National Service Scheme - The Sakala

ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ୨୦୨୨-୨୩ ବର୍ଷ ପାଇଁ ରାଜ୍ୟ ଏନଏସ୍ଏସ୍ ପୁରସ୍କାର ଘୋଷଣା
ଭୁବନେଶ୍ୱର: ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଜାତୀୟ ସେବା ଯୋଜନା (ଏନଏସ୍ଏସ୍)ର ରାଜ୍ୟ ପୁରସ୍କାରଗୁଡ଼ିକ ନିମନ୍ତେ ବିଜେତା ମାନଙ୍କ ନାମ ଘୋଷଣା କରାଯାଇଛି । ୨୦୨୨-୨୩ ମସିହା ପାଇଁ ବିଭିନ୍ନ ମହାବିଦ୍ୟାଳୟରେ କାର୍ଯ୍ୟରତ ଜାତୀୟ ସେବା ଯୋଜନାଗୁଡ଼ିକର ପ୍ରୋଗ୍ରାମ ଅଫିସର ଓ ୟୁନିଟ୍ରାମାନଙ୍କୁ ପୁରସ୍କୃତ କରାଯିବ । ଏହା ବ୍ୟତୀତ ବୃକ୍ଷରୋପଣ, ରକ୍ତଦାନରେ ଉଲ୍ଲେଖନୀୟ ସଫଳତା ହାସଲ କରିଥିବା ୟୁନିଟ୍‌ଗୁଡ଼ିକୁ ପୁରସ୍କୃତ କରାଯିବ । ଅନୁରୂପ ଭାବରେ ଶ୍ରେଷ୍ଠ ସ୍ଵେଚ୍ଛାସେବୀମାନଙ୍କୁ ମଧ୍ୟ ପୁରସ୍କୃତ କରାଯିବ ।

ବିଜେତା ମାନଙ୍କୁ ଟ୍ରଫି, ନଗଦ ଅର୍ଥରାଶି, ପଦକ ଓ ପ୍ରମାଣପତ୍ର ପ୍ରଦାନ କରାଯିବ । ବିଭାଗ ପକ୍ଷରୁ ଗଠିତ ବିଶେଷଜ୍ଞ କମିଟି ଦ୍ଵାରା ଚୟନ କରାଯାଇଥ‌ିବା ଏହି ବିଜେତାମାନଙ୍କୁ ନିକଟ ଭବିଷ୍ୟତରେ ଅନୁଷ୍ଠିତ ହେବାକୁ ଥିବା ଏକ ସ୍ଵତନ୍ତ୍ର ଉତ୍ସବରେ ପୁରସ୍କୃତ କରାଯିବ । ତିନିଜଣ ପ୍ରୋଗ୍ରାମ ଅଫିସର, ତିନିଟି ଶ୍ରେଷ୍ଠ କଲେଜ୍ ୟୁନିଟ୍, ବୃକ୍ଷରୋପଣ, ରକ୍ତଦାନ ପାଇଁ ଦୁଇଟି ୟୁନିଟ୍ ସମେତ ୧୨ ଜଣ ସ୍ଵେଚ୍ଛାସେବୀଙ୍କୁ ପୁରସ୍କୃତ କରାଯିବ ବୋଲି ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।