ ସେନେଇ କାର୍ଯ୍ୟ କରିବାକୁ ଆହ୍ବାନ ଦେଇଛନ୍ତି ମାନସ । ମୁଖ୍ୟମନ୍ତ୍ରୀ ଯେତେବେଳେ ଯାହାକୁ ଦାୟିତ୍ବ ଦେଇଛନ୍ତି ସେ ବ୍ୟକ୍ତିଙ୍କୁ ଗୋପାଳପୁର ନିର୍ବାଚନମଣ୍ଡଳୀବାସୀ ସମ୍ପୂର୍ଣ୍ଣ ସହଯୋଗ କରିଛନ୍ତି । ଆଗକୁ ମଧ୍ୟ ଲୋକମାନେ ବିଜେଡି ପ୍ରତି ଆଶୀର୍ବାଦ ରଖିବେ ବୋଲି ମାନସ କହିଛନ୍ତି ।
କାର୍ଯ୍ୟକ୍ରମରେ ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ, ବିଧାୟକ ବିକ୍ରମ କୁମାର ପଣ୍ଡା, ମେୟର ସଙ୍ଘମିତ୍ରା ଦଳାଇ, ପୂର୍ବତନ ବିଧାୟକ ଡ.ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ, ରଙ୍ଗେଇଲୁଣ୍ଡା ବ୍ଲକ ଅଧ୍ୟକ୍ଷା ଉଷା ରାଣୀ, ଉପାଧ୍ୟକ୍ଷା ଅନୀତା ମହାଙ୍କୁଡ,  ରାଜେଶ୍ବରୀ ଦୋରା, ଜିଲ୍ଲାପରିଷଦ ସଦସ୍ୟ ଦୀପକ କୁମାର ସାମନ୍ତ, ଭାରତୀ ନାୟକ, ତଅପୋଇ ଦାସ, ବିଜେଡି ନେତା ବିନୋଦ କୁମାର ମହାଙ୍କୁଡ, ଅମିତ ମଲ୍ଲିକ, ଗୋପାଳପୁର ଏନଏସି ଅଧ୍ୟକ୍ଷ ଏ. ଜାନକୀ ରାମ, ଗଜପତି ଜିଲ୍ଲାର ପର୍ଯ୍ୟବେକ୍ଷକ ଶଶିଭୂଷଣ ମହାନ୍ତି, କୁକୁଡାଖଣ୍ଡି ବ୍ଲକ ଅଧ୍ୟକ୍ଷ କାମାକ୍ଷା ପ୍ରସାଦ ପାତ୍ର, ରାଜ୍ଯ କାଜୁ ନିଗମର ଅଧ୍ୟକ୍ଷ ସୁବାସ ମହାରଣାଙ୍କ ସମେତ ଗୋପାଳପୁର ନିର୍ବାଚନ ମଣ୍ଡଳୀର ସମସ୍ତ ସରପଞ୍ଚ, ସମିତି ସଭ୍ଯ ଯୋଗଦେଇଥିଲେ ।
ଗୋପାଳପୁରରେ ତୃଣମୂଳସ୍ତରରୁ ବିଜେଡି ସଂଗଠନକୁ ମଜଭୁତ କରିବାକୁ ସାଂସଦ ମାନସ ମଙ୍ଗରାଜଙ୍କ ଆହ୍ବାନ
ବ୍ରହ୍ମପୁର: ଗୋପାଳପୁର ନିର୍ବାଚନମଣ୍ଡଳୀ ହେଉଛି ମୁଖ୍ୟମନ୍ତ୍ରୀଙ୍କର ପ୍ରିୟ ନିର୍ବାଚନମଣ୍ଡଳୀ । ଏହି ନିର୍ବାଚନମଣ୍ଡଳୀ ରାଜ୍ୟ ସରକାରଙ୍କ ଫୋକସରେ ରହିଛି । ଆଗାମୀ ନିର୍ବାଚନରେ ବିଜେଡି ପ୍ରାର୍ଥୀ ଏଠାରୁ ବଡ଼ ବ୍ୟବଧାନରେ ବିଜୟୀ ହେବେ ବୋଲି ବ୍ରହ୍ମପୁର ସଂସଦୀୟ କ୍ଷେତ୍ରର ବିଜେଡି ପର୍ଯ୍ୟବେକ୍ଷକ ତଥା ସାଂସଦ ମାନସ ରଞ୍ଜନ ମଙ୍ଗରାଜ କହିଛନ୍ତି । ଗୋପାଳପୁର ନୂଆ ବସଷ୍ଟାଣ୍ଡ ନିକଟରେ ଆୟୋଜିତ ସଭାରେ ଉଦବୋଧନ ଦେଇ ତୃଣମୂଳସ୍ତରରୁ ବିଜେଡି ସଂଗଠନକୁ ମଜଭୁତ କରିବାକୁ ସେ ଆହ୍ବାନ ଦେଇଛନ୍ତି । ଗୋପାଳପୁରରେ ବିଜେଡି କାର୍ଯ୍ୟାଳୟକୁ ମାନସ ରଞ୍ଜନ ମଙ୍ଗରାଜ ଉଦଘାଟନ କରିଛନ୍ତି।
