CM - The Sakala
ଜିଲ୍ଲାପାଳଙ୍କୁ ୯ଟି ଟାସ୍କ ଦେଲେ ମୁଖ୍ୟମନ୍ତ୍ରୀ, ଅଫିସରେ ଶୀତତାପ ନିୟନ୍ତ୍ରିତ ରୁମରେ ନ ବସି ଲୋକଙ୍କ ପାଖକୁ ଯିବାକୁ ପରାମର୍ଶ...
ଭୁବନେଶ୍ୱର:  ଆଜି ଜିଲ୍ଲାପାଳଙ୍କ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଜିଲାପାଳମାନଙ୍କୁ ୯ଟି ଟାସ୍କ ଦେଇଛନ୍ତି।
-ଦୁର୍ନୀତି ହଟାଇ ସଚ୍ଚୋଟ ଏବଂ ସାଧୁତା ପାଇଁ ଜିଲାପାଳମାନଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
-ଦୁର୍ନୀତିରେ ସରକାର ବଦନାମ ହେଲେ ବରଦାସ୍ତ କରାଯିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
- ଅଧିକ ଫିଲଡ଼ ଭିଜିଟ କର, କେବଳ ଅଫିସରେ ଶୀତତାପ ନିୟନ୍ତ୍ରିତ ରୁମରେ ନ ବସି ଲୋକଙ୍କ ପାଖକୁ ଯାଅ। ତୃଣମୂଳ ସ୍ତରରେ କାମ କରନ୍ତୁ।
- ଜିଲ୍ଲାପାଳମାନଙ୍କୁ ଅଧିକ କ୍ଷେତ୍ର ପରିଦର୍ଶନ କରି ଟେକ୍ନୋଲୋଜିର ବ୍ୟବହାରକୁ ଗୁରୁତ୍ୱ ଦେବାକୁ ପରାମର୍ଶ ଦେଇଛନ୍ତି।
-ଅଧିକାରୀଙ୍କୁ ଜିଲାସ୍ତରରେ ଲୋକଙ୍କ ଅଭିଯୋଗ ଶୁଣି ତୁରନ୍ତ ସମାଧାନ କରିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି।
-ସରକାରୀ ବିଜ୍ଞାପନ ଓଡ଼ିଆ ଭାଷାରେ ପ୍ରକାଶ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
-ସୋସିଆଲ ମିଡିଆ ଜରିଆରେ ସରକାରୀ ସୂଚନାକୁ ବ୍ୟାପକ କରିବାକୁ ସମ୍ମିଳନୀରେ କୁହାଯାଇଛି।
-ଗାଦି ମଡ଼ା ବାବୁଙ୍କୁ ଚିହ୍ନଟ କରି ତୁରନ୍ତ ବଦଳାଇବାକୁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳମାନଙ୍କୁ କହିଛନ୍ତି।
-ସରକାରୀ କାର୍ଯ୍ଯାଳୟକୁ ଆସୁଥିବା ନିର୍ବାଚିତ ପ୍ରତିନିଧିଙ୍କୁ ସମ୍ମାନ ଦେବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି।
ଭୁବନେଶ୍ୱର: ଆଜି ସମଲେଶ୍ବରୀ ପ୍ରକଳ୍ପର ଲୋକାର୍ପଣ ଉତ୍ସବ। ଲୋକାର୍ପିତ ହେବ ବହୁ ପ୍ରତୀକ୍ଷିତ ସମଲେଇ ପ୍ରକଳ୍ପ ।ଏହାପୂର୍ବରୁ ଗତକାଲି ସନ୍ଧ୍ୟାରେ ରାଜ୍ୟବାସୀଙ୍କୁ ବାର୍ତ୍ତା ପ୍ରଦାନ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଥିଲେ, ମାଆ ସମଲେଶ୍ବରୀ ହେଉଛନ୍ତି ସାରା ଓଡିଶାର ଆରାଧ୍ୟ ଦେବୀ। ସେ ହେଉଛନ୍ତି ଲୋକଙ୍କ ବିଶ୍ବାସର ଦେବୀ। ଭକ୍ତଙ୍କ ଆସ୍ଥା ଓ ପ୍ରାଣ କେନ୍ଦ୍ର ହେଉଛି ସମଲେଶ୍ବରୀ ମନ୍ଦିର। କୋଟିକୋଟି ଶ୍ରଦ୍ଧାଳୁଙ୍କର ଭାବ ମାଆଙ୍କର ଆସ୍ଥାନ ସହ ଯୋଡି ହୋଇଛି।
