Operation Ajay - The Sakala
ଜାରି ରହିଛି ‘ଅପରେସନ ଅଜୟ’: ଚତୁର୍ଥ ପର୍ଯ୍ୟାୟରେ ଯୁଦ୍ଧଭୂଇଁ ଇସ୍ରାଏଲରୁ ସୁରକ୍ଷିତ ସ୍ୱଦେଶ ଫେରିଲେ ଆଉ ୨୭୪ ଭାରତୀୟ
ନୂଆଦିଲ୍ଲୀ: ଭାରତର ‘ଅପରେସନ ଅଜୟ’ ଜାରି । ଇସ୍ରାଏଲ-ହମାସ୍ ଯୁଦ୍ଧ ଭିତରେ ଚତୁର୍ଥ ପର୍ଯ୍ୟାୟରେ ‘ଅପରେସନ ଅଜୟ’ରେ ଇସ୍ରାଏଲରୁ ସୁରକ୍ଷିତ ସ୍ବଦେଶ ଫେରିଛନ୍ତି ୨୭୪ ଭାରତୀୟ । ସ୍ବତନ୍ତ୍ର ବିମାନ ଯୋଗେ ସେମାନଙ୍କୁ ତେଲ୍ ଅଭିଭରୁ ଭାରତ ଅଣାଯାଇଛି । ତୃତୀୟ ପର୍ଯ୍ୟାୟରେ ବିମାନରେ ଗତକାଲି ସ୍ବଦେଶ ଫେରିଥିଲେ ୧୯୭ ଜଣ ଭାରତୀୟ । ହମାସ-ଇସ୍ରାଏଲ ଯୁଦ୍ଧ ମଧ୍ୟରେ ଇସ୍ରାଏଲରେ ଫସି ରହିଥିବା ଭାରତୀୟଙ୍କୁ ଫେରାଇ ଆଣିବା ପାଇଁ ‘ଅପରେସନ ଅଜୟ’ ଜାରି ରହିଛି । ଦିଲ୍ଲୀ ବିମାନ ବନ୍ଦରରେ ପହଞ୍ଚିବା ପରେ ଭାରତୀୟ ଦୂତାବାସ ଓ କେନ୍ଦ୍ର ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି ପ୍ରବାସୀ ଭାରତୀୟ ।
ଇସ୍ରାଏଲ-ହମାସ ମଧ୍ୟରେ ଘମାଘୋଟ ଯୁଦ୍ଧ ନବମ ଦିନରେ ପହଞ୍ଚି ଥିବା ବେଳେ ସ୍ଥିତି ବିଗିଡିବାରେ ଲାଗିଛି । ଯୁଦ୍ଧ ବିଭୀଷିକାରେ ଇସ୍ରାଏଲରେ ଫସିରହିଛନ୍ତି ୧୮ହଜାର ଭାରତୀୟ । ଫସିଥିବା ଭାରତୀୟଙ୍କୁ ଉଦ୍ଧାର ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଛି ଅପରେସନ ‘ଅଜୟ’ । ସ୍ବଦେଶ ପ୍ରତ୍ୟାବର୍ତ୍ତନ ପାଇଁ ଭାରତୀୟ ଦୂତାବାସରେ ପଞ୍ଜିକରଣ କରାଇବାକୁ ବୈଦେଶିକ ମନ୍ତ୍ରାଳୟ ପକ୍ଷରୁ ସେମାନଙ୍କୁ ଅନୁରୋଧ କରାଯାଇଛି।
ନୂଆଦିଲ୍ଲୀ: କେନ୍ଦ୍ର ସରକାରଙ୍କ ‘ଅପରେସନ ଅଜୟ’ ହେଉଛି ସଫଳ । ଦ୍ୱିତୀୟ ପର୍ଯ୍ୟାୟରେ ଦ୍ଧଗ୍ରସ୍ତ ଇସ୍ରାଏଲରୁ ସୁରକ୍ଷିତ ଫେରିଲେ ୨୩୫ ଭାରତୀୟ । ରାଜଧାନୀ ଦିଲ୍ଲୀରେ ସୁରକ୍ଷିତ ଓହ୍ଲାଇଛନ୍ତି ଇସ୍ରାଏଲରେ ଫସିଥିବା ପ୍ରବାସୀ ଭାରତୀୟ । ଇସ୍ରାଏଲରେ ଚାଲିଥିବା ଯୁଦ୍ଧ ଭିତରେ ୧୮ହଜାର ଭାରତୀୟ ଫସି ରହିଛନ୍ତି । କେନ୍ଦ୍ର ସରକାରଙ୍କ ‘ଅପରେସନ୍ ଅଜୟ’ ଜରିଆରେ ସବୁ ଭାରତୀୟଙ୍କୁ ସୁରକ୍ଷିତ ସ୍ୱଦେଶ ଫେରାଇ ଆଣିବା ପାଇଁ ଚାଲିିଛି ଉଦ୍ୟମ ।
