Hangzhou Asian Games - The Sakala

ସ୍ବର୍ଣ୍ଣ ପଦକ ବିଜେତା ହକି ତାରକା ଅମିତ ରୋହିଦାସ ଓ ବ୍ରୋଞ୍ଜ ପଦକ ବିଜେତା ଦୀପ ଗ୍ରେସ ଏକ୍କାଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଚୀନ ଏସୀୟ କ୍ରୀଡ଼ା ଓଡ଼ିଆ ହକି ତାରକାଙ୍କୁ ମୁଖ୍ୟମନ୍ତ୍ରୀ ଆଜି ସମ୍ବର୍ଦ୍ଧିତ କରିଛନ୍ତି। ସ୍ବର୍ଣ୍ଣ ପଦକ ବିଜେତା ହକି ତାରକା ଅମିତ ରୋହିଦାସ ଓ ବ୍ରୋଞ୍ଜ ପଦକ ବିଜେତା ଦୀପ ଗ୍ରେସ ଏକ୍କାଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଅମିତଙ୍କୁ ଦେଢ କୋଟି ଟଙ୍କା ଓ ଦୀପ ଗ୍ରେସଙ୍କୁ ୫୦ଲକ୍ଷ ଟଙ୍କାର ଆର୍ଥିକ ପୁରସ୍କାର ପ୍ରଦାନ କରିଛନ୍ତି। ଉଭୟ ଖେଳାଳି ଭାରତ ପକ୍ଷରୁ ପୁରୁଷ ଓ ମହିଳା ହକିରେ ପ୍ରତିନିଧିତ୍ବ କରିଛନ୍ତି।

ଚୀନ ଏସୀୟ କ୍ରୀଡ଼ାରେ ପୁରୁଷ ହକି ଦଳ ସ୍ବର୍ଣ୍ଣ ପଦକ ବିଜେତା ହୋଇଥିବା ବେଳେ ମହିଳା ଟିମ୍ ବ୍ରୋଞ୍ଜ ପଦକ ଲାଭ କରିଛି। ଦୁଇ ଖେଳାଳିଙ୍କ ଉଲ୍ଲେଖନୀୟ ପ୍ରଦର୍ଶନ ରାଜ୍ୟକୁ ଗର୍ବିତ କରିଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେମାନଙ୍କ ନିଷ୍ଠା, କଠିନ ପରିଶ୍ରମ ରାଜ୍ୟ ପାଇଁ ସମ୍ମାନ ଆଣିଦେଇଛି ବୋଲି ସେ କହିଛନ୍ତି।

ଏହି ସମ୍ବର୍ଦ୍ଧନା ଉତ୍ସବରେ ୫ଟି ସଚିବ ଭିକେ ପାଣ୍ଡିଆନ୍ ମଧ୍ୟ ଉପସ୍ଥିତ ଥିଲେ । ଦେଶ ପାଇଁ ସେମାନଙ୍କ ପ୍ରତିବଦ୍ଧତା ଏବଂ ପରିଶ୍ରମ ପାଇଁ ଉଭୟ ଖେଳାଳିଙ୍କୁ ଅଭିନନ୍ଦନ ଜଣାଇଥିଲେ।

ଉଭୟ ଅମିତ ରୋହିଦାସ ଏବଂ ଦୀପ ଗ୍ରେସ୍ ଏକ୍କା ଏହି ସମ୍ମାନ ପାଇଁ କୃତଜ୍ଞତା ଜଣାଇଥିଲେ। ସେମାନଙ୍କ କ୍ରୀଡ଼ା ସଫଳତା ଦ୍ୱାରା ଓଡ଼ିଶା ଏବଂ ଦେଶ ପାଇଁ ଅଧିକ ଗୌରବ ଆଣିବାକୁ  କଠିନ ପରିଶ୍ରମ ଜାରି ରଖିବୁ ବୋଲି କହିଥିଲେ।