ପୂର୍ବରୁ ମାନସ ରଞ୍ଜନ ମଙ୍ଗରାଜଙ୍କୁ ବିଜେଡି ପକ୍ଷରୁ ବିପୁଳ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା । ଗୋପାଳପୁର ଜଙ୍କସନରୁ ବିରାଟ ବାଇକ ରାଲିରେ ତାଙ୍କୁ ନେତା ଓ କର୍ମୀ ପାଛୋଟି ନେଇଥିଲେ । ରାଲିରେ ମୁଖ୍ୟମନ୍ତ୍ରୀଙ୍କ ରାଜନୈତିକ ସଚିବ ଗୋପବନ୍ଧୁ ଦାସ, ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ, ବିଧାୟକ ବିକ୍ରମ ପଣ୍ଡା, ମେୟର ସଂଘମିତ୍ରା ଦଳେଇ, ପୂର୍ବତନ ବିଧାୟକ ଡାକ୍ତର ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ, ବିଜେଡି ମୁଖପାତ୍ର ତୁମ୍ବନାଥ ପଣ୍ଡା, ଅମିତ ମଲ୍ଲିକ, ଏନଏସି ଅଧ୍ୟକ୍ଷ ଏ. ଜାନକୀ ରାମ, ବ୍ଲକ ଅଧ୍ୟକ୍ଷ ସି.ଏସ ଉଷାରାଣୀ, ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ରାଜେଶ୍ବରୀ ଦୋରା, ବ୍ଲକ ସଭାପତି ଅଜିତ ଦାସ, ପୂର୍ବତନ ଜିଲ୍ଲାପରିଷଦ ସଦସ୍ୟ ଶଶିଭୂଷଣ ମହାନ୍ତିଙ୍କ ସମେତ ସରପଞ୍ଚ, ସମିତି ସଭ୍ୟ ଓ ଅନ୍ୟ ଲୋକ ପ୍ରତିନିଧିମାନେ ସାମିଲ ହୋଇଥିଲେ ।
ଗୋପାଳପୁରରେ ସାଂସଦ ମାନସ ରଞ୍ଜନ ମଙ୍ଗରାଜଙ୍କୁ ଭବ୍ୟ ସମ୍ବର୍ଦ୍ଧନା
ବ୍ରହ୍ମପୁର: ଗୋପାଳପୁର ନିର୍ବାଚନମଣ୍ଡଳୀରେ ବ୍ରହ୍ମପୁର ସଂସଦୀୟ କ୍ଷେତ୍ରର ବିଜେଡି ପର୍ୟ୍ୟବେକ୍ଷକ ତଥା ସାଂସଦ ମାନସ ରଞ୍ଜନ ମଙ୍ଗରାଜ । ଗୋପାଳପୁରରେ ପହଞ୍ଚିବା ପରେ ମାନସ ରଞ୍ଜନ ମଙ୍ଗରାଜଙ୍କୁ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି। ଗୋପାଳପୁର ଜଙ୍କସନରୁ ବିରାଟ ବାଇକ ରାଲିରେ ତାଙ୍କୁ ନେତା ଓ କର୍ମୀ ପାଛୋଟି ନେଇଥିଲେ ।
ରାଲିରେ ମୁଖ୍ୟମନ୍ତ୍ରୀଙ୍କ ରାଜନୈତିକ ସଚିବ ଗୋପବନ୍ଧୁ ଦାସ, ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ, ବିଧାୟକ ବିକ୍ରମ ପଣ୍ଡା, ମେୟର ସଂଘମିତ୍ରା ଦଳେଇ, ପୂର୍ବତନ ବିଧାୟକ ଡାକ୍ତର ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକଙ୍କ ସମେତ ସମସ୍ତ ଜିଲ୍ଲା ପରିଷଦ ସଦସ୍ୟ, ସରପଞ୍ଚ, ସମିତି ସଭ୍ୟ ଓ ଅନ୍ୟ ଲୋକପ୍ରତିନିଧିମାନେ ସାମିଲ ହୋଇଥିଲେ । ଏହାପରେ ବ୍ରହ୍ମପୁର ସଂସଦୀୟ କ୍ଷେତ୍ରର ବିଜେଡି ପର୍ୟ୍ୟବେକ୍ଷକ ତଥା ସାଂସଦ ମାନସ ରଞ୍ଜନ ମଙ୍ଗରାଜ ଗୋପାଳପୁରରେ ଆୟୋଜିତ କାର୍ୟ୍ୟକ୍ରମରେ ଭାଗ ନେଇଛନ୍ତି ।