ODINEWS - The Sakala
କାଲିମେଳା-ଲଗାଣ ବର୍ଷା: ବୁଡ଼ିଲା ଏମ୍.ଭି-୯୬ ପୋଲ, ଯାତାୟାତ ଠପ୍
କାଲିମେଳା: କାଲିମେଳା-ଲଗାଣ ବର୍ଷାରେ ବୁଡ଼ିଲା ଏମ୍.ଭି-୯୬ ପୋଲ। ବ୍ରିଜ ଉପରେ ୨ ଫୁଟର ପାଣି ପ୍ରବାହିତ ହେଉଛୁ। ଫଳରେ ମାଲକାନଗିରି ଠାରୁ ସୀମାନ୍ତ ମୋଟୁ ୩୨୬ନମ୍ବର ଜାତୀୟ ରାଜପଥ ଉପରେ ଗାଡ଼ି ଚଲାଚଳ ସମ୍ପୂର୍ଣ୍ଣ ବନ୍ଦ ରହିଛି ହେଉଛି। ଉଭୟ ପାର୍ଶ୍ବରେ ଶତାଧିକ ଗାଡି ମୋଟର ଅଟକ ରହିଛି।
ଅନ୍ୟପଟେ, ଲଘୁଚାପ ପ୍ରଭାବରେ ୧୯ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ବିଶେଷକରି ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଆଜି ଏବଂ ୧୮ ତାରିଖରେ ପ୍ରବଳ ବର୍ଷା ପାଇଁ କଳାହାଣ୍ଡି, ରାୟଗଡା, ନବରଙ୍ଗପୁର, କୋରାପୁଟ ଏବଂ ମାଲକାନଗିରିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
ଆଜି ପୁରୀ ଗଜପତିଙ୍କ ଶ୍ରୀନଅରରେ ପାଳିତ ହେବ ସୁନିଆଁ ଉତ୍ସବ
ପୁରୀ: ଆଜି ହେଉଛି ପବିତ୍ର ସୁନିଆଁ ଉତ୍ସବ । ଆଜିଠାରୁ ପୁରୀ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ରାଜତ୍ୱର ୧୪ ଶହ ୩୧ ସାଲ ୬୭ ଅଙ୍କର ପ୍ରବେଶ ହୋଇଛି । ଏହି ଅବସରରେ ପୁରୀ ଗଜପତିଙ୍କ ଶ୍ରୀନଅରରେ ପାଳିତ ହେବ ସୁନିଆଁ ଉତ୍ସବ । ଗଜପତି ମହାରାଜ ସ୍ବତନ୍ତ୍ର ପରିପାଟୀରେ ସିଂହାସନରେ ଉପବେଶନ କରିବା ପରେ ରାଜଗୁରୁ ଅନ୍ୟାନ ସେବାୟତଙ୍କ ଉପସ୍ଥିତିରେ ସୁବର୍ଣ୍ଣ ମୁଦ୍ରାରେ ଏହି ଅଙ୍କକୁ ଖୋଦେଇ କରାଯିବ । ଏହାପରେ ଏହି ମୁଦ୍ରାକୁ ପ୍ରଚଳନ କରାଯିବାର ପରମ୍ପରା ରହିଛି । ୧୬ ଶାସନର ବ୍ରାହ୍ମଣ ଅନ୍ୟ ବିଶିଷ୍ଟ ଅତିଥିଙ୍କ ଉପସ୍ଥିତିରେ ସ୍ବତନ୍ତ୍ର ରୀତିନୀତିରେ ଏହି ଅଙ୍କକୁ ପ୍ରଚଳନ କରାଯିବ ।
ଆଜିଠାରୁ ଏହି ଅଙ୍କ ଜାତକ ଓ ପାଞ୍ଜି ଗଣନାରେ ବ୍ୟବହାର କରାଯିବ । ସୁନିଆଁ ଅବସରରେ ଶ୍ରୀନହର ପ୍ରାଙ୍ଗଣରେ ଅନୁଷ୍ଠିତ ହେବ ବିଶେଷ ପୂଜାର୍ଚ୍ଚନା । ଗଜପତିଙ୍କର ଏହି ପୂଜାକୁ ଦେବାର୍ଚ୍ଚନା କୁହାଯାଏ । ସେହିପରି ଆଜି ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି ମଧ୍ୟ ପାଳନ କରାଯିବ ।
ପରୀକ୍ଷା ହଲରେ ଟଳିପଡିଲେ ଷ୍ଟାଫ୍ ସିଲେକ୍ସନ କମିଶନ ପରୀକ୍ଷାର୍ଥୀ
ବାରିପଦା: ପରୀକ୍ଷା ହଲରେ ଟଳି ପଡିଲେ ପରୀକ୍ଷାର୍ଥୀ। ଓଡ଼ିଶା ଷ୍ଟାଫ୍ ସିଲେକ୍ସନ କମିଶନ ପରୀକ୍ଷା ଦେବା ବେଳେ ଘଟିଛି ଅଘଟଣ। ପରୀକ୍ଷା ଦେଉଥିବା ବେଳେ ଘଟଣା ସ୍ଥଳରେହିଁ ପରୀକ୍ଷାର୍ଥୀଙ୍କ ମୃତ୍ୟୁ ଘଟିଛି। ମୟୂରଭଞ୍ଜ ଜିଲ୍ଲାର ଉଦଳା ଥାନା ପଟଶାଣୀପୁରର କୈଳାସ ସିଂଙ୍କ ପୁଅ ଦିନବନ୍ଧୁ ରବିବାର ସକାଳେ ତକତପୁର ସ୍ଥିତ ଆଇନ ମହାବିଦ୍ୟାଳୟ ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେବାକୁ ଆସିଥିଲେ। ଓଏସ୍ଏସ୍‌ର ପ୍ରଭିଜନାଲ ଏକ୍ସାମିନେସନ ଫୋର ଟେକନିକାଲ ସର୍ଭିସେସ ପରୀକ୍ଷା ଥିଲା। ରବିବାର ସକାଳ ୮ଟା ସମୟରେ ପରୀକ୍ଷା ଆରମ୍ଭ ହୋଇଥିଲା। ପରୀକ୍ଷା ଆରମ୍ଭରେ ହଠାତ୍ ତାଙ୍କ ଛାତିରେ ଯନ୍ତ୍ରଣା ହୋଇଥିଲା। କିଛି ସମୟ ପରେ ଦିନବନ୍ଧୁ ଅସୁସୁତା ଅନୁଭବ କରିବା ସହ ଅଚେତ ହୋଇଯାଇଥିଲେ। ତାଙ୍କୁ ତୁରନ୍ତ ଆମ୍ବୁଲାନ୍ସ ଯୋଗେ ବାରିପଦା ପିଆରଏମ ହସ୍ପିଟାଲକୁ ଅଣାଯାଇଥିଲା। ମାତ୍ର ଡାକ୍ତର ତାଙ୍କୁ ହସ୍ପିଟାଲରେ ମୃତ ଘୋଷଣା କରିଛନ୍ତି। କେଉଁ କାରଣରୁ ମୃତ୍ୟୁ ଘଟିଲା ତାହା ଶବ ବ୍ୟବଚ୍ଛେଦ ପରେ ଜଣା ପଡିବାକୁ ଥିବା ବେଳେ ପ୍ରବଳ ଗରମ ଯୋଗୁଁ ଏଭଳି ଘଟିଥିବା ସନ୍ଦେହ କରାଯାଉଛି।
ଆସନ୍ତାକାଲି ପ୍ରକାଶ ପାଇବ ଓଜେଇଇ ପରୀକ୍ଷା ଫଳ
ଭୁବନେଶ୍ବର: ଆସନ୍ତାକାଲି ପ୍ରକାଶ ପାଇବ ଓଜେଇଇ ପରୀକ୍ଷା ଫଳ। ଦିନ ୧୧ ଟାରେ ବିଭାଗୀୟ ମନ୍ତ୍ରୀ ପ୍ରୀତି ରଞ୍ଜନ ଘଡ଼ାଇ ଫଳ ପ୍ରକାଶ କରିବେ। ଏହା ପରେ ଛାତ୍ରଛାତ୍ରୀମାନେ ୱେବ୍ ସାଇଟ୍ ରୁ ନିଜ ରେଜଲ୍ଟ ପାଇ ପାରିବେ। www.ojee.nic.in ରେ ଉପଲବ୍ଧ ହେବ ରେଜଲ୍ଟ। ଚଳିତ ବର୍ଷ ମେ’ ୮ ରୁ ୧୨ ତାରିଖ ହୋଇଥିଲା ପରୀକ୍ଷା। ୫୫ ହଜାର ୯୭୯ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଛନ୍ତି। ଏଥିପାଇଁ ରାଜ୍ୟରେ ରାଜ୍ୟରେ ୪୪ ଟି କେନ୍ଦ୍ର ସହ ରାଜ୍ୟ ବାହାରେ ୩ ଟି କେନ୍ଦ୍ର କରାଯାଇଥିଲା। ରାଜ୍ୟରେ ଥିବା ଘରୋଇ ବୈଷୟିକ ଶିକ୍ଷାନୁଷ୍ଠାନରେ ପଢ଼ିବା ପାଇଁ ଦେବାକୁ ପଡେ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା। ଚଳିତବର୍ଷ ସମ୍ପୂର୍ଣ୍ଣ କମ୍ପ୍ୟୁଟର ବେଶଡ୍ ମୋଡରେ ହୋଇଥିଲା ପରୀକ୍ଷା।
ଭୁବନେଶ୍ୱର: ଜଷ୍ଟିସ ଡେଲିଭରିରେ ଓଡି଼ଶା ବେଷ୍ଟ । ମିଳୁଛି ନ୍ୟାୟ, ନାହିଁ ପୁଲିସର ଫେକ ଏନକାଉଣ୍ଟର୍ । ଥାନାକୁ ଗଲେ ପୁଲିସ ଦେଖାଉଛି ଭଲ ବ୍ୟବହାର । ସର୍ବଭାରତୀୟ ସର୍ଭେ ସଂସ୍ଥା ଇଣ୍ଡିଆ ଜଷ୍ଟିସ୍ ରିପୋର୍ଟ ଅନୁଯାୟୀ ଓଡ଼ିଶାରେ ନ୍ୟାୟ ପ୍ରଦାନ ଓ ପୁଲିସିଂରେ ଯଥେଷ୍ଟ ଉନ୍ନତି ଆସିଛି । ୨୦୨୨ରେ ଓଡ଼ିଶା ସ୍ଥାନ ୧୦ରେ ରହିଛି । ଯାହାକି ଗ୍ରୀନ୍ ଜୋନରେ ଦର୍ଶାଉଛି । ୨୦୨୦ରେ ଓଡ଼ିଶା ନ୍ୟାୟ ପ୍ରଦାନରେ ୧୧ତମ ସ୍ଥାନରେ ଥିଲା । ଯେବେଠୁ ୫ଟି ଓ ମୋ ସରକାର ବ୍ୟବସ୍ଥା ସକ୍ରିୟ ହୋଇଛି ସେବେଠାରୁ ନ୍ୟାୟ ପ୍ରଦାନ ଆହୁରି ତ୍ବରାନ୍ବିତ ହୋଇଛି । ଉତ୍ତରପ୍ରଦେଶ ୧୮ ତମ ସ୍ଥାନରେ ରହି ସବୁଠୁ ତଳେ ରହିଛି। ତା ଉପରକୁ ରହିଛି ପଶ୍ଚିମବଙ୍ଗ, ବିହାର, ରାଜସ୍ଥାନ । ବିଶେଷକରି ବିଜେପି ଶାସିତ ରାଜ୍ୟଗୁଡ଼ିକ ଓଡ଼ିଶାଠାରୁ ପଛରେ ରହିଛନ୍ତି । ଲୋକଙ୍କୁ ନ୍ୟାୟ ପ୍ରଦାନ ପାଇଁ ନ୍ୟାୟାଧୀଶଙ୍କ ଭୂମିକା ଅତୁଳନୀୟ । ତଥାପି କୋର୍ଟର ଭିତ୍ତିଭୂମି ଓ ସ୍ବଚ୍ଛ ପୋଲିସ ବ୍ୟବସ୍ଥା ଯୋଗୁ ନ୍ୟାୟ ପ୍ରଦାନ ପାଇଁ ସହାୟକ ହୋଇଥାଏ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାମ୍ବିଧାନିକ ସଂସ୍ଥାର ଗରିମା ଓ ଲୋକଙ୍କୁ ନ୍ୟାୟ ପ୍ରଦାନ ପାଇଁ ଭିତ୍ତିଭୂମି ସୁଦୃଢ଼ କରିଛନ୍ତି । ଇ-ଗଭର୍ଣ୍ଣାନ୍ସ ଓଡ଼ିଶା ହାଇକୋର୍ଟ ସର୍ବଶ୍ରେଷ୍ଠ କୋର୍ଟ ଭାବେ ସୁପ୍ରିମକୋର୍ଟଙ୍କ ଦ୍ବାରା ପୁରସ୍କୃତ ହୋଇଛନ୍ତି ।
ପୁଲିସ ଓ ମାନବସମ୍ବଳ ପରିଚାଳନାରେ ଓଡ଼ିଶା ୪ ନମ୍ବର ରାଙ୍କରେ ରହିଛି । ସବୁଠୁ ଶ୍ରେଷ୍ଠ ପୋଲିସ ଷ୍ଟେସନ୍ ବୋଲି ଆସିକା ଥାନା କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରାଳୟ ଦ୍ବାରା ପୁରସ୍କୃତ ହୋଇଛି । ୨୦୨୪ ସୁଦ୍ଧା ସବୁ ବ୍ଲକରେ ହେବ ଇ-କୋର୍ଟ୍ । ୪ଟି ପାରାମିଟର ଯଥା ପୁଲିସ, ପ୍ରିଜନ୍ସ୍, ଜୁଡିସିଆରୀ ଓ ଲିଗାଲ୍ ଏଡ୍ ଆଧାରରେ ସବୁ ରାଜ୍ୟ ପାଇଁ ଏହି ରିପୋର୍ଟ ପ୍ରସ୍ତୁତ ହୁଏ । ୧୦୦ଟି ଇଣ୍ଡିକେଟର ସହିତ ପ୍ରତ୍ୟେକ ରାଜ୍ୟରେ ବାସ୍ତବ ସ୍ଥିତି ଯାଞ୍ଚ କରି କ୍ୟୁରେଟର ସର୍ଭେ କରିଥାନ୍ତି । ଏଥିରେ କୌଣସି ତ୍ରୁଟି ନ ଥାଏ ବୋଲି ସ୍ପଷ୍ଟ କରିଛନ୍ତି ପୂର୍ବତନ ପୋଲିସ ମହାନିର୍ଦ୍ଦେଶକ ।
ତହସିଲଠାରୁ ଓ କୋର୍ଟ ସବୁ କାର୍ଯ୍ଯ ଯେପରି ଅନଲାଇନ୍ ହେବ ସେ ନେଇ ରାଜ୍ୟ ସରକାର ପ୍ରସ୍ତୁତ କରିଛନ୍ତି ଭିତ୍ତିଭୂମି। ସବୁ ପଞ୍ଚାୟତ ହେବ ସ୍ମାର୍ଟ୍ । ଆଗାମୀ ଦିନରେ ନ୍ୟାୟ ପ୍ରଦାନରେ ଏକ ନମ୍ବର ରାଜ୍ୟ ହେବାକୁ ସରକାର ପ୍ରସ୍ତୁତ କରୁଛନ୍ତି ରୋଡ୍ ମ୍ୟାପ୍।
ନିୟମିତ ହେଲେ ଚୁକ୍ତିଭିତ୍ତିକ ଶିକ୍ଷକ ଓ ଶିକ୍ଷୟିତ୍ରୀ, ଉପକୃତ ହେବେ ୧୮ ହଜାରରୁ ଅଧିକ ହାଇସ୍କୁଲ ଶିକ୍ଷକ
ଭୁବନେଶ୍ୱର: ଚୁକ୍ତିଭିତ୍ତିକ ହାଇସ୍କୁଲ ଶିକ୍ଷକଙ୍କୁ ରାଜ୍ୟ ସରକାରଙ୍କ ବଡ଼ ଉପହାର। ନିୟମିତ ହେଲେ ରାଜ୍ୟର ଚୁକ୍ତିଭିତ୍ତିକ ହାଇସ୍କୁଲ ଶିକ୍ଷକ । ଚୁକ୍ତିଭିତ୍ତିକ ନିଯୁକ୍ତି ପାଇଥିବା ଶିକ୍ଷକ ନିୟମିତ ହୋଇଛନ୍ତି। ୬ ମାସ ପରେ ଚୁକ୍ତିଭିତ୍ତିକ ଶିକ୍ଷକଙ୍କୁ ନିୟମିତ କରିଛି ଗଣଶିକ୍ଷା ବିଭାଗ । ଏହାଦ୍ବାରା ଉପକୃତ ହେବେ ୧୮ହଜାରରୁ ଅଧିକ ହାଇସ୍କୁଲ ଶିକ୍ଷକ । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ନିୟମିତ କରିବାକୁ ବହୁ ଦିନରୁ ଶିକ୍ଷକମାନେ ଦାବି କରୁଥିଲେ । ମୁଖ୍ୟମନ୍ତ୍ରୀ ଜାପାନ ଗସ୍ତରୁ ଫେରି ସମସ୍ୟା ସମ୍ପର୍କରେ ଆଲୋଚନା କରି ନିୟମିତ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ଦାବି ପୂରଣ ହୋଇଥିବାରୁ ଖୁସି ପ୍ରକାଶ କରି ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି ଶିକ୍ଷକ।
ପୁଞ୍ଜିନିବେଶରେ ଜାତୀୟ ହାର ଠାରୁ ଆଗରେ ଓଡ଼ିଶା
ଭୁବନେଶ୍ବର: ପୁଞ୍ଜିନିବେଶରେ ଜାତୀୟ ହାର ଠାରୁ ଓଡ଼ିଶା ଅଧିକ। ଜାତୀୟ ହାର ୨୨ ପ୍ରତିଶତ ଥିବାବେଳେ ଓଡ଼ିଶାରେ ୪୫-୪୭% ରହିଛି।  ରାଜ୍ୟରେ ନୂତନ ଶିଳ୍ପ ନୀତି ୨୦୨୨ ଗତ ଡିସେମ୍ବରରୁ ପ୍ରାଣୟନ ହେଉଛି। ମେକ ଇନ ଓଡ଼ିଶା ୨୦୨୨ ଜରିଆରେ ୭୪୧ ଶିଳ୍ପ ପାଇଁ ଆଗ୍ରହ ପ୍ରସ୍ତାବ ଆସିଛି। ଏହା କାର୍ଯ୍ଯକ୍ଷମ ହେଲେ, ୧୦ଲକ୍ଷ ୪୮ ହଜାର ୮୦୭ କୋଟି ପୁଞ୍ଜି ନିବେଶ ଆସିବ।  ଏଥିରେ ୧୦ଲକ୍ଷ ୩୭ହଜାର ୮୦୧ନିଯୁକ୍ତି ସୃଷ୍ଟି ହେବ। ଏ ଯାଏ ୧୫୬ ବୃହତ ଶିଳ୍ପ ଆଂଶିକ ଓ ପୂର୍ଣ୍ଣ କାର୍ୟ୍ୟକ୍ଷମ ହୋଇଛି। ୭ ଟି ବୃହତ ଶିଳ୍ପ ଡାଉନଷ୍ଟ୍ରିମ ଆଲୁମିନିୟନ କାର୍ଯ୍ଯକାରୀ ହେଉଛି। ପ୍ଲାଣ୍ଟ ଲେବେଲ ପରାମର୍ଶଦାତା କମିଟି ଜରିଆରେ ଜିଲ୍ଲା ସ୍ତରରେ ଅନୁମୋଦନ ମିଳୁଛି।
