Monday Horoscope (05-04-2021) - The Sakala

ସୋମବାର ରାଶିଫଳ (୦୫-୦୪-୨୦୨୧)
ମେଷ:ବହୁ ଚେଷ୍ଟା କରି ସାଧାରଣ ଫଳ ପାଇବେ। ରାଜନୀତି ଓ ପ୍ରଶାସନିକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ନେଇ ଚିନ୍ତାରେ ରହିବେ। ଶିଳ୍ପ, ପରିବହନ ଓ ବାଣିଜ୍ୟରେ ବିଶେଷ ଫଳ ପାଇବେ।

ଶୁଭ ଅଙ୍କ-୯,ଶୁଭ ରଙ୍ଗ-ମେରୁନ୍

ବୃଷ:କର୍ମକ୍ଷେତ୍ରରେ ଶତ୍ରୁମାନଙ୍କ ଦ୍ବାରା ପ୍ରଭାବିତ ରହିବେ। ଚାକିରିରେ କର୍ତ୍ତୃପକ୍ଷଙ୍କ ଚାପ ରହିବ। ମହିଳାମାନେ ସ୍ବାସ୍ଥ୍ୟ ସମସ୍ୟାରେ ରହିବେ। ବାଣିଜ୍ୟରେ ହାନି ହୋଇପାରେ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍

ମିଥୁନ:କର୍ମକ୍ଷେତ୍ରରେ ସୁଖସମ୍ମାନ ପାଇବେ। ମହିଳାମାନେ ଆଦର ସମ୍ମାନ ପାଇବେ। ଚାକିରିରେ ସହଯୋଗ ପାଇବେ। ପରିବହନ ଓ ବାଣିଜ୍ୟରେ ଉନ୍ନତି ହେବ।

ଶୁଭ ଅଙ୍କ-୮,ଶୁଭ ରଙ୍ଗ-ଆକାଶୀ

କର୍କଟ:ଦିନଟି ଅର୍ଥାଗମର ସୂଚନା ରହିଛି। ସାଂସାରିକ ଉତ୍ତମ ବୁଝାମଣା ରହିବ। ଚାକିରିରେ ନିଷ୍ଠାପର ରହିବେ। ପରିବହନ ଓ ବାଣିଜ୍ୟରେ ଶୁଭଫଳ ମିଳିବ।

ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

ସିଂହ:କର୍ମକ୍ଷେତ୍ରରେ ଅନିଶ୍ଚିତତା ଭିତରେ ଗତି କରିବେ। ଚାକିରିରେ କେତେକ ସମସ୍ୟା ରହିବ। ରାଜନୀତିରେ ବିରୋଧୀ ବୃଦ୍ଧି ପାଇବେ। ବାଣିଜ୍ୟରେ ସ୍ବଳ୍ପ ଆୟ ହେବ।

ଶୁଭ ଅଙ୍କ-୯,ଶୁଭ ରଙ୍ଗ-ଲାଲ୍

କନ୍ୟା:ଦିନଟି ଚଳଚଞ୍ଚଳ ରହିବେ। ଚାକିରୀରେ ପ୍ରଶଂସିତ ହେବେ। ମହିଳାମାନେ ପ୍ରସନ୍ନ ରହିବେ। ରାଜନୀତିରେ ସକ୍ରିୟ ରହିବେ। ପରିବହନ ଓ ବାଣିଜ୍ୟରେ ପ୍ରସାର ହେବ।

ଶୁଭ ଅଙ୍କ-୩,ଶୁଭ ରଙ୍ଗ-ଗୋଲଡେନ୍

ତୁଳା:ବିଭିନ୍ନ ଉପାୟରେ ଉପାର୍ଜନ କରିବେ। ଚାକିରୀରେ ଉତ୍ତେଜନା ରହିବ। ରାଜନୀତିରେ ବ୍ୟସ୍ତବିବ୍ରତ ରହିବେ। ମହିଳାମାନେ ଚିନ୍ତିତ ରହିବେ। ଶିଳ୍ପ ଓ ବାଣିଜ୍ୟରେ ଲାଭାନ୍ବିତ ହେବ।

ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

ବିଛା:ଆସୁଥିବା ଅର୍ଥର ବାଧା ଉପୁଜିବା ପଡୋଶୀଙ୍କ ସହ ମନାନ୍ତର ହୋଇପାରେ। ଚାକିରୀରେ ଚାପ ରହିବ। ଶିଳ୍ପ ଓ ବାଣିଜ୍ୟରେ ବିଶେଷ ଭଲ ହେବ ନାହିଁ।

ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି

ଧନୁ:ଦିନଚର୍ଯ୍ୟା ସୁଖଦପୂର୍ଣ୍ଣ ରହିବ। ଉଭୟେ ପ୍ରେମ ଓ ଦାମ୍ପତ୍ୟ ସୁଖମୟ ରହିବ। ରାଜନୀତିରେ ପ୍ରତିଦ୍ବନ୍ଦ୍ବନ୍ଦିତା ରହିବ। ଶିଳ୍ପ ଓ ବାଣିଜ୍ୟରେ ଲାଭ ମିଳିବ।

ଶୁଭ ଅଙ୍କ-୮,ଶୁଭ ରଙ୍ଗ-ନୀଳ

ମକର:କର୍ମକ୍ଷେତ୍ରର ପରିସର ବୃଦ୍ଧି ପାଇବ। ଚାକିରିରେ ଚଳଚଞ୍ଚଳ ରହିବେ। ମହିଳାମାନେ ଭ୍ରମଣପ୍ରିୟ ହେବେ। ଶିଳ୍ପ ଓ ବାଣିଜ୍ୟରେ ମଧ୍ୟମ ଫଳ ମିଳିବ।

ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

କୁମ୍ଭ:ଦିନଟିରେ ଭବିଷ୍ୟତ ଯୋଜନାକୁ ନେଇ ଚିନ୍ତିତ ରହିବେ। ପ୍ରଶାସନିକ ଦାୟିତ୍ବବୋଧ ରହିବ। ଚାକିରିରେ ମାନସମ୍ମାନ ବୃଦ୍ଧି ପାଇବ। ବାଣିଜ୍ୟରେ ଆୟ ବୃଦ୍ଧି ହେବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍

ମୀନ:କର୍ମକ୍ଷେତ୍ରରେ ସହଯୋଗ ପାଇ ଆଗେଇବେ। ପ୍ରଶାସନିକ ଓ ରାଜନୀତିରେ ଧନସମ୍ମାନ ପ୍ରାପ୍ତି ହେବ। ଶିଳ୍ପ, ପରିବହନ ଓ ବାଣିଜ୍ୟରେ ସଞ୍ଚୟ ହେବ।

ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା