Guideline - The Sakala

ବଣଭୋଜି କରୁଥିଲେ ସାବଧାନ, ପ୍ରଦୂଷଣ କଲେ ହେବ କାର୍ଯ୍ୟାନୁଷ୍ଠାନ: ଜଙ୍ଗଲ ଓ ପରିବେଶ ମନ୍ତ୍ରୀ
ଭୁବନେଶ୍ଵର: ବଣ ଭୋଜି କରୁଥିଲେ ସାବଧାନ, ପ୍ରଦୂଷଣ କଲେ ହେବ କଡା କାର୍ଯ୍ୟାନୁଷ୍ଠାନ। ବଣଭୋଜି ଉପରେ ପଲ୍ୟୁସନ୍ କଣ୍ଟ୍ରୋଲବୋର୍ଡ ନଜର ରଖିଥିବା ସୂଚନା ଦେଇଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ । ମନ୍ତ୍ରୀ କହିଛନ୍ତି କି, ଭୁବନେଶ୍ଵର ପ୍ରଦୂଷଣ ମାତ୍ରା ଡେଞ୍ଜର ଲେବୁଲ ଉପରେ ରହିବା ଚିନ୍ତାଜନକ। ସମସ୍ତେ ଏଥିପାଇଁ ସତର୍କ ରହିବା ଆବଶ୍ୟକ। ବଣଭୋଜି କରିବାକୁ ଯାଉଥିଲେ ସତର୍କ ରୁହନ୍ତୁ । ବଣଭୋଜି ନାଁରେ ପ୍ରଦୂଷଣ କଲେ ହେବ କାର୍ଯ୍ୟାନୁଷ୍ଠାନ । ପଲ୍ୟୁସନ୍ କଣ୍ଟ୍ରୋଲବୋର୍ଡ ନଜର ରଖିଛି। ଇକୋ ଟୁରିଜିମ ସ୍ଥାନରେ ନଜର ରଖିଛି ପଲ୍ୟୁସନ୍ କଣ୍ଟ୍ରୋଲବୋର୍ଡ।

ଓଡ଼ିଶାରେ ପ୍ରଦୂଷଣ ବଢୁଛି । ଅନୁଗୁଳ,ବାଲେଶ୍ବର, ତାଳଚେର ଭୁବନେଶ୍ଵର ରେ AQI ଅଧିକ ରହୁଛି। ଭୁବନେଶ୍ୱର ଅବସ୍ଥା ବିପଦଜନକ। ଲୋକେ ସଚେତନ ହେବା ଆବଶ୍ୟକ। ରାଜ୍ୟରେ ପ୍ରଦୂଷଣ ବଢିବା ପରେ ପରିବହନ ବିଭାଗକୁ ଅନୁରୋଧ କରାଯାଇଥିଲା ପଦକ୍ଷେପ ନେବାକୁ। କିନ୍ତୁ ଏତିକି ପଦକ୍ଷେପ ବି ଯଥେଷ୍ଟ ନୁହେଁ। ଲୋକେ ସତର୍କ ରହିବାକୁ ପଡିବ। ଖୁବଶୀଘ୍ର ଅର୍ବାନ, ଇଣ୍ଡଷ୍ଟ୍ରି, ପରିବହନ ବିଭାଗ, ଶିଳ୍ପ ବିଭାଗ ସହ ସମନ୍ୱୟ ବୈଠକ ବସିବ। ମାଇନ୍ସ ଏରିଆରେ ୱାଟର ସ୍ପ୍ରୀଙ୍କଲାର ସଠିକ ଭାବେ କାମ କରୁଛି ନା ନାହିଁ ତଦନ୍ତ ହେବା ଆବଶ୍ୟକ ରହିଛି। ସଠିକ ଭାବେ sop ପାଳନ ହେଉଛି ନା ନାହିଁ ତର୍ଜମା କରିବାକୁ ନିର୍ଦ୍ଦେଶ ରହିଛି।

ଦୁର୍ଗାପୂଜା ପାଇଁ କମିଶନରେଟ ପୋଲିସର ମାର୍ଗଦର୍ଶିକା ଜାରି, ରାତି ୧୨ଟା ଯାଏଁ ଚାଲିବ ସାଂସ୍କୃତିକ କାର୍ଯ୍ୟକ୍ରମ
ଭୁବନେଶ୍ୱର: ଦୁର୍ଗାପୂଜା ପାଇଁ କମିସନରେଟ୍ ପୁଲିସର ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଶାନ୍ତିଶୃଙ୍ଖଳାର ସହ ଦୁର୍ଗାପୂଜା ଆୟୋଜନ ପାଇଁ ଅଣ୍ଟା ଭିଡ଼ିଛି ପ୍ରଶାସନ । ଭୁବନେଶ୍ୱରରେ ଚଳିତବର୍ଷ ଦୁର୍ଗାପୂଜାରେ ରାତି ୧୨ଟା ଯାଏଁ ଜାରି ରହିବ ମେଲୋଡ଼ି । ରାତି ୧୦ଟା ପରିବର୍ତ୍ତେ ରାତି ୧୨ଟା ପର୍ଯ୍ୟନ୍ତ ମେଲୋଡ଼ି ଚାଲିବ । ଭସାଣ ବେଳେ ଭାଇବ୍ରେଟ୍ ମ୍ୟୁଜିକ ବ୍ୟବହାର ନ କରିବାକୁ ଅନୁରୋଧ କରିଛନ୍ତି ପୋଲିସ କମିଶନର । ପୂଜା ସମୟରେ ଆଇନଶୃଙ୍ଖଳା ବ୍ୟବସ୍ଥା, ପୂଜା ସୁବ୍ୟବସ୍ଥିତ କିଭଳି ହେବ ତାହାକୁ ନେଇ ଆଲୋଚନା ହୋଇଛି। ପୂଜାକୁ କିପରି କ୍ରାଇମ-ଫ୍ରି କରାଯିବ ସେ ନେଇ ମଧ୍ୟ ପୁଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଉଛି।

ଚଳିତବର୍ଷ ରାଜଧାନୀ ଭୁବନେଶ୍ୱରରେ ଦୁର୍ଗାପୂଜାରେ ୧୮୩ ପୂଜା ମଣ୍ଡପ ହେଉଛି । କଟକରେ ପୂଜା ମଣ୍ଡପ ସଂଖ୍ୟା ୧୬୮। ସହରରେ ହେଉଥିବା ପୂଜା ଓ ଭସାଣ ପାଇଁ ସିଙ୍ଗଲ ୱିଣ୍ଡୋ ବ୍ୟବସ୍ଥା କରାଯାଇଛି । ଯାହାଦ୍ୱାରା ଲାଇସେନ୍ସ ପାଇବାରେ ସମସ୍ୟା ହେବ ନାହିଁ । ବୈଠକରେ ବରିଷ୍ଠ ପୋଲିସ ଅଧିକାରୀଙ୍କ ସହ ଭୁବନେଶ୍ୱରର ତିନି ବିଧାୟକ, ଅଗ୍ନିଶମ, ୱାଟ୍କୋ, ଟାଟା ପାୱାର ଓ ଟ୍ରାଫିକର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।