Sambalpur University - The Sakala

ଛାତ୍ରୀଙ୍କୁ ଯୌନ ନିର୍ଯାତନା ଅଭିଯୋଗରେ ସମ୍ବଲପୁର ବିଶ୍ଵବିଦ୍ୟାଳୟର ଆସିଷ୍ଟାଣ ପ୍ରଫେସର ନିଲମ୍ବିତ
ସମ୍ବଲପୁର: ଛାତ୍ରୀଙ୍କୁ ଯୌନ ନିର୍ଯାତନା ଅଭିଯୋଗରେ ଅଧ୍ୟାପକ ନିଲମ୍ବିତ । ସମ୍ବଲପୁର ବିଶ୍ଵବିଦ୍ୟାଳୟର MBA ବିଭାଗର ଆସିଷ୍ଟାଣ ପ୍ରଫେସର ଡ. ସରୋଜ କୁମାର ସାହୁଙ୍କୁ ଯୌନ ନିର୍ଯାତନା ଅଭିଯୋଗରେ ଚାକିରିରୁ ନିଲମ୍ବନ କରିଛନ୍ତି ବିଶ୍ୱବିଦ୍ୟାଳୟ କୁଳସଚିବ। ଛାତ୍ରୀଙ୍କ ଅଭିଯୋଗ ପରେ ବିଶ୍ବବିଦ୍ୟାଳୟର ଆଭ୍ୟନ୍ତରୀଣ ଅଭିଯୋଗ କମିଟି ଘଟଣାର ତଦନ୍ତ କରିଥିଲା । କମିଟିର ଅନୁମୋଦନକ୍ରମେ ବିଶ୍ଵବିଦ୍ୟାଳୟ କର୍ତ୍ତୃପକ୍ଷ ସହକାରୀ ପ୍ରଫେସର ଡ. ସରୋଜ ସାହୁଙ୍କୁ ନିଲମ୍ବନ କରିଛନ୍ତି । ତାଙ୍କୁ ଶୈକ୍ଷିକ ଓ ପ୍ରଶାସନିକ ଦାୟିତ୍ବରୁ ମୁକ୍ତ କରାଯାଇଛି । କିନ୍ତୁ ବର୍ତ୍ତମାନ ସୁଦ୍ଧା ଘଟଣାର ତଦନ୍ତ ଶେଷ କରିନାହିଁ ଆଇସିସି ବା ଇଣ୍ଟରନାଲ କମ୍ପେ୍ଲନ କମିଟି । ତଦନ୍ତ ପ୍ରକ୍ରିୟା ଆଉ କିଛିଦିନ ଲାଗିବ ବୋଲି କର୍ତ୍ତୃପକ୍ଷଙ୍କ ଠାରୁ ଆଇସିସି ଅନୁମତି ନେଇଛି ।

ନିଲମ୍ବନ ଅବଧି ମଧ୍ୟରେ ସେ ଅନ୍ୟ କୌଣସି ଅନୁଷ୍ଠାନ ସହ ଜଡ଼ିତ ହୋଇ ପାରିବେ ନାହିଁ। ସ୍ନାତକୋତ୍ତର ପରିଷଦ କାର୍ଯ୍ୟାଳୟରେ ତାଙ୍କ କାର୍ଯ୍ୟ ଧାର୍ଯ୍ୟ କରାଯାଇଛି । ଏହି ସମୟ ମଧ୍ୟରେ ସେ ବିଶ୍ଵବିଦ୍ୟାଳୟର ପ୍ରାଶାସନିକ କୋଠା ଅଥବା ସ୍ନାତକୋତ୍ତର ବିଭାଗର କୌଣସି ବିଭାଗକୁ ଯାଇପାରିବେ ନାହିଁ । ଏପରିକି ପ୍ରାକ୍ ଅନୁମତି ବିନା କେନ୍ଦ୍ରୀୟ ପାଠାଗାରକୁ ମଧ୍ୟ ଯାଇପାରିବେ ନାହିଁ । କୌଣସି ପ୍ରାକ୍ ଅନୁମତି ବିନା ମୁଖ୍ୟାଳୟରେ ଅନୁପସ୍ଥିତ ରହିପାରିବେ ନାହିଁ ବୋଲି ନିର୍ଦ୍ଦେଶ ଜାରି ।

