WeatherForecast - The Sakala

୭ ତାରିଖ ଯାଏ ରାଜ୍ୟରେ କାଳବୈଶାଖୀ ବର୍ଷା ଆଶଙ୍କା, ଆଗାମୀ ଦୁଇ ଦିନ ୪ ଜିଲ୍ଲାରେ ପ୍ରବଳ ଗୁଳୁଗୁଳି ନେଇ ୟେଲୋ ଆଲର୍ଟ ଜାରି
ଭୁବନେଶ୍ୱର: ଆସନ୍ତା ଦୁଇ ଦିନ ରାଜ୍ୟର ୪ ଜିଲ୍ଲାରେ ପ୍ରବଳ ଗୁଳୁଗୁଳି ନେଇ ୟେଲୋ ଆଲର୍ଟ ଜାରି । ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁରକୁ ଆଲର୍ଟ ଜାରି ହୋଇଛି ଆଲର୍ଟ । ଅନ୍ୟପଟେ ଆଗାମୀ ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ବରଗଡ଼, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ରାୟଗଡ଼ା ଜିଲ୍ଲାରେ ହାଲୁକା ବର୍ଷା ସହ ବିଜୁଳି ଘଡ଼ଘଡ଼ି ଓ ଝଟକା ପବନ ହେବାର ସମ୍ଭାବନା ରହିଛି। କାଆଁ ଭାଆଁ ସ୍ଥାନରେ ଝଟକା ପବନ ଘଣ୍ଟା ପ୍ରତି ବେଗ ୩୦ ରୁ ୪୦ କିମି ରହିବା ନେଇ ଆକଳନ କରିଛି ପାଣିପାଗ ବିଭାଗ। ଗୋଟିଏ ପଟେ ଅସହ୍ୟ ଗରମ ଓ ଗୁଳୁଗୁଳିରେ ଜନଜୀବନ ଅସ୍ତବ୍ୟସ୍ତ ହେଉଥିବା ବେଳେ, ଅନ୍ୟପଟେ କାଳବୈଶାଖୀ ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।

ଅନ୍ୟପଟେ ଆଗାମୀ ୩ ଦିନ ପର୍ଯ୍ୟନ୍ତ ତାପମାତ୍ରାରେ ବିଶେଷ ବୃଦ୍ଧି ହେବାର ସମ୍ଭାବନା ନାହିଁ। ତାପମାତ୍ରାରେ କୌଣସି ପରିବର୍ତନ ହେବାର ସମ୍ଭାବନା ନଥିବା ବେଳେ ୪ ଦିନ ପରେ ୧ ରୁ ୨ ଡିଗ୍ରୀ ଦିନ ତାପମାତ୍ରାରେ ବୃଦ୍ଧି ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ୩ ଦିନ ପରେ ତାପମାତ୍ରା ହ୍ରାସ ହେବାର ସମ୍ଭାବନା ରହିଛି। ଗୁଳୁଗୁଳି ପାଇଁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଲୋକମାନେ ପ୍ରଚୁର ପାଣି ପିଅନ୍ତୁ, ଫ୍ୟାନ୍ ତଳେ ରୁହନ୍ତୁ।  ଥଣ୍ଡା ପାଣି ପିଇବା, କଟନ୍ କପଡ଼ା ପିନ୍ଧିବା ସହ ବାହାରକୁ ଗଲେ ଛତା ନଚେତ ଧଳା କପଡା ମୁଣ୍ଡକୁ ଢାଙ୍କିବେ । ପଶୁ ମାନଙ୍କୁ ମଧ୍ୟ ପ୍ରଚୁର ପାଣି ପିଇବା ପାଇଁ ଦେବା ଆବଶ୍ୟକ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି।