ଲୋକଙ୍କର ସେହି ଭାବ ଓ ଆବେଗକୁ ସମ୍ମାନ ଜଣାଇ ମାଆଙ୍କ ମନ୍ଦିରର ରୂପାନ୍ତରଣ କରାଯାଇଛି। ମାଆଙ୍କର ସବୁ ଭକ୍ତ ଓ ଶ୍ରଦ୍ଧାଳୁଙ୍କର ସ୍ବପ୍ନର ପ୍ରକଳ୍ପ ହେଉଛି ସମଲେଇ ପ୍ରକଳ୍ପ। ମାଆଙ୍କର ଆଶୀର୍ବାଦରେ ଏହି ପ୍ରକଳ୍ପ ସାକାର ହୋଇଛି। ନବୀନ କହିଛନ୍ତି, କୋଭିଡ ଯୋଗୁ ବହୁତ ଅସୁବିଧା ସତ୍ତ୍ବେ ରେକର୍ଡ ସମୟରେ ମାଆଙ୍କ କୃପାରୁ ପ୍ରକଳ୍ପ ରୂପାନ୍ତରିତ ହୋଇଛି।
ସମଲେଇ ପୀଠ ରୂପାନ୍ତରଣ ୪ଟି ଲକ୍ଷ୍ୟ ରହିଛି। ପ୍ରକଳ୍ପରେ ମନ୍ଦିରର ଭବ୍ୟ ରୂପାନ୍ତରଣ କରାଯାଇଛି। ଯେଉଁଠାରେ ଭକ୍ତ ଓ ଶ୍ରଦ୍ଧାଳୁ ଦିବ୍ୟ ଅନୁଭବ ପାଇବେ। ଏହି ପ୍ରକଳ୍ପ ସାରା ଓଡିଶାର ପର୍ଯ୍ୟଟନ ଓ ଅର୍ଥନୀତି ଆଗକୁ ବଢାଇବ। ପ୍ରକଳ୍ପରେ ମହାନଦୀ ଘାଟ ପ୍ରସ୍ତୁତ ହୋଇଛି। ଯେଉଁଠାରେ ହଜାର ହଜାର ଶ୍ରଦ୍ଧାଳୁ ଏକାସଙ୍ଗେ ମହାନଦୀ ଆଳତି ଦେଖିପାରିବେ। ପ୍ରକଳ୍ପର ସଫଳତାର ଆମ ଭାଇଚାରା ଓ ମାଆଙ୍କର ଆମର ପ୍ରତି ଥିବା ବିଶେଷ ଆଶୀର୍ବାଦର ଫଳ।
5T ରୂପାନ୍ତରଣରେ ୪ ଏକର ଜାଗାରେ ଥିବା ମୂଳ ମନ୍ଦିର ଏବେ ୩୮ ଏକରରେ ଝଟକୁଛି। ଦିନକୁ ଦିନ ମନ୍ଦିରରେ ଭକ୍ତଙ୍କ ସଂଖ୍ୟା ବଢୁଛି। ଭବିଷ୍ୟତକୁ ଦୃଷ୍ଟିର ରଖି ଏହି ପ୍ରକଳ୍ପ କରାଯାଇଛି। ଯାହାକି ଶହଶହ ବର୍ଷ ପର୍ଯ୍ୟନ୍ତ ଭକ୍ତଙ୍କୁ ଅସୁବିଧା ଭୋଗିବାକୁ ଦେବେନି। ପ୍ରକଳ୍ପରେ କଳା, ସଂସ୍କୃତି ଓ ଭାସ୍କର୍ଯ୍ୟ ଦେଖିବାକୁ ମିଳୁଛି। ମାଆଙ୍କର ପୂଜା ସୁବିଧାରେ କରିପାରେବେ। ସେଥିପାଇଁ ସବୁଠାରୁ ବେଶୀ ଧ୍ୟାନ ଦିଆଯାଇଛି।
ସେ ଆହୁରି କହିଛନ୍ତି, ଏବେ ଶ୍ରଦ୍ଧାଳୁମାନେ ଦିବ୍ୟ ଭାବେ ମାଆଙ୍କର ପୂଜା ସହ ଦର୍ଶନ କରିପାରିବେ। ଚୈତ୍ର ନବରାତ୍ର ହେଉ କି ଦଶହରା ନବରାତ୍ର। ବେଶି ଭିଡ ସମୟରେ ବି ଆଉ ଭକ୍ତଙ୍କର ଅସୁବିଧା ହେବନି। ଏକାକାର ହୋଇ ସମସ୍ତେ ମନ୍ଦିରରେ ପୂଜା କରିବେ। ମନ୍ଦିର ରୂପାନ୍ତରଣ ପାଇଁ ଯେଉଁମାନେ କାରିଗର, ଶିଳ୍ପୀ ସେମାନଙ୍କର ଅବଦାନ ଦେଇଛନ୍ତି ଓ ଜମି ଦାନ କରିଛନ୍ତି ସେମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। ସେମାନଙ୍କ ସହଯୋଗ ଓଡିଶା ମନେ ରଖିବ ବୋଲି ନବୀନ କହିଛନ୍ତି। ଶୁଭ ଲୋକାର୍ପଣ ଉତ୍ସବରେ ଆମେ ସବୁ ଏକ ହୋଇ ମାଆ ସମଲେଶ୍ବରୀଙ୍କର ଆରାଧନା କରିବାକୁ ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି।
ବରଗଡ ଜିଲ୍ଲାରେ ହେବ ୩ ନୂଆ ବୃହତ୍ ସେତୁ: ୩୯ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ, ଉପକୃତ ହେବେ ୭ ଲକ୍ଷ ୨୫ ହଜାର ଲୋକ
ଭୁବନେଶ୍ୱର: ବରଗଡ ଜିଲ୍ଲାରେ ୩ଟି ବୃହତ ସେତୁର ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୩୯ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏହି ୩ଟି ନୂତନ ସେତୁ ଦ୍ବାରା ଜିଲ୍ଲାର ପ୍ରାୟ ୭.୨୫ ଲକ୍ଷ ଲୋକ ଉପକୃତ ହେବେ। ଏହାଦ୍ବାରା ଜିଲ୍ଲାରେ ଗମନାଗମନର ସୁବିଧା ସହିତ ସାମାଜିକ ସୁବିଧା ସୁଯୋଗ ଓ ଆର୍ଥିକ ଅଭିବୃଦ୍ଧିରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି।
ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ୫ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ଗତ ଜୁନ୍ ମାସ ୨୬ ଓ ୨୭ ତାରିଖରେ ବରଗଡ ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ ଯୋଜନାର ସମୀକ୍ଷା କରିବା ସହିତ ସାଧାରଣ ଲୋକଙ୍କୁ ଭେଟି ସେମାନଙ୍କ ଅଭିଯୋଗ ଶୁଣିଥିଲେ। ବିଭିନ୍ନ ସ୍ଥାନରେ ଲୋକଙ୍କ ଅନୁରୋଧକୁ ଶ୍ରୀ ପାଣ୍ଡିଆନ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ। ଏହାପରେ ମୁଖ୍ୟମନ୍ତ୍ରୀ ବରଗଡ ଜିଲ୍ଲାରେ ୩ଟି ନୂତନ ବୃହତ ସେତୁର ନିର୍ମାଣ ପାଇଁ ୩୯ କୋଟି ଟଙ୍କା ମଞ୍ଜୁର କରିଛନ୍ତି।
ମଞ୍ଜୁର ହୋଇଥିବା ୩ଟି ସେତୁ ମଧ୍ୟରେ ବରପାଲିରେ ଗୋଟିଏ ବୃହତ ସେତୁ ରହିଛି। ବରପାଲିର ଜିଲୋଟ ନାଳ ଉପରେ ଏକ ସେତୁ ନିର୍ମାଣ କରାଯିବ। ୧୨୦ ମିଟର ଦୀର୍ଘ ଏହି ସେତୁ ପାଇଁ ୧୫ କୋଟି ଟଙ୍କା ଖର୍ଚ୍ଚ ହେବ। ଏହା ବରଗଡ ଓ ବରପାଲି ବ୍ଲକ ମୁଖ୍ୟାଳୟକୁ ସଂଯୋଗ କରିବା ସହିତ ଜିଲ୍ଲା ମୁଖ୍ୟାଳୟକୁ ମଧ୍ୟ ଯୋଗାଯୋଗର ସୁବିଧା ସୃଷ୍ଟି ହେବ। ଏହାଦ୍ୱାରା ପ୍ରାୟ ୨ ଲକ୍ଷ ୨୫ ହଜାର ଲୋକ ଉପକୃତ ହେବେ।
ସେହିପରି ବରଗଡ ପୌରାଞ୍ଚଳ ଆଗାଁ ନଳା ଉପରେ ୬୦ ମିଟର ଦୀର୍ଘ ସେତୁ ନିର୍ମାଣ ପାଇଁ ୧୨ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ବରଗଡ ଜିଲ୍ଲା ମୁଖ୍ୟାଳୟ ସହିତ ପରପାଲି ଓ ଭେଡେନ ବ୍ଲକ ମୁଖ୍ୟାଳୟକୁ ଯୋଡିବ । ଏହାଦ୍ୱାର ୨ ଲକ୍ଷ ୫୦ ହଜାର ଲୋକ ଉପକୃତ ହେବେ।
ତୃତୀୟ ସେତୁଟି ସରଳା ନାଳ ଉପରେ ନିର୍ମାଣ କରାଯିବ। ୧୫୦ ମିଟର ଦୈର୍ଘ୍ୟ ବିଶିଷ୍ଟ ଏହି ସେତୁ ପାଇଁ ୧୨ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ଭଟଲି ବ୍ଲକ ମୁଖ୍ୟାଳୟକୁ ବରଗଡ ଓ ଅତାବିରା ବ୍ଲକ ମୁଖ୍ୟାଳୟକୁ ଯୋଡିବ। ଏହାଦ୍ୱାରା ୨ ଲକ୍ଷ ୫୦ ହଜାର ଲୋକ ଉପକୃତ ହେବେ।