କେନ୍ଦ୍ର ମନ୍ତ୍ରୀ ରାଜକୁମାର ରଂଜନ ବିମାନ ବନ୍ଦରରେ ଇସ୍ରାଏଲରୁ ଫେରିଥିବା ଲୋକଙ୍କୁ ସ୍ୱାଗତ କରିଥିଲେ । ଇସ୍ରାଏଲରୁ ଦ୍ୱିତୀୟ ବିମାନରେ ଫେରିଥିବା ଲୋକମାନେ ଭାରତ ସରକାରଙ୍କୁ କୃତଜ୍ଞତା ଜଣାଇଛନ୍ତି। ଶୁକ୍ରବାର ରାତିରେ ୨୩୫ ଜଣ ଭାରତୀୟ ତେଲ ଅବିବ୍ ବିମାନ ବନ୍ଦରରୁ ବାହାରିଥିଲେ । ଆଜି ସକାଳେ ସମସ୍ତେ ସୁରକ୍ଷିତ ଭାବେ ଦିଲ୍ଲୀରେ ପହଂଚିଛନ୍ତି । ବିମାନରେ ପହଂଚିବା ପରେ ‘ବନ୍ଦେ ମାତରମ’ ସ୍ଲୋଗାନ ଦେଇଥିଲେ ଭରତୀୟ । ଯୁଦ୍ଧର ବିଭୀଷିକା ଭିତରେ ସ୍ୱଦେଶ ଫେରିବାରୁ ଆଶ୍ୱସ୍ତ ହୋଇଛନ୍ତି ପ୍ରବାସୀ ଭାରତୀୟ। ଏହା ପୂର୍ବରୁ ଇସ୍ରାଏଲରୁ ପ୍ରଥମ ଚାର୍ଟର ବିମାନ ଗୁରୁବାର ବିଳମ୍ବିତ ରାତିରେ ବେନ ଗୁରିଅନ ବିମାନବନ୍ଦରରୁ ଭାରତ ଅଭିମୁଖେ ଯାତ୍ରା କରି ଶୁକ୍ରବାର ସକାଳେ ଭାରତୀୟ ରାଜଧାନୀ ଦିଲ୍ଲୀରେ ପହଞ୍ଚିଥିଲା। ପ୍ରଥମ ବିମାନରେ ୨୧୨ ଜଣ ଭାରତୀୟ ନାଗରିକ ଫେରିଥିଲେ ।
‘ଅପରେସନ୍ ଅଜୟ’ରେ ଇସ୍ରାଏଲରୁ ଫେରିଲେ ୨୧୨ ଭାରତୀୟ
ନୂଆଦିଲ୍ଲୀ: ‘ଅପରେସନ୍ ଅଜୟ’ରେ ଇସ୍ରାଏଲରୁ ଫେରିଲେ ୨୧୨ ଭାରତୀୟ । ପ୍ରଥମ ବ୍ୟାଚରେ ଆଜି ସକାଳୁ ୨୧୨ ଭାରତୀୟ ଦିଲ୍ଲୀ ବିମାନବନ୍ଦରରେ ପହଞ୍ଚିଛନ୍ତି। ବିମାନ ବନ୍ଦରରେ ଉପସ୍ଥିତ ରହି କେନ୍ଦ୍ରମନ୍ତ୍ରୀ ରାଜୀବ ଚନ୍ଦ୍ରଶେଖର ଇସ୍ରାଏଲ୍‌ରୁ ଆସିଥିବା ଭାରତୀୟମାନଙ୍କୁ ସ୍ବାଗତ ଜଣାଇଥିଲେ।
ଗୁରୁବାର ସନ୍ଧ୍ୟା ବେଳେ ତେଲ୍‌ ଆଭିଭ୍‌ସ୍ଥିତ ବେନ୍‌ ଗୁରିଅନ୍‌ ବିମାନ ବନ୍ଦରରୁ ଉଡ଼ାଣ ଆରମ୍ଭ କରିଥିବା ଏହି ବିମାନରେ ୨୧୧ଜଣ ପ୍ରାପ୍ତ ବୟସ୍କ ଭାରତୀୟ ଓ ଗୋଟିଏ କଅଁଳାପିଲା ଥିଲେ। ଇସ୍ରାଏଲ୍‌ରୁ ପ୍ରତ୍ୟାବର୍ତ୍ତନ କରିଥିବା ଭାରତୀୟ ନାଗରିକମାନଙ୍କ ମଧ୍ୟରୁ ଜଣେ ଏଥିପାଇଁ ଭାରତ ସରକାରଙ୍କୁ କୃତଜ୍ଞତା ଜ୍ଞାପନ କରି କହିଛନ୍ତି, ପ୍ରଥମ ଥର ପାଇଁ ଆମେ ସେଠାରେ ଏଭଳି ଅବସ୍ଥାରେ ପଡ଼ିଲୁ। ଆମକୁ ଫେରାଇ ଆଣିଥିବାରୁ ଆମେ ଭାରତ ସରକାରଙ୍କୁ କୃତଜ୍ଞତା ଜଣାଇଥିେ। ଯଥାଶୀଘ୍ର ସେଠାକାର ପରିସ୍ଥିତି ଶାନ୍ତ ହେଲେ ଆମେ ପୁଣି ଯାଇ କାମରେ ଯୋଗ ଦେବୁ ବୋଲି ଆଶା କରୁଛୁ।