ଏସୀୟ କ୍ରୀଡ଼ା ୨୦୨୩: ଜାଭଲିନ୍ ଥ୍ରୋରେ ନିରଜଙ୍କୁ ସ୍ବର୍ଣ୍ଣ, ଓଡ଼ିଆ ପୁଅ କିଶୋରଙ୍କୁ ରୌପ୍ୟ
ନୂଆଦିଲ୍ଲୀ: ଚୀନର ପୂର୍ବପ୍ରାନ୍ତରେ ଥିବା ହାଙ୍ଗଝୋଉ ସହରରେ ଚାଲିଥିବା ଏସୀୟ କ୍ରୀଡ଼ା ୨୦୨୩ରେ ଭାରତକୁ ଜାଭଲିନ ଥ୍ରୋରେ ଆଉ ଏକ ସ୍ୱର୍ଣ୍ଣ ଓ ରୌପ୍ୟ ପଦକ ମିଳିଛି। ସୁନା ପୁଅ ନିରଜ ଚୋପ୍ରାଙ୍କୁ ସ୍ବର୍ଣ୍ଣ ପଦକ ମଳିଥିବା ବେଳେ ଓଡ଼ିଆ ପୁଅ କିଶୋର ଜେନା ରୌପ୍ୟ ପଦକ ହାସଲ କରିଛନ୍ତି। ଏଥିସହ ଓଡ଼ିଆ ପୁଅ କିଶୋର ଜେନା ଅଲିମ୍ପିକ୍ସ ଯୋଗ୍ୟତା ମଧ୍ୟ ହାସଲ କରିଛନ୍ତି। ୨୦୧୮ ଏସିଆଡରେ ମଧ୍ୟ ସ୍ୱର୍ଣ୍ଣ ଜିତିଥିଲେ ନୀରଜ ।

Historic GOLD & SILVER for India 🔥🔥🔥

Neeraj Chopra wins Gold & Kishore Jena wins Silver medal in Javelin Throw.

Neeraj with SB: 88.88m

Kishore with PB: 87.54m (Also qualifies for Paris Olympics. #AGwithIAS | #IndiaAtAsianGames #AsianGames2022 pic.twitter.com/CRxQN9ZxL0

— India_AllSports (@India_AllSports) October 4, 2023

ନିରୋଜ ଚୋପ୍ରା ୮୮.୮୮ ମିଟର ଦୂରତାକୁ ଜାଭଲିନ ଫିଙ୍ଗି ସ୍ବର୍ଣ୍ଣ ପଦକ ହାସଲ କରିଥିବା ବେଳେ ଓଡ଼ିଆ ପୁଅ କିଶୋର ଜେନା ୮୭ .୫୪ ମିଟର ଦୂରତାକୁ ଜାଭଲିନ ଫିଙ୍ଗି ରୌପ୍ୟ ପଦକ ହାସଲ କରିଛନ୍ତି ।

ଏସୀୟ କ୍ରୀଡ଼ା ୨୦୨୩ : ମହିଳା ୫ ହଜାର ମିଟର ଦୌଡ଼ରେ ଭାରତକୁ ସ୍ୱର୍ଣ୍ଣ
ହାଙ୍ଗଝୋଉ: ଚୀନର ପୂର୍ବପ୍ରାନ୍ତରେ ଥିବା ହାଙ୍ଗଝୋଉ ସହରରେ ଚାଲିଥିବା ଏସୀୟ କ୍ରୀଡ଼ା ୨୦୨୩ରେ ଭାରତକୁ ଆଉ ଏକ ସ୍ୱର୍ଣ୍ଣ ପଦକ ମିଳିଛି। ମହିଳା ୫ ହଜାର ମିଟର ଦୌଡ଼ରେ ସ୍ୱର୍ଣ୍ଣ ପଦକ ହାସଲ କରିଛି ଭାରତ । ୫ ହଜାର ମିଟର ଦୌଡ଼ରେ ଭାରତ ପାଇଁ ସ୍ୱର୍ଣ୍ଣ ଆଣିଛନ୍ତି ପାରୁଲ ଚୌଧୁରୀ ।

ସେହିପରି ପୁରୁଷ ୮ଶହ ମିଟର ଦୌଡ଼ରେ ମହମ୍ମଦ ଅପସଲ୍‌ଙ୍କୁ ରୌପ୍ୟ ପଦକ ମିଳିଛି। ପୁରୁଷ ଟ୍ରିପଲ୍ ଜମ୍ପରେ ପ୍ରବୀଣ ଚିତ୍ରାଭେଲ ବ୍ରୋଞ୍ଜ ଜିତିଥିବା ବେଳେ ୪ଶହ ମିଟର ମହିଳା ହର୍ଡଲ୍ସରେ ଭିତ୍ୟ ରାମରାଜଙ୍କୁମଧ୍ୟ ବ୍ରୋଞ୍ଜ ପଦକ  ମିଳିଛି।

ଏସୀୟ କ୍ରୀଡ଼ା ୨୦୨୩: ୫୦ ମିଟର ଏୟାର ରାଇଫଲ ଟିମ୍‌ ଇଭେଣ୍ଟରେ ଭାରତକୁ ସ୍ବର୍ଣ୍ଣ
ନୂଆଦିଲ୍ଲୀ: ଚୀନର ପୂର୍ବପ୍ରାନ୍ତରେ ଥିବା ହାଙ୍ଗଝୋଉ ସହରରେ ଚାଲିଥିବା ଏସୀୟ କ୍ରୀଡ଼ା ୨୦୨୩ରେ ଭାରତକୁ ଆଉ ଏକ ସ୍ୱର୍ଣ୍ଣ ପଦକ ମିଳିଛି। ୫୦ ମିଟର ଏୟାର ରାଇଫଲ ପୁରୁଷ ଟିମ୍‌ ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ହାସଲ କରିଛି ଭାରତ । ପ୍ରତାପ ତୋମାର, ସ୍ବପ୍ନିଲ, ଅଖିଲଙ୍କ ଟିମଙ୍କୁ ଏହି ସଫଳତା ମିଳିଛି। ସେହିପରି ମହିଳା ୧୦ ମିଟର ଏୟାର ପିସ୍ତଲ ଟିମ୍‌ ଇଭେଣ୍ଟରେ ଭାରତକୁ ରୌପ୍ୟ ପଦକ ମିଳିଛି। ଏପର୍ଯ୍ୟନ୍ତ ଭାରତକୁ ମୋଟ ୨୭ଟି ପଦକ ମିଳିଛି ।

ଏସୀୟ କ୍ରୀଡ଼ା ୨୦୨୩: ୧୦ ମିଟର ଏୟାର ପିସ୍ତଲ ଟିମ୍‌ ଇଭେଣ୍ଟରେ ଭାରତକୁ ସ୍ବର୍ଣ୍ଣ
ନୂଆଦିଲ୍ଲୀ: ଚୀନର ପୂର୍ବପ୍ରାନ୍ତରେ ଥିବା ହାଙ୍ଗଝୋଉ ସହରରେ ଚାଲିଥିବା ଏସୀୟ କ୍ରୀଡ଼ା ୨୦୨୩ରେ ଭାରତକୁ ଆଉ ଏକ ସ୍ୱର୍ଣ୍ଣ ପଦକ ମିଳିଛି।  ସୁଟିଂରେ ପୁଣି ଭାରତକୁ ଏକ ସ୍ୱର୍ଣ୍ଣ ପଦକ ମିଳିଛି। ପୁରୁଷ ୧୦ ମିଟର ଏୟାର ପିସ୍ତଲ ଟିମ୍‌ ଇଭେଣ୍ଟରେ ଏହି ସ୍ୱର୍ଣ୍ଣ ପାଦକ ହାସଲ କରିଛି ଭାରତ। ଅଜୁର୍ନ ଚିମା, ସରବଜୋତ ସିଂ, ଶିବ ନରୱାଲଙ୍କ ଟିମ ସ୍ୱର୍ଣ୍ଣ ପଦକ ଜିତିଛି।

ଏସୀୟ କ୍ରୀଡ଼ା ୨୦୨୩: ଫାଇନାଲରେ ଶ୍ରୀଲଙ୍କାକୁ ହରାଇ ସ୍ବର୍ଣ୍ଣ ପଦକ ଜିତିଲା ଭାରତୀୟ ମହିଳା କ୍ରିକେଟ ଟିମ୍
ନୂଆଦିଲ୍ଲୀ: ଏସୀୟ କ୍ରୀଡ଼ାରେ ଭରାତ ଆଉ ଏକ ସ୍ବର୍ଣ୍ଣ ପଦକ ହାସଲ କରିଛି। ସ୍ବର୍ଣ୍ଣ ପଦକ ଜିତିଲେ ଭାରତୀୟ ମହିଳା କ୍ରିକେଟ ଟିମ । ଶ୍ରୀଲଙ୍କାକୁ ହରାଇ ଏହି ସ୍ବର୍ଣ୍ଣ ପଦକ ଜିତିଛି ଭାରତୀୟ ମହିଳା କ୍ରିକେଟ ଟିମ । ଫାଇନାଲରେ ୧୯ ରନରେ ଜିତିଛି ଭାରତ । ପ୍ରଥମେ ବ୍ୟାଟିଂ କରି ୧୧୬ ରନ କରିଥିଲା ଭାରତ । ଜବାବରେ ଶ୍ରୀଲଙ୍କା ୮ ୱିକେଟ ହରାଇ ୯୭ କରିବାକୁ ସକ୍ଷମ ହୋଇଥିଲା। ଫଳରେ ଭାରତ ଏହି ମ୍ୟାଚକୁ ୧୯ ରନରେ ଜିତି ନେଇଛି।