879-new-corona-positive-cases-in-odisha - The Sakala

ସେପ୍ଟେମ୍ୱର ୩୦ ଯାଏଁ ହେବ ଓପିଏସସି ସାକ୍ଷାତକାର ପରୀକ୍ଷା
ଭୁବନେଶ୍ୱର: ଓଡିଶା ଲୋକସେବା ଆୟୋଗ (ଓପିଏସ୍‌ସି) ପକ୍ଷରୁ ହେଉଥିବା ସାକ୍ଷାତକାର ପରୀକ୍ଷା ସେପ୍ଟେମ୍ବର ୩୦ ଯାଏ ହେବ। ତେବେ, ଏହି ସମୟରେ ଯେଉଁମାନେ ୟୁପିଏସ୍‌ସି ମେନ୍ ପରୀକ୍ଷା ଦେଉଛନ୍ତି, ତାଙ୍କ ପାଇଁ ଅସୁବିଧା ହେଲେ ସାକ୍ଷାତକାର ତାରିଖ ବଦଳାଇପାରିବେ। ଏଥିପାଇଁ ଆଡମିଟ୍ କାର୍ଡର କପି ସହିତ ବିଧିବଦ୍ଧ ଭାବେ ଆବେଦନ କରିବାକୁ ପଡ଼ିବ ବୋଲି ଓପିଏସ୍‌ସି ଅଧ୍ୟକ୍ଷ ସତ୍ୟଜିତ ମହାନ୍ତି ଟ୍ୱିଟ କରି ଏହି ସୂଚନା ଦେଇଛନ୍ତି।

ସାକ୍ଷାତକାର ତାରିଖ ସ୍ଥିର ହେବା ପରେ ଯଦି ପ୍ରାର୍ଥୀଙ୍କର ୟୁପିଏସ୍‌ସି ମେନ୍ ପରୀକ୍ଷା ଦେବାରେ ସମସ୍ୟା ହୁଏ ତେବେ ତାରିଖ ବଦଳାଇବା ପାଇଁ ପ୍ରାର୍ଥୀ ଆବେଦନ କରିପାରବେ। ଏହାପରେ ଆବେଦନ ଅନୁସାରେ ତାରିଖ ବଦଳାଯିବ ବୋଲି ସୂଚନା ଦେଇଛନ୍ତି ଓପିଏସସି ଅଧ୍ୟକ୍ଷ ।

କାୟା ମେଲାଇ ଚାଲିଛି କରୋନା : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୭୯ କରୋନା ଆକ୍ରାନ୍ତ
ଭୁବନେଶ୍ବର : ରାଜ୍ୟରେ କରୋନା ସ୍ଥିତି ବେକାବୁ ହେବାରେ ଲାଗିଛି। ଧିରେ ଧିରେ କରୋନା ଗ୍ରାଫ୍‌ ଉପରମୁହାଁ ହେବା ସହ କରୋନାର ଦ୍ୱିତୀୟ ଲହରର କୋପ ଦେଖିବାକୁ ମିଳୁଛି। ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୮୭୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଆଜି ଚିହ୍ନଟ ୮୭୯ ପଜିଟିଭ୍ ମଧ୍ୟରୁ କ୍ୱାରେଣ୍ଟିନରୁ ୫୧୮ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍‌ ହେଉଛି ୩୬୧। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Covid-19 Report For 7th April

New Positive Cases: 879
In Quarantine: 518
Local Contacts: 361

(Details of local contacts will be shared by concerned District Administration)

District Wise Cases:

1. Angul: 20
2. Balasore: 22
3. Bargarh: 53
4. Bhadrak: 17
5. Balangir: 26

— I & PR Department, Odisha (@IPR_Odisha) April 8, 2021

ଆଜି ଚିହ୍ନଟ ହୋଇଥିବା ୮୭୯ ପଜିଟିଭ୍ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ  ସର୍ବାଧିକ ୧୪୪ ଚିହ୍ନଟ ହୋଇଛନ୍ତି । ଏଥି ସହିତ ସୁନ୍ଦରଗଡ଼ ଜିଲ୍ଲାରୁ ୧୩୧, ନୂଆପଡ଼ାରୁ  ୬୧, ବରଗଡ଼ରୁ  ୫୩, କଟକରୁ  ୫୦  ଓ ସମ୍ବଲପୁରରୁ  ୪୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅନୁଗୁଳରୁ ୨୦, ବାଲେଶ୍ୱରରୁ ୨୨ ଜଣ , ଭଦ୍ରକରୁ ୧୭, ବଲାଙ୍ଗୀରରୁ ୨୬, ଯାଜପୁର ରୁ ୧୫, ଝାରସୁଗୁଡାରୁ ୨୩, ମୟୁରଭଞ୍ଜ ରୁ ୨୯, ନବରଙ୍ଗପୁର ଜିଲ୍ଲାରୁ ୧୯ଜଣ, ନୟାଗଡ଼ ଜିଲ୍ଲାରୁ ୬ଜଣ, ପୁରୀ ଜିଲ୍ଲାରୁ ୪୫ଜଣ, ରାୟଗଡ଼ା ଜିଲ୍ଲାରୁ ୧୩ଜଣ,  ସୋନପୁର ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୨ଜଣ,  କନ୍ଧମାଳ ଜିଲ୍ଲାରୁ ୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୯ଜଣ, କେନ୍ଦୁଝର ଜିଲ୍ଲାରୁ ୨୫ଜଣ ଓ ଷ୍ଟେଟ୍‌ ପୁଲ୍‌ରୁ ୩୨ଜଣ ରହିଛନ୍ତି ।

22. Nayagarh: 6
23. Nuapada: 61
24. Puri: 45
25. Rayagada: 13
26. Sambalpur: 48
27. Sonepur: 2
28. Sundargarh: 131
29. State Pool: 32

New recoveries: 246
Cumulative tested: 9275631
Positive: 345526
Recovered: 338662
Active cases: 4888

— I & PR Department, Odisha (@IPR_Odisha) April 8, 2021

ସୂଚନାଯୋଗ୍ୟ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୪୫୫୨୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୮୮୮ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୮୬୬୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।