Hockey star Amit Rohidas - The Sakala

ସ୍ବର୍ଣ୍ଣ ପଦକ ବିଜେତା ହକି ତାରକା ଅମିତ ରୋହିଦାସ ଓ ବ୍ରୋଞ୍ଜ ପଦକ ବିଜେତା ଦୀପ ଗ୍ରେସ ଏକ୍କାଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଚୀନ ଏସୀୟ କ୍ରୀଡ଼ା ଓଡ଼ିଆ ହକି ତାରକାଙ୍କୁ ମୁଖ୍ୟମନ୍ତ୍ରୀ ଆଜି ସମ୍ବର୍ଦ୍ଧିତ କରିଛନ୍ତି। ସ୍ବର୍ଣ୍ଣ ପଦକ ବିଜେତା ହକି ତାରକା ଅମିତ ରୋହିଦାସ ଓ ବ୍ରୋଞ୍ଜ ପଦକ ବିଜେତା ଦୀପ ଗ୍ରେସ ଏକ୍କାଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଅମିତଙ୍କୁ ଦେଢ କୋଟି ଟଙ୍କା ଓ ଦୀପ ଗ୍ରେସଙ୍କୁ ୫୦ଲକ୍ଷ ଟଙ୍କାର ଆର୍ଥିକ ପୁରସ୍କାର ପ୍ରଦାନ କରିଛନ୍ତି। ଉଭୟ ଖେଳାଳି ଭାରତ ପକ୍ଷରୁ ପୁରୁଷ ଓ ମହିଳା ହକିରେ ପ୍ରତିନିଧିତ୍ବ କରିଛନ୍ତି।

ଚୀନ ଏସୀୟ କ୍ରୀଡ଼ାରେ ପୁରୁଷ ହକି ଦଳ ସ୍ବର୍ଣ୍ଣ ପଦକ ବିଜେତା ହୋଇଥିବା ବେଳେ ମହିଳା ଟିମ୍ ବ୍ରୋଞ୍ଜ ପଦକ ଲାଭ କରିଛି। ଦୁଇ ଖେଳାଳିଙ୍କ ଉଲ୍ଲେଖନୀୟ ପ୍ରଦର୍ଶନ ରାଜ୍ୟକୁ ଗର୍ବିତ କରିଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେମାନଙ୍କ ନିଷ୍ଠା, କଠିନ ପରିଶ୍ରମ ରାଜ୍ୟ ପାଇଁ ସମ୍ମାନ ଆଣିଦେଇଛି ବୋଲି ସେ କହିଛନ୍ତି।

ଏହି ସମ୍ବର୍ଦ୍ଧନା ଉତ୍ସବରେ ୫ଟି ସଚିବ ଭିକେ ପାଣ୍ଡିଆନ୍ ମଧ୍ୟ ଉପସ୍ଥିତ ଥିଲେ । ଦେଶ ପାଇଁ ସେମାନଙ୍କ ପ୍ରତିବଦ୍ଧତା ଏବଂ ପରିଶ୍ରମ ପାଇଁ ଉଭୟ ଖେଳାଳିଙ୍କୁ ଅଭିନନ୍ଦନ ଜଣାଇଥିଲେ।

ଉଭୟ ଅମିତ ରୋହିଦାସ ଏବଂ ଦୀପ ଗ୍ରେସ୍ ଏକ୍କା ଏହି ସମ୍ମାନ ପାଇଁ କୃତଜ୍ଞତା ଜଣାଇଥିଲେ। ସେମାନଙ୍କ କ୍ରୀଡ଼ା ସଫଳତା ଦ୍ୱାରା ଓଡ଼ିଶା ଏବଂ ଦେଶ ପାଇଁ ଅଧିକ ଗୌରବ ଆଣିବାକୁ  କଠିନ ପରିଶ୍ରମ ଜାରି ରଖିବୁ ବୋଲି କହିଥିଲେ।