Electricity Department - The Sakala

ବିଦ୍ୟୁତ ବିଭାଗରେ ଆଜି ୪୧୨ ଜଣଙ୍କୁ ମିଳିବ ଚାକିରି, ଲୋକସେବା କନଭେନସନ ସେଣ୍ଟରରେ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ନିଯୁକ୍ତି ପତ୍ର ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଯୁବ ଶକ୍ତି ପାଇଁ ନୂଆ ସୁଯୋଗ । ବିଦ୍ୟୁତ ବିଭାଗରେ ଆଜି ୪୧୨ ଜଣଙ୍କୁ ମିଳିବ ଚାକିରି । ନିଯୁକ୍ତି ପତ୍ର ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ । ଅପରାହ୍ନ ସାଢେ ୫ଟାରେ ଲୋକସେବା କନଭେନସନ ସେଣ୍ଟରରେ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମିଳିବ ନିଯୁକ୍ତି ।

୧୬ ଜଣ ଇଲେକ୍ଟ୍ରିକାଲ ଇଞ୍ଜିନୟର, ୧୯୭ ଟେକ୍ନିସିଆନ ଓ ୫୪ ଜଣ କାର୍ଯ୍ୟାଳୟ ସହାୟକ ପାଇବେ ନିଯୁକ୍ତି । ଗତମାସରେ ୧୨୯ ଜଣ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀଙ୍କୁ ମିଳିଥିଲା ନିଯୁକ୍ତି ପତ୍ର । ଅନୁସୂଚିତ ଜାତି ଜନଜାତି କଲ୍ୟାଣ ବିଭାଗରେ ନିଯୁକ୍ତି ଦେଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।