Gate Opened - The Sakala

ଉପର ମୁଣ୍ଡରେ ପ୍ରବଳ ବର୍ଷା; ଖୋଲିଲା ହୀରାକୁଦର ଆଉ ୪ଟି ଗେଟ୍, ମୋଟ୍ ୧୬ ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ
ସମ୍ବଲପୁର: ଉପର ମୁଣ୍ଡରେ ପ୍ରବଳ ବର୍ଷା। ପୁଣି ଖୋଲିଲା ହୀରାକୁଦର ଆଉ ୪ ଗେଟ। ବନ୍ୟା ଜଳ ପ୍ରବେଶ ମାତ୍ରା ବୃଦ୍ଧି ପାଉଥିବାରୁ ପୁଣି ୪ଟି ଗେଟ୍ ଖୋଲିଲେ ହୀରାକୁଦ ଜଳଭଣ୍ଡାର କର୍ତ୍ତୃପକ୍ଷ । ବର୍ତ୍ତମାନ ୧୬ଟି ଗେଟ୍ ଦେଇ ପାଣି ନିଷ୍କାସିତ ହେଉଛି । ବାମ ପାର୍ଶ୍ବରୁ ୧୧ଟି ଓ ଡାହାଣ ପାର୍ଶ୍ବରୁ ୫ଟି ଗେଟ୍ ଦେଇ ପାଣି ନିଷ୍କାସିତ ହେଉଛି । ବର୍ତ୍ତମାନ ଜଳଭଣ୍ଡାରକୁ ୩ ଲକ୍ଷ ୧୪ ହଜାର ୨୮୩ କ୍ୟୁସେକ ଜଳ ପ୍ରବେଶ କରୁଥିବା ବେଳେ ଜଳଭଣ୍ଡାରରୁ ୨ ଲକ୍ଷ ୯ ହଜାର ୯୨୦ କ୍ୟୁସେକ ଜଳ ନିଷ୍କାସିତ ହେଉଛି । ଏବେ ଜଳଭଣ୍ଡାରର ଜଳସ୍ତର ରହିଛି ୬୧୪. ୨୩ ଫୁଟ ରହିଛି, ଯାହାକି କ୍ରମାନ୍ବୟ ବୃଦ୍ଧି ପାଇବାରେ ଲାଗିଛି।

କିଛି ଦିନ ହେବ ରାଜ୍ୟରେ ଲଘୁଚାପ ଜନିତ ଲଗାଣ ବର୍ଷା ଜାରି ରହିଛି । ଲଗାଣ ବର୍ଷା ଫଳରେ ହୀରାକୁଦରେ ବନ୍ୟା ଜଳ ପ୍ରବେଶ ମାତ୍ରା ବଢ଼ିଚାଲିଥିବା ବେଳେ ହୀରାକୁଦ ସମେତ ବିଭିନ୍ନ ନଦୀର ଜଳସ୍ତର ବଢିବାରେ ଲାଗିଛି । ତେବେ ଉପର ମୁଣ୍ଡରେ ପ୍ରବଳ ବର୍ଷା ହେତୁ ଆଜି ସକାଳୁ ଧୀରେ ଧୀରେ ଫୁଲୁଚି ମହାନଦୀ । ସକାଳ ୯ ସୁଦ୍ଧା ମୁଣ୍ଡଳୀ ଠାରେ ୨ଲକ୍ଷ ୯୧ ହଜାର ୭୫୮ କ୍ୟୁସେକ ବନ୍ୟା ଜଳ ମହାନଦୀ ରେ ପ୍ରବାହିତ ହେଉଥିବା ବେଳେ ମୁଣ୍ଡଳୀ ବ୍ରିଜ ରେ ଉପର ଭାଗରେ ୮୩.୮୦ ଫୁଟ ଥିବାବେଳେ ତଳ ମୁଣ୍ଡରେ ୮୧.୨୦ ଫୁଟ ଜଳସ୍ତର ରହିଛି । ତେବେ ଉପର ମୁଣ୍ଡରେ ଲଗାଣ ବର୍ଷା ସହ ହୀରାକୁଦ ବନ୍ଧ କତ୍ତୃପକ୍ଷ ପର୍ଯ୍ୟାୟ କ୍ରମେ ୧୬ଟି ଗେଟ ଖୋଲିଥିବା ବେଳେ ଆଜି ସକାଳୁ ଫୁଲୁଚି ମହାନଦୀ । ବର୍ଷା ସହ ହୀରାକୁଦ ଗେଟ ଖୋଲିଥିବାରୁ ତଳିଆ ଅଞ୍ଚଳର ଲୋକଙ୍କ ମନରେ ବନ୍ୟା ଛନକା ଦେଖିବାକୁ ମିଳୁଛି ।