ଆଜିଠୁ ବଢ଼ିବ ବର୍ଷା, ଦୁଇ ଦିନ ଜାରି ରହିବ ବର୍ଷାର ପ୍ରକୋପ
ଭୁବନେଶ୍ୱର: ଆଜିଠାରୁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ। ଦୁଇ ଦିନ ପର୍ଯ୍ୟନ୍ତ କିଛି ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ଥିବା ବେଳେ ୨୫ରୁ ବର୍ଷାର ପ୍ରକୋପ ଆହୁରି ବୃଦ୍ଧି ପାଇବ। ଆସନ୍ତା ୨୫ ତାରିଖରେ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ଦ୍ୱାରା ରାଜ୍ୟରେ ମୌସୁମୀ ସକ୍ରିୟ ରହିବା ସହିତ ବର୍ଷା ଆରମ୍ଭ ହେବ ବୋଲି ଜଣାପଡ଼ିଛି। ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଏକ ଲଘୁଚାପ ଆଶଙ୍କା କରାଯାଉଥିବା ବେଳେ ଏହାଦ୍ୱାରା ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସମ୍ଭାବ୍ୟ ଘୂର୍ଣ୍ଣିବଳୟ ପ୍ରଭାବରେ ବାୟୁ ଚଳାଚଳର ପ୍ରକ୍ରିୟାରେ ପରିବର୍ତ୍ତନ ହେବା ହେତୁ ବର୍ଷାର ପ୍ରକୋପ ବୃଦ୍ଧି ପାଇବ। ଏହି ସମୟରେ କିଛି ସ୍ଥାନରେ ୭୦ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ଆକଳନ କରାଯାଇଛି।

ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଆଜି ସୁନ୍ଦରଗଡ଼, ଝାରସୁଗଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ବାଲେଶ୍ୱର, ଗଜପତି ଓ ଗଞ୍ଜାମରେ ବିଜୁଳି ଘଡ଼ଘଡ଼ି ସହିତ ହାଲୁକା ବର୍ଷା ହୋଇପାରେ। ତେବେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଗଜପତି ଓ ଗଞ୍ଜାମ ଜିଲ୍ଲାର କିଛି ସ୍ଥାନରେ ଏହି ସମୟରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର କହିଛି। ବୁଧବାର ସମାନ ସ୍ଥିତି ଜାରି ରହିବା ସହିତ ଗୁରୁବାରଠାରୁ ଅଞ୍ଚଳୱାରୀ ବର୍ଷା ବଢ଼ିବା ସହିତ ପ୍ରକୋପ ମଧ୍ୟ ବୃଦ୍ଧି ପାଇବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି।

ରାଜ୍ୟରେ ନିୟମିତ ଭାବେ ବର୍ଷା ସତ୍ତ୍ବେ ଏବେ ବି ରାଜ୍ୟରେ ୯ ପ୍ରତିଶତ ନିଅଣ୍ଟିଆ ବର୍ଷା ରହିଛି। ଦକ୍ଷିଣ-ଉପକୂଳ ଓଡ଼ିଶାରେ ଏହି ସ୍ଥିତି ଉତ୍କଟ ହେତୁ ଚାଷ କାର୍ଯ୍ୟ ପ୍ରଭାବିତ ହୋଇଛି। ବର୍ତ୍ତମାନ ଓଡ଼ିଶା ଉପରେ କୌଣସି ପାଣିପାଗ ନିୟାମକ ନ ଥିବାରୁ ସାରା ରାଜ୍ୟରେ ବର୍ଷାର ପ୍ରକୋପ ହ୍ରାସ ହୋଇଛି। କାଁ ଭାଁ ଅଞ୍ଚଳରେ ବିଜୁଳି ଘଡଘଡି ସହ ବର୍ଷା ହେଉଛି। ରାଜ୍ୟରେ ବର୍ତ୍ତମାନ ୧୧ ଟି ଜିଲ୍ଲାରେ ନିଅଣ୍ଟିଆ ବର୍ଷାର ପରିମାଣ ୨୦-୩୯ ପ୍ରତିଶତ ରହିଛି। ନବରଙ୍ଗପୁର ଜିଲ୍ଲାରେ ରାଜ୍ୟର ସବୁଠୁ ନିଅଣ୍ଟିଆ ସ୍ଥିତି ଅର୍ଥାତ ୩୯ ପ୍ରତିଶତ କମ୍‌‌ ବର୍ଷା ହୋଇଥିବା ବେଳେ ଗଞ୍ଜାମରେ ୩୧, କଳାହାଣ୍ଡିରେ ୩୨, କେନ୍ଦ୍ରାପଡ଼ାରେ ସ୍ୱାଭାବିକ ତୁଳନାରେ ୩୪ ପ୍ରତିଶତ କମ୍‌‌ ବର୍ଷା ରହିଛି।