ମେକ ଇନ ଓଡ଼ିଶା ୨୦୧୬ ରେ ୮୪ଶିଳ୍ପ ପ୍ରସ୍ତାବ ଆସିଥିଲା । ଯାହା ୨ଲକ୍ଷ୩୨ହଜାର୩୫ କୋଟିର ପୁଞ୍ଜି ନିବେଶ ଲକ୍ଷ୍ୟ ଥିଲା। ୫୮ ଶିଳ୍ପକୁ ଅନୁମୋଦନ ମିଳିଥିଲା ।  ୨୭ ଶିଳ୍ପ କାମ ଚଳାଇଛନ୍ତି। ୪ ଶିଳ୍ପ ଉତ୍ପାଦନ ଆରମ୍ଭ କରିଥିବାବେଳେ ୮ ଟି ଖୁବ ଶୀଘ୍ର ଉତ୍ପାଦନ ଆରମ୍ଭ କରିବେ। ସେହିପରି ମେକ ଇନ ଓଡ଼ିଶା ୨୦୧୮ ରେ ୨୦୨ ଶିଳ୍ପ ପ୍ରସ୍ତାବ ଆସିଥିଲା ।  ଯାହା ୪ ଲକ୍ଷ ୨୩ହଜାର ୧୧୫କୋଟିର ନିବେଶ ଲକ୍ଷ୍ୟ ଥିଲା। ୧୦ଶିଳ୍ପକୁ ଅନୁମୋଦନ ମିଛି।  ୭୧ ଶିଳ୍ପର କାମ ଚାଲିଛି। ୧୧ ଶିଳ୍ପ ଉତ୍ପାଦନ ଆରମ୍ଭ କରିଛନ୍ତି।
ତେବେ କ୍ୟାପିଟାଲ ଇଣ୍ଡଷ୍ଟ୍ରିରେ ନିଯୁକ୍ତି କମିବାର କାରଣ ହେଉଛି ଯେ ବଡ଼ ବଡ଼ ଶିଳ୍ପ ସଂସ୍ଥା ଟେକନୋଲୋଜି ବ୍ୟବହାରକୁ ଗୁରୁତ୍ୱ ଦେଉଛନ୍ତି। କାରଣ ସେମାନେ କୋଟି କୋଟି ଟଙ୍କା ନିବେଶ କରିଛନ୍ତି। ଏପରି ସ୍ଥିତିରେ ଡାଉନଷ୍ଟ୍ରିମ ଇଣ୍ଡଷ୍ଟ୍ରି ଆବଶ୍ୟକ। ଏଥିପାଇଁ ୩୬ ଶିଳ୍ପ ସଂସ୍ଥା ସହ ଚୁକ୍ତି ହୋଇଛି। ଯେଉଁଥିରେ ଅଧିକାଂଶ ଟାଟା କମ୍ପାନୀର। ସେମାନଙ୍କୁ କଳିଙ୍ଗନଗରରେ ଜାଗା ଦିଆଯାଇଛି ଓ ସେମାନେ କାମ ଆରମ୍ଭ କରିଥିବା ନେଇ ଗୃହରେ ଉତ୍ତର ରଖିଲେ ଶିଳ୍ପ ମନ୍ତ୍ରୀ ପ୍ରତାପ କେଶରୀ ଦେବ। ସେହିପରି ପାରାଦ୍ୱୀପକୁ ପେଟ୍ରୋକେମିକାଲ ହବ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି। ୨୦% ଓଡ଼ିଶାବାସୀଙ୍କୁ ଓଡ଼ିଶାର ଶିଳ୍ପ ସଂସ୍ଥାରେ ନିଯୁକ୍ତି ଦେବାର ନିୟମ ରଖିଛନ୍ତି ରାଜ୍ୟ ସରକାର। ସେହପରି ଯେଉଁ ଔଷଧ କମ୍ପାନୀ ଓଡ଼ିଶାରେ ଶିଳ୍ପ ପ୍ରତିଷ୍ଠା ପାଇଁ ଆଗ୍ରହ ଦେଖାଇବେ ସେ ଗୁଡ଼ିକୁ ସର୍ବାଧିକ ପ୍ରୋତ୍ସାହନ ଦେବା ନେଇ ଗୃହକୁ ଅବଗତ କରିଛନ୍ତି ଶିଳ୍ପ ମନ୍ତ୍ରୀ ।
ବିଶ୍ୱର ଶ୍ରେଷ୍ଠ ସ୍ଥାନ ତାଲିକାରେ ମୟୂରଭଞ୍ଜ: ଟାଇମ ମାଗାଜିନ ‘ବିଶ୍ୱର ସର୍ବୋକୃଷ୍ଟ ସ୍ଥାନ-୨୦୨୩’ ତାଲିକା ପ୍ରକାଶିତ
ବାରିପଦା: ବିଶ୍ୱର ସମ୍ମାନ ଜନକ ତଥା ପ୍ରମୁଖ ‘ଟାଇମ’ ମାଗାଜିନରେ ପ୍ରକାଶିତ ବିଶ୍ୱର ସର୍ବୋକୃଷ୍ଟ ସ୍ଥାନ-୨୦୨୩ ତାଲିକାରେ ମୟୂରଭଞ୍ଜ ସ୍ଥାନ ପାଇଛି। ମାଗାଜିନ ଦ୍ୱାରା ପ୍ରକାଶିତ ଏହି ରିପୋର୍ଟରେ ବେଲଗଡ଼ିଆ ରାଜପ୍ରସାଦ, ଶିମିଳିପାଳ ଅଭୟାରଣ୍ୟ ପରିଭ୍ରମଣ ଓ ଏହାର କଳାବାଘ, ଏସିଆନ ହାତୀ, ଐତିହାସିକ ମନ୍ଦିର, ମୟୂରଭଞ୍ଜ ଛଉ ନୃତ୍ୟ, ହସ୍ତତନ୍ତ ଡକରା ଓ ସବାଇ ହସ୍ତଶିଳ୍ପ ଇଦ୍ୟାତି ବିଷୟରେ ଉଲ୍ଲେଖ ରହିଛି। ମୟୂରଭଞ୍ଜ ରାଜକୁମାରୀ ଅକ୍ଷିତା କୁମାରୀ ମଞ୍ଜରୀ ଭଞ୍ଜଦେଓ ଏହି ଖୁସି ଖବର ଟ୍ୱିଟ ମାଧ୍ୟମରେ ଜଣାଇ ଖୁସି ପ୍ରକାଶ କରିଛନ୍ତି। ଦୈନିକ ‘ସକାଳ’ ପକ୍ଷରୁ ତାଙ୍କୁ ଯୋଗାଯୋଗ କରାଯିବାରୁ ମୟୂରଭଞ୍ଜରେ ପର୍ଯ୍ୟଟନ ଶିଳ୍ପରେ ଅନେକ ସମ୍ଭାବନା ଥିବା ବେଳେ ୪ବର୍ଷ ତଳେ ବିଶ୍ୱ ପର୍ଯ୍ୟଟନ ମାନଚିତ୍ରରେ ସ୍ଥାନ ଦେବା ପାଇଁ ଆମ ପରିବାର ଅକ୍ଳାନ୍ତ ପରିଶ୍ରମ କରିଆସିଥିଲୁ। ଯାହା ଆଜି ବାସ୍ତବ ରୂପ ନେଇଛି। ଆଗାମୀ ଦିନରେ ମୟୂରଭଞ୍ଜକୁ ବିଶ୍ୱରୁ ବହୁ ବିଦେଶୀ ପର୍ଯ୍ୟଟକ ଆସିବା ସମ୍ଭାବନା ସୃଷ୍ଟି ହୋଇଛି। ଯାହାକି ପରୋକ୍ଷରେ ଜିଲ୍ଲାରେ ଅନେକ ରୋଜଗାର ସୃଷ୍ଟି ସହିତ ସାମାଜିକ ଓ ଅର୍ଥନୈତିକ ଅଭିବୃଦ୍ଧିରେ ସହାୟକ ହେବ। ପ୍ରକାଶଥାଉ କି, ଏଥିପୂର୍ବରୁ ରାଜପରିବାରଙ୍କ ପ୍ରଚେଷ୍ଟାରେ ବହୁ ଜାତୀୟ ଅନ୍ତର୍ଜାତୀୟ ପତ୍ର ପତ୍ରିକାରେ କଳା, ସଂସ୍କୃତି, ହସ୍ତଶିଳ୍ପ ଓ ପର୍ଯ୍ୟଟନ ସମ୍ପର୍କରେ ଲେଖାମାନ ପ୍ରକାଶ ପାଇବା ପରେ ବିଦେଶୀ ପର୍ଯ୍ୟଟକଙ୍କ ସଂଖ୍ୟା ବୃଦ୍ଧି ପାଇଛି।
ଭିଜିଲାନ୍ସ ଜାଲରେ ଖଣି ବିଭାଗର ଅତିରିକ୍ତ ନିର୍ଦ୍ଦେଶକ, ୯ରୁ ଉର୍ଦ୍ଧ୍ବ ସ୍ଥାନରେ ଏକକାଳୀନ ଚଢାଉ ଜାରି
କେନ୍ଦୁଝର: ଭିଜିଲାନ୍ସ ଜାଲରେ ଖଣି ବିଭାଗର ଅତିରିକ୍ତ ନିର୍ଦ୍ଦେଶକ ଉମେଶ ଚନ୍ଦ୍ର ଜେନା। ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଉମେଶ ଚନ୍ଦ୍ରଙ୍କ ଘରେ ଭିଜିଲାନ୍ସ  ପକ୍ଷରୁ ଚଢ଼ାଉ କରାଯାଉଛି। କେନ୍ଦୁଝର ସ୍ଥିତ ବାସଭବନ, ଘସିପୁରା ଅଞ୍ଚଳରେ ଥିବା ଶ୍ବଶୁର ଘର ସମେତ ଏକକାଳୀନ ୯ଟି ସ୍ଥାନରେ ଭିଜିଲାନ୍ସ ସେଲ କଟକ ପକ୍ଷରୁ ଚଢ଼ାଉ ଚାଲିଥିବା ଜଣାପଡିଛି।
କେନ୍ଦୁଝରର ୯ ଟି ସ୍ଥାନ ଯଥା କଲେଜ ରୋଡ଼, ବିଣିଆପାଟ, ଜେ ଆର ବଜାଜ ସୋ ରୁମ, ହୋଟେଲ ଇଣ୍ଡିଆ , ମାଗୁରୁ ଗାଡିଆ , ଗମ୍ଭାରିଆ ‘ ଶିରିଶ ପାଳ ପୌତୃକ ବାସ ଭବନ , ଆନନ୍ଦପୁର ଘଷିପୁରାରେ ଥିବା ଶ୍ୱଶୁର ଘର ଓ ବଡ଼ବିଲଠାରେ ଭିଜିଲାନ୍ସ ଅଧିକାରୀ ମାନେ ଚଢ଼ାଉ କରିଥିବା ଜଣାପଡିଛି । ପୂର୍ବରୁ ଶ୍ରୀ ଜେନା କେନ୍ଦୁଝର ଯୋଡା ଖଣି ମଣ୍ଡଳରେ ଖଣି ଉପ ନିର୍ଦ୍ଦେଶକ ଥିବା ସମୟରେ ତାଙ୍କ ବିରୋଧରେ ବହୁବାର ଦୁର୍ନିତି ଅଭିଯୋଗ ହୋଇଥିଲା । ଚଢ଼ାଉ ଜାରି ରହିଥିବାରୁ ସବିଶେଷ ତଥ୍ୟ ମିଳିନାହିଁ।  ଭୁବନେଶ୍ୱରର ସ୍ୱତନ୍ତ୍ର ଭିଜିଲାନ୍ସ ବିଚାରପତିଙ୍କ ଦ୍ୱାରା ଜାରି ଆଦେଶ ବଳରେ ୧୦ଜଣ ଡିଏସପି, ୭ଇନ୍ସପେକ୍ଟର ଏବଂ ଅନ୍ୟ କର୍ମଚାରୀଙ୍କ ନେତୃତ୍ୱରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଏକକାଳୀନ ଚଢ଼ାଉ କରାଯାଉଛି।
