5T chairman - The Sakala
ଲୋକଙ୍କ ଅଭିଯୋଗର ଶୀଘ୍ର ସମାଧାନ ନବୀନଙ୍କ ଗ୍ୟାରେଣ୍ଟି : କାର୍ତ୍ତିକ ପାଣ୍ଡିଆନ
କୋରାପୁଟ: ଆଜି କୋରାପୁଟ ଜିଲ୍ଲା ପଟାଙ୍ଗୀ ଓ ଲକ୍ଷ୍ମୀପୁର ନିର୍ବାଚନ ମଣ୍ଡଳୀରେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ନିର୍ବାଚନ ପ୍ରଚାର ସମୟରେ ଦେଖିବାକୁ ମିଳିଥିଲା ରାଜ୍ୟ ସରକାରଙ୍କ ପ୍ରତି ଲୋକଙ୍କ ଅଭୁତପୂର୍ବ ବିଶ୍ବାସ ଏହା ସହିତ ବିଜୁ ଜନତା ଦଳ ପ୍ରତି ଅତୁଟ ବିଶ୍ବାସ। ଏହା ନିର୍ବାଚନ ପ୍ରଚାର କାର୍ଯ୍ୟକ୍ରମ ବୋଲି ସମସ୍ତେ ଜାଣିଥିଲେ ବି ଅନେକ ଲୋକ ଆସି ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କୁ ଅଭିଯୋଗ ପତ୍ର ଦେଇଥିଲେ। କାମ ପୂରଣ ପାଇଁ କହିଥିଲେ। ସେମାନଙ୍କର ଦୃଢ ବିଶ୍ବାସ ଯେ ଏହି ସରକାର ହିଁ ପୁଣି ଥରେ ଜିତିବ। ସରକାର ଗଢିବ ଏବଂ ସେମାନଙ୍କ କାମ ମଧ୍ୟ ହେବ। ସେହି ବିଶ୍ବାସରେ ଆସୁଛି ସେମାନଙ୍କର ଅଭିଯୋଗ ପତ୍ର। ସଭାରେ ପାଣ୍ଡିଆନ କହିଥିଲେ ଯେ, ଜନଶୁଣାଣି ଜନସାଧାରଣଙ୍କ ବିଶ୍ବାସକୁ ମଜବୁତ କରିଛି । ଲୋକଙ୍କ ପ୍ରସ୍ତାବର ୭୦ ରୁ ୮୦ ଭାଗ କାମ ୨-୩ ମାସ ମଧ୍ୟରେ ପୂରଣ ହୋଇଛି। ଏହା ନବୀନଙ୍କ ଗ୍ୟାରେଣ୍ଟି ବୋଲି ସେ କହିଥିଲେ ।
ଏହା ସହିତ ବିରୋଧୀଙ୍କୁ ନିଜ ଭାଷଣରେ ଶାଣିତ ଆକ୍ରମଣ କରି ପାଣ୍ଡିଆନ କହିଲେ ଯେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ଲକ୍ଷ ଲକ୍ଷ ଲୋକ ସ୍ବାସ୍ଥ୍ୟସେବା ପାଉଥିବା ବେଳେ, ଜଣେ କେନ୍ଦ୍ରମନ୍ତ୍ରୀ ଏହାକୁ ବନ୍ଦ କରିବାକୁ ଷଡଯନ୍ତ୍ର କରୁଛନ୍ତି । ଏପରିକି ମା ମାନଙ୍କୁ ଆମେ ଦୁବାଇ ପଠାଉଛୁ। ତାକୁ ବି ସେମାନେ ସହିପାରୁ ନାହାନ୍ତି। ସେ କାର୍ଯ୍ୟକ୍ରମକୁ ବନ୍ଦ କରିଦେଲେ । ଜନତା ତାଙ୍କୁ ଉଚିତ ଜବାବ ଦେବେ । ଏଠାରେ ଅନ୍ୟ ଦଳରୁ ଜଣେ ସାଂସଦ ହୋଇଛନ୍ତି । ଗତ ୫ ବର୍ଷ ମଧ୍ୟରେ ସେ କ’ଣ କରିଛନ୍ତି, କେହି ଜାଣନ୍ତି ନାହିଁ ।