ମୌସୁମୀ ସକ୍ରିୟ; ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି, ୨୫ରେ ଆସୁଛି ଆଉ ଏକ ଘୂର୍ଣ୍ଣିବଳୟ
ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟରେ ମୌସୁମୀ ସକ୍ରିୟ ହୋଇଛି। ଏହାଦ୍ୱାରା ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଜାରି ରହିଛି। ଶନିବାରଠାରୁ ବର୍ଷାର ପରିମାଣ କମିବାର ସମ୍ଭାବନା ରହିଛି। ତେବେ ଆସନ୍ତା ୨୫ ତାରିଖରେ ଆଉ ଏକ ଘୂର୍ଣ୍ଣିବଳୟ ଆସିପାରେ ବୋଲି ପାଣିପାଗ ବିଜ୍ଞାନୀମାନେ ଆକଳନ କରିଛନ୍ତି।

ସକ୍ରିୟ ମୌସୁମୀ ଏବଂ ଲଘୁଚାପ ପ୍ରଭାବରେ ଗତ ୨୪ ଘଣ୍ଟାରେ ରାଜ୍ୟରେ ସ୍ୱାଭାବିକଠାରୁ ଅଧିକ ବର୍ଷା ହୋଇଛି। ୨୪ ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟରେ ହାରାହାରି ୩୨.୧ ମିମି ବର୍ଷା ରେକର୍ଡ କରାଯାଇଛି। ଗତ ୩୬ ଘଣ୍ଟାରେ ଖୋର୍ଦ୍ଧାରେ ୮୮, ନବରଙ୍ଗପୁରରେ ୮୧, ଯାଜପୁର ୮୨, ପୁରୀ ୭୦, ଭୁବନେଶ୍ୱର ୬୫, ବାଲେଶ୍ୱର ୪୬, ଚାନ୍ଦବାଲି ୪୦, କୋରାପୁଟ ୫୦, ତାଳଚେର ୯୫, ଟିଟିଲାଗଡ଼, ଦାରିଙ୍ଗବାଡ଼ି ୬୦ ଓ ଫୁଲବାଣୀରେ ୫୪ ମିମି ବର୍ଷା ରେକର୍ଡ କରାଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ସୃଷ୍ଟ ଲଘୁଚାପ କ୍ଷେତ୍ର ଆଜି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ଉତ୍ତର-ଓଡ଼ିଶା ତତସଂଲଗ୍ନ ପଶ୍ଚିମବଙ୍ଗ ଉପକୂଳ ଅଞ୍ଚଳରେ ସକ୍ରିୟ ରହିଛି। ଏହା ଆଗାମୀ ୨ ରୁ ୩ ଦିନ ଯାଏଁ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରି ଉତ୍ତର ଓଡ଼ିଶା -ଉତ୍ତର ଛତିଶଗଡ଼ ମୁହାଁ ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଶନିବାର ସକାଳରୁ ରବିବାର ସକାଳ ମଧ୍ୟରେ ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।

ଶୁକ୍ରବାର ମୌସୁମୀ ନିମ୍ନଚାପ ରେଖାର ପଶ୍ଚିମ ଭାଗ ହିମାଳୟର ପାଦଦେଶରେ ଅବସ୍ଥାନ କରୁଥିବା ବେଳେ, ପୂର୍ବଭାଗ ଉତ୍ତରପ୍ରଦେଶର ଗୋରଖପୁରରୁ ବାହାରି ଦେହରି, ରାଞ୍ଚି ମଧ୍ୟଦେଇ ଓଡ଼ିଶାର ବାଲେଶ୍ୱରରୁ ଦକ୍ଷିଣପୂର୍ବ ଦିଗରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ଉତ୍ତର-ଓଡ଼ିଶା ଉପକୂଳ ଅଞ୍ଚଳରେ ସକ୍ରିୟ ଲଘୁଚାପ କ୍ଷେତ୍ରର କେନ୍ଦ୍ର ଯାଏଁ ଲମ୍ୱିଛି। ପାଣିପାଗ କେନ୍ଦ୍ରର ବୈଜ୍ଞାନିକ ଉମାଶଙ୍କର ଦାସ କହିଛନ୍ତି ଯେ ଆସନ୍ତା ୨୫ ତାରିଖରେ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ନେଇ ଆକଳନ କରାଯାଉଛି। ଏହାଦ୍ୱାରା ବର୍ଷାର ପ୍ରକୋପ ବଢ଼଼ିବା ନେଇ ଆଶଙ୍କା କରାଯାଉଛି।