ସମ୍ୱଲପୁର ବିଶ୍ଵବିଦ୍ୟାଳୟର ବ୍ରହ୍ମପୁତ୍ର ହଷ୍ଟେଲ୍‌ରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
ସମ୍ବଲପୁର: ସମ୍ବଲପୁର ବିଶ୍ଵ ବିଦ୍ୟାଳୟରେ ଛାତ୍ରଙ୍କ ଆତ୍ମହତ୍ୟା । ବ୍ରହ୍ମପୁତ୍ର ଛାତ୍ରାବାସରେ ଛାତ୍ରଙ୍କ ଆତ୍ମହତ୍ୟା । ମୃତ ଛାତ୍ର ଅର୍ଥନୀତି ବିଭାଗର ସୁରଜ୍ କୁଜୁର, ତାଙ୍କ ଘର ସୁନ୍ଦରଗଡ ବୋଲି ସୂଚନା ମିଳିଛି । ତେବେ ସେ କାହିଁକି ଆତ୍ମହତ୍ୟା କଲେ ତାହା ଅସ୍ପଷ୍ଟ ରହିଛି । ଗତକାଲି ବିଳମ୍ବିତ ରାତିରେ ଖବର ପାଇଁ ବିଶ୍ୱ ବିଦ୍ୟାଳୟରେ ପହଞ୍ଚି ତଦନ୍ତ କରୁଛି ପୋଲିସ ।

ସୂଚନା ଅନୁସାରେ, ସୁରଜ ଛାତ୍ରାବାସ ରୁମ ନଂ ୫୨ରେ ଏକୁଟିଆ ରହୁଥିଲେ । ମଙ୍ଗଳବାର ରାତିରେ ସ‌ହପାଠୀମାନେ ତାଙ୍କୁ ରାତ୍ର ଭୋଜନ କରିବା ପାଇଁ ଡାକିଥିଲେ । କିନ୍ତୁ ସେ କବାଟ ଖୋଲିନଥିଲେ। ସହପାଠୀମାନଙ୍କ ସନ୍ଦେହ ହେବାରୁ କିଛି ସହପାଠୀ ଝରକାକୁ ଚଢ଼ି ଦେଖିଥିଲେ । ସେ ବେକରେ ଦଉଡି ଦେଇ ଆତ୍ମହତ୍ୟା କରିଥିବା ଦେଖିବାକୁ ପାଇଥିଲେ । ଘଟଣା ସମ୍ପର୍କରେ ବୁର୍ଲା ପୁଲିସ ସମେତ ସମ୍ବଲପୁର ବିଶ୍ବବିଦ୍ୟାଳୟ କୁଳପତି, କୁଳସଚିବ, ମୃତ ଛାତ୍ରଙ୍କ ପରିବାରକୁ ଘଟଣା ସମ୍ପର୍କରେ ସୂଚନା ଦିଆଯାଇଛି ।

