Similipal Wildlife Sanctuary - The Sakala

ଶିମିଳିପାଳ ଜାତୀୟ ଉଦ୍ୟାନରେ କଳା ବାଘୁଣୀ ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
ବାରିପଦା: ଶିମିଳିପାଳ ଜାତୀୟ ଉଦ୍ୟାନରେ କଳା ବାଘୁଣୀର ମୃତ୍ୟୁ । ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ଦକ୍ଷିଣ ବନଖଣ୍ଡ ଅଧୀନ ଉପରବାରାହାକାମୁଡା (ୟୁବିକେ) ରେଞ୍ଜ ଅନ୍ତର୍ଗତ ଜଟିଆଣି କ୍ୟାମ୍ପର ଦେଓ ନଦୀ ନିକଟରେ (କୋର କ୍ଷେତ୍ର) ପ୍ରାୟ ୫ ବର୍ଷ ବୟସର ଏକ କଳା ବାଘୁଣୀର ମୃତଦେହ ମିଳିଛି।

୬ ତାରିଖ ସନ୍ଧ୍ୟା ପ୍ରାୟ ୫ଟା ସମୟରେ ଜଟିଆନୀ କ୍ୟାମ୍ପର ପଟ୍ରୋଲିଂ କର୍ମଚାରୀଙ୍କ ଦ୍ୱାରା ଏହି ମୃତଦେହ ଚିହ୍ନଟ ହୋଇଥିଲା। ଘଟଣାସ୍ଥଳକୁ ତୁରନ୍ତ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ କ୍ଷେତ୍ର ନିର୍ଦ୍ଦେଶକ ତଥା ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକ ଡ ପ୍ରକାଶ ଚାନ୍ଦ ଗୋଗେନାନୀ ପରିଦର୍ଶନ କରି ତଦନ୍ତ ଆରମ୍ଭ କରିଥିଲେ। ଶୁକ୍ରବାର ନ୍ୟାସନାଲ ଟାଇଗର କଞ୍ଜରଭେସନ ଅଥରିଟି (ଏନଟିସିଏ)ର ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜର (ଏସଓପି) ଅନୁଯାୟୀ ମୃତଦେହର ପୋଷ୍ଟମର୍ଟମ ପରୀକ୍ଷା କରାଯାଇଥିଲା।

ଡ ଗୋଗିନେନୀଙ୍କ ସହ ଡା ଅଭିଲାଷ ଆଚାର୍ଯ୍ୟ, ଏସଟିଆର ଭେଟେରିନାରୀ ଆସିଷ୍ଟାଣ୍ଟ ସର୍ଜନ (ଭିଏଏସ), ଡା ଜୋଏଲ, ଆସିଷ୍ଟାଣ୍ଟ ଭେଟେରିନାରୀ ସର୍ଜନ (ଏଭିଏସ), ମୋବାଇଲ ଭେଟେରିନାରୀ ୟୁନିଟ–ଶିମିଳିପାଳ ବାୟୋସ୍ଫିୟର ରିଜର୍ଭ (ଏମଭିୟୁ-ଏସବିଆର), ୱାଇଲ୍ଡଲାଇଫ ଟ୍ରଷ୍ଟ ଅଫ ଇଣ୍ଡିଆ (ୱିଟିଆଇ), ଡା ପ୍ରୀତିପ୍ରସନ୍ନା ସାହୁ, ଭେଟେରିନାରୀ ଆସିଷ୍ଟାଣ୍ଟ ସର୍ଜନ (ଭିଏଏସ), ଠାକୁରମୁଣ୍ଡା, ମତ୍ସ୍ୟ ଓ ପଶୁସମ୍ପଦ ବିକାଶ ବିଭାଗ ଓ ସୁଭାନୀ ରଥ, ଆସିଷ୍ଟାଣ୍ଟ ପ୍ରଫେସର, ୱାଇଲ୍ଡଲାଇଫ ଆଣ୍ଡ ବାୟୋଡାଇଭରସିଟି କଞ୍ଜରଭେସନ ବିଭାଗ, ମହାରାଷ୍ଟ୍ର (ଏନଟିସିଏ ମନୋନୀତ ପ୍ରତିନିଧି) ଘଟଣାସ୍ଥଳକୁ ତୁରନ୍ତ ସୁରକ୍ଷିତ କରାଯାଇ ଏନଟିସିଏ ଏସଓପି ଅନୁଯାୟୀ ସମସ୍ତ ଆବଶ୍ୟକୀୟ ଜୈବିକ ନମୁନା ସଂଗ୍ରହ କରାଯାଇଛି। ପ୍ରାଥମିକ ପର୍ଯ୍ୟବେକ୍ଷଣରେ ମୃତଦେହଟି ତାଜା ଥିଲା ଏବଂ କୌଣସି ଆଘାତ ଚିହ୍ନ କିମ୍ବା ସ୍ପଷ୍ଟ କାରଣ ଦେଖାଯାଇ ନଥିଲା। ସଂଗୃହୀତ ନମୁନାଗୁଡ଼ିକୁ ବିସ୍ତୃତ ଲ୍ୟାବୋରେଟରୀ ପରୀକ୍ଷା ପାଇଁ ଭୁବନେଶ୍ୱରସ୍ଥିତ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି)ର ସେଣ୍ଟର ଫର ୱାଇଲ୍ଡଲାଇଫ ହେଲ୍ଥ (ସିଡବ୍ଲୁଏଚ)କୁ ପଠାଯାଇଛି। ଲ୍ୟାବ ରିପୋର୍ଟ ଆସିବା ପରେ ମୃତ୍ୟୁର ସଠିକ୍ କାରଣ ନିର୍ଣ୍ଣୟ ହେବ।

ପୋଷ୍ଟମର୍ଟମ ପରୀକ୍ଷା ଶେଷ ହେବା ପରେ ଫିଲ୍ଡ ଡାଇରେକ୍ଟର ଓ କର୍ମଚାରୀଙ୍କ ଉପସ୍ଥିତିରେ ମୃତଦେହକୁ ଦହନ କରି ନଷ୍ଟ କରାଯାଇଛି। ପୋଷ୍ଟମର୍ଟମରୁ ଆରମ୍ଭ କରି ମୃତଦେହକୁ ଭସ୍ମ କରିବା ପର୍ଯ୍ୟନ୍ତ ସମଗ୍ର ପ୍ରକ୍ରିୟା ନିର୍ଦ୍ଧାରିତ ପ୍ରୋଟୋକଲ ଅନୁଯାୟୀ ଭିଡିଓଗ୍ରାଫି ଓ ଫଟୋଗ୍ରାଫି କରାଯାଇଥିବା ସୂଚନା ।

ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ଫେବୃଆରୀ ୪ରୁ ୬ପର୍ଯ୍ୟନ୍ତ ଶିମିଳିପାଳ ଅଭୟାରଣ୍ୟର ନିର୍ଦ୍ଦିଷ୍ଟ ରାସ୍ତା ପର୍ଯ୍ୟଟକଙ୍କ ବନ୍ଦ
ଶିମିଳିପାଳ: ରାଷ୍ଟ୍ରପତିଙ୍କ ଗସ୍ତ ନିମନ୍ତେ ଶିମିଳିପାଳରେ ପର୍ଯ୍ୟଟକଙ୍କ ପାଇଁ ୩ଦିନ କଟକଣା ଜାରି ହୋଇଛି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଶିମିଳିପାଳ ଅଭୟାରଣ୍ୟ ଗସ୍ତ କାର୍ଯ୍ୟକ୍ରମକୁ ନେଇ ୩ଦିନ ଶିମିଳିପାଳ ପର୍ଯ୍ୟଟକଙ୍କ ନିମନ୍ତେ କଟକଣା ଜାରି କରାଯାଇଛି । ଏନେଇ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ କ୍ଷେତ୍ର ନିର୍ଦ୍ଦେଶକ ତଥା ଆଞ୍ଚଳିକ ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷଣ ଡ଼ଃ ପ୍ରକାଶ ଚାନ୍ଦ ଗୋଗିନେନି ସୂଚନା ଦେଇଛନ୍ତି । ରାଷ୍ଟ୍ରପତି ଫେବ୍ରୁଆରୀ ୪ରୁ ୬ତାରିଖ ପର୍ଯ୍ୟନ୍ତ ମୟୁରଭଞ୍ଜ ଜିଲ୍ଲା ଗସ୍ତରେ ଆସୁଛନ୍ତି । ଏହି ଅବସରରେ ସେ ଶିମିଳିପାଳ ଅଭୟାରଣ୍ୟ ବୁଲିବା ସମେତ ରାତ୍ରି ରହଣି କରିବେ । ତେଣୁ କରି ସୁରକ୍ଷାକୁ ଦୃଷ୍ଟିରେ ରଖି ଏହି ଦକ୍ଷେପ ଗ୍ରହଣ କରାଯାଇଛି ।

ଫେବ୍ରୁଆରୀ ୪ରୁ ୬ତାରିଖ ପର୍ଯ୍ୟନ୍ତ ଯଶିପୁର ପଟୁ କାଲିକା ପ୍ରସାଦ ତନଖି ଫାଟକ ଦେଇ ପର୍ଯ୍ୟଟକଙ୍କ ପ୍ରବେଶ ବନ୍ଦ ରହିବ । ରାଷ୍ଟ୍ରପତି ଗୁଡୁଗୁଡ଼ିଆରେ ରହଣି କରିବାକୁ ଥିବାରୁ ଗୁଡୁଗୁଡ଼ିଆ ଜୋନରେ ପର୍ଯ୍ୟଟକଙ୍କ ପ୍ରବେଶ ବାରଣ ହୋଇଛି । ସେହିପରି ଗୁଡୁଗୁଡ଼ିଆ ଜୋନରେ ପର୍ଯ୍ୟଟକଙ୍କ ସଫାରି ଚଳପ୍ରଚଳ ଫେବ୍ରୁଆରୀ ୫ ତାରିଖ ଅପରାହ୍ନରୁ ଓ ୬ ତାରିଖ ସକାଳ ପର୍ଯ୍ୟନ୍ତ ବନ୍ଦ ରହିବ। ସୂଚନା ଅନୁଯାୟୀ, ଗସ୍ତ ସମୟରେ ଫେବ୍ରୁଆରୀ ୫ ତାରିଖ ଅପରାହ୍ନ ୩:୩୦ରେ ଦାଣ୍ଡବୋଷରୁ ବାହାରି ହେଲିକ୍ୟାପ୍ଟର ଯୋଗେ ଯଶିପୁର ସ୍ଥିତ ଅସ୍ଥାୟୀ ହେଲିପ୍ୟାଡରେ ଅବତରଣ କରିବେ। ଏହାପରେ ସ୍ୱତନ୍ତ୍ର ଗାଡିରେ ସଡ଼କ ପଥରେ ଶିମିଳିପାଳ ଭିତରକୁ ପ୍ରବେଶ କରିବେ । ଶିମିଳିପାଳ ବୁଲିବା ସହ ରାତ୍ର ଭୋଜନ କରି ରାତ୍ରି ରହଣି କରିବେ । ତହିଁ ପରଦିନ ଫେବ୍ରୁଆରୀ ୬ତାରିଖ ସକାଳୁ ୯:୧୫ରେ ଶିମିଳିପାଳ ଅଞ୍ଚଳର ଆଦିବାସି ମହିଳା ଓ ଯୁବକମାନଙ୍କ ସହିତ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି ।

ଅତ୍ୟଧିକ ବୃଷ୍ଟିପାତ ଯୋଗୁଁ ପର୍ଯ୍ୟଟକଙ୍କ ପାଇଁ ଆହୁରି ୩ ଦିନ ବନ୍ଦ ରହିଲା ଶିମିଳିପାଳ ଅଭୟାରଣ୍ୟ
ମୟୂରଭଞ୍ଜ: ଶିମିଳିପାଳ ଭିତରେ ଅତ୍ୟଧିକ ବୃଷ୍ଟିପାତ ଯୋଗୁଁ ଶିମିଳିପାଳ ଅଭୟାରଣ୍ୟକୁ ଆଉ ତିନିଦିନ ପର୍ଯ୍ୟଟକମାନଙ୍କ ପାଇଁ ବନ୍ଦ ରଖା ଦିଆଯାଇଛି । ବାତ୍ୟା ‘ଦାନା’ ଗୁରୁବାର ରାତିରେ ଓଡ଼ିଶା ଉପକୂଳରେ ଲ୍ୟାଣ୍ଡଫଲ୍ କରିଛି। ଏହାର ପ୍ରଭାବରେ ଆଜି ଦିନସାରା ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେଉଛି। ସକାଳ ଠାରୁ ସନ୍ଧ୍ୟା ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ଝିପିଝିପି ବର୍ଷ ଜାରି ରହିଛି । ମୟୂରଭଞ୍ଜ ଜିଲ୍ଲାର ଶିମିଳିପାଳ ଅଭୟାରଣ୍ୟରେ ମଧ୍ୟ ସମାନ ଅବସ୍ଥା। ବାତ୍ୟା ଯୋଗୁଁ ଶିମିଳିପାଳ ଅଭୟାରଣ୍ୟକୁ ଗତ ୨୩ ତାରିଖ ଠାରୁ ପର୍ଯ୍ୟଟକମାନଙ୍କର ପ୍ରବେଶ ବାରଣ ରହିଛି। ଅତ୍ୟଧିକ ବୃଷ୍ଟିପାତ ଯୋଗୁଁ ଏବେ ଶିମିଳିପାଳ ଅଭୟାରଣ୍ୟ ଆହୁରି ୩ ଦିନ ପର୍ଯ୍ୟନ୍ତ ପର୍ଯ୍ୟଟକମାନଙ୍କ ପାଇଁ ବନ୍ଦ ରହିବ। ଶିମିଳିପାଳ ଅଭୟାରଣ୍ୟ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଗଣମାଧ୍ୟମକୁ ଏହି ସୂଚନା ଦିଆଯାଇଛି। ଏଥିରେ କୁହାଯାଇଛି ଯେ, ଅକ୍ଟୋବର ୨୬ରୁ ୨୮ ତାରିଖ ଯାଏଁ ଶିମିଳିପାଳ ବନ୍ଦ ରହିବ।

ଶିମିଳିପାଳ ଅଭୟାରଣ୍ୟର ୧୩ଟି ସ୍ଥାନରେ ଲାଗିଛି ନିଆଁ, ଆୟତ୍ତ କରିବାକୁ ବନବିଭାଗର ଉଦ୍ୟମ ଜାରି
ମୟୂରଭଞ୍ଜ: ଶିମିଳିପାଳ ଅଭୟାରଣ୍ୟର ବିଭିନ୍ନ ସ୍ଥାନରେ ନିଆଁ। ୧୩ଟି ସ୍ଥାନରେ ନିଆଁ ଲାଗିଥିବା ଶିମିଳିପାଳ ଅଭୟାରଣ୍ୟ କର୍ତ୍ତୁପକ୍ଷ ପ୍ରକାଶ ଚାନ୍ଦ ଗୋଗିନେନି ସୂଚନା ଦେଇଛନ୍ତି। ବନବିଭାଗର କର୍ମଚାରୀମାନେ ସେସବୁ ସ୍ଥାନରେ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଜାରି ରଖିଛନ୍ତି। ଗୋଟିଏ ପାହାଡ଼ରୁ ଆଉ ଗୋଟିଏ ପାହାଡ଼କୁ ମାଡ଼ି ଚାଲିଛି ନିଆଁ । ଉତ୍ତରଶିମିଳିପାଳର କେନ୍ଦୁମୁଣ୍ଡି, ଗୁଡ଼ଗୁଡ଼ିଆ ଓ ତାଳବନ୍ଦ ରେଞ୍ଜର ବିଭିନ୍ନ ସ୍ଥାନରେ ନିଆଁ ବ୍ୟାପିବାରେ ଲାଗିଛି। ଫଳରେ ଜଙ୍ଗଲରେ ଥିବା ବନ୍ୟଜନ୍ତୁ ଏବେ ବିପଦରେ ପଡିଛନ୍ତି ।

ସ୍ଥାନୀୟ ବନବିଭାଗ ଟିମ୍‌ ତୁରନ୍ତ ନିଆଁକୁ ଆୟତ୍ତ ଲାଗି ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ଅଗ୍ନିଶମ ବାହିନୀ ଖବର ପାଇ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବାକୁ ଉଦ୍ୟମ ଜାରି ରଖିଛି । ଆଞ୍ଚଳିକ ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକ ଏହି ସୂଚନା ଦେଇଛନ୍ତି । ନିଆଁ ଲିଭେଇବା ପାଇଁ ପ୍ରାୟ ୩୦୦ଟି ସ୍କ୍ୱାର୍ଡ ଗଠନ କରାଯାଇଛି । ଅଭୟାରଣ୍ୟରେ ଥରେ ନିଆଁ ଲାଗିଲେ ନିଆଁ ଲିଭେଇବା ବହୁତ କଷ୍ଟ ହେଇଥାଏ । ଏହାକୁ ଆଖି ଆଗରେ ରଖି ଶିମିଳିପାଳ କର୍ତ୍ତୃପକ୍ଷ ବ୍ୟାବକ ବ୍ୟବସ୍ଥା କରିଛନ୍ତି । ଅଭୟାରଣ୍ୟରେ ୨୮୪ ଟି ସ୍ଥାନରେ ସଚେତନତା କାର୍ଯ୍ୟକ୍ରମ କରାଯାଇଛି । ଗତବର୍ଷ ୧୦୫୬ଟି ପଏଣ୍ଟରେ ନିଆଁ ଲାଗିଥିଲା ।