Saturday Horoscope (03-04-2021) - The Sakala

ଶନିବାର ରାଶିଫଳ (୦୩-୦୪-୨୦୨୧)
ମେଷ:କର୍ମକ୍ଷେତ୍ରରେ ମନ୍ଥରତା ରହିବ। ଚାକିରିରେ ଅବହେଳା ରହିବ। ରାଜନୀତିରେ ଅସହଯୋଗ ମନେହେବ। ପରିବହନ,ଶିଳ୍ପ ଓ ବାଣିଜ୍ୟରେ ସାଧାରଣ ଫଳ ମିଳିବ।

ଶୁଭ ଅଙ୍କ-୩,ଶୁଭ ରଙ୍ଗ-ଗୋଲଡେନ୍

ବୃଷ:ଦିନଟିରେ କୌଣସି ବିଷୟକୁ ନେଇ ଭିତିଗ୍ରସ୍ତ ରହିବେ। ପ୍ରଶାସନିକ ଶତ୍ରୁବୃଦ୍ଧି ହେବେ। ମହିଳାମାନଙ୍କ ସ୍ବାସ୍ଥ୍ୟ ସମସ୍ୟା ରହିବ। ଶିଳ୍ପ ଓ ବାଣିଜ୍ୟରେ ଚିନ୍ତାଜନକ ରହିବ।

ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

ମିଥୁନ:ଦିନଚର୍ଯ୍ୟା ଦୁଃଖଦପୂର୍ଣ୍ଣ ରହିବ। ପ୍ରଶାସନିକ ଉଚ୍ଚସମ୍ମାନ ପାଇବେ। ମହିଳାମାନେ ଯଶକୀର୍ତ୍ତି ପାଇବେ। କଳା,ବିଜ୍ଞାନ, ଶିଳ୍ପ ଓ ବାଣିଜ୍ୟରେ ଆଶାନୁରୂପ ଫଳ ପାଇବେ।

ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍

କର୍କଟ:କର୍ମକ୍ଷେତ୍ରରେ ଚଳଚଞ୍ଚଳ ରହିବେ। ସାଂସାରିକ ପରିଶ୍ରମୀ ହେବେ। ରାଜନୀତିରେ ସକ୍ରିୟ ହେବେ। ଶିଳ୍ପ ଓ ବାଣିଜ୍ୟରେ ଲାଭ ମିଳିବ।

ଶୁଭ ଅଙ୍କ-୯,ଶୁଭ ରଙ୍ଗ-ଲାଲ୍

ସିଂହ:ଦିନଟି କେତେକ ବିଷୟକୁ ନେଇ ଚିନ୍ତାରେ ରହିବେ। ସନ୍ତାନମାନେ ଅସ୍ଥିର ମନା ହେବେ। ରାଜନୀତିରେ ବିରୋଧୀ ବୃଦ୍ଧି ପାଇବ। ବାଣିଜ୍ୟ ମାନ୍ଦା ରହିବ।

ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

କନ୍ୟା:ଶୃଙ୍ଖଳିତ ଓ ଦୃଢମନା ହୋଇ କାର୍ଯ୍ୟ ତୁଲାଇବେ। ଚାକିରିରେ ଚଳଚଞ୍ଚଳ ରହିବେ। ଶିଳ୍ପ ଓ ବାଣିଜ୍ୟରେ ପ୍ରସାର ହେବ।

ଶୁଭ ଅଙ୍କ-୮,ଶୁଭ ରଙ୍ଗ-ନୀଳ

ତୁଳା:କୌଣସି ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟକୁ ନେଇ ଚିନ୍ତାରେ ରହିବେ। ରାଜନୀତିରେ ବ୍ୟସ୍ତବିବ୍ରତ ରହିବେ। ଶିଳ୍ପ ଓ ବାଣିଜ୍ୟ ଲାଭଜନକ ରହିବ।

ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

ବିଛା:ଆର୍ଥିକ କଥାକୁ କେନ୍ଦ୍ର କରି ବିବାଦ ଉପୁଜିପାରେ। ଚାକିରିରେ କାର୍ଯ୍ୟଭାର ରହିବ। ମହିଳାମାନେ ହତୋତ୍ସାହ ରହିବେ। ବାଣିଜ୍ୟରେ ସମସ୍ୟା ରହିବ।

ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍

ଧନୁ:ସମସ୍ୟାରୁ ମୁକ୍ତି ପାଇବେ। ସାଂସାରିକ ଉତ୍ସାହିତ ରହିବେ। ଚାକିରିରେ ସହଯୋଗ ମିଳିବ। ପ୍ରଶାସନିକ ପ୍ରଶଂସିତ ହେବେ। ବାଣିଜ୍ୟରେ ଅନୁକୂଳ ରହିବ।

ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍

ମକର:ବ୍ୟସ୍ତ ବିବ୍ରତ ଭିତରେ କାର୍ଯ୍ୟ ସମ୍ପାଦନ କରିବେ। ଚାକିରିରେ ସହଯୋଗ ମିଳିବ। ମହିଳାମାନେ ଗୃହକାର୍ଯ୍ୟରେ ବ୍ୟସ୍ତ ରହିବେ। ବାଣିଜ୍ୟରେ ଲୋକପ୍ରିୟତା ବୃଦ୍ଧି ପାଇବ।

ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍

କୁମ୍ଭ:କିଛିଟା ଉତ୍ତେଜନା ଭିତରେ କାର୍ଯ୍ୟ ତୁଲାଇବେ। ଚାକିରିରେ ସମ୍ମାନ ପ୍ରାପ୍ତି ହେବ। ରାଜନୀତିରେ ନେତୃତ୍ୱ ବୃଦ୍ଧି ପାଇବ। ଶିଳ୍ପ ଓ ବାଣିଜ୍ୟରେ ପୁଞ୍ଜିନିବେଶ କରି ଚିନ୍ତାରେ ରହିବେ।

ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

ମୀନ:ଭବିଷ୍ୟତ ଯୋଜନା କରି ସଫଳ ହେବେ। ଚାକିରୀରେ ପ୍ରଶାସନିକ ପଦୋନ୍ନତି ହେବ। ମହିଳାମାନେ ଆଦରଣୀୟା ହେବେ। ବାଣିଜ୍ୟରେ ସଞ୍ଚୟ ହେବ।

ଶୁଭ ଅଙ୍କ-୯,ଶୁଭ ରଙ୍ଗ-ମେରୁନ୍