ଆସିଷ୍ଟାଣ୍ଟ ପ୍ରଫେସରଙ୍କ ନାଁରେ ମାନସିକ ନିର୍ଯାତନା ଦେଉଥିବାର ଅଭିଯୋଗ ଆଣିଲେ ମହିଳା ଅଧ୍ୟାପିକା
ସମ୍ବଲପୁର: ସମ୍ବଲପୁର ବିଶ୍ବବିଦ୍ୟାଳୟର ଜଣେ ଆସିଷ୍ଟାଣ୍ଟ ପ୍ରଫେସର ରଜତ କୁଜୁରଙ୍କ ନାଁରେ ସାଂଘାତିକ ଅଭିଯୋଗ । ମାନସିକ ନିର୍ଯାତନା ଦେଉଥିବା ଅଭିଯୋଗ ଆଣିଲେ ସେହି ବିଭାଗର ଜଣେ ମହିଳା ଅଧ୍ୟାପିକା । ଘଟଣାକୁ ଗୁରୁତର ସହ ନେଇଛନ୍ତି ବିଶ୍ବବିଦ୍ୟାଳୟର କୁଳପତି । ଘଟଣାର ତଦନ୍ତ ପାଇଁ ୫ ଜଣିଆ ଟିମ୍ ଗଠନ କରିଛନ୍ତି କୁଳପତି। ସମ୍ବଲପୁର ବିଶ୍ବ ବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗର ଆସିଷ୍ଟାଣ୍ଟ ପ୍ରଫେସର ଅଛନ୍ତି ରଜତ କୁଜୁର ।

ଅନ୍ୟପଟେ ଅଭିଯୋଗକୁ ଖଣ୍ଡନ କରିଛନ୍ତି ଆସିଷ୍ଟାଣ୍ଟ ପ୍ରଫେସର କୁଜୁର୍ । ମୋ ନାଁରେ ଷଡଯନ୍ତ୍ର କରାଯାଇଛି । ମୋ ଜାଣତରେ କିମ୍ବା ଅଜାଣତରେ କାହାକୁ ମାନସିକ ନିର୍ଯାତନା ଦେଇନି । ଅଭିଯୋଗ ସମ୍ପୁର୍ଣ୍ଣ ମିଛ ଅଟେ । ଆସନ୍ତା କାଲି ମୋ ପକ୍ଷ ରଖିବି ବୋଲି କହିଛନ୍ତି ପ୍ରଫେସର କୁଜୁର ।

ପ୍ରଫେସର ବିଧୁଭୂଷଣ ମିଶ୍ର ସମ୍ବଲପୁର ବିଶ୍ୱବିଦ୍ୟାଳୟର ନୂତନ କୁଳପତି ନିଯୁକ୍ତ
ଭୁବନେଶ୍ୱର: ପ୍ରଫେସର ବିଧୁଭୂଷଣ ମିଶ୍ର ସମ୍ବଲପୁର ବିଶ୍ୱବିଦ୍ୟାଳୟର ନୂତନ କୁଳପତି ନିଯୁକ୍ତ । ପ୍ରଫେସର ବିଧୁଭୂଷଣଙ୍କୁ କୁଳପତିଭାବେ ନିଯୁକ୍ତ କଲେ କୁଳାଧିପତି ତଥା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ । ୪ ବର୍ଷ ପାଇଁ କୁଳପତି ଦାୟିତ୍ୱ ତୁଲାଇବେ ପ୍ରଫେସର ମିଶ୍ର । ପ୍ରଫେସର ମିଶ୍ରଙ୍କର ଅଧ୍ୟାପନା କ୍ଷେତ୍ରରେ ୩୪ ବର୍ଷର ଅଭିଜ୍ଞତା ରହିଛି। ସେ ଉତ୍କଳ ବିଶ୍ୱବିଦ୍ୟାଳୟରୁ ଅବସର ନେଇଥିଲେ। ପ୍ରଫେସର ମିଶ୍ର ଉତ୍କଳ ବିଶ୍ୱବିଦ୍ୟାଳୟ ବାଣିଜ୍ୟ ବିଭାଗର ପୂର୍ବତନ ପ୍ରଫେସର ଥିଲେ ।

ପ୍ରଫେସର ମିଶ୍ର ୯ଟି ପୁସ୍ତକ ଲେଖିବା ସହ ତାଙ୍କର ଶତାଧିକ ଲେଖା ପ୍ରକାଶିତ ହୋଇଛି। ତାଙ୍କ ମାର୍ଗଦର୍ଶନରେ ଜଣେ ଡିଲିଟ୍ କରିଥିବା ବେଳେ ୩୯ ଜଣ ପିଏଚ୍‌ଡି ଓ ୩ ଜଣ ଏମ୍‌ଫିଲ୍ କରିଛନ୍ତି।

ଟଙ୍କା ହେରଫେର ଅଭିଯୋଗରେ ସମ୍ବଲପୁର ବିଶ୍ୱବିଦ୍ୟାଳୟର କୁଳପତିଙ୍କ ନାଁରେ ଏତଲା
ସମ୍ବଲପୁର: ସମ୍ବଲପୁର ବିଶ୍ୱବିଦ୍ୟାଳୟର କୁଳପତିଙ୍କ ନାଁରେ ଥାନାରେ ଏତଲା । ସମ୍ବଲପୁର ବିଶ୍ୱବିଦ୍ୟାଳୟର କୁଳପତି ସଞ୍ଜୀବ ମିତ୍ତଲଙ୍କ ନାଁରେ ଧନୁପାଲି ଥାନାରେ ଏତଲା ଦେଇଛି ସମ୍ବଲପୁର ବାର୍ ଆସୋସିଏସନ । ସମ୍ବଲପୁର ଲଜପତ ରାୟ ଲ କଲେଜର ପାଣ୍ଠିକୁ ଚଂଚକତା କରି ବିଶ୍ୱବିଦ୍ୟାଳୟ ପାଣ୍ଠିକୁ ଟ୍ରାନ୍ସଫର କରିଥିବା ଅଭିଯୋଗରେ ଏତଲା ଦେଇଛି ସଂଘ । ମିତ୍ତଲ ୬୨ ଲକ୍ଷ ୬୭ ହଜାର ଟଙ୍କା ଚଞ୍ଚକତା କରିଥିବା କହିଛି ସଂଘ ।

ସେଲ୍ଫ ଫାଇନନ୍ସି ଅର୍ଥ, କସନ ମନି ପରି କଲେଜରେ ଜମାଥିବା ୬୨ ଲକ୍ଷ ୬୭ ହଜାର ଟଙ୍କାକୁ ଟ୍ରାନ୍ସଫର କରିଥିବା ଅଭିଯୋଗ । ଏହା ସହ କଲେଜରେ ପୂର୍ବରୁ ଅବସ୍ଥାପିତ ଥିବି ଅଧ୍ୟକ୍ଷଙ୍କୁ ବାହାର କରି ଜଣେ ଅବସରପ୍ରାପ୍ତ ଅଧ୍ୟକ୍ଷଙ୍କୁ ଦାୟିତ୍ୱ ଦେଇ ସେ ଏହି କାର୍ଯ୍ୟ କରିଥିବାନେଇ ଧନୁପାଲି ଥାନାରେ ଏତଲା ହୋଇଛି ।

ପ୍ରଫେସର ମିତ୍ତଲ ବିବାଦରେ ଫସିବା ପ୍ରଥମ ଘଟଣା ନୁହେଁ । ଏହା ପୂର୍ବରୁ ୨୦୨୧ ଏପ୍ରିଲ ୨୧ ତାରିଖରେ ସମ୍ବଲପୁର ବିଶ୍ୱବିଦ୍ୟାଳୟର ଠିକା କର୍ମଚାରୀ ଦୀନବନ୍ଧୁ ମିଶ୍ରଙ୍କ ମୃତ୍ୟୁ ମାମଲାରେ ତାଙ୍କ ସମେତ ଅନ୍ୟ ଦୁଇ ଜଣ ଅଧିକାରୀଙ୍କ ନାଁରେ ମାମଲା ରୁଜୁ ହୋଇଥିଲା । ବାପାଙ୍କ ମୃତ୍ୟୁ ପାଇଁ ଭିସି ଦାୟୀ ବୋଲି ଅଭିଯୋଗ କରି ବୁର୍ଲା ଥାନାରେ ଏତଲା ଦେଇଥିଲେ ଦୀନବନ୍ଧୁଙ୍କ ପୁଅ ଅଭିଷେକ ।

