Thursday Horoscop - The Sakala
ମେଷ: ଅଧିକ ଚିନ୍ତା ଶରୀର ଉପରେ ନକାରାତ୍ମକ ପ୍ରଭାବ ପକାଇପାରେ। ଶୁଣାକଥା ଉପରେ ବିଶ୍ବାସ କରନ୍ତୁ ନାହିଁ। ସମ୍ପର୍କରେ ଦୃଢ଼ତା ଆସିବ। ନିଜ ବାକ୍ୟ ଉପରେ ସଂଯମତା ରକ୍ଷା କରନ୍ତୁ।
ବୃଷ: ସ୍ବାସ୍ଥ୍ୟ ପ୍ରତି ଯତ୍ନଶୀଳ ହେବେ। ବିଦେଶରୁ ବିବାହ ପ୍ରସ୍ତାବ ଆସିପାରେ। ବରିଷ୍ଠ ଅଧିକାରୀଙ୍କ ସହଯୋଗ ପାଇ ଆଗେଇ ଯିବେ। ବ୍ୟବସାୟରେ ଉନ୍ନତି ହୋଇପାରେ। ଆର୍ଥିକ ଅନଟନ ଦୂର ହେବ।
ମିଥୁନ: ଗୁରୁତ୍ତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇ ଆଗକୁ ବଢ଼ିବେ। ପରିବାରବର୍ଗଙ୍କ ବ୍ୟବହାରରେ ମନଦୁଃଖ ହୋଇପାରେ। କର୍ମକ୍ଷେତ୍ରରେ ଅନ୍ୟମନସ୍କ ରହିବାରୁ କାମ ବିଗିଡ଼ିଯାଇପାରେ। କ୍ୟାରିୟରରେ ବିଶେଷ ଧ୍ୟାନ ଦିଅନ୍ତୁ।
କର୍କଟ: ମାନସିକ ଚିନ୍ତାରେ ରହିବେ। କାର୍ଯ୍ୟାଳୟ କାମରେ ଦୂରଯାତ୍ରା କରିପାରନ୍ତି। ନିଜ ଲକ୍ଷ୍ୟ ଉପରେ ଧ୍ୟାନ କେନ୍ଦ୍ରିତ କରନ୍ତୁ। ପାରିବାରିକ ସମ୍ପର୍କରେ ତିକ୍ତତା ଦେଖାଦେଇପାେର।
ସିଂହ: ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ସନ୍ତାନମାନଙ୍କ କାର୍ଯ୍ୟକଳାପରେ ଖୁସି ହେବେ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ବନ୍ଧୁବାନ୍ଧବଙ୍କ ସହଯୋଗ ପାଇବେ।
କନ୍ୟା: ମନୋବଳ ମଜଭୁତ୍‌ ରହିବ। କର୍ମକ୍ଷେତ୍ରରେ ନିଜର ସୃଜନଶୀଳତାର ପରିଚୟ ଦେବେ। ଜୀବନସାଥୀଙ୍କଠାରୁ ସବୁକ୍ଷେତ୍ରରେ ସହଯୋଗ ପାଇବେ। ଛାତ୍ରଛାତ୍ରୀ କ୍ୟାରିୟରରେ ଉନ୍ନତି କରିବେ।
ତୁଳା: ଆୟର ନୂତନ ପଥ ଉନ୍ମୁକ୍ତ ହେବ। ପରିବାର ସଦସ୍ୟଙ୍କୁ ନେଇ ଚିନ୍ତିତ ରହିବେ। କର୍ମକ୍ଷେତ୍ରରେ ଏକାଗ୍ରତା ସହ କାର୍ଯ୍ୟ କରି ସଫଳ ହେବେ। କୋର୍ଟ କଚେରୀ ମାମଲାରେ ପଡ଼ିଯାଇ ପାରନ୍ତି।
ବିଛା: ଉତ୍ସାହର ସହ ସମସ୍ତ କାର୍ଯ୍ୟ ସଂପୂର୍ଣ୍ଣ କରିବେ। ସାଙ୍ଗସାଥୀଙ୍କ ସହ ଭ୍ରମଣ ଯୋଗ ରହିଛି। ସହକର୍ମୀଙ୍କଠାରୁ ସହଯୋଗ ପାଇବେ। ପାରିବାରିକ ତିକ୍ତତା ଉପୁଜିପାରେ।
ଧନୁ: ଗୁରୁଜନଙ୍କ ପରାମର୍ଶର ମାନ୍ୟତା ରଖନ୍ତୁ। ଅନ୍ୟର ଭାବନାକୁ କଷ୍ଟ ଦେବାରୁ ନିବୃତ୍ତ ରୁହନ୍ତୁ। ତରବରିଆ ଭାବରେ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ଦରକାରୀ କାର୍ଯ୍ୟ ପ୍ରତି ଅଧିକ ଯତ୍ନଶୀଳ ହୁଅନ୍ତୁ।
ମକର: ସମାଜରେ ମାନ ପ୍ରତିଷ୍ଠା ବୃଦ୍ଧି ପାଇବ। ନୂତନ ଯାନବାହନ କିଣିବାର ଯୋଗ ରହିଛି। ମାନସିକ ଦୁଶ୍ଚିନ୍ତାରେ ରହିବେ। ଗୁରୁଜନଙ୍କ ସହ ତୀର୍ଥସ୍ଥଳୀ ଯାଇପାରନ୍ତି।
କୁମ୍ଭ: ନିଜ ଭାବନା ଉପରେ ନିୟନ୍ତ୍ରଣ ରଖନ୍ତୁ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଦେଖାଦେବ। ଅଯଥା ବାଦବିବାଦ ପରିବାରରେ ଅଶାନ୍ତି ବୃଦ୍ଧି କରିବ। ନିଜର ସୌନ୍ଦର୍ଯ୍ୟତା ପାଇଁ ପ୍ରଶଂସାର ପାତ୍ର ହେବେ।
ମୀନ: କଠିନ ପରିଶ୍ରମର ଫଳ ପାଇବେ। କର୍ମକ୍ଷେତ୍ରରେ ନିଜ ପ୍ରତିଭାର ପ୍ରମାଣ ଦେବେ। ଅନ୍ୟକୁ ଅଧିକ ବିଶ୍ବାସ କରନ୍ତୁ ନାହିଁ। ପ୍ରେମ ଓ ଦାମ୍ପତ୍ୟ ଜୀବନ ମଧୁର ରହିବ।
ମେଷ: କୌଣସି ଅପ୍ରୀତିକର ପରିସ୍ଥିତିରେ ପଡ଼ିପାରନ୍ତି। ସକାରାତ୍ମକ ଚିନ୍ତା ରଖନ୍ତୁ। ବାଧାବିଘ୍ନ ଦୂରହେବ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ବନ୍ଧୁବାନ୍ଧବଙ୍କ ସହ ମିଳିମିଶା ବଢ଼ିବ। ପାରିବାରର ସାହାଯ୍ୟ ଲୋଡ଼ିବେ।
ବୃଷ: ଦିନଟି ଭଲ ରହିବ। ବେପାରୀମାନେ ଲାଭବାନ ହେବେ। କର୍ମକ୍ଷେତ୍ରରେ ଉପହାର ପାଇପାରନ୍ତି। ନିଜ ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ। ପ୍ରେମ ଓ ଦାମ୍ପତ୍ୟ ଜୀବନ ସୁଖମୟ ହେବ।
ମିଥୁନ: ପ୍ରିୟଜନଙ୍କୁ ନିରାଶ କରନ୍ତୁ ନାହିଁ। କର୍ମକ୍ଷେତ୍ରରେ ହତୋତ୍ସାହ ହେବେ। ଆର୍ଥିକ କ୍ଷେତ୍ରରେ ସୁଧାର ଦେଖାଦେବ। ପରିବାର ସଦସ୍ୟଙ୍କ ଭଲମନ୍ଦ ବୁଝାବୁଝି କରିବେ। ଗାଡ଼ି ଚଳାଇବା ସମୟରେ ସାବଧାନ ରୁହନ୍ତୁ।
କର୍କଟ: ଦୀର୍ଘଦିନର ଅପୂର୍ଣ୍ଣ କାର୍ଯ୍ୟ ପୂରଣ ହେବ। ଧାର ଦେଇଥିବା ଧନ ଫେରି ପାଇବେ। ଉଚ୍ଚାଧିକାରୀଙ୍କ ସାହାଯ୍ୟ ପାଇବେ। ଆର୍ଥିକ ସ୍ଥିତି ଭଲ ରହିବ। ପାରିବାରିକ ସମ୍ପର୍କ ମଧୁର ହେବ।
ସିଂହ: ଦିନଟି ମଧ୍ୟମ ଧରଣର ରହିବ। ଗୁରୁଜନଙ୍କ ସହ ମତଭେଦ ଦେଖାଦେଇପାରେ। ଆର୍ଥିକ କ୍ଷେତ୍ରରେ ସୁଧାର ଆସିବ। କର୍ମକ୍ଷେତ୍ରରେ ପରିଶ୍ରମୀ ହେବେ। ଜୀବନସାଥୀଙ୍କ ବ୍ୟବହାରରେ ଦୁଃଖିତ ହୋଇପାରନ୍ତି।
କନ୍ୟା: ଦିନଟି ଉତ୍ସାହମୟ ରହିବ। ସହକର୍ମୀଙ୍କ ଉପରେ ସହଜରେ ଭରସା କରନ୍ତୁ ନାହିଁ। ଅର୍ଥପ୍ରାପ୍ତିର ଯୋଗ ରହିଛି। ବିବାଦୀୟ ସ୍ଥିତିରୁ ଦୂରେଇ ରହନ୍ତୁ। ପରିବାର ସଦସ୍ୟଙ୍କ ସହ ଉତ୍ତମ ବୁଝାମଣା ରହିବ।
ତୁଳା: ଭାଇଭଉଣୀଙ୍କ ସହଯୋଗ ପାଇବେ। କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ। ପ୍ରେମ ଓ ଦାମ୍ପତ୍ୟ ଜୀବନ ସୁଖମୟ ହେବ। ତରବରିଆ ଭାବରେ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ।
ବିଛା: ଅବିବାହିତମାନଙ୍କ ପାଇଁ ଦିନଟି ଭଲ ରହିବ। ସନ୍ତାନସନ୍ତତିଙ୍କୁ ନେଇ ଖୁସିରେ ରହିବେ। ମହିଳାମାନେ ଆଦରଣୀୟା ହେବେ। ଆର୍ଥିକ ସ୍ଥିତି ମଜଭୁତ୍‌ ହେବ। ଛାତ୍ରଛାତ୍ରୀ ପଢ଼ାଲେଖାରେ ମନ ଦେବେ।