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପୁରୀ ଗସ୍ତକୁ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବ୍ଯାପକ ପ୍ରସ୍ତୁତି, ଦେଢ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ
ଭୁବନେଶ୍ବର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପୁରୀ ଗସ୍ତକୁ ନେଇ ଆଜି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଓ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଛତିଶା ନିଯୋଗ, ନିତୀ ସବ କମିଟି ଓ ଶ୍ରୀମନ୍ଦିର ପରିଚାଳନା କମିଟିର ସଦସ୍ୟମାନେ ଯୋଗ ଦେଇଥିଲେ। ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ରାଷ୍ଟ୍ରପତିଙ୍କ ଗସ୍ତ ଓ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ପାଇଁ ବୈଠକରେ ସେବାୟତଙ୍କ ସହଯୋଗ କାମନା କରାଯାଇଥିଲା। ରାଷ୍ଟ୍ରପତି ଶ୍ରୀମନ୍ଦିରକୁ ଆସନ୍ତା ୧୦ ତାରିଖ ଦିନ ମଧ୍ୟାହ୍ନ ୧୨ ଟା ରୁ ୧ ଟା ପର୍ଯ୍ୟନ୍ତ ଦର୍ଶନ କରିବେ। ସୁରକ୍ଷା ଦୃଷ୍ଟିରୁ ଦର୍ଶନର ଦେଢ଼ ଘଣ୍ଟା ପୂର୍ବରୁ ପ୍ରାୟ ୧୦ ଟା ୩୦ ରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏହି ସମୟ ମଧ୍ୟରେ ଶ୍ରୀମନ୍ଦିରକୁ ଶୋଧ କରାଯାଇ କେବଳ ପାଳିଆ ସେବାୟତମାନେ ଶ୍ରୀମନ୍ଦିର ପରିସରରେ ରହିବେ। ଶ୍ରୀମନ୍ଦିର ପରିସରରେ ରାଷ୍ଟ୍ରପତି ମହାପ୍ରସାଦ ସେବନ କରିବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତି ଶ୍ରୀମନ୍ଦିର ଯାଇ ଦର୍ଶନ କରିବା ପରେ ସର୍ବସାଧାରଣ ଦର୍ଶନ ଆରମ୍ଭ କରାଯିବ। ସିଂହଦ୍ଵାର ନିକଟରେ ଥିବା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ। ଏ ସମସ୍ତ ଦର୍ଶନ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ପାଇଁ ଆଜି ଅନୁଷ୍ଠିତ ବୈଠକରେ ଜିଲ୍ଲାପାଳ ସମର୍ଥ ବର୍ମା, ଏସପି କନୱର ବିଶାଳ ସିଂ, ପରିଚାଳନା କମିଟି ସଦସ୍ୟ ଓ ଛତିଶା ନିଯୋଗର ପ୍ରମୁଖ ସଦସ୍ୟ ସାମିଲ ହୋଇଥିଲେ।
ଛେଳି ଚରାଇବାକୁ ଯାଇଥିବା ବେଳେ ଅଘଟଣ: ବଜ୍ରାଘାତରେ ୨ ମୃତ
ଘଟଗାଁ: କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ଅନ୍ତର୍ଗତ ସାନ୍ତରାପୁର ଗ୍ରାମରେ ବଜ୍ରାଘାତରେ ଦୁଇଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସାନ୍ତରାପୁର ଗ୍ରାମର ହୀରାମଣି ମୁଣ୍ଡା(୬୫) ଓ ବିନତି ମୁଣ୍ଡା(୩୫) ବୋଲି ଜଣାପଡିଛି।
ସୂଚନା ଅନୁଯାୟୀ, ଆଜି ଅପରାହ୍ନ ଉଭୟ ଛେଳି ଚରାଇବାକୁ ନିକଟସ୍ଥ ଜଙ୍ଗଲକୁ ଯାଇଥିବା ପ୍ରବଳ ବର୍ଷା ହୋଇଥିଲା । ଏହି ସମୟରେ ଦୁଇଜଣ ଜଙ୍ଗଲରେ ଏକ ପଥର ଖୋଲରେ ରହିଥିଲେ। ହଠାତ ବଜ୍ରାଘାତ ହେବାରୁ ଉଭୟ ଟଳିପଡ଼ିଥିଲେ। ସ୍ଥାନୀୟ ଲୋକଙ୍କ ସହାୟତାରେ ଉଭୟଙ୍କୁ ଘଟଗାଁ ମେଡିକାଲରେ ଭର୍ତି କରାଯାଇଥିଲା। ହେଲେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ।
ଲାଞ୍ଚ ନେଇ ଧରାପଡ଼ିଲେ ଆସିକା ବିଇଓ ଅଫିସର କନିଷ୍ଠ କିରାଣୀ
ଆସିକା: ଆସିକା ବ୍ଲକ୍ ଅନ୍ତର୍ଗତ କେଶରାପଲ୍ଲୀ ଉଚ୍ଚପ୍ରାଥମିକ ବିଦ୍ୟାଳୟରୁ ସହକାରୀ ଶିକ୍ଷକ ନବଘନ ଗୌଡ଼ ଗତ ଏପ୍ରିଲ୍ ୩୦ରେ ଅବସର ଗ୍ରହଣ କରିଛନ୍ତି। ସହକାରୀ ଶିକ୍ଷକ ଶ୍ରୀ ଗୌଡ଼ ନିଜର ୩୦ବର୍ଷିଆ ଏମ୍ଏସିପି ପ୍ରାପ୍ୟ ପାଇବା ପାଇଁ ଆସିକା ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟକୁ ବହୁବାର ଆସି ବିଭାଗୀୟ କନିଷ୍ଠ କିରାଣୀ ମନୋଜ କୁମାର ପ୍ରଧାନଙ୍କୁ ଭେଟି ଦରଖାସ୍ତ ଦେଇଥିଲେ। ହେଲେ କନିଷ୍ଠ କିରାଣୀ ମନୋଜକୁମାର ପ୍ରଧାନ ଅବସରପ୍ରାପ୍ତ ଶିକ୍ଷକ ଶ୍ରୀ ଗୌଡ଼ଙ୍କୁ ୫ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଏ ନେଇ ଅବସରପ୍ରାପ୍ତ ସହକାରୀ ଶିକ୍ଷକ ନବଘନ ଗୌଡ଼ ଘଟଣା ସମ୍ପର୍କରେ ଭିଜିଲାନ୍ସ ବିଭାଗର ଦ୍ୱାରସ୍ଥ ହୋଇଥିଲେ। ରବିବାର ଅପରାହ୍ନରେ ସ୍ଥାନୀୟ ଘରୋଇ ବସଷ୍ଠାଣ୍ଡ ଠାରେ କନିଷ୍ଠ କିରାଣୀ ମନୋଜକୁମାର ପ୍ରଧାନ ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ୫ହଜାର ଟଙ୍କା ନେଉଥିବା ବେଳେ ଛପି ରହିଥିବା ବ୍ରହ୍ମପୁର ଭିଜିଲାନ୍ସ ବିଭାଗ ଅଧିକାରୀ ତାଙ୍କୁ ଧରିଥିଲେ। କିରାଣୀ ମନୋଜ କୁମାର ପ୍ରଧାନ ରହୁଥିବା ବାଣୀବିହାର ମୁଖ୍ୟରାସ୍ତା ପାଶ୍ୱର୍ରେ ଥିବା ଭଡ଼ାଘରେ ମଧ୍ୟ ଖବର ଲେଖା ହେବା ପର୍ଯ୍ୟନ୍ତ ଚଢ଼ଉ ଜାରି ରହିଛି।