massive fire breaks - The Sakala

ଆପାର୍ଟମେଣ୍ଟରେ ଅଗ୍ନିକାଣ୍ଡ: ୭ଜୀବନ୍ତ ଦଗ୍ଧ, ୪୦ରୁ ଊର୍ଦ୍ଧ୍ୱ ଗୁରୁତର
ନୂଆଦିଲ୍ଲୀ: ମୁମ୍ବାଇର ଗୁରଗାଁଓରେ ଶୁକ୍ରବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏକ ୭ ମହଲା ବିଶିଷ୍ଟ ଆପାର୍ଟମେଣ୍ଟରେ ନିଆଁ ଲାଗିବାରୁ ୭ ଜଣ ଜୀବନ୍ତ ଦଗ୍ଧ ହୋଇ ଯାଇଥିବା ବେଳେ ୪୦ରୁ ଊର୍ଦ୍ଧ୍ୱ ଜଣ ଗୁରୁତର ହୋଇଛନ୍ତି। ଆଜି ଭୋର ପ୍ରାୟ ୩ଟା ବେଳେ ଏହି ଅଘଟଣ ଘଟିଥିବା ଜଣାପଡ଼ିଛି। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ କାବୁ କରିଥିବା ବେଳେ ଭିତରେ ପଶି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ।  ଆପାର୍ଟମେଣ୍ଟର ବିଭିନ୍ନ ମହଲାରୁ ୭ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଥିବା ବେଳେ ସେମାନେ ଜୀବନ୍ତ ଦଗ୍ଧ ହୋଇ ପଡ଼ିଥିବା ଜଣାଯାଇଛି। ଏଥିସହ ଗୁରୁତର ଅବସ୍ଥାରେ ୪୦ରୁ ଊର୍ଦ୍ଧ୍ୱ ଜଣଙ୍କୁ ଉଦ୍ଧାର କରି ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ପ୍ରଥମେ ଆପାର୍ଟମେଣ୍ଟର ପାର୍କିଂ ଏରିଅରେ ନିଆଁ ଲାଗିଥିବା ପ୍ରାଥମିକ ତଦନ୍ତରୁ ଜଣାଯାଇଛି। ଏହି ଅଗ୍ନିକାଣ୍ଡ ଯୋଗୁ ଆପାର୍ଟମେଣ୍ଟ ତଳେ ପାର୍କ ହୋଇଥିବା ବହୁ କାର୍‌ ଓ ବାଇକ୍‌ ହୁତୁହୁତୁ ହୋଇ ଜଳିଥିଲା। ଏହାପରେ ନିଆଁ କ୍ରମଶଃ ଉପରକୁ ବ୍ୟାପିଥିଲା।