ଧନୁ: ଘରୋଇ ସମସ୍ୟା ଉପୁଜିପାରେ । ମନରେ ନୂତନ ବିଚାରାଧାରା ଆସିବ। ଆୟ ଅଧିକ ରହିବ। ଭ୍ରମଣଯୋଗ ରହିଛି। ଉଚ୍ଚାଧିକାରୀଙ୍କ ସାହଯ୍ୟରେ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟକୁ ସଂପୂର୍ଣ୍ଣ କରିବେ।
ମକର: ନୂତନ ଗୃହ କ୍ରୟ କରିବା ପାଇଁ ଯୋଜନା କରିବେ। ନିଜ ଇଚ୍ଛା ଅନୁଯାୟୀ କାର୍ଯ୍ୟ କରିବେ। ମାନସମ୍ମାନର ଅଧିକାରୀ ହେବେ। ଦାମ୍ପତ୍ୟ ଜୀବନ ମଧୁର ହେବ। ଭାଇଭଉଣୀଙ୍କ ସହଯୋଗ ପାଇବେ।
କୁମ୍ଭ: ଦିନଟି ଚଳଚଞ୍ଚଳ ରହିବେ। ଅଚାନକ ଧନ ଲାଭ ହୋଇପାରେ। ସହକର୍ମୀଙ୍କ ସହ ତର୍କବିତର୍କ ହୋଇପାରେ। ପରିବାର ସଦସ୍ୟଙ୍କ ସହ ସମୟ ଅତିବାହିତ କରିବେ। ପ୍ରେମୀଯୁଗଳଙ୍କ ପାଇଁ ଦିନଟି ଭଲ ରହିବ।
ମୀନ: ଗୁରୁଜନଙ୍କ କଥାକୁ ମାନି ଚଳନ୍ତୁ। ଚାକିରିରେ ଦାୟିତ୍ବବୋଧ ରହିବ। ଦେହ ଓ ମନ ଭଲ ରହିବ। ଲେଖାପଢ଼ାରେ ଭାଇଭଉଣୀଙ୍କ ସାହଯ୍ୟ ଲୋଡ଼ିପାରନ୍ତି। ପାରିବାରିକ ଜୀବନ ସୁଖମୟ ରହିବ।
ମେଷ: ଉଚ୍ଚ ଆଶା ପୂରଣ ହେବ। ଭ୍ରାତୃ ଭଗ୍ନୀଙ୍କର ସହଯୋଗ ମିଳିବ। ରାଜନୀତିରେ ନେତୃତ୍ବ ନେଇ ସଫଳ ହେବେ। ଶିଳ୍ପ ଓ ବାଣିଜ୍ୟରେ ସମୃଦ୍ଧି ପ୍ରାପ୍ତି ହେବ। ଶିକ୍ଷାର୍ଥୀ ନିଷ୍ଠାବାନ୍‌ ହେବେ। ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି।
ବୃଷ: ଆର୍ଥିକ ଯୋଜନା କରି ସଫଳ ହେବେ। ପଡ଼ୋଶୀଙ୍କ ସହଯୋଗ ପାଇବେ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ବାଣିଜ୍ୟରେ ସୁଫଳ ମିଳିବ। ଶିକ୍ଷାର୍ଥୀ ଅଧ୍ୟୟନପ୍ରିୟ ହେବ। ଶୁଭ ଅଙ୍କ-୨, ଶୁଭ ରଙ୍ଗ- ଧଳା।
ମିଥୁନ: ଦିନଟି ସୁଖସନ୍ତୋଷ ଭିତରେ କଟିବ। ଚାକିରିରେ ପ୍ରଶଂସା ପାଇବେ। ରାଜନୀତିରେ ସହଯୋଗ ପାଇବେ। ବାଣିଜ୍ୟରେ ଆଶାଜନକ ଫଳ ପାଇବେ। ଶିକ୍ଷାର୍ଥୀ ଉଚ୍ଚାଭିଳାଷୀ ହେବେ। ଶୁଭ ଅଙ୍କ-୫, ଶୁଭ ରଙ୍ଗ- ସବୁଜ।
କର୍କଟ: ଅନିଶ୍ଚିତତା କାରଣରୁ କାର୍ଯ୍ୟ ଅସଫଳ ହେବ। ରାଜନୀତିରେ ବିବାଦୀୟ ପରିସ୍ଥିତି ରହିବ। ଚାକିରିରେ ସମସ୍ୟା ରହିବ। ବାଣିଜ୍ୟରେ ପ୍ରତିକୂଳ ପରିସ୍ଥିତି ରହିବ ଶିକ୍ଷାର୍ଥୀ ଆଳସ୍ୟ ରହିବେ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍‌।
ସିଂହ:ସ୍ବପ୍ନ ସାକାର ହେବ। ପ୍ରଶାସନିକ ଓ ରାଜନୀତିରେ ପ୍ରସିଦ୍ଧି ବଢ଼ିବ। ମହିଳାମାନେ ଯଶକୀର୍ତ୍ତି ପାଇବେ। ବାଣିଜ୍ୟରେ ଲୋକପ୍ରିୟତା ହେବେ। ଶିକ୍ଷାର୍ଥୀ ଦୃଢ଼ମନା ହେବେ। ଶୁଭ ଅଙ୍କ-୩,ଶୁଭ ରଙ୍ଗ- ହଳଦିଆ।
କନ୍ୟା:କିଛିଟା ସମସ୍ୟା ଭିତରେ ଆଗେଇ ଚାଲିବେ। ରାଜନୀତିରେ ସକ୍ରିୟ ରହିବେ। ଚାକିରିରେ ନିଷ୍ଠା ରହିବ। ବାଣିଜ୍ୟରେ ସଞ୍ଚୟ ହେବ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ-୪,ଶୁଭ ରଙ୍ଗ- ମେଟାଲିକ୍‌।
ତୁଳା:ଦିନଟି ଅନୁଶାସନ ଭିତରେ କଟାଇବେ। ରାଜନୀତିରେ ସମ୍ମାନିତ ହେବେ। ମହିଳାମାନେ ଧର୍ମପରାୟଣା ହେବେ। ବାଣିଜ୍ୟ ଓ ଶିକ୍ଷା କ୍ଷେତ୍ରରେ ସଫଳ ହେବେ। ଶୁଭ ଅଙ୍କ- ୮,ଶୁଭ ରଙ୍ଗ-କଳା।
ବିଛା: କର୍ମକ୍ଷେତ୍ରରେ ଠକାମିରେ ପଡ଼ିପାରନ୍ତି। ଚାକିରିରେ କାର୍ଯ୍ୟବହୁଳ ରହିବ। ରାଜନୀତିରେ ଷଡ଼ଯନ୍ତ୍ରରେ ପଡ଼ିପାରନ୍ତି। ବାଣିଜ୍ୟ ଓ ଶିକ୍ଷାକ୍ଷେତ୍ରରେ ଅସଫଳ ହେବେ। ଶୁଭ ଅଙ୍କ- ୭, ଶୁଭ ରଙ୍ଗ- କଫି।
ଧନୁ: ବନ୍ଧୁବାନ୍ଧବଙ୍କ ସହଯୋଗ ପାଇ ସଫଳ ହେବେ। ରାଜନୀତିରେ ପ୍ରସିଦ୍ଧି ବଢ଼ିବ। ପରିବହନ ଓ ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ। ଶିକ୍ଷାର୍ଥୀ ଉତ୍ସାହତି ରହିବେ। ଶୁଭ ଅଙ୍କ- ୨,ଶୁଭ ରଙ୍ଗ- ସିଲଭର୍‌।
ମକର: ଦୃଢ଼ ମନୋବଳ ଓ କାର୍ଯ୍ୟ ସଫଳ ହେବ। ଚାକିରିରେ ଦାୟିତ୍ବବୋଧ ରହିବ। ମହିଳାମାନେ ସ୍ବାଭିମାନୀ ହେବେ। ବାଣିଜ୍ୟ ଲାଭ ମିଳିବ। ଶିକ୍ଷାର୍ଥୀ ପରିଶ୍ରମୀ ହେବେ। ଶୁଭ ଅଙ୍କ- ୩,ଶୁଭ ରଙ୍ଗ-ହଳଦିଆ।
କୁମ୍ଭ: ଶୃଙ୍ଖଳିତ ଧାରାରେ କାର୍ଯ୍ୟ କରି ସଫଳ ହେବେ। ରାଜନୀତିରେ ଲୋକପ୍ରିୟତା ବଢ଼ିବ। ବାଣିଜ୍ୟରେ ଲାଭଜନକ ରହିବ। ଶିକ୍ଷାର୍ଥୀ ଅଜ୍ଞାଧୀନ ରହିବେ। ଶୁଭ ଅଙ୍କ- ୮,ଶୁଭ ରଙ୍ଗ- ନୀଳ।
ମୀନ: ଅଯଥା ଝମେଲାରେ ଫସିଯାଇପାରନ୍ତି। ଚାକିରିରେ କାର୍ଯ୍ୟଭାର ରହିବ। ରାଜନୀତିରେ ପ୍ରତିନ୍ଦ୍ବନ୍ଦ୍ବୀ ବଢ଼ିେବ। ବାଣିଜ୍ୟ ମାନ୍ଦା ରହିବ। ଶିକ୍ଷାର୍ଥୀ ଅବହେଳା କରିବେ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍‌।
ମେଷ: କାର୍ଯ୍ୟ ବିଳମ୍ବ ହେଲେ ମଧ୍ୟ ସଫଳତା ପାଇବେ। ଚାକିରିରେ ବ୍ୟସ୍ତତା ଭିତରେ କଟିବ। ମହିଳାମାନେ ଉଦାରମନା ରହିବେ। ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ। ଶିକ୍ଷାର୍ଥୀ ଅବହେଳା କରିବେ। ଶୁଭ ଅଙ୍କ-୯, ଶୁଭ ରଙ୍ଗ-ଲାଲ।
ବୃଷ: ଦିନଟି ବିଷମ ପରିସ୍ଥିତି ଦେଇ ଗତି କରିବେ। ଚାକିରିରେ କର୍ତ୍ତୃପକ୍ଷଙ୍କର ଆକ୍ରୋଶର ଶିକାର ହୋଇପାରନ୍ତି। ପରିବହନ ଓ ବାଣିଜ୍ୟରେ କ୍ଷତି ହୋଇପାରେ। ଶିକ୍ଷାର୍ଥୀ ଭ୍ରମରେ ପଡ଼ିପାରନ୍ତି। ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍‌।
ମିଥୁନ: କର୍ମକ୍ଷେତ୍ରରେ ଉତ୍ସାହଜନକ ପରିସ୍ଥିତି ରହିବ। ରାଜନୀତିରେ ଜନସେବାରେ ବ୍ରତୀ ହେବେ। ମହିଳାମାନେ ରକ୍ଷଣଶୀଳା ହେବେ। ଶିଳ୍ପ ଓ ବାଣିଜ୍ୟରେ ଆଶାଜନକ ଫଳ ମିଳିବ। ଶିକ୍ଷାର୍ଥୀ ପ୍ରସନ୍ନ ରହିବେ। ଶୁଭ ଅଙ୍କ-୩, ଶୁଭ ରଙ୍ଗ- ହଳଦିଆ।
କର୍କଟ: ଦିନଟି କର୍ମତତ୍ପର ରହିବେ। ଚାକିରିରେ ସହଯୋଗ ପାଇବେ। ରାଜନୀତିରେ ବିରୋଧୀ ପ୍ରଶମିତ ହେବେ। ପରିବହନ ଓ ବାଣିଜ୍ୟରେ ପ୍ରସାର ହେବ। ଶିକ୍ଷାର୍ଥୀ ଭ୍ରମଣପ୍ରିୟ ହେବେ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-କମଳା।
ସିଂହ:କୌଣସି ବିଷୟକୁ ନେଇ ଚିନ୍ତାରେ ରହିବେ। ଚାକିରିରେ ଅସହଯୋଗ ଦେଖାଦେବ। ରାଜନୀତିରେ ବିରୋଧୀ ପ୍ରଭାବିତି କରିବେ। ବାଣିଜ୍ୟ ମନ୍ଥର ରହିବେ। ଶିକ୍ଷାର୍ଥୀ ଚିନ୍ତାରେ ରହିବେ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ।
କନ୍ୟା: ବନ୍ଧୁବାନ୍ଧବଙ୍କ ସହଯୋଗ ପାଇ ଆଗେଇବେ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧ଄ ପାଇବ। ଚାକିରିରେ ଚଳଚଞ୍ଚଳ ରହିବେ। ବାଣିଜ୍ୟ ଓ ଶିକ୍ଷା କ୍ଷେତ୍ରରେ ସଫଳତା ପାଇବେ। ଶୁଭ ଅଙ୍କ-୬,ଶୁଭ ରଙ୍ଗ- ସିଲ୍‌ଭର୍‌।
ତୁଳା:କୌଣସି ବଡ଼ଧରଣର କାର୍ଯ୍ୟକୁ ନେଇ ଚିନ୍ତାରେ ରହିବେ। ଭ୍ରାତୃ ଭଗ୍ନୀଙ୍କର ସହଯୋଗ ମିଳିବ। ପରିବହନ ଓ ବାଣିଜ୍ୟ ଲାଭଜନକ ରହିବ। ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ। ଶୁଭ ଅଙ୍କ- ୨,ଶୁଭ ରଙ୍ଗ-ଧଳା।
ବିଛା: ଆର୍ଥିକ କ୍ଷେତ୍ରରେ ପ୍ରଭାବିତ ହେବେ। ପଡ଼ୋଶୀଙ୍କ ସହ ମନାନ୍ତର ହୋଇପାରେ । ରାଜନୀତିରେ ବିବାଦୀୟ ପରିସ୍ଥ଄ତି ରହିବ। ବାଣିଜ୍ୟରେ ସାଧାରଣ ଫଳ ମିଳିବ। ଶିକ୍ଷାର୍ଥୀ ଆଳସ୍ୟ ରହିବେ। ଶୁଭ ଅଙ୍କ- ୭, ଶୁଭ ରଙ୍ଗ- କଫି।
ଧନୁ:ଦିନଟିରେ ହସ ଖୁସିର ବାତାବରଣ ରହିବ। ଚାକିରିରେ ପ୍ରଶଂସା ପାଇବେ। ରାଜନୀତିରେ ସୁନାମ ପାଇବେ। ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ। ଶିକ୍ଷାର୍ଥୀ ଉଚ୍ଚାଭିଳାଷୀ ହେବେ। ଶୁଭ ଅଙ୍କ- ୩,ଶୁଭ ରଙ୍ଗ-କ୍ରିମ୍‌।
ମକର: ବହୁ ଚେଷ୍ଟା କରି ସଫଳତା ପାଇବେ। ଚାକିରିରେ ବ୍ୟସ୍ତତା ଭିତରେ କଟିବ। ରାଜନୀତିରେ ଦୂରଯାତ୍ରା କରିପାରନ୍ତି। ବାଣିଜ୍ୟରେ ପ୍ରସାର ହେବ। ଶିକ୍ଷାର୍ଥୀ ଭ୍ରମଣପ୍ରିୟ ହେବେ। ଶୁଭ ଅଙ୍କ- ୫,ଶୁଭ ରଙ୍ଗ-ସବୁଜ।
କୁମ୍ଭ: ସମାଜରେ ପ୍ରତିଷ୍ଠିତ ହେବେ। ରାଜନୀତିରେ ଗୁରୁତ୍ବପୂର୍ଣ୍ଣ ବିଷୟକୁ ନେଇ ଉତ୍ତେଜନା ରହିବ। ବାଣିଜ୍ୟରେ ଉତ୍ତମ ଆୟ ହେବ। ଶିକ୍ଷାର୍ଥୀ ଯଶକୀର୍ତ୍ତି ପାଇବେ। ଶୁଭ ଅଙ୍କ- ୮,ଶୁଭ ରଙ୍ଗ- କଳା।
ମୀନ: କର୍ମକ୍ଷେତ୍ର ପରିସର ବୃଦ୍ଧି ପାଇବ। ଚାକିରିରେ ଧନ ସମ୍ମାନପ୍ରାପ୍ତି ହେବ। ରାଜନୀତିରେ ପ୍ରତିଷ୍ଠିତ ହେବେ। ବାଣିଜ୍ୟରେ ଉନ୍ନତି ହେବ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ-୩,ଶୁଭ ରଙ୍ଗ- ଗୋଲଡେନ୍‌।
ମେଷ: ବହୁ ଚେଷ୍ଟା କରି ସଫଳତା ପାଇବେ । ଚାକିରିରେ ଚଳଚଞ୍ଚଳ ରହିବେ । ରାଜନୀତିରେ ସହଯୋଗ ପାଇବେ। ମହିଳାମାନେ ରକ୍ଷଣଶୀଳ ହେବେ । ବାଣିଜ୍ୟରେ ସ୍ଵଳ୍ପ ଲାଭ ହେବ । ଶିକ୍ଷାର୍ଥୀ ସଫଳ ହେବେ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍।
ବୃଷ: ଉଚ୍ଚ ଆଶାପୂରଣ ହେବ। ଚାକିରିରେ ନିଷ୍ଠାପର ରହିବେ। ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ। ବାଣିଜ୍ୟରେ ଉତ୍ତମ ଆୟ ହେବ। ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ। ଶୁଭ ଅଙ୍କ-୨, ଶୁଭ ରଙ୍ଗ- ଧଳା ।
ମିଥୁନ: କର୍ମକ୍ଷେତ୍ରରେ ପରିସର ବୃଦ୍ଧି ପାଇବ। ରାଜନୀତିରେ ସକ୍ରିୟ ରହିବେ। ମହିଳାମାନେ ଆତ୍ମନିର୍ଭରଶୀଳ ହେବେ। ବାଣିଜ୍ୟରେ ସଞ୍ଚୟ ହେବ ଶିକ୍ଷାର୍ଥୀ ଅଧ୍ୟୟନ ପ୍ରିୟ ହେବେ ଶୁଭ ଅଙ୍କ-୩, ଶୁଭ ରଙ୍ଗ- ହଳଦିଆ ।
କର୍କଟ: କର୍ମକ୍ଷେତ୍ରରେ ଅସ୍ଥିର ରହିବେ । ଚାକିରିରେ କାର୍ଯ୍ୟଭାର ରହିବ। ରାଜନୀତିରେ ପ୍ରତିଦ୍ବନ୍ଦିତା ରହିବ। ଶିଳ୍ପ ଓ ବାଣିଜ୍ୟରେ ମନ୍ଥର ରହିବ। ଶିକ୍ଷାର୍ଥୀ ଅବହେଳା କରିବେ । ଶୁଭ ଅଙ୍କ- ୯, ଶୁଭ ରଙ୍ଗ-ଲାଲ୍ ।
ସିଂହ: ବିଭିନ୍ନ ବାଟରେ କ୍ଷତିଗ୍ରସ୍ତ ହେବେ। ରାଜନୀତିରେ ଶତ୍ରୁବୃଦ୍ଧି ହେବେ । ମହିଳାମାନେ ଅପଯଶ ପାଇବେ । ବାଣିଜ୍ୟରେ କ୍ଷତି ହୋଇପାରେ। ଶିକ୍ଷାର୍ଥୀ ଦୁଶ୍ଚିନ୍ତାରେ ରହିବେ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ।
କନ୍ୟା:କର୍ମକ୍ଷେତ୍ର ଉତ୍ସାହଜ ନକ ରହିବ । ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ। ଚାକିରିରେ ସହଯୋଗ ମିଳିବ। ବାଣିଜ୍ୟରେ ମନ ମୁତାବକ ଫଳ ମିଳିବ। ଶିକ୍ଷାର୍ଥୀ ଯଶ ପାଇବେ । ଶୁଭ ଅଙ୍କ-୪, ଶୁଭ ରଙ୍ଗ- ମେଟାଲିକ୍।
ତୁଳା: କର୍ମକ୍ଷେତ୍ରରେ ପ୍ରତିଷ୍ଠିତ ହେବେ। ରାଜନୀତିରେ ଚଳଚଞ୍ଚଳ ରହିବେ। ଚାକିରିରେ ସମ୍ମାନିତ ହେବେ। ବାଣିଜ୍ୟରେ ଲାଭଜନକ ରହିବ। ଶିକ୍ଷାର୍ଥୀ ନିଷ୍ଠାରେ ରହିବେ। ଶୁଭ ଅଙ୍କ- ୮, ଶୁଭ ରଙ୍ଗ- କଳା |
ବିଛା:ଦିନଟି ଅଯଥା ଝାମେଲାରେ ଫସି ଯାଇପାରନ୍ତି। ଚାକିରିରେ କାର୍ଯ୍ୟ ବହୁଳ ରହିବ। ରାଜନୀତିରେ ଚଳଚଞ୍ଚଳ ରହିବେ। ବାଣିଜ୍ୟ ମାନ୍ଦା ରହିବ। ଶିକ୍ଷାର୍ଥୀ ଆଳସ୍ୟ ହେବେ।ଶୁଭ ଅଙ୍କ- ୭, ଶୁଭ ରଙ୍ଗ- କଫି ।
ଧନୁ: ସମାଜରେ ଉଚ୍ଚସମ୍ମାନ ପାଇବେ। ଚାକିରିରେ ନିଷ୍ଠାପର ରହିବେ । ଭ୍ରାତୃ ଭଗ୍ନୀଙ୍କର ସହଯୋଗ ପାଇବେ । ବାଣିଜ୍ୟରେ ଉତ୍ତମ ଲାଭ ମିଳିବ । ଶିକ୍ଷାର୍ଥୀ ଉତ୍ତୀର୍ଣ୍ଣ ହେବେ | ଶୁଭ ଅଙ୍କ- ୧,ଶୁଭ ରଙ୍ଗ- ପିଙ୍କ୍।
ମକର: କୌଣସି ସୂତ୍ରରୁ ଅର୍ଥପ୍ରାପ୍ତି ଯୋଗ ରହିଛି । ମହିଳାମାନେ କର୍ମତତ୍ପର ରହିବେ । ରାଜନୀତିରେ ସକ୍ରିୟ ରହିବେ । ବାଣିଜ୍ୟରେ ଲଭଜନକ ରହିବ। ଶୁଭ ଅଙ୍କା- ୮, ଶୁଭ ରଙ୍ଗ-କଳା ।
କୁମ୍ଭ: ଦିନଟି ଆମୋଦ ପ୍ରମୋଦ ଭିତରେ କଟିବ। ରାଜନୀତିରେ ଲୋକପ୍ରିୟତା ବଢ଼ିବ। ଚାକିରିରେ ପ୍ରଶଂସା ପାଇବେ। ବାଣିଜ୍ୟ ଓ ଶିକ୍ଷା କ୍ଷେତ୍ରରେ ସଫଳ ହେବେ । ଶୁଭ ଅଙ୍କ- ୪, ଶୁଭ ରଙ୍ଗ – ମେଟାଲିକ।
ମୀନ: ବ୍ୟୟ ବହୁଳତା କାରଣରୁ ଅଭାବ ଦେଖାଦେବ। ରାଜନୀତିରେ ପ୍ରତିଦ୍ବନ୍ଦିତା ଦେଖାଦେବ। ଚାକିରିରେ ଚାପ ରହିବ। ବାଣିଜ୍ୟରେ ପ୍ରତିକୂଳ ରହିବ। ଶିକ୍ଷାର୍ଥୀ ଅବହେଳା କରିବେ । ଶୁଭ ଅଙ୍କ-୨, ଶୁଭ ରଙ୍ଗ- ଧଳା ।
ମେଷ: ହେଉଥିବା କାର୍ଯ୍ୟ ବିଗିଡ଼ି ଯାଇପାରେ । ରାଜନୀତିରେ ବିଷମ ପରିସ୍ଥିତି ରହିବ। ଚାକିରିରେ ଅସହଯୋଗ ରହିବ। ବାଣିଜ୍ୟରେ କ୍ଷତି ହୋଇପାରେ। ଶିକ୍ଷାର୍ଥୀ ଚିନ୍ତାରେ ରହିବେ। ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି।
ବୃଷ: ଦିନଚର୍ଯ୍ୟା ସୁଖଦପୂର୍ଣ୍ଣ ରହିବ। ଚାକିରିରେ ମାନମର୍ଯ୍ୟାଦା ପ୍ରାପ୍ତି ହେବ। ରାଜନୀତିରେ ଜନସେବାର ବ୍ରତୀ ହେବେ। ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ-୮, ଶୁଭ ରଙ୍ଗ- କଳା।
ମିଥୁନ: ଦିନଟି କର୍ମତତ୍ପର ରହିବେ। ଚାକିରିରେ ନିଷ୍ଠାପର ରହିବେ। ରାଜନୀତିରେ ସକ୍ରିୟ ରହିବେ। ମହିଳାମାନେ ରକ୍ଷଣଶୀଳା ହେବେ। ବାଣିଜ୍ୟରେ ଶୁଭ ଫଳ ମିଳିବ। ଶିକ୍ଷାର୍ଥୀ ଅଧ୍ୟୟନପ୍ରିୟ ହେବେ। ଶୁଭ ଅଙ୍କ-୯, ଶୁଭ ରଙ୍ଗ- ଲାଲ୍‌।
କର୍କଟ: କୌଣସି ବିଷୟକୁ ନେଇ ଚିନ୍ତାରେ ରହିବେ। ଚାକିରିରେ ଚାପ ରହିବ। ରାଜନୀତିରେ ପ୍ରତାରିତ ହେବେ। ବାଣିଜ୍ୟ ମନ୍ଥର ରହିବ। ଶିକ୍ଷାର୍ଥୀ ଅସ୍ଥିର ରହିବେ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ଲାଲ୍।
ସିଂହ: ଉଦ୍‌ଯୋଗ କରି ସଫଳତା ପାଇବେ। ସାଂସାରିକ ବନ୍ଧୁବାନ୍ଧବଙ୍କ ସହଯୋଗ ପାଇବେ। ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ। ବାଣିଜ୍ୟ ପ୍ରସାର ହେବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ- କ୍ରିମ୍‌।
କନ୍ୟା:କର୍ମକ୍ଷେତ୍ରରେ ସ୍ବାଧୀନତା ରହିବ। ରାଜନୀତିରେ ପ୍ରଭାବିତ ହେବେ। ଚାକିରିରେ ପଦୋନ୍ନତି ହୋଇପାରେ। ବାଣିଜ୍ୟରେ ଆୟବୃଦ୍ଧି ହେବ। ଶିକ୍ଷାର୍ଥୀ ଉଚ୍ଚାଭିଳାଷୀ ହେବେ। ଶୁଭ ଅଙ୍କ-୫,ଶୁଭ ରଙ୍ଗ- ସବୁଜ।
ତୁଳା:ଆର୍ଥିକ ବିଷୟକୁ ନେଇ ସମସ୍ୟା ଦେଖାଦେବ। ରାଜନୀତିରେ ବିରୋଧୀ ପ୍ରଭାବିତ କରିବେ। ପରିବହନ ଓ ବାଣିଜ୍ୟରେ ମାନ୍ଦା ରହିବ। ଶିକ୍ଷାର୍ଥୀ ଅବହେଳା କରିବେ। ଶୁଭ ଅଙ୍କ- ୬,ଶୁଭ ରଙ୍ଗ- ଧଳା।
ବିଛା: କର୍ମକ୍ଷେତ୍ର ଉତ୍ସାହଜନକ ରହିବ। ରାଜନୀତିରେ ପ୍ରଶଂସିତ ହେବେ। ଚାକିରିରେ ସହଯୋଗ ପାଇବେ। ଶିଳ୍ପ ଓ ବାଣିଜ୍ୟ ସନ୍ତୋଷଜନକ ଫଳ ମିଳିବ। ଶିକ୍ଷାର୍ଥୀ ଚଳଚଞ୍ଚଳ ରହିବେ। ଶୁଭ ଅଙ୍କ- ୧, ଶୁଭ ରଙ୍ଗ-ପିଙ୍କ୍‌।
ଧନୁ: ଅଜଣା ବ୍ୟକ୍ତିଙ୍କର ସାହାଯ୍ୟ ପାଇ ଆଗେଇବେ। ରାଜନୀତିରେ ଦୂରଯାତ୍ରା କରିପାରନ୍ତି। ଚାକିରିରେ ଦାୟିତ୍ବବୋଧ ରହିବ। ବାଣିଜ୍ୟରେ ସ୍ବଳ୍ପ ଲାଭ ହେବ। ଶିକ୍ଷାର୍ଥୀ ପରିଶ୍ରମୀ ହେବେ। ଶୁଭ ଅଙ୍କ- ୨,ଶୁଭ ରଙ୍ଗ-ଧଳା।
ମକର: ବହୁ ଉପାୟରେ ଅର୍ଥାଗାମ ହୋଇପାରେ। ରାଜନୀତିରେ ପ୍ରସିଦ୍ଧି ବଢ଼ିବ। ମହିଳାମାନେ ଆତ୍ମନିର୍ଭରଶୀଳ ହେବେ। ବାଣିଜ୍ୟରେ ଉନ୍ନତି ହେବ। ଶିକ୍ଷାର୍ଥୀ ଉଚ୍ଚମନା ହେବେ। ଶୁଭ ଅଙ୍କ- ୬,ଶୁଭ ରଙ୍ଗ- ସିଲ୍‌ଭର୍‌।
କୁମ୍ଭ: କାର୍ଯ୍ୟସିଦ୍ଧି ସହ ସୁଖସମ୍ମାନ ପ୍ରାପ୍ତି ହେବ। ରାଜନୀତିରେ ପ୍ରତିଷ୍ଠା ବଢ଼ିବ। ମହିଳାମାନେ ଆଦରଣୀୟା ହେବେ। ବାଣିଜ୍ୟରେ ଆଶାନୁରୂପ ଫଳ ପାଇବେ। ଶିକ୍ଷାର୍ଥୀ ସୁଫଳ ପାଇବେ।ଶୁଭ ଅଙ୍କ- ୫,ଶୁଭ ରଙ୍ଗ- ସବୁଜ।
ମୀନ:କର୍ମକ୍ଷେତ୍ରରେ ଅସହଯୋଗ ଓ ଉପଦବ୍ର ଦେଖାଦେବ। ଅନ୍ୟପାଇଁ ସମସ୍ୟାରେ ଛନ୍ଦି ହୋଇଯିବେ। ରାଜନୀତିରେ ପ୍ରତିକୂଳ ରହିବ। ବାଣିଜ୍ୟ ମନ୍ଥର ରହିବ। ଶିକ୍ଷାର୍ଥୀ ଅବହେଳା କରିବେ। ଶୁଭ ଅଙ୍କ-୩,ଶୁଭ ରଙ୍ଗ- ହଳଦିଆ।
ମେଷ: ସ୍ବପ୍ନ ସାକାର ହେବ। ଦେହ ଓ ମନ ଭଲ ରହିବ। ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ। ଚାକିରିରେ ସହଯୋଗ ପାଇବେ। ବାଣିଜ୍ୟରେ ଶୁଭଫଳ ମିଳିବ । ଶିକ୍ଷାର୍ଥୀ କୃତିତ୍ବ ଅର୍ଜନ କରିବେ | ଶୁଭ ଅଙ୍କ-୭, ଶୁଭ ରଙ୍ଗ- କଫି ।
ବୃଷ: କାର୍ଯ୍ୟସିଦ୍ଧି ସହ ସୁଖସମ୍ମାନ ପାଇବେ। ପ୍ରଶାସନିକ ଓ ରାଜନୀତିରେ ସୁନାମ ପାଇବେ | ମହିଳାମାନେ ଆଦରଣୀୟା ହେବେ । ବାଣିଜ୍ୟରେ ଉତ୍ତମ ଆୟ ହେବ | ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
ମିଥୁନ: କର୍ମକ୍ଷେତ୍ରରେ ସମ୍ମାନିତ ହେବେ । ରାଜନୀତିରେ ଜନସେବାରେ ବ୍ରତୀ ହେବେ । ଚାକିରିରେ କର୍ତ୍ତବ୍ୟନିଷ୍ଠ ରହିବେ । ବାଣିଜ୍ୟରେ ପ୍ରସାର ହେବ।ଶିକ୍ଷାର୍ଥୀ ଅଧ୍ୟୟନପ୍ରିୟ ହେବେ। ଶୁଭ ଅଙ୍କ-୬, ଶୁଭ ରଙ୍ଗ- ସିଲଭର୍ ।
କର୍କଟ: କର୍ମକ୍ଷେତ୍ରରେ ବିଷମ ପରିସ୍ଥିତି ରହିବ | ରାଜନୀତିରେ ଷଡ଼ଯନ୍ତ୍ରରେ ପ୍ରଭାବିତ ହୋଇପାରନ୍ତି । ମହିଳାମାନେ ଅପଯଶ ପାଇବେ। ବାଣିଜ୍ୟରେ ପ୍ରତିବନ୍ଧକ ରହିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍
ସିଂହ: କର୍ମକ୍ଷେତ୍ର ଉତ୍ସାହଜନକ ରହିବ। ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ। ଚାକିରିରେ ପ୍ରଶଂସା ପାଇବେ। ବାଣିଜ୍ୟରେ ଲାଭ ମିଳିବ । ଶିକ୍ଷାର୍ଥୀ ଉତ୍ସାହିତ ରହିବେ । ଶୁଭ ଅଙ୍କ-୯,ଶୁଭ ରଙ୍ଗ- ଲାଲ୍ ।
କନ୍ୟା: ଚତୁରତା ସହ କାର୍ଯ୍ୟ ତୁଳାଇବେ। ରାଜନୀତିରେ ଦୃଢ଼ ନେତୃତ୍ଵ ରହିବ। ଚାକିରିରେ ଦାୟିତ୍ବବୋଧ ରହିବ। ବାଣିଜ୍ୟରେ ଶୁଭ ଫଳ ମିଳିବ। ଶିକ୍ଷାର୍ଥୀ ଅଜ୍ଞାଧୀନ ରହିବେ । ଶୁଭ ଅଙ୍କ-୮, ଶୁଭ ରଙ୍ଗ- ଆକାଶୀ ।
ତୁଳା: ଯୋଜନା କରି ସଫଳ ହେବେ। ଚାକିରିରେ ସହଯୋଗ ପାଇବେ। ରାଜନୀତିରେ ଲୋକପ୍ରିୟତା ବଢ଼ିବ। ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀମାନେ ଅନୁଶାସନ ଭିତରେ ରହିବେ ଶୁଭ ଅଙ୍କ – ୪, ଶୁଭ ରଙ୍ଗ-ମେଟାଲିକ୍।
ବିଛା: ହେଉଥିବା କାର୍ଯ୍ୟ ଅଳ୍ପକେ ସ୍ଥଗିତ ରହିପାରେ । ରାଜନୀତିରେ ପ୍ରତିଦ୍ବନ୍ଦ୍ବତା ରହିବ। ଚାକିରିରେ ଅଭିଯୋଗ ଆସିପାରେ। ବାଣିଜ୍ୟ ମନ୍ଥର ରହିବ। ଶିକ୍ଷାର୍ଥୀ ଚିନ୍ତାରେ ରହିବେ । ଶୁଭ ଅଙ୍କ- ୯, ଶୁଭ ରଙ୍ଗ- ଲାଲ୍ |
ଧନୁ: କର୍ମକ୍ଷେତ୍ରରେ ଶତ୍ରୁବୃଦ୍ଧି ହେବେ। ଚାକିରିରେ ଅସହଯୋଗ ରହିବ। ରାଜନୀତିରେ ଜଟିଳ ପରିସ୍ଥିତି ରହିପାରେ। ବାଣିଜ୍ୟରେ ପ୍ରତିବନ୍ଧକ ଦେଖାଦେବ । ଶିକ୍ଷାର୍ଥୀ ହତୋତ୍ସାହ ରହିବେ । ଶୁଭ ଅଙ୍କ – ୭, ଶୁଭ ରଙ୍ଗ- କଫି |
ମକର:ଭବିଷ୍ୟତ ଯୋଜନା କାର୍ଯ୍ୟକାରୀ ହେବ। ରାଜନୀତିରେ ନେତୃତ୍ବ ନେଇ ପ୍ରଶଂସିତ ହେବେ। ଚାକିରିରେ ସୁଚାରୁରୂପେ କାର୍ଯ୍ୟ ନିର୍ବାହ କରିବେ । ବାଣିଜ୍ୟ ଉତ୍ସାହଜନକ ରହିବ | ଶୁଭ ଅଙ୍କ- ୩, ଶୁଭ ରଙ୍ଗ – ହଳଦିଆ |
କୁମ୍ଭ: କୌଣସି ନୂତନ କାର୍ଯ୍ୟାରମ୍ଭ କରିପାରନ୍ତି । ଚାକିରିରେ ସମ୍ମାନ ପ୍ରାପ୍ତି ହେବ। ମହିଳାମାନଙ୍କର ସ୍ବାଭିମାନ ଅକ୍ଷୁଣ୍ଣ ରହିବ। ବାଣିଜ୍ୟରେ ସଞ୍ଚୟ ହେବ । ଶିକ୍ଷାର୍ଥୀ ଅଧ୍ୟୟନପ୍ରିୟ ହେବେ । ଶୁଭ ଅଙ୍କ- ୬,ଶୁଭ ରଙ୍ଗ-ସିଲଭର୍।
ମୀନ: କାର୍ଯ୍ୟ ବହୁଳତା କାରଣରୁ କ୍ଳାନ୍ତ ଅନୁଭବ କରିପାରନ୍ତି । ମହିଳାମାନେ ଅସ୍ଥିର ରହିବେ। ଚାକିରିରେ ସମସ୍ୟା ରହିବ। ଶିଳ୍ପ ଓ ବାଣିଜ୍ୟରେ ବିଶେଷ ଭଲ ହେବ ନାହିଁ। ଶିକ୍ଷାର୍ଥୀ ଆଳସ୍ୟ ରହିବେ । ଶୁଭ ଅଙ୍କ – ୩, ଶୁଭ ରଙ୍ଗ – କ୍ରିମ୍ |
ମେଷ : ଆୟ ମଧ୍ୟମ ଧରଣର ହେବ। ଚାକିରିରେ ଦାୟିତ୍ବବୋଧ ରହିବ। ରାଜନୀତିରେ ବ୍ୟସ୍ତତା ଭିତରେ କଟିବ। ପରିବହନ ଓ ବାଣିଜ୍ୟରେ ସଫଳତା ପାଇବେ। ଶିକ୍ଷାର୍ଥୀ ଚଳଚଞ୍ଚଳ ରହିବେ। ଶୁଭ ଅଙ୍କ-୭, ଶୁଭ ରଙ୍ଗ- କଫି।
ବୃଷ : କର୍ମକ୍ଷେତ୍ର ଉତ୍ସାହଜନକ ରହିବ। ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ। ମହିଳାମାନେ ସୁଖୀ ହେବେ। ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ। ଶିକ୍ଷାର୍ଥୀ ପ୍ରସନ୍ନ ରହିବେ। ଶୁଭ ଅଙ୍କ-୮, ଶୁଭ ରଙ୍ଗ- ନୀଳ।
ମିଥୁନ : କର୍ମକ୍ଷେତ୍ରରେ ଠକାମିରେ ପଡ଼ିପାରନ୍ତି। ସାଂସାରିକ ଅର୍ଥାଭାବ ରହିବ। ରାଜନୀତିରେ ପ୍ରତିଦ୍ବନ୍ଦ୍ବିତା ରହିବ। ଶିଳ୍ପ ଓ ବାଣିଜ୍ୟ ବ୍ୟୟ ବହୁଳତା ରହିବ। ଶିକ୍ଷାର୍ଥୀ ଅନ୍ୟମନସ୍କ ରହିବେ। ଶୁଭ ଅଙ୍କ-୬, ଶୁଭ ରଙ୍ଗ- ସିଲଭର୍‌।
କର୍କଟ : ବନ୍ଧୁ ସହଯୋଗ ପାଇବେ। ପ୍ରଶାସନିକ ପଦ ପଦବୀ ବୃଦ୍ଧି ହୋଇପାରେ। ରାଜନୀତିରେ ସକ୍ରିୟ ଭୂମିକା ରହିବ। ଶିଳ୍ପ ଓ ବାଣିଜ୍ୟରେ ସଞ୍ଚୟ ହେବ। ଶୁଭ ଅଙ୍ଗ-୩,ଶୁଭ ରଙ୍ଗ- ହଳଦିଆ।
ସିଂହ : କାର୍ଯ୍ୟସିଦ୍ଧି ସହ ସୁଖ ସମ୍ମାନ ପ୍ରାପ୍ତି ହେବ। ରାଜନୀତିରେ ଉଚ୍ଚ ସମ୍ମାନ ପ୍ରାପ୍ତି ହେବ। ଚାକିରିରେ ପଦୋନ୍ନତି ହୋଇପାରେ। ବାଣିଜ୍ୟରେ ଆୟ ବୃଦ୍ଧି ହେବ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ-୯, ଶୁଭ ରଙ୍ଗ-ମେରୁନ୍‌।
କନ୍ୟା: ଯୋଜନା କରି ସଫଳ ହେବେ। ଚାକିରିରେ ସମ୍ମାନ ପ୍ରାପ୍ତି ହେବ। ରାଜନୀତିରେ ପ୍ରସିଦ୍ଧି ମିଳିବ। ପରିବହନ ଓ ବାଣିଜ୍ୟରେ ଲାଭାନ୍ବିତ ହେବେ। ଶିକ୍ଷାର୍ଥୀ ଅନୁଶାସନ ପ୍ରିୟ ହେବେ। ଶୁଭ ଅଙ୍କ-୪,ଶୁଭ ରଙ୍ଗ- ମେଟାଲିକ୍‌।
ତୁଳା : ବିଭିନ୍ନ ବାଟରେ କ୍ଷତିଗ୍ରସ୍ତ ହୋଇପାରନ୍ତି। ଚାକିରିରେ ଶତ୍ରୁବୃଦ୍ଧି ହୋଇପାରନ୍ତି। ରାଜନୀତିରେ ଲୋକପ୍ରିୟତା କମିପାରେ। ବାଣିଜ୍ୟରେ ପ୍ରତିବନ୍ଧକ ରହିବ। ଶୁଭ ଅଙ୍କ- ୫, ଶୁଭ ରଙ୍ଗ- ସବୁଜ।
ବିଛା : କାର୍ଯ୍ୟ ବିଳମ୍ବ ଓ ଖର୍ଚ୍ଚାନ୍ତ ଦେଖାଦେବ। ମହିଳାମାନେ ଅପଯଶ ପାଇବେ। ଚାକିରିରେ ସହକର୍ମୀଙ୍କ ସହ ମନାନ୍ତର ହୋଇପାରେ। ବାଣିଜ୍ୟରେ ସାଧାରଣ ଫଳ ପାଇବେ। ଶୁଭ ଅଙ୍କ- ୨, ଶୁଭ ରଙ୍ଗ- ସିଲଭର୍‌।
ଧନୁ : ସମାଜରେ ଉତ୍ତମ ଆସନରେ ଅଳଂକୃତ ହେବେ।ରାଜନୀତିକ ଓ ପ୍ରଶାସନିକ ପ୍ରଭାବଶାଳୀ ରହିବେ।ପରିବହନ ଓ ବାଣିଜ୍ୟରେ ଉତ୍ତମ ସଞ୍ଚୟ ହେବ। ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ। ଶୁଭ ଅଙ୍କ-୭, ଶୁଭ ରଙ୍ଗ- କଫି।
ମକର : ଆର୍ଥିକ କ୍ଷେତ୍ରରେ ସୁଦୃଢ଼ତା ଆସିବ। ଚାକିରିରେ ସୁଚାରୁ ରୂପରେ କାର୍ଯ୍ୟ ତୁଲାଇବେ। ମହିଳାମାନେ ଆଦରଣୀୟା ହେବେ। ବାଣିଜ୍ୟରେ ଲାଭ ପାଇବେ। ଶୁଭ ଅଙ୍କ- ୬,ଶୁଭ ରଙ୍ଗ- ସିଲଭର୍‌।
କୁମ୍ଭ : କର୍ମକ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ। ଚାକିରିରେ ପ୍ରଶଂସିତ ହେବେ। ରାଜନୀତିରେ ସୁନାମ ଅର୍ଜନ କରିବେ। ପରିବହନ ଓ ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ। ଶୁଭ ଅଙ୍କ- ୪,ଶୁଭ ରଙ୍ଗ- ମେଟାଲିକ୍‌।
ମୀନ : କର୍ମକ୍ଷେତ୍ରରେ ବାଧାବିଘ୍ନ ରହିବ। ରାଜନୀତିରେ ଷଡ଼ଯନ୍ତ୍ରରେ ପ୍ରଭାବିତ ହେବେ। ମହିଳାମାନଙ୍କ ସ୍ବାସ୍ଥ୍ୟ ସମସ୍ୟା ରହିପାରେ। ବାଣିଜ୍ୟରେ ହାନି ହୋଇପାରେ। ଶିକ୍ଷାର୍ଥୀ ଭ୍ରମରେ ପଡିବେ। ଶୁଭ ଅଙ୍କ- ୧,ଶୁଭ ରଙ୍ଗ-ପିଙ୍କ୍‌।
ମେଷ: କେତେକ କାର୍ଯ୍ୟକୁ ନେଇ ଚିନ୍ତିତ ରହିବେ। ମହିଳାମାନେ ଉଦାସ ରହିବେ। ରାଜନୀତିରେ ବାଦ ବିବାଦ ଦେଖାଦେବ। ପରିବହନ ଓ ବାଣିଜ୍ୟ ମନ୍ଥର ରହିବ। ଶିକ୍ଷାର୍ଥୀ ଅସ୍ଥିରମନା ରହିବେ। ଶୁଭ ଅଙ୍କ-୨, ଶୁଭ ରଙ୍ଗ- ସିଲଭର୍‌।
ବୃଷ: ଦିନଟି ବ୍ୟସ୍ତତା ଭିତରେ କଟିବ। ଦୂରଯାତ୍ରା କରିପାରନ୍ତି। ଚାକିରିରେ ସହଯୋଗ ପାଇବେ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ-୬, ଶୁଭ ରଙ୍ଗ- ସିଲଭର୍‌।
ମିଥୁନ: କର୍ମକ୍ଷେତ୍ରରେ ଉଚ୍ଚ ସମ୍ମାନ ପାଇବେ। ଭାତୃ ଭଗ୍ନୀଙ୍କର ସହଯୋଗ ପାଇବେ। ପ୍ରଶାସନିକ ଓ ରାଜନୀତିରେ ସୁନାମ ପାଇବେ। ଶିଳ୍ପ ଓ ବାଣିଜ୍ୟରେ ଉତ୍ତମ ଫଳ ମିଳିବ। ଶିକ୍ଷାର୍ଥୀ ଦୃଢ଼ମନା ରହିବେ। ଶୁଭ ଅଙ୍କ-୮, ଶୁଭ ରଙ୍ଗ- ଆକାଶୀ।
କର୍କଟ: କର୍ମକ୍ଷେତ୍ରରେ ଠକାମୀରେ ପଡ଼ିପାରନ୍ତି। ଅର୍ଥଚିନ୍ତା ଓ ଅଭାବ ଦେଖାଦେବ। ରାଜନୀତିରେ ଷଡ଼ଯନ୍ତ୍ରରେ ପ୍ରଭାବିତ ହୋଇପାରନ୍ତି। ବାଣିଜ୍ୟରେ ଶୁଭଫଳ ରହିବ। ଶିକ୍ଷାର୍ଥୀ ଗୁରୁଜନଙ୍କର ଅପ୍ରିୟ ହେବେ। ଶୁଭ ଅଙ୍ଗ-୯,ଶୁଭ ରଙ୍ଗ- ମେରୁନ୍‌।
ସିଂହ: ଦିନଟି ଦିର୍ଷୋଲ୍ଲାସ ଭିତରେ କଟିପାରେ । ଚାକିରିରେ ପ୍ରଶଂସିତ ହେବେ। ରାଜନୀତିରେ ଲୋକପ୍ରିୟତା ବୃଦ୍ଧିପାଇବ। ପରିବହନ ଓ ବାଣିଜ୍ୟରେ ଶୁଭ ଫଳ ମିଳିବ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ। ଶୁଭ ଅଙ୍କ-୩, ଶୁଭ ରଙ୍ଗ- ହଳଦିଆ।
କନ୍ୟା: କୌଣସି କାର୍ଯ୍ୟ ଉଦ୍ଦେଶ୍ୟରେ ଦୂରଯାତ୍ରା କରିପାରନ୍ତି। ଚାକିରିରେ ବ୍ୟସ୍ତତା ଭିତରେ କଟିବ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ବାଣିଜ୍ୟରେ ସ୍ବଳ୍ପ ଲାଭ ମିଳିବ। ଶିକ୍ଷାର୍ଥୀ ଭ୍ରମଣପ୍ରିୟ ହେବେ। ଶୁଭ ଅଙ୍କ-୪,ଶୁଭ ରଙ୍ଗ- ମେଟାଲିକ୍‌।
ତୁଳା: ବଡ଼ଧରଣର ସଫଳତା ପାଇପାରନ୍ତି। ଚାକିରିରେ ଧନ ସମ୍ମାନ ପାଇବେ। ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବେ। ପରିବହନ ଓ ବାଣିଜ୍ୟରେ ସମୃଦ୍ଧି ପ୍ରାପ୍ତ ହେବ। ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ। ଶୁଭ ଅଙ୍କ-୫, ଶୁଭ ରଙ୍ଗ- ସବୁଜ।
ବିଛା: କାର୍ଯ୍ୟସିଦ୍ଧି ସହ ସୁଖସମ୍ମାନ ପ୍ରାପ୍ତି ହେବ। ଚାକିରିରେ ଦାୟିତ୍ବ ବୋଧ ରହିବ। ରାଜନୀତିରେ ସକ୍ରିୟ ରହିବେ। ପରିବହନ ଓ ବାଣିଜ୍ୟରେ ଉନ୍ନତି ହେବ। ଶିକ୍ଷାର୍ଥୀ ଉତ୍ତିର୍ଣ୍ଣ ହେବେ। ଶୁଭ ଅଙ୍କ-୯, ଶୁଭ ରଙ୍ଗ- ଲାଲ୍‌।
ଧନୁ: ଅସ୍ଥିରତା କାରଣରୁ କାର୍ଯ୍ୟହାନି ହୋଇପାରେ । ଚାକିରିରେ କାର୍ଯ୍ୟବହୁଳ ରହିବ। ରାଜନୀତିରେ ପ୍ରତିଦ୍ବନ୍ଦ୍ବିତା ରହିବ। ବାଣିଜ୍ୟରେ ସମସ୍ୟା ରହିବ। ଶିକ୍ଷାର୍ଥୀ ଆଳସ୍ୟ ରହିବେ। ଶୁଭ ଅଙ୍କ- ୭, ଶୁଭ ରଙ୍ଗ- କଫି।
ମକର: କର୍ମକ୍ଷେତ୍ରରେ ବିଷମ ପରିସ୍ଥିତି ରହିବ। ଗୁରୁଜନଙ୍କର ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ଚିନ୍ତାରେ ରହିବେ। ପରିବହନ ଓ ବାଣିଜ୍ୟରେ ହାନି ହୋଇପାରେ। ଶିକ୍ଷାର୍ଥୀ ଅପଯଶ ପାଇବେ । ଶୁଭ ଅଙ୍କ- ୬, ଶୁଭ ରଙ୍ଗ- ସିଲଭର୍‌।
କୁମ୍ଭ: କର୍ମକ୍ଷେତ୍ର ଉତ୍ସାହଜନକ ରହିବ। ଦାମ୍ପତ୍ୟ ଜୀବନରେ ମଧୁର ସମ୍ପର୍କ ରହିବ। ମହିଳାମାନେ ପ୍ରସନ୍ନ ରହିବେ। ରାଜନୀତିରେ ପ୍ରଶଂସା ପାଇବେ। ବାଣିଜ୍ୟରେ ମନମୁତାବକ ଫଳ ପାଇବେ। ଶୁଭ ଅଙ୍କ- ୫, ଶୁଭ ରଙ୍ଗ- ସବୁଜ।
ମୀନ: ପରିଶ୍ରମର ଫଳ ମିଳିବ। ଦେହ ଓ ମନ ଭଲ ରହିବ। ରାଜନୀତିରେ ଶତ୍ରୁଜୟୀ ହେବେ। ଚାକିରିରେ ସମ୍ମାନ ପ୍ରାପ୍ତି ହେବ। ବାଣିଜ୍ୟରେ ସଞ୍ଚୟ ହେବ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ- ୩, ଶୁଭ ରଙ୍ଗ- କ୍ରିମ୍‌।
ମେଷ: ଆର୍ଥିକ ଉନ୍ନତି ଓ ସମ୍ମାନ ଲାଭ ହେବ। ଚାକିରିରେ ଚଳଚଞ୍ଚଳ ରହିବେ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ ଅଧ୍ୟୟନ ପ୍ରିୟ ହେବେ। ଶୁଭ ଅଙ୍କ-୩, ଶୁଭ ରଙ୍ଗ- ହଳଦିଆ।
ବୃଷ: ଶ୍ରୀ ଚନ୍ଦ୍ର କାରଣରୁ ସ୍ବାଦିଷ୍ଟ ଭୋଜନ ସହ ସୁଖଶାନ୍ତି ପ୍ରାପ୍ତି ହେବ। ରାଜନୀତିରେ ସୁନାମ ପାଇବେ। ମହିଳାମାନେ ଯଶ ପାଇବେ। ବାଣିଜ୍ୟରେ ସନ୍ତୋଷଜନକ ଫଳ ପାଇବେ। ଶୁଭ ଅଙ୍କ-୮, ଶୁଭ ରଙ୍ଗ- କଳା।
ମିଥୁନ: ହେଉଥିବା କାର୍ଯ୍ୟ ଅଳ୍ପକେ ବିଗିଡ଼ି ଯାଇପାରେ। ଚାକିରିରେ ସମସ୍ୟା ରହିବ। ମହିଳାମାନେ ହତୋତ୍ସାହ ରହିବେ। ବାଣିଜ୍ୟରେ ମାନ୍ଦା ସ୍ଥିତି ରହିବ। ଶିକ୍ଷାର୍ଥୀ ଆଳସ୍ୟ ହେବେ। ଶୁଭ ଅଙ୍କ-୫, ଶୁଭ ରଙ୍ଗ- ସବୁଜ।
କର୍କଟ: ସମସ୍ତ ଦିଗରୁ ଉନ୍ନତି ହେବେ। ଉଭୟ ପ୍ରେମ ଓ ସାଂସାରିକ ଜୀବନ ସୁଖମୟ ରହିବ। ଚାକିରିରେ ମାନ ମର୍ଯ୍ୟାଦା ପ୍ରାପ୍ତି ହେବ। ବାଣିଜ୍ୟରେ ସଞ୍ଚୟ ହେବ। ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ। ଶୁଭ ଅଙ୍ଗ-୩ ,ଶୁଭ ରଙ୍ଗ-କ୍ରିମ୍‌।
ସିଂହ: ଦାୟିତ୍ବକୁ ଠିକ୍‌ ଭାବରେ ନିର୍ବାହ କରି ସମ୍ମାନିତ ହେବେ। ଚାକିରିରେ ଧନ ସମ୍ମାନ ପାଇବେ। ମହିଳାମାନେ ଆଦରଣୀୟା ହେବେ। ବାଣିଜ୍ୟରେ ସମୃଦ୍ଧି ପ୍ରାପ୍ତି ହେବ। ଶିକ୍ଷାର୍ଥୀ ସୁଫଳ ପାଇବେ। ଶୁଭ ଅଙ୍କ-୯, ଶୁଭ ରଙ୍ଗ- ମେରୁନ୍‌।
କନ୍ୟା: ନୂତନ ଯୋଜନା କାର୍ଯ୍ୟକାରୀ ହେବ। ମହିଳାମାନେ ସଂସ୍କାରପ୍ରିୟ ହେବେ। ରାଜନୀତିରେ ସହଯୋଗ ପାଇବେ। ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ ଆଜ୍ଞାଧୀନ ହେବେ। ଶୁଭ ଅଙ୍କ-୪,ଶୁଭ ରଙ୍ଗ- ମେଟାଲିକ।
ତୁଳା:କର୍ମକ୍ଷେତ୍ରରେ ଶତ୍ରୁ ବୃଦ୍ଧି ହେବେ। ଦାମ୍ପତ୍ୟରେ ଅଶାନ୍ତି ରହିବ। ରାଜନୀତିରେ ବାଧାବିଘ୍ନ ରହିବ। ପରିବହନ ଓ ବାଣିଜ୍ୟରେ ହାନି ହୋଇପାରେ। ଶିକ୍ଷାର୍ଥୀ ଭ୍ରମରେ ପଡ଼ିବେ। ଶୁଭ ଅଙ୍କ-୮, ଶୁଭ ରଙ୍ଗ- କଳା।
ବିଛା: କିଛିଟା ଉତ୍ତେଜନା ଭିତରେ ସଫଳତା ପାଇବେ। ରାଜନୀତିରେ ବ୍ୟସ୍ତତା ଭିତରେ ରହିବେ। ଚାକିରିରେ ପ୍ରଶଂସା ପାଇବେ। ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ। ଶୁଭ ଅଙ୍କ-୨, ଶୁଭ ରଙ୍ଗ- ସିଲଭର୍‌।
ଧନୁ: ଦେହ ଓ ମନ ଭଲ ରହିବ। ଚାକିରିରେ ଦାୟିତ୍ବବୋଧ ରହିବ। ରାଜନୀତିରେ ବିରୋଧୀ ପ୍ରଶମିତ ହେବେ। ଶିଳ୍ପ ଓ ବାଣିଜ୍ୟରେ ଆୟବୃଦ୍ଧି ହେବ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ-୩, ଶୁଭ ରଙ୍ଗ- ଗୋଲଡେନ୍‌।
ମକର: ଶୃଙ୍ଖଳିତ ଧାରାରେ କାର୍ଯ୍ୟକରି ସୁଫଳ ପାଇବେ। ମହିଳାମାନେ ରକ୍ଷଣଶୀଳ ହେବେ। ରାଜନୀତିରେ ପ୍ରସିଦ୍ଧି ବଢ଼ିବ। ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ- ୬, ଶୁଭ ରଙ୍ଗ- ସିଲଭର୍‌।
କୁମ୍ଭ: ଦିନଟି ଖର୍ଚ୍ଚାନ୍ତ କାରଣରୁ ଅଭାବ ଦେଖାଦେବ। ରାଜନୀତିରେ ବିବାଦୀୟ ପରିସ୍ଥିତି ରହିବ। ଚାକିରିରେ କାର୍ଯ୍ୟ ବହୁଳ ରହିବ। ବାଣିଜ୍ୟରେ ମନ୍ଥର ରହିବ। ଶିକ୍ଷାର୍ଥୀ ଅବହେଳା କରିବେ। ଶୁଭ ଅଙ୍କ- ୩, ଶୁଭ ରଙ୍ଗ- ଗୋଲଡ଼େନ୍‌।
ମୀନ: ସମାଜରେ ପ୍ରତିଷ୍ଠିତ ହେବେ। ଭାଇଭଣୀଙ୍କର ସହଯୋଗ ପାଇବେ। ରାଜନୀତିରେ ସୁନାମ ପାଇବେ। ବାଣିଜ୍ୟରେ ଉତ୍ତମ ଆୟ ହେବ। ଶିକ୍ଷାର୍ଥୀ ଯଶ ପାଇବେ। ଶୁଭ ଅଙ୍କ- ୭, ଶୁଭ ରଙ୍ଗ- କଫି।
ମେଷ: ଆର୍ଥିକ ସମୃଦ୍ଧି ପ୍ରାପ୍ତି ହେବ। ପ୍ରଶାସନିକ ଓ ରାଜନୀତିରେ ସୁନାମ ପାଇବେ। ମହିଳାମାନେ ଆଦରଣୀୟା ହେବେ। ଶିଳ୍ପ ଓ ବାଣିଜ୍ୟରେ ସଞ୍ଚୟ ହେବ। ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ। ଶୁଭ ଅଙ୍କ-୧, ଶୁଭ ରଙ୍ଗ- ପିଙ୍କ୍‌।
ବୃଷ: ବିଭିନ୍ନ ଉପାୟରେ ଅର୍ଥାଗମ ହେବ। ଚାକିରିରେ ପଦୋନ୍ନତି ହୋଇପାରେ । ରାଜନୀତିରେ ସକ୍ରିୟ ରହିବେ ବା ବାଣିଜ୍ୟରେ ଉତ୍ତମ ଆୟ ହେବ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ। ଶୁଭ ଅଙ୍କ-୫, ଶୁଭ ରଙ୍ଗ- ସବୁଜ।
ମିଥୁନ: ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ସମସ୍ୟାରେ ପଡ଼ିପାରନ୍ତି। ପଡ଼ୋଶୀଙ୍କ ସହ ମନାନ୍ତର ହୋଇପାରେ। ମହିଳାମାନେ ବିରକ୍ତିମନା ହେବେ। ବାଣିଜ୍ୟରେ ପ୍ରତିବନ୍ଧକ ରହିବ।ଶିକ୍ଷାର୍ଥୀ ଭ୍ରମରେ ପଡ଼ିବେ। ଶୁଭ ଅଙ୍କ-୩, ଶୁଭ ରଙ୍ଗ- କ୍ରିମ୍‌।
କର୍କଟ:କର୍ମକ୍ଷେତ୍ରରେ ଶତ୍ରୁବୃଦ୍ଧି ହେବେ। ସାଂସାରିକ ଦ୍ରବ୍ୟହାନି ହୋଇପାରେ। ରାଜନୀତିରେ ସମସ୍ୟା ରହିବ। ମହିଳାମାନେ ଚିନ୍ତାରେ ରହିବେ। ବାଣିଜ୍ୟରେ ହାନି ହୋଇପାରେ । ଶୁଭ ଅଙ୍ଗ-୨,ଶୁଭ ରଙ୍ଗ-ଧଳା।
ସିଂହ: ଦିନଟି ସୁଖ ସମୃଦ୍ଧି ଭିତରେ କଟିବ। ମହିଳାମାନେ ଆଦରଣୀୟା ହେବେ। ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ। ଶିଳ୍ପ ବାଣିଜ୍ୟରେ ଉତ୍ସାହଜନକ ଫଳ ମିଳିବ। ଶିକ୍ଷାର୍ଥୀ ଚଳଚଞ୍ଚଳ ରହିବେ। ଶୁଭ ଅଙ୍କ-୫, ଶୁଭ ରଙ୍ଗ- ସବୁଜ।
କନ୍ୟା: ସବୁରି କାର୍ଯ୍ୟରେ ଆଗେଇ ଚାଲିବେ। ସାଂସାରିକ ପରିଶ୍ରମୀ ହେବେ। ରାଜନୀତିରେ ବିରୋଧୀ ପ୍ରଶମିତ ହେବେ। ବାଣିଜ୍ୟରେ ଲାଭାନ୍ବିତ ହେବେ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ-୬,ଶୁଭ ରଙ୍ଗ- ସିଲଭର୍‌।
ତୁଳା: ନୂତନ ଯୋଜନା ଫଳପ୍ରସୂ ହୋଇପାରେ । ଚାକିରିରେ ନିଷ୍ଠା ରହିବ। ମହିଳାମାନେ ପ୍ରଶଂସିତ ହେବେ। ବାଣିଜ୍ୟରେ ସଫଳତା ପାଇବେ। ଶିକ୍ଷାର୍ଥୀ ଅଜ୍ଞାଧୀନ ରହିବେ। ଶୁଭ ଅଙ୍କ- ୮, ଶୁଭ ରଙ୍ଗ- ନୀଳ।
ବିଛା: ଦିନଟି ଅଯଥା ଝମେଲାରେ ଫସିଯାଇପାରନ୍ତି। ଚାକିରିରେ କାର୍ଯ୍ୟ ବହୁଳ ରହିବ। ରାଜନୀତିରେ ଚଳଚଞ୍ଚଳ ରହିବେ। ବାଣିଜ୍ୟରେ ମାନ୍ଦା ରହିବ। ଶିକ୍ଷାର୍ଥୀ ଆଳସ୍ୟ ହେବେ। ଶୁଭ ଅଙ୍କ- ୭, ଶୁଭ ରଙ୍ଗ- କଫି।
ଧନୁ: ସମାଜରେ ଉଚ୍ଚ ସମ୍ମାନ ପାଇବେ। ଚାକିରିରେ ନିଷ୍ଠାପର ରହିବେ। ଭ୍ରାତୃଭଗ୍ନୀଙ୍କର ସହଯୋଗ ପାଇବେ। ବାଣିଜ୍ୟରେ ଉତ୍ତମ ଲାଭ ମିଳିବ। ଶିକ୍ଷାର୍ଥୀ ଉତ୍ତୀର୍ଣ୍ଣ ହେବେ। ଶୁଭ ଅଙ୍କ-୧, ଶୁଭ ରଙ୍ଗ- ପିଙ୍କ୍‌।
ମକର: କୌଣସି ସୂତ୍ରରୁ ଅର୍ଥପ୍ରାପ୍ତିର ଯୋଗ ରହିଛି। ମହିଳାମାନେ କର୍ମତତ୍ପର ରହିବେ। ରାଜନୀତିରେ ସକ୍ରିୟ ରହିବେ। ବାଣିଜ୍ୟ ଲାଭଜନକ ରହିବ। ଶୁଭ ଅଙ୍କ- ୮, ଶୁଭ ରଙ୍ଗ- କଳା।
କୁମ୍ଭ: ଦିନଟି ଆମୋଦ ପ୍ରମୋଦ ଭିତରେ କଟିବ। ରାଜନୀତିରେ ଲୋକପ୍ରିୟତା ବଢ଼ିବ। ଚାକିରିରେ ପ୍ରଶଂସା ପାଇବେ। ବାଣିଜ୍ୟ ଓ ଶିକ୍ଷା କ୍ଷେତ୍ରରେ ସଫଳ ହେବେ। ଶୁଭ ଅଙ୍କ- ୪, ଶୁଭ ରଙ୍ଗ- ମେଟାଲିକ୍‌।
ମୀନ: ବ୍ୟୟ ବହୁଳତା କାରଣରୁ ଅଭାବ ଦେଖାଦେବ। ରାଜନୀତିରେ ପ୍ରତିଦ୍ବନ୍ଦ୍ବିତା ଦେଖାଦେବ। ଚାକିରିରେ ଚାପ ରହିବ। ବାଣିଜ୍ୟ ପ୍ରତିକୂଳ ରହିବ। ଶିକ୍ଷାର୍ଥୀ ଅବହେଳା କରିବେ। ଶୁଭଅଙ୍କ- ୨, ଶୁଭ ରଙ୍ଗ- ଧଳା।
ମେଷ: ଉଚ୍ଚଆଶା ପୂରଣ ହେବ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ମହିଳାମାନେ ପ୍ରସନ୍ନ ରହିବେ। କଳା, ବିଜ୍ଞାନ ଓ ବାଣିଜ୍ୟରେ ଆଶାନୁରୂପ ଫଳ ଫାଇବେ । ଶିକ୍ଷାର୍ଥୀ ଉତ୍ସାହିତ ରହିବେ । ଶୁଭ ଅଙ୍କ-୭, ଶୁଭ ରଙ୍ଗ- କଫି ।
ବୃଷ: ଦିନଟି କର୍ମତତ୍ପୁର ଓ ଆର୍ଥିକ ସ୍ବଚ୍ଛଳତା ରହିବ। ଚାକିରିରେ ନିଷ୍ଠା ରହିବ। ରାଜନୀତିରେ ଶତ୍ରୁଜୟୀ ହେବେ। ବାଣିଜ୍ୟରେ ପୁଞ୍ଜି ନିବେଶ କରି ସଫଳ ହେବେ । ଶିକ୍ଷାର୍ଥୀ ଅଧ୍ୟୟନପ୍ରିୟ ହେବେ । ଶୁଭ ଅଙ୍କ-୨, ଶୁଭ ରଙ୍ଗ- ଧଳା ।
ମିଥୁନ: କୌଣସି ବିଷୟକୁ ନେଇ ଚିନ୍ତାରେ ରହିବେ।ସନ୍ତାନ ସନ୍ତତି ମାନେ ଅବାଧ୍ୟ ହୋଇପାରନ୍ତି। ଚାକିରି କାର୍ଯ୍ୟବହୁଳ ରହିବ। ବାଣିଜ୍ୟରେ ବିଶେଷ ଭଲ ହେବ ନାହିଁ । ଶିକ୍ଷାର୍ଥୀ ଆଳସ୍ୟ ରହିବେ। ଶୁଭ ଅଙ୍କ-୧, ଶୁଭ ରଙ୍ଗ- ପିଙ୍କ୍।
କର୍କଟ: ଦିନଟିରେ ସହଯୋଗ ପାଇ ଆଗେଇ ଚାଲିବେ । ମହିଳାମାନେ ସୁଖୀ ରହିବେ। ଅତିଥିଙ୍କ ଆଗମନ ହୋଇପାରେ । ପରିବହନ ଓ ବାଣିଜ୍ୟ ଲାଭଜନକ ରହିବ।ଶିକ୍ଷାର୍ଥୀ ଚଳଚଞ୍ଚଳ ରହିବେ । ଶୁଭ ଅଙ୍ଗ-୩, ଶୁଭ ରଙ୍ଗ-କ୍ରିମ୍ ।
ସିଂହ: କର୍ମକ୍ଷେତ୍ରରେ ଉଚ୍ଚସମ୍ମାନ ପ୍ରାପ୍ତି । ରାଜନୀତିରେ ପ୍ରଭାବଶାଳୀ ରହିବେ । ମହିଳାମାନେ ଆଦରଣୀୟା ହେବେ । କଳା, ବିଜ୍ଞାନ ଓ ବାଣିଜ୍ୟରେ ଉତ୍ତମ ଫଳ ମିଳିବା ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ । ଶୁଭ ଅଙ୍କ – ୯, ଶୁଭ ରଙ୍ଗ- ମେରୁନ୍।
କନ୍ୟା: ବ୍ୟୟ ବୟୁଳତା କାରଣରୁ ଅର୍ଥାଭାବ ଦେଖାଦେବ। ଚାକିରିରେ ସମସ୍ୟା ରହିବ। ରାଜନୀତିରେ ପ୍ରତିଦ୍ବନ୍ଦିତା ରହିବ। ବାଣିଜ୍ୟରେ ମନ୍ଥର ରହିବ। ଶିକ୍ଷାର୍ଥୀ ଅସ୍ଥିର ରହିବେ । ଶୁଭ ଅଙ୍କ -୪, ଶୁଭ ରଙ୍ଗ-ମେଟାଲିକ୍।
ତୁଳା: ଦିନଟି ପ୍ରସନ୍ନତା ଭିତରେ କଟିବ। ଉଭୟ ପ୍ରେମ ଓ ସାଂସାରିକ ଜୀବନ ମଧୁର ରହିବ। ପ୍ରଶାସନିକ ଉଚ୍ଚ ପ୍ରଶଂସା ପାଇବେ। ବାଣିଜ୍ୟରେ ପ୍ରସାର ହେବ । ଶିକ୍ଷାର୍ଥୀ ସଫଳ ହେବେ । ଶୁଭ ଅଙ୍କ- ୨, ଶୁଭ ରଙ୍ଗ- ଧଳା ।
ବିଛା: ହଠାତ୍ ଦୂରଯାତ୍ରା କରିପାରନ୍ତି । ଚାକିରିରେ ବ୍ୟସ୍ତତା ଭିତରେ କଟିବ। ରାଜନୀତିରେ ଲୋକପ୍ରିୟତା ବୃଦ୍ଧିପାଇବ। ବାଣିଜ୍ୟରେ ସ୍ବଳ୍ପଲାଭ ମିଳିବ। ଶିକ୍ଷାର୍ଥୀ ଭ୍ରମଣପ୍ରିୟ ହେବେ ଶୁଭ ଅଙ୍କ- ୯, ଶୁଭ ରଙ୍ଗ- ଲାଲ୍ ।
ଧନୁ: କୌଣସି ବଡ଼ ନିଷ୍ପତ୍ତି ନେଇ ସଫଳ ହେବେ। ରାଜନୀତିରେ ସକ୍ରିୟ ରହିବେ । ମହିଳାମାନେ ନୂତନ କର୍ମରେ ନିଯୁକ୍ତି ପାଇପାରନ୍ତି । ବାଣିଜ୍ୟରେ ଶୁଭଫଳ ମିଳିବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ସିଲଭର୍।
ମକର: କର୍ମକ୍ଷେତ୍ରରେ ପରିସର ବୃଦ୍ଧି ପାଇବ। ସାଂସାରିକ ନୂତନ ଦିଗ୍‌ଦର୍ଶନ ପାଇବେ । ପ୍ରଶାସନିକ ଦାୟିତ୍ବବୋଧ ରହିବ। ବାଣିଜ୍ୟରେ ଆୟ ବୃଦ୍ଧି ହେବ। ଶିକ୍ଷାର୍ଥୀ ଉତ୍ତୀର୍ଣ୍ଣ ହେବେ ଶୁଭ ଅଙ୍କ- ୮, ଶୁଭ ରଙ୍ଗ- କଳା ।
କୁମ୍ଭ: ଦିନଟି ଆୟବ୍ୟୟ ସମାନ ରହିବ। ଚାକିରିରେ ଅସ୍ଥିର ରହିବେ। ରାଜନୀତିରେ ପ୍ରତିକୂଳ ପରିସ୍ଥିତି ରହିବ। ବାଣିଜ୍ୟରେ ବ୍ୟୟ ବହୁଳତା ଦେଖାଦେବ। ଶିକ୍ଷାର୍ଥୀ ଅବହେଳା କରିବେ ଶୁଭ ଅଙ୍କ – ୩, ଶୁଭ ରଙ୍ଗ- ହଳଦିଆ ।
ମୀନ: କର୍ମକ୍ଷେତ୍ରରେ ବିଷମ ପରିସ୍ଥିତି ରହିବ। ଚାକିରିରେ ସ୍ଥାନାନ୍ତର ହୋଇପାରେ । ରାଜନୀତିରେ ଶତ୍ରବୃଦ୍ଧି ହେବେ। ବାଣିଜ୍ୟରେ ହାନି ହୋଇପାରେ । ଶିକ୍ଷାର୍ଥୀ ତ୍ରୁଟି କରିପାରନ୍ତି । ଶୁଭ ଅଙ୍କ-୧, ଶୁଭରଙ୍ଗ- ଗୋଲାପି।