Secondary Highschool Teacher - The Sakala

ହାଇସ୍କୁଲ ଶିକ୍ଷକ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ: ନିଯୁକ୍ତ ହେବେ ୧୯୮୪ କଳା, ୧୦୨୦ ପିସିଏମ, ୮୮୦ ସିବିଜେଡ ଶିକ୍ଷକ
ଭୁବନେଶ୍ବର:  ରାଜ୍ୟର ବିଭିନ୍ନ ଉଚ୍ଚ ବିଦ୍ୟାଳୟରେ ଶିକ୍ଷକ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏ ନେଇ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ସ୍କୁଲ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୋସିଆଲମିଡିଆ ‘ଏକ୍ସ’ରେ ସୂଚନା ଦେଇଛି। ୬ ହଜାର ୦୨୫ ପଦ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ନିଯୁକ୍ତି ପ୍ରକ୍ରିୟାକୁ ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (OSSC) ପରିଚାଳନା କରିବ। ୬ ,୦୨୫ ପଦ ମଧ୍ୟରେ ଟିଜିଟି ବର୍ଗରେ ୩ ହଜାର ୮୮୪ ପଦ ରହିଛି। ସେଥିମଧ୍ୟରୁ ପିସିଏମ(ବିଜ୍ଞାନ)ର ୧୦୨୦, ସିବିଜେଡ୍(ବିଜ୍ଞାନ) ବର୍ଗର ୮୮୦ଟି ପଦ ରହିଛି। ସେହିପରି ଟିଜିଟି ଆର୍ଟସରେ ୧୯୮୪ଟି ପଦ ରହିଛି। ସେହିପରି ଉଚ୍ଚ ବିଦ୍ୟାଳୟଗୁଡ଼ିକ ପାଇଁ ହିନ୍ଦୀରେ ୭୭୧ ପଦରେ ନିଯୁକ୍ତି ବିଜ୍ଞପ୍ତି ପ୍ରକାଶ ପାଇ ଥିବାବେଳେ ୭୨୯ ସଂସ୍କୃତ, ୬ ତେଲୁଗୁ, ୬୮୧ ପିଇଟି ଏବଂ ୧୪ଟି ଊର୍ଦ୍ଧୁ ଶିକ୍ଷକ ପଦ ରହିଛି। ନୂଆ ନିଯୁକ୍ତି ପ୍ରକ୍ରିୟା ଓଏସଏସସି(ଓଡ଼ିଶା କର୍ମଚାରୀ ଚୟନ ଆୟୋଗ) ଦ୍ୱରା ତ୍ୱରାନ୍ୱିତ ହେବ। ନିଯୁକ୍ତି ପ୍ରକ୍ରିୟାରେ ସମ୍ପୂର୍ଣ୍ଣ ସ୍ୱଚ୍ଛତା ବଜାୟ ରଖିବା ନେଇ ବିଭାଗ ବିଶେଷ ଗୁରୁତ୍ୱ ଦେଉଛି।

ବିଜେପି ସରକାରରେ ସୁନିଶ୍ଚିତ ହେଉଛି ଗୁଣାତ୍ମକ ଶିକ୍ଷାଦାନ। ସଫଳତାର ସହ ୧୬୦୦୯ କନିଷ୍ଠ ଶିକ୍ଷକ ନିଯୁକ୍ତି ପରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ନୂତନ ଭାବେ ସୃଷ୍ଟି ହୋଇଥିବା ଲିଭ ଟ୍ରେନିଂ ରିଜର୍ଭ (LTR) ପୋଷ୍ଟ ପାଇଁ ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (OSSC) ତରଫରୁ ବିଜ୍ଞପ୍ତି ଜାରି କରାଯାଇଛି। pic.twitter.com/YfCexHC81a