ସମ୍ବଲପୁର ବିଶ୍ୱବିଦ୍ୟାଳୟ ୱେବସାଇଟ୍କୁ ହ୍ୟାକ କଲେ ପାକିସ୍ତାନୀ ହ୍ୟାକର
ସମ୍ବଲପୁର: ସମ୍ବଲପୁର ବିଶ୍ବବିଦ୍ୟାଳୟର ୱେବ୍‌ସାଇଟ୍‌ ହ୍ୟାକ୍‌ । ବିଶ୍ୱବିଦ୍ୟାଳୟର ଗ୍ରିଭାନ୍ସ ୱେବସାଇଟ ହ୍ୟାକ୍ ହୋଇଥିବା ଅଭିଯୋଗ ହୋଇଛି । ପାକିସ୍ତାନୀ ହ୍ୟାକରଙ୍କ ଦ୍ଵାରା ସମ୍ବଲପୁର ବିଶ୍ଵବିଦ୍ୟାଳୟର ଗ୍ରୀଭାନ୍ସ ୱେବସାଇଟ୍ ହ୍ୟାକ୍ ହୋଇଥିବା ସୂଚନା ମିଳିଛି । ୱେବସାଇଟ୍ ଖୋଲିଲେ ସେଥିରେ ହ୍ୟାକ ବାଏ ଡେଭିଲ କିଲର ଲେଖାଯାଇଛି। ଏହା ସହ ସବା ତଳେ ଅଲ୍ ପାକିସ୍ତାନୀ ବୋଲି ମଧ୍ୟ ଲେଖାଯାଇଛି।

ହ୍ୟାକ୍ ହୋଇଥିବା ଏହି ୱେବସାଇଟରେ ବିଶ୍ୱବିଦ୍ୟାଳୟର ସବୁ ଛାତ୍ରଛାତ୍ରୀଙ୍କ ବିସ୍ତୃତ ତଥ୍ୟ ଥାଏ । ନୋଟିସ୍, ପରୀକ୍ଷା ଓ ରେଜଲ୍ଟ ସମ୍ପର୍କୀୟ ତଥ୍ୟ ମଧ୍ୟ ରହିଥିବାରୁ ସେସବୁ ତଥ୍ୟ ଚୋରି ହେବା ଆଶଙ୍କା ପ୍ରକାଶ ପାଇଛି । ଗୋଟିଏ ପଟେ ସନ୍ଧ୍ୟାରେ ଭାରତ-ପାକିସ୍ତାନ ମ୍ୟାଚ୍ ଥିବା ବେଳେ ଅନ୍ୟପଟେ ପାକିସ୍ତାନ ଦ୍ୱାରା ୱେବସାଇଟ୍ ହ୍ୟାକ୍ ଅଭିଯୋଗ ନେଇ ଚର୍ଚ୍ଚା ଜୋର୍‌ ଧରିଛି ।

ସମ୍ବଲପୁର ବିଶ୍ବ ବିଦ୍ଯାଳୟରେ ଅଭାବନୀୟ ଘଟଣା, କୁଳପତିଙ୍କ କାର୍ଯ୍ଯାଳୟ ଆଗରେ କର୍ମଚାରୀଙ୍କ ଆତ୍ମାହୁତି ଉଦ୍ଯମ
ସମ୍ବଲପୁର: ସମ୍ବଲପୁର ବିଶ୍ବ ବିଦ୍ଯଳୟରେ ଅଭାବନୀୟ ଘଟଣା। ବିଶ୍ୱ ବିଦ୍ୟାଳୟର ଜଣେ କର୍ମଚାରୀ କୁଳପତିଙ୍କ କାର୍ଯ୍ଯାଳୟ ଆଗରେ ଆତ୍ମାହୁତି ଉଦ୍ଯମ କରିଛନ୍ତି। ଆତ୍ମହୁତି ଉଦ୍ଯମ କରିଥିବା କର୍ମଚାରୀ ଜଣଙ୍କ ହେଉଛନ୍ତି ଦୀନବନ୍ଧୁ ମିଶ୍ର।