ଖୋଲିଲା ହୀରାକୁଦ ଜଳଭଣ୍ଡାରର ଆଉ ୩ଟି ଗେଟ୍, ମୋଟ ୧୦ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ
ସମ୍ବଲପୁର: ହୀରାକୁଦ ଜଳଭଣ୍ଡାରର ଖୋଲିଲା ଆଉ ୩ଟି ଗେଟ୍ । ହୀରାକୁଦର ଜଳସ୍ତର ବଢୁଥିବାରୁ ଖୋଲିଛି ଗେଟ୍ । ଏହାକୁ ମିଶାଇ ମୋଟ୍ ୧୦ଟି ଗେଟ୍ ଦେଇ ଚାଲିଛି ବନ୍ୟାଜଳ ନିଷ୍କାସନ । ବାମ ପାର୍ଶ୍ବର ୭ଟି ଓ ଡାହାଣ ପାର୍ଶ୍ବର ୩ଟି ଗେଟ୍ ଖୋଲାଯାଇଛି । ହୀରାକୁଦରେ ଜଳସ୍ତର ୬୨୯.୬୫ ଫୁଟରେ ପହଞ୍ଚିଛି । ଜଳଭଣ୍ଡାରକୁ ପ୍ରତି ସେମକେଣ୍ଡରେ ୧ ଲକ୍ଷ ୧୬ ହଜାର ୮୮ ଘନଫୁଟ ବନ୍ୟାଜଳ ପ୍ରବେଶ କରୁଥିବା ବେଳେ, ନିଷ୍କାସିତ ହେଉଛି ୧ ଲକ୍ଷ ୫୪ ହଜାର ଘନଫୁଟ ବନ୍ୟାଜଳ ।

ଖୋଲିଲା ହୀରାକୁଦର ଆଉ ୪ଟି ଗେଟ୍‌, ମୋଟ୍‌ ୨୬ଟି ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସନ ଜାରି
ସମ୍ବଲପୁର: ଖୋଲିଲା ହୀରାକୁଦ ଜଳଭଣ୍ଡାରର ଆଉ ୪ଟି ଗେଟ୍ । ଏବେ ମୋଟ ୨୬ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି । ବଢିବାରେ ଲାଗିଛି ହୀରାକୁଦ ଜଳ ଭଣ୍ଡାରକୁ ବନ୍ୟାଜଳ ପ୍ରବେଶର ମାତ୍ରା। ଉପର ମୁଣ୍ଡରୁ ଅଧିକ ପାଣି ଆସୁଥିବାରୁ ପୁଣି ହୀରାକୁଦ ଡ୍ୟାମର ଆଉ ୪ଟି ଗେଟ୍‌ ଖୋଲାଯାଇଛି। ବାମ ପଟରୁ ୧୬ଟି ଗେଟ୍‌ ଖୋଲା ଯାଇଥିବା ବେଳେ ଦକ୍ଷିଣ ପଟରୁ ୧୦ଟି ଗେଟ୍‌ ଖୋଲାଯାଇଛି। ହୀରାକୁଦର ୨୬ ଗେଟ ଖୋଲିବା ପରେ ସମ୍ବଲପୁର ସହରକୁ ପଛୁଆ ପାଣି ପ୍ରବେଶ କରିବାର ଆଶଙ୍କା ଘାରିଲାଣି।

ଗତକାଲି ସୁଦ୍ଧା ଉପରମୁଣ୍ଡରେ ହାରାହାରି ୭୩ ମିମି ବର୍ଷା ରେକର୍ଡ ହୋଇଥିଲା। ଫଳରେ ଏହା ବର୍ତ୍ତମାନ ହୀରାକୁଦକୁ ୪ ଲକ୍ଷ ୪୦ ହଜାର କ୍ୟୁସେକ ପାଣି ପ୍ରବେଶ କରୁଛି। ଜଳସ୍ତର ୬୨୭.୯୫ ଫୁଟ ରେ ପହଞ୍ଚିଥିବା ବେଳେ ୩ ଲକ୍ଷ ୮୯ ହଜାର ୧୭୪ କ୍ୟୁସେକ ଜଳ ନିଷ୍କାସିତ ହେଉଛି। ସ୍ଥିତିକୁ ଦେଖି ୨୬ ଗେଟ ଖୋଲାଯାଇଥିବାରୁ ସମ୍ବଲପୁର ସହରକୁ ପଛୁଆ ପାଣି ପ୍ରବେଶ କରିବାର ଆଶଙ୍କା ଦେଖାଦେଲାଣି। ବିଶେଷ କରି ତଳି ଅଞ୍ଚଳକୁ ଅଧିକ ଭୟ ରହିଥିବାରୁ ଲୋକେ ସ୍ଥାନାନ୍ତର ଯୋଜନାରେ ଅଛନ୍ତି।