— Nityananda Gond (@NityanandaBJP) October 9, 2024

ଗୁଣାତ୍ମକ ଶୈକ୍ଷିକ ବ୍ୟବସ୍ଥାକୁ ନବୀନଙ୍କ ଗୁରୁତ୍ୱ: ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନିଯୁକ୍ତି ପାଇବେ ୬୪୨ ଶିକ୍ଷକ, ୨୬୦ ଅଣଶିକ୍ଷକ
ଭୁବନେଶ୍ୱର:ଶିକ୍ଷା ଗୋଟିଏ ଜାତିର ଭାଗ୍ୟ ପରିବର୍ତ୍ତନ କରିବାର କ୍ଷମତା ରଖେ। ଶିକ୍ଷା ଦ୍ୱାରା ହିଁ ରାଷ୍ଟ୍ରର ସାମଗ୍ରିକ ବିକାଶ ସମ୍ଭବ। ତେଣୁ ଗୁଣାତ୍ମକ ଶିକ୍ଷାକୁ ସର୍ବଦା ପ୍ରାଥମିକତା ଦେଉଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶିକ୍ଷା ରୁପାନ୍ତରଣରେ ଆଉ ଏକ ଅଧ୍ୟାୟ ସୃଷ୍ଟି କରିବାକୁ ଯାଉଛନ୍ତି। ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପାଇଁ ୯୦୨ ନୂତନ ପଦବୀ ସୃଷ୍ଟି। ୬୪୨ ଶିକ୍ଷକ, ୨୬୦ ଅଣଶିକ୍ଷକ ପଦବୀ ସୃଷ୍ଟି ୧୦୬ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମିଳିବ ନିଯୁକ୍ତି। ରାଜ୍ୟର ୧୦୬ଟି ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପାଇଁ ନୂତନ ପଦବୀ ସୃଷ୍ଟି ହୋଇଛି। ରାଜ୍ୟ ସରକାର ମୋଟ ୯୦୨ଟି ପଦବୀ ସୃଷ୍ଟି କରିଛନ୍ତି। ଏଥିରେ ୬୪୨ଟି ଶିକ୍ଷକ ଓ ୨୬୦ଟି ଅଣଶିକ୍ଷକ ପଦ ରହିଛି । ଖୁବ୍ ଶୀଘ୍ର ଏନେଇ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହେବ।

୬୪୨ ପୋଷ୍ଟ ଗ୍ରାଜୁଏଟ ଟିଚର ପଦବୀ ସମେତ ୨୪ ଲାବୋରେଟୋରୀ ଆସିଷ୍ଟାଣ୍ଟ, ୨୪ ଲାବୋରେଟୋରୀ ଆଟେଣ୍ଡାଣ୍ଟ, ୧୦୬ ଆସିଷ୍ଟାଣ୍ଡ୍ ଲାଇବ୍ରେରିଆନ, ୧୦୬ ଜୁନିୟର କ୍ଲର୍କ ପଦବୀ ସୃଷ୍ଟି ହୋଇଛି। ସରକାରୀ ବିଦ୍ୟାଳୟରେ ଗୁଣାତ୍ମକ ଶିକ୍ଷାର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଶେଷ ଧ୍ୟାନ ଦେଇଆସୁଛନ୍ତି। ବିଦ୍ୟାଳୟଗୁଡିକର ବିକାଶ ସହ ଶିକ୍ଷକ, ଅଣଶିକ୍ଷକ ପଦରେ ନିଯୁକ୍ତି ଦେଇଛନ୍ତି । ଏହି କ୍ରମରେ ୯୦୨ ପଦବୀକୁ ମଞ୍ଜୁରି ଦେଇ ଆଉ ଏକ ପଦକ୍ଷେପ ନେଇଛନ୍ତି।

ଚଳିତ ବର୍ଷ ୧୦୬ ଉଚ୍ଚ ବିଦ୍ୟାଳୟକୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଭାବେ ସରକାର ଉନ୍ନୀତ କରିଛନ୍ତି। ଏ ସବୁ ବିଦ୍ୟାଳୟରେ ଯୁକ୍ତ-୨ ଖୋଲିଛି । ଦଶମ ପଢ଼ିସାରିବା ପରେ ଛାତ୍ରଛାତ୍ରୀ ସିଧାସଳଖ ନିଜ ବିଦ୍ୟାଳୟରେ ଯୁକ୍ତ-ଦୁଇ ପଢ଼ିପାରିବେ। ସେମାନଙ୍କୁ ଶିକ୍ଷାଦାନ ପାଇଁ ଏହି ନୂତନ ଶିକ୍ଷକ ପଦବୀଗୁଡିକ ସୃଷ୍ଟି ହୋଇଛି। ସେହିପରି ପ୍ରତି ଉନ୍ନୀତ ମାଧ୍ୟମିକ ବିଦ୍ୟାଳୟରେ ଅଫିସ କାର୍ଯ୍ୟ, ଲାବ୍ର ସୁପରିଚାଳନା ଓ ପାଠାଗାର ପରିଚାଳନା ପାଇଁ ମଧ୍ୟ ସରକାର ବିଶେଷ ଧ୍ୟାନ ଦେଇ ଅଣ-ଶିକ୍ଷକ ପଦବୀଗୁଡିକୁ ମଞ୍ଜୁରୀ ଦେଇଛନ୍ତି।