ମୁଖ୍ୟମନ୍ତ୍ରୀଙ୍କ ଜୋରଦାର ରୂପାନ୍ତର କାମ ଦେଖି ବିରୋଧୀଙ୍କ ନିଦ ହଜିଯାଇଛି ବୋଲି ମତଦେଇ ସେ କହିଥିଲେ ଯେ ନିର୍ବାଚନ ସମୟରେ ବିରୋଧୀ ଦଳର ନେତାମାନେ ବହୁତ ବଡ ବଡ କଥା କୁହନ୍ତି, ନିର୍ବାଚନ ସରିଗଲେ ଖୋଜିଲେ ବି ମିଳନ୍ତି ନାହିଁ, ଓଡିଶା ପାଇଁ ସେମାନେ ଗୋଟିଏ ବି କାମ କରିନାହାନ୍ତି ବୋଲି ଶ୍ରୀ ପାଣ୍ଡିଆନ କହିଥିଲେ । ତେଣୁ ଆପଣମାନେ ଉଭୟ ବିଧାନସଭା ଓ ଲୋକସଭାରେ ବିଜୁ ଜନତା ଦଳର ପ୍ରାର୍ଥୀଙ୍କୁ ଦୁଇ ଥର ଶଙ୍ଖ ଚିହ୍ନରେ ବିପୁଳ ସଂଖ୍ୟାରେ ଭୋଟ ଦେଇ ମୁଖ୍ୟମନ୍ତ୍ରୀଙ୍କ ହାତକୁ ଟାଣ କରିବାକୁ ସେ ଆହ୍ବାନ ଦେଇଥିଲେ।
ଏହି ସଭାରେ ସେ କହିଥିଲେ ଯେ ମୁଖ୍ୟମନ୍ତ୍ରୀ ଜନଜାତି ଭାଇଭଉଣୀମାନଙ୍କୁ ବହୁତ ଭଲ ପାଆନ୍ତି। ଆପଣମାନଙ୍କ ପାଇଁ ସେ ଦିନରାତି କାମ କରୁଛନ୍ତି। ଜନଜାତି କଳା ଓ ସଂସ୍କୃତିର ପ୍ରସାର ପାଇଁ ସେ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଗଠନ କରିଛନ୍ତି । ଆପଣମାନଙ୍କ ପିଲାମାନେ ଯେପରି ଭଲ ପାଠ ପଢି ଭଲ ମଣିଷ ହେବେ, ସେଥିପାଇଁ ମୁଖ୍ୟମନ୍ତ୍ରୀ 5T ସ୍କୁଲ ରୂପାନ୍ତର କରିଛନ୍ତି।
ମହିଳା ସଶକ୍ତିକରଣ ପ୍ରସଙ୍ଗ ଉଠାଇ ସେ କହିଥିଲେ ଯେ ମୁଖ୍ୟମନ୍ତ୍ରୀ କଥାରେ ନୁହେଁ କାମରେ ବିଶ୍ବାସ କରନ୍ତି । ଲୋକସଭାରେ ମହିଳା ମାନଙ୍କ ପାଇଁ ୩୩ ପ୍ରତିଶତ ସଂରକ୍ଷଣ ପାଇଁ ବିଜୁ ଜନତା ଦଳ ବହୁ ଆଗରୁ ଦାବୀ କରିଆସିଛି, ପଦକ୍ଷେପ ବି ନେଇଛି । ଆମର ୨୧ ସାଂସଦ ପ୍ରାର୍ଥୀରୁ ଆମ ମୁଖ୍ୟମନ୍ତ୍ରୀ ୭ ଜଣ ମହିଳାଙ୍କୁ ପ୍ରାର୍ଥୀ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ କାମ ହିଁ କଥା କହେ ।
ମହିଳା ସଶକ୍ତିକରଣ ପାଇଁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବିନା ସୁଧରେ ଋଣ, କୋରାପୁଟ ଜିଲ୍ଲାରେ ଲକ୍ଷ୍ମୀ ବସ୍‌ ଯୋଗୁ ୪ ଲକ୍ଷ ମା ଉପକାର ପାଇଛନ୍ତି ବୋଲି ସେ କହିଥିଲେ । ସେହିପରି ଚାଷୀ ମାନଙ୍କୁ ମଧ୍ୟ କାଳିଆ ଯୋଜନାରେ ଆର୍ଥିକ ସୁବିଧା ଦିଆଯାଉଛି, ଫସଲ ବୀମାର ପ୍ରିମିଅମ ରାଜ୍ୟ ସରକାର ଦେଉଛନ୍ତି ଓ ସେମାନଙ୍କୁ ମଧ୍ୟ ବିନା ସୁଧରେ ଋଣ ଦିଆଯାଇ ସଶକ୍ତିକରଣ କରାଯାଉଛି ।
ରାଇଜିଂ ଭାରତ ମଞ୍ଚରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରଶଂସା କଲେ 5T ଅଧ୍ୟକ୍ଷ
ନୂଆଦିଲ୍ଲୀ: ‘ଦେଶର ସବୁଠାରୁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ହେଉଛନ୍ତି ନବୀନ । ରାଇଜିଂ ଭାରତ ମଞ୍ଚରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରଶଂସା କଲେ 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ନିଶ୍ଚିତ ରୂପେ ରାଜ୍ୟରେ ପୁଣି ଥରେ ସରକାର ଗଠନ କରିବେ ନବୀନ । ‘ମୁଁ ଯଥା ସମ୍ଭବ ଆମ ମୁଖ୍ୟମନ୍ତ୍ରୀଙ୍କୁ ସାହାଯ୍ୟ କରିବି’ ବୋଲି କହିଛନ୍ତି 5T ଅଧ୍ୟକ୍ଷ ।
ସିଏନଏନ ନ୍ୟୁଜ ୧୮ର ଲିଡରସିପ କନକ୍ଲେଭର ଚତୁର୍ଥ ସଂସ୍କରଣରେ ଯୋଗ ଦେଇଛନ୍ତି କାର୍ତ୍ତିକ ପାଣ୍ଡିଆନ । ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମେତ ରାଜନୀତି, କଳା, ମନୋରଞ୍ଜନ ଜଗତରୁ ବହୁ ମାନ୍ୟଗଣ୍ୟ ବ୍ୟକ୍ତିତ୍ବ ଯୋଗ ଦେଇଛନ୍ତି ।
ଏକାମ୍ର ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କଲେ 5T ଅଧ୍ଯକ୍ଷ କାର୍ତ୍ତିକ ପାଣ୍ଡିଆନ
ଭୁବନେଶ୍ୱର: ଦ୍ରୁତଗତିରେ ଆଗେଇ ଚାଲିଛି ଏକାମ୍ର ପ୍ରକଳ୍ପର ରୂପାନ୍ତରଣ କାମ। ଆଜି ସକାଳୁ ସକାଳୁ ଏକାମ୍ର ବିକାଶ ପ୍ରକଳ୍ପର ଟିକନିକ୍ ସମୀକ୍ଷା କରିଛନ୍ତି ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ସକାଳ ୬.୩୦ରୁ ୭.୩୦ ପର୍ଯ୍ୟନ୍ତ ପ୍ରକଳ୍ପ ବୁଲିଦେଖିବା ସହ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି। ଭକ୍ତଙ୍କ ସୁବିଧା ଓ ଏକାମ୍ରକ୍ଷେତ୍ରରେ ଆଧ୍ୟାତ୍ମିକ ପରିବେଶ କିପରି ସୃଷ୍ଟି କରାଯାଇପାରିବ, ପରିକ୍ରମା କରିଡରରେ ଉଦ୍ୟାନ ଓ ପଥର କାରୁକାର୍ଯ୍ୟ କରିବାକୁ ସେ ପରାମର୍ଶ ଦେଇଛନ୍ତି। ନୂଆବର୍ଷ ଅର୍ଥାତ୍‌ ୨୦୨୫ ସୁଦ୍ଧା ଏହି ପ୍ରକଳ୍ପର କାର୍ଯ୍ୟ ଶେଷ କରିବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି କାର୍ତ୍ତିକ ପାଣ୍ଡିଆନ। କାମରେ ଯେତେ ବାଧାବିଘ୍ନ ଆସିଲେ ସୁଦ୍ଧା ଧାର୍ଯ୍ୟ ସମୟ ପୂର୍ବରୁ ପ୍ରକଳ୍ପର କାମ ଶେଷ କରିବାକୁ ପ୍ରକଳ୍ପ ଅଧିକାରୀଙ୍କୁ ଉତ୍ସାହିତ କରିଛନ୍ତି ୫-ଟି ଅଧ୍ୟକ୍ଷ।
ସାନିଟାରିୟମ ଛକ ନିକଟ ଉତ୍ତର ପାର୍କିଂଠାରୁ ଆରମ୍ଭ କରି ସମସ୍ତ ବିକାଶମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ। ବସ୍‌ ପାର୍କିଂ, କାର୍‌ ପାର୍କିଂ ବ୍ୟତୀତ ପର୍ଯ୍ୟଟନ ସୁବିଧା, ଭେଣ୍ଡିଂ ଜୋନ୍‌ ଏବଂ ଲିଙ୍ଗରାଜ ପୋଲିସ୍‌ ଷ୍ଟେସନ ନିର୍ମାଣ କାର୍ଯ୍ୟ ବୁଲି ଦେଖିଥିଲେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ମନ୍ଦିର ପାଶ୍ୱର୍ରେ ଥିବା ଦୋକାନୀ ଏବଂ ବିକ୍ରେତାଙ୍କ ପୁନର୍ବାସ ଉପରେ ଧ୍ୟାନ ଦେଇ ସେ କହିଛନ୍ତି ସମସ୍ତ ଉପାୟରେ ସେମାନଙ୍କ ଜୀବିକା ନିଶ୍ଚିତ ହେବା ଆବଶ୍ୟକ।
ଏହାପରେ ସମାନ୍ତରାଳ ଭାବେ କୋଟିତୀର୍ଥେଶ୍ୱରରୁ ବିନ୍ଦୁସାଗର ଯାଏଁ ହେବାକୁ ଥିବା ବିକଳ୍ପ ରାସ୍ତା ବୁଲି ଦେଖିଥିଲେ। ଏଥିପାଇଁ ଜମି ଅଧିଗ୍ରହଣ ଓ ଡ୍ରେନ ନିର୍ମାଣ ନେଇ ଅଧରକାରୀଙ୍କ ସହ ଆଲୋଚନା କରିଥିଲେ ୫-ଟି ଅଧ୍ୟକ୍ଷ। ଡ୍ରେନ ନିର୍ମାଣ ପାଇଁ ଆବଶ୍ୟକ ଜମି ଯୋଗାଇ ଦେବାକୁ ବିଏମସିକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଅନନ୍ତ ବାସୁଦେବ ମନ୍ଦିର ପଛପଟେ ଥିବା ଭଜନ ମଣ୍ଡପ, ଓ ଲିଙ୍ଗରାଜ ପ୍ଲାଜା ମଧ୍ୟ ବୁଲି ଦେଖିଥିଲେ। ଶିବରାତ୍ରି ବେଳେ ଯେପରି କୌଣସି ଟ୍ରାଫିକ ସମସ୍ୟା ନ ସୃଷ୍ଟି ହୁଏ ସେଥିପାଇଁ ମୂଳଢାଂଚାରେ କୌଣସି ପରିବର୍ତ୍ତନ ନକରି ଧାଡ଼ି ପରିଚାଳନା କରିବାକୁ ସେ ଗୁରୁତ୍ୱ ଦେଇଛନ୍ତି। ଏକାମ୍ର ପରିସରରେ ଆଧୁନିକ ଉପାୟରେ ଟ୍ରାଫିକ ପରିଚାଳନାକୁ ଫୋକସ୍‌ ଦେଇଛନ୍ତି କାର୍ତ୍ତିକ ପାଣ୍ଡିଆନ। ସ୍ୱଚ୍ଛ ପରିବେଶ ପାଇଁ ବ୍ୟାଟେରୀ ଚାଳିତ ଗାଡ଼ି ବ୍ୟବହାର କରିବାକୁ ସେ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହା ପରେ ସେ ଦକ୍ଷିଣ ପାଶ୍ୱର୍ ପରିକ୍ରମା ଓ ବଢେ଼ଇବାଙ୍କରେ ହେବାକୁ ଥିବା ବିକଳ୍ପ ବାଇପାସ୍‌ ରାସ୍ତାର ବୁଲି ଅନୁଧ୍ୟାନ କରିଥିଲେ।
ବିର୍ସା ମୁଣ୍ଡା ହକି ଷ୍ଟାଡିୟମ ପରିଦର୍ଶନ କଲେ ୫-ଟି ଅଧ୍ୟକ୍ଷ, ଭାରତ-ନେଦରଲ୍ୟାଣ୍ଡ ମ୍ୟାଚ୍‌ ଦେଖିଲେ
ଭୁବନେଶ୍ୱର: ୫-ଟି ଓ ନବୀନ ଓଡିଶାର ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍ ଆଜି ରାଉରକେଲାସ୍ଥିତ ବିର୍ସା ମୁଣ୍ଡା ହକି ଷ୍ଟାଡିୟମ ପରିଦର୍ଶନ କରି ପୁରୁଷ FIH ପ୍ରୋ ଲିଗ୍ ଭାରତ ବନାମ ନେଦରଲ୍ୟାଣ୍ଡ ମ୍ୟାଚ୍ ଦେଖିଥିଲେ। ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କୁ ପାଖରେ ପାଇ ଦର୍ଶକ ବେଶ ଉତ୍ସାହିତ ହେବା ସହ ସେଲଫି ନେଇଥିଲେ। ଭାରତୀୟ ହକି ଖେଳାଳି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ୫ଟି ଅଧ୍ୟକ୍ଷଙ୍କୁ ଧନ୍ୟବାଦ ଜଣାଇଛନ୍ତି।
ମ୍ୟାଚର ହାଫ-ଟଇମରେ ଅବସରରେ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍ କହିଛନ୍ତି ଯେ, ସୁନ୍ଦରଗଡରେ ହକି ବହୁତ ଲୋକପ୍ରିୟ ଏବଂ ସେଥିପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଶ୍ୱକପ ପାଇଁ ରାଉରକେଲାରେ ବିଶ୍ୱର ସର୍ବବୃହତ ଷ୍ଟାଡିୟମ ନିର୍ମାଣ କରିବାକୁ ନିଷ୍ପତ୍ତି ନେଇଥିଲେ। ଏହି ଷ୍ଟାଡିୟମ ସୁନ୍ଦରଗଡ଼ର ହକିପ୍ରେମୀଙ୍କ ସମ୍ମାନର୍ଥେ ହୋଇଥିବା ବେଳେ ଏହା ରାଉରକେଲାକୁ ହକି କ୍ଷେତ୍ରରେ ଗ୍ଲୋବାଲ ହବ୍‌ ଭାବରେ ସ୍ଥାନିତ କରିଛି। ଏଠାକାର ଦର୍ଶକ ହକି ପାଇଁ ସର୍ବୋତ୍ତମ ପରିବେଶ ସୃଷ୍ଟି କରିଥାନ୍ତି ବୋଲି ୫-ଟି ଅଧ୍ୟକ୍ଷ ମତବ୍ୟକ୍ତ କରିଛନ୍ତି।
ସେ ଆହୁରି ମଧ୍ୟ କହିଛନ୍ତି ଯେ, ଭାରତ ଭଲ ଖେଳୁଛି ଏବଂ ବହୁତ ସମ୍ଭାବନା ଦେଖାଇଛି। ସେହିଭଳି, ଆମେ ସମସ୍ତ କ୍ରୀଡ଼ା ବିଭାଗର କ୍ରୀଡ଼ା ପରିଚାଳନାରେ ଅଧିକ ବୃତ୍ତିଗତତା ଆଣିବା ଆବଶ୍ୟକ। କର୍ପୋରେଟରମାନଙ୍କୁ କ୍ରୀଡ଼ାରେ ବିନିଯୋଗ ଆରମ୍ଭ କରିବାକୁ ପଡିବ । ଫେଡେରେସନ୍ ଏବଂ ସରକାରଙ୍କ ସହ ଅଂଶୀଦାର ହେବାକୁ ପଡିବ। ଚାଲିଥିବା ପ୍ରୋ ଲିଗ୍ ପାଇଁ ସେ ସମସ୍ତ ଦଳ ପାଇଁ ତାଙ୍କର ଶୁଭେଚ୍ଛା ଜଣାଇଛନ୍ତି ଏବଂ ଆଶା କରିଛନ୍ତି ଯେ ସମସ୍ତେ ଓଡିଶାରୁ ଏକ ଭଲ ସ୍ମୃତି ନେଇ ଘରକୁ ଫେରିବେ।
ଭୁବନେଶ୍ବର: ଓଡ଼ିଆ ଭାଷାକୁ ଆହୁରି ଆଗକୁ ନେବାକୁ ହେଲେ ପ୍ରଥମେ ନିଜ ଘରେ ୮୦ ପ୍ରତିଶତ ଓଡ଼ିଆ କହିବାକୁ ପଡିବ। କର୍ମକ୍ଷେତ୍ରରେ ଅତି କମରେ ୭୦ ପ୍ରତିଶତ ଓଡ଼ିଆ ଭାଷା କହିଲେ, ଓଡ଼ିଆ ଭାଷା ସମୃଦ୍ଧ ହେବ। ତେଣୁ ପ୍ରଥମେ ଘର ଏବଂ କର୍ମକ୍ଷେତ୍ରକୁ ଜଗିଲେ ଆମ ଭାଷା ଆଗେଇବ। ଏକ ଗବେଷଣାରୁ ଜଣାପଡିଛି ଯେଉଁ ଭାଷା ଅଧିକ ସମୃଦ୍ଧ ହୋଇଛି, ସେହି ