Rajgangpur - The Sakala

ପ୍ରେମିକା ଘର ସାମ୍ନାରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ସନ୍ଦେହ
ସୁନ୍ଦରଗଡ: ପ୍ରେମିକା ଘର ସାମ୍ନାରେ ଥିବା ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ଏକତରଫା ପ୍ରେମରେ ବିଫଳ ହେବା ପରେ ଯୁବକଜଣକ ଜୀବନ ହାରିଥିବା ସନ୍ଦେହ କରାଯାଉଛି । ସୁନ୍ଦରଗଡ ଜିଲ୍ଲା ରାଜଗାଙ୍ଗପୁର ଥାନା ଅନ୍ତର୍ଗତ ଜାମପାଲି ପଦାରେ ଘଟିଛି ଏହି ଘଟଣା । ମୃତ ଯୁବକ ଜଣକ ରାଜଗାଙ୍ଗପୁର ରାଣୀବନ୍ଦ ଅଞ୍ଚଳର ବିକାଶ ମହ।ନନ୍ଦିଆ ବୋଲି ଜଣାପଡିଛି । ତେବେ ମୃତକଙ୍କ ପରିବାର ଲୋକ ହତ୍ୟା ଅଭିଯୋଗ ଆଣିଛନ୍ତି । ରାଜଗାଙ୍ଗପୁର ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି।

ତ୍ବରାନ୍ବିତ ହେବ ରାଜଗାଙ୍ଗପୁରରେ ରେଲ୍‌ ଓଭରବ୍ରିଜ ନିର୍ମାଣ: ଜମି ଅଧିଗ୍ରହଣ ପରିବର୍ତ୍ତେ ଆବଶ୍ୟକ ଜମି ଲୋକଙ୍କଠାରୁ କିଣିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି
ଭୁବନେଶ୍ବର: ସୁନ୍ଦରଗଡ ଜିଲ୍ଲାର ରାଜଗାଙ୍ଗପୁର ଠାରେ ଏକ ରେଲ ଓଭରବ୍ରିଜ ନିର୍ମାଣ ପାଇଁ ଜମି ଅଧିଗ୍ରହଣ କରା ନ ଯାଇ  ସିଧା ସଳଖ ଲୋକଙ୍କ ଠାରୁ ରାଜ୍ୟ ସରକାର ସିଧାସଳଖ ଜମି କିଣିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  ନିଷ୍ପତ୍ତି ନେଇଛନ୍ତି.

ସୂଚନାଯୋଗ୍ୟ ଯେ ଗତ ମାର୍ଚ୍ଚ ମାସ ୧୧, ୧୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୫-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ସୁନ୍ଦରଗଡ ଜିଲ୍ଲା ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକ୍ରମ ସମୀକ୍ଷା କରିବା ସହିତ ଲୋକଙ୍କ ଅଭିଯୋଗ ମଧ୍ୟ ଶୁଣିଥିଲେ । ଏହି ଗସ୍ତ ସମୟରେ ଜିଲ୍ଲାର ରାଜଗାଙ୍ଗପୁର ଠାରେ ଏକ ରେଲ ଓଭରବ୍ରିଜ ନିର୍ମାଣ ପାଇଁ ଜମି ଅଧିଗ୍ରହଣ ସମସ୍ୟା ସଂପର୍କରେ ସେ ଅବଗତ ହୋଇଥିଲେ ।

ଏହା ସଂପର୍କରେ ସେ ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କରିବା ପରେ, ROB ପାଇଁ ଆବଶ୍ୟକ ଜମିକୁ ସିଧାସଳଖ ରାଜ୍ୟ ସରକାର  କିଣିନେଇ ନିର୍ମାଣ କାମକୁ ତ୍ବରାନ୍ବିତ କରିବାକୁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଥିଲେ । ଏହି ରେଲ ଓଭରବ୍ରିଜଟି ସୁନ୍ଦରଗଡ ଜିଲ୍ଲାର ସୋନାଖାନ୍ ଓ କାଂଶବାହାଲ  ଷ୍ଟେସନ ମଧ୍ୟରେ ରାଜଗାଙ୍ଗପୁର ମୌଜାରେ ନିର୍ମାଣ କରାଯିବ ।