ସୂଚନା ଅନୁଯାୟୀ, ଦୀନବନ୍ଧୁ ମିଶ୍ର ସମ୍ବଲପୁର ବିଶ୍ୱ ବିଦ୍ୟାଳୟରେ ଠିକା କର୍ମଚାରୀ ଭାବେ କାର୍ଯ୍ଯ କରନ୍ତି। ମାନଷିକ ଚପଗ୍ରସ୍ତ ହୋଇ ଏକାଡେମୀ କାଉନସିଲର ବୈଠକ ଚାଲିଥିବା ବେଳେ କିରୋସିନ୍ ଢାଳି ଆତ୍ମାହୂତି ଉଦ୍ୟମ କରିଛନ୍ତି। ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ବୁର୍ଲା ମେଡିକାଲରେ ଭର୍ତ୍ତି କରାଯାଇଛି। ତାଙ୍କ ଶରୀର ଅଧିକାଂଶ ଅଂଶ ପୋଡ଼ି ଯାଇଥିବା ଜଣାପଡ଼ିିଛି।

ଅଫଲାଇନ୍ ପରୀକ୍ଷାକୁ ବିରୋଧକରି ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ଭଙ୍ଗାରୁଜା
ବୁର୍ଲା: ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ଅଶାନ୍ତି  ଦେଖାଦେଇଛି। ଅଫଲାଇନ୍ ପରୀକ୍ଷାକୁ ବିରୋଧ କରି ସମ୍ବଲପୁର ବିଶ୍ୱବିଦ୍ୟାଳୟର କିଛି ଛାତ୍ର ଭଙ୍ଗାରୁଜା କରିଥିବା ଜଣାପଡ଼ିଛି।

ସୂଚନା ଅନୁଯାୟୀ, ବରଗଡ଼, ସମ୍ବଲପୁର ଓ ବଲାଙ୍ଗିର ଅଞ୍ଚଳର ଛାତ୍ରଛାତ୍ରୀ ପୂର୍ବରୁ ଅଫଲାଇନ୍ ପରୀକ୍ଷା କରାଇବାକୁ କୁଳପତିଙ୍କୁ ଚିଠି ଲେଖିଥିଲେ। ଆଜି ବିଶ୍ୱବିଦ୍ୟାଳୟକୁ କୁଳପତି ଓ ପରୀକ୍ଷା ନିୟନ୍ତ୍ରକଙ୍କୁ ଭେଟିବାକୁ ଚାହିଁଥିଲେ ଛାତ୍ର କଂଗ୍ରେସ ସଦସ୍ୟ । କିନ୍ତୁ କେହି ଉପସ୍ଥିତ  ନ ଥିବାରୁ ଆଲୋଚନା ହୋଇ ପାରି ନ ଥିଲା । ଏହାକୁ ନେଇ ପୁଲିସ ଓ ଛାତ୍ର କଂଗ୍ରେସର ସଦସ୍ୟ ମୁହାଁମୁହିଁ ହୋଇଥିଲେ। ପରିସ୍ଥିତି ଅଣାୟତ୍ତ ହେବାରୁ ପୁଲିସ ଲାଠି ଚାର୍ଜ କରିଛି । ଏଥିରେ ଆନ୍ଦୋଳନକାରୀ ଓ ପୁଲିସ ଆହତ ହୋଇଥିବା ଜଣାପଡ଼ିଛି ।