Bolbom Devotee - The Sakala

ଆଜି ଶ୍ରାବଣ ମାସର ଦ୍ୱିତୀୟ ସୋମବାର, ଜଳଲାଗି ପାଇଁ ବାବା ଆଖଣ୍ଡଳମଣିଙ୍କ ପୀଠରେ ୫୦ ହଜାରରୁ ଉର୍ଦ୍ଧ୍ବ କାଉଡିଆଙ୍କ ଭିଡ
ଆରଡି: ଆଜି ଶ୍ରାବଣ ମାସର ଦ୍ୱିତୀୟ ସୋମବାର । ଚଳଚଞ୍ଚଳ ରାଜ୍ୟର ସମସ୍ତ ଶୈବ ପୀଠ । ଦେବଦେବ ମହାଦେବଙ୍କ ଉପରେ ପାଣି ଢାଳି ଶୁଭ ମନାସୁଛନ୍ତି କାଉଡ଼ିଆ । ଜଳଲାଗି ପାଇଁ ଆରଡି ବାବା ଆଖଣ୍ଡଳମଣିଙ୍କ ପୀଠରେ ୫୦ ହଜାରରୁ ଉର୍ଦ୍ଧ କାଉଡିଆଙ୍କ ଭିଡ ଲାଗିଛି । ରାଜ୍ୟ ଓ ରାଜ୍ୟ ବାହାରୁ କାଉଡିଆ ଭକ୍ତମାନେ ବିଭିନ୍ନ ନଦୀରୁ ପାଣିଭାର ଉଠାଇ ଖାଲି ପାଦରେ ଚାଲିଚାଲି ରବିବାର ପହଁଚିଥିଲେ ବାବାଙ୍କ ପୀଠରେ। ଗୋଟିଏ ଦିନରେ ସଂକ୍ରାନ୍ତି, ସୋମବାର ଓ ଚିତାଲାଗି ଅମାବାସ୍ୟ ପଡ଼ୁଥିବାରୁ ବାବାଙ୍କ ଦର୍ଶନ ପାଇଁ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି । ଏଥିପାଇଁ ପ୍ରଶାସନ ପକ୍ଷରୁ ମଧ୍ୟ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି ।

ସେହିପରି ଭୁବନେଶ୍ବରର ଲିଙ୍ଗରାଜ, ପୁରୀର ଲୋକନାଥ, ନୟାଗଡର ଲଡୁବାବା, ଢେଙ୍କାନାଳର କପିଳାସ ମନ୍ଦିରରେ ଜଳଲାଗି ପାଇଁ କାଉଡ଼ିଆଙ୍କ ଗହଳି ଲାଗି ରହିଛି ।