cylone - The Sakala

Cyclone Montha Live Updates: ରାଜ୍ୟରେ ବାତ୍ୟା 'ମୋନ୍ଥା' ପ୍ରଭାବ; ବର୍ଷା-ପବନ ପାଇଁ ବିଭିନ୍ନ ଜିଲ୍ଲାକୁ ରେଡ୍‌, ଅରେଞ୍ଜ୍‌ ଓ ୟେଲୋ ଆଲର୍ଟ...
ଭୁବନେଶ୍ବର: ବାତ୍ୟା ମୋନ୍ଥାର ପ୍ରକୋପରେ ରାଜ୍ୟରେ ତୁହା କୁ ତୁହା ବର୍ଷା ଲାଗି ରହିଛି। ଆଜି ପାଇଁ ୫ ଜିଲ୍ଲାକୁ ରେଡ୍‌ ଓ ୪ଜିଲ୍ଲାକୁ ଅରେଞ୍ଜ୍‌ ୱାର୍ଣ୍ଣିଂ ଜାରି କରାଯାଇଛି। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ ରାୟଗଡ଼ା ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ନୂଆପଡ଼ା, ବଲାଙ୍ଗିର, କନ୍ଧମାଳ, ଗଜପତିକୁ ଅରେଞ୍ଜ୍‌ ୱାର୍ଣ୍ଣିଂ ଜାରି କରାଯାଇଛି। ଅବଶିଷ୍ଟ ୨୧ ଜିଲ୍ଲାକୁ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ବ ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ସେହିପରି, ପବନ ପାଇଁ ୬ ଜିଲ୍ଲାକୁ ରେଡ ଓ ୫ ଜିଲ୍ଲାକୁ ଅରେଞ୍ଜ, ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାକୁ ରେଡ ଆଲର୍ଟ ଜାରି କରାଯାଇଥିବା ବେଳେ ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ବଲାଙ୍ଗୀର ଓ ନୂଆପଡ଼ା ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।

ଆରବ ସାଗରରେ ବାତ୍ୟା ! ଆସନ୍ତା ୨୪ ଘଣ୍ଟାରେ ନେଇପାରେ ସାମୁଦ୍ରିକ ଝଡର ରୂପ
ନୂଆଦିଲ୍ଲୀ: ଆରବ ସାଗରରେ ବାତ୍ୟା । ଆରବ ସାଗରରେ ଘନୀଭୂତ ହେଉଛି ଅବପାତ । ଆସନ୍ତା ୨୪ ଘଣ୍ଟାରେ ନେଇପାରେ ସାମୁଦ୍ରିକ ଝଡର ରୂପ । ୨୨ ତାରିଖ ବେଳକୁ ଭୀଷଣ ସାମୁଦ୍ରିକ ରୂପ ନେବାର ସମ୍ଭାବନା ରହିଛି। ହେଲେ ଭାରତ ପାଇଁ ବିପଦ ନଥିବା ଜଣାପଡ଼ିଛି।  ଓମାନ ଓ ୟେମେନ ଉପକୂଳକୁ ମୁହାଁ ହେବା ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ ।

ଏହାରି ପ୍ରଭାବରେ ୨୪ ତାରିଖରେ ଉପକୂଳ ଓଡ଼ିଶାର ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡା, ଗଞ୍ଜାମ ଏବଂ ଗଜପତିରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ୨୫ ତାରିଖରେ ବଢିବ ବର୍ଷାର ପରିମାଣ । ଉପକୂଳ ଓଡ଼ିଶା ସମେତ ଗଞ୍ଜାମ, ଗଜପତି, କୋରାପୁଟ, ମାଲକାନଗିରି, ଅନୁଗୁଳ, ଢେଙ୍କାନାଳ ଏବଂ ନୟାଗଡ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି।

ବିଶେଷ କରି ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଘଣ୍ଟାପ୍ରତି ୫୦ ରୁ ୬୦ କିଲୋମିଟର ବେଗରେ ପବନ ବହିପାରେ । ଝଟକା ପବନ ଘଣ୍ଟାପ୍ରତି ୭୦ କିଲୋମିଟର ପର୍ଯ୍ୟନ୍ତ ହୋଇପାରେ । ପ୍ରଭାବରେ ସମୁଦ୍ର ଅଶାନ୍ତ ରହି । ତେଣୁ ମତ୍ସଜୀବୀମାନେ ସତର୍କ ରହିବା ପାଇଁ ପରାମର୍ଶ କରିଛି ପାଣିପାଗ ବିଭାଗ । ତେବେ ଲଘୁଚାପ ସୃଷ୍ଟି ହେବା ପରେ ସ୍ପଷ୍ଟ ଚିତ୍ର ଆସିବ ବୋଲି ପାଣିପାଗ ବିଭାଗ କହିଛି ।