Earthquake in Morocco - The Sakala

ଶକ୍ତିଶାଳୀ ଭୂକମ୍ପ ଝଟକା ପରେ ମରକ୍କୋରେ ମୃତ୍ୟୁର ତାଣ୍ଡବ, ୬୦୦ ପାର୍ ମୃତାହତଙ୍କ ସଂଖ୍ୟା
ନୂଆଦିଲ୍ଲୀ: ଉତ୍ତର ଆଫ୍ରିକୀୟ ରାଷ୍ଟ୍ର ମରକ୍କୋରେ ହୋଇଥିବା ୬.୮ ତୀବ୍ରତାସମ୍ପନ୍ନ ଭୂମିକମ୍ପ ଝଟକାରେ ମୃତ୍ୟୁସଂଖ୍ୟା ୬୩୨କୁ ବୃଦ୍ଧି ପାଇଛି। ଭୂମିକମ୍ପ ଯୋଗୁଁ ଭୁଶୁଡ଼ି ଯାଇଛି ବଡ଼ ବଡ଼ କୋଠା । କୋଠାତଳେ ଅନେକ ଜୀବନ ଚାପି ହୋଇ ରହିଥିବାର ଅନୁମାନ କରାଯାଉଛି । ଯେଉଁଥିପାଇଁ ଆହୁରି ବଢ଼ିପାରେ ମୃତ୍ୟୁସଂଖ୍ୟା। ଶହ ଶହ ଲୋକ ଆହତ ହୋଇଥିବା ସୂଚନା ମିଳିଛି। ଚାଲିଛି ଜୋରଦାର ରେସ୍କ୍ୟୁ ଅପରେସନ।

ସକାଳୁ ସକାଳୁ ଭୀଷଣ ଭୂକମ୍ପ ଅନୁଭୂତ ହୋଇଥିବା ବେଳେ ଏହାର ଉତ୍ପତ୍ତି ସ୍ଥଳ ମରକ୍କୋରୁ ୭୦ କିଲୋମିଟର ଦୂରରେ ଥିବା ସୂଚନା ମିଲିଛି । ଭୂକମ୍ପ ଏତେ ତୀବ୍ର ଥିଲା ଯେ ପ୍ରାୟ ୩୫୦ କିଲୋମିଟର ଦୂର ମରକ୍କୋର ରାଜଧାନୀ ରବାତ୍‌ରେ ଏହା ଅନୁଭୂତ ହୋଇଛି । ଭାରତୀୟ ସମୟ ଅନୁସାରେ ଭୋର ୩ଟା ୪୧ରେ ଭୂମିକମ୍ପ ହୋଇଥିଲା । ୧୨୦ ବର୍ଷରେ ଉତ୍ତର ଆଫ୍ରିକାରେ ଏହା ସବୁଠାରୁ ବଡ଼ ଭୂକମ୍ପ ।

ୟୁଏସଜିଏସଏ ଅନୁସାରେ ୧୯୦୦ ମସିହାରେ ଏହି ଅଞ୍ଚଳ ୫ଶହ କିଲୋମିଟର କ୍ଷେତ୍ରରେ ବଡ଼ଧରଣର ଭୂକମ୍ପ ଆସିନଥିଲା। ଏହା ଏମ-5 ଲେବଲର ୯ ଭୂକମ୍ପ ହୋଇଛି। ଦ୍ବିତୀୟ ଭୂକମ୍ପ ଆଶଙ୍କା ଥିବାରୁ ଭୟଭୀତ ଅଛନ୍ତି ଲୋକ। ଭୂକମ୍ପ ପରେ ଲୋକ ଆଉ ଘରେ ନାହାନ୍ତି, ରାସ୍ତା ଉପରେ ବସିଥିବା ଫଟୋ ସୋସିଆଲ ମିଡ଼ିଆରେ ଭାଇରାଲ ହେଉଛି। ତେବେ ଏପରି ଏକ ବିନାଶକାରୀ ଭୂକମ୍ପ ଚଳିତ ବର୍ଷ ଫେବ୍ରୁଆରୀ ୬ରେ ତୁର୍କୀରେ ହୋଇଥିଲା। ଯେଉଁଥିରେ ୪୫ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିଲା। ୭.୮ ଥିଲା ଭୂକମ୍ପର ତୀବ୍ରତା । ଚାରି ଥର ଭୂମିକମ୍ପ ତୁର୍କୀକୁ ବିଧ୍ବଂସ କରିଦେଇଥିଲା।

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ମରକ୍କୋ; ବର୍ତ୍ତମାନ ସୁଦ୍ଧା ୩୦୦ ମୃତ
ନୂଆଦିଲ୍ଲୀ: ଶକ୍ତିଶାଳୀ ଭୂମିକମ୍ପରେ ଥରିଲା ମରକ୍କୋ । ରିକ୍ଟର ସ୍କେଲରେ ୬.୮ ତୀବ୍ରତାର ଭୂକମ୍ପ ହୋଇଛି । ଭୂକମ୍ପରେ ବର୍ତ୍ତମାନ ସୁଦ୍ଧା ୩୦୦ ଜଣଙ୍କର ମୃତ୍ୟୁ ହୋଇଥିବା ନେଇ ସୂଚନା ମିଳିଛି । ତେବେ ଆଗକୁ ଆହୁରି ବଢିପାରେ ମୃତାହତଙ୍କ ସଂଖ୍ୟା । ଭୂକମ୍ପର କେନ୍ଦ୍ରସ୍ଥଳ ମାରାକେଶର ଦକ୍ଷିଣ-ପଶ୍ଚିମର ୭୧ କିଲୋମିଟର ଦୂରରେ କେନ୍ଦ୍ରୀଭୂତ । ଆମେରିକାର ଭୂତତ୍ତ୍ବ ସର୍ବେକ୍ଷଣ ସଂସ୍ଥା ପକ୍ଷରୁ ଏହି ସୂଚନା ଦିଆଯାଇଛି । ଭୂକମ୍ପ ଯୋଗୁଁ ବହୁ ବଡ଼ କୋଠା ଭୁଶୁଡ଼ି ପଡ଼ିଛି । ଶକ୍ତିଶାଳୀ ଭୂମିକମ୍ପ ଯୋଗୁଁ ସ୍ଥାନୀୟ ଲୋକେ ଭୟରେ ଘରୁ ବାହାରି ରାସ୍ତାରେ ବୁଲୁଛନ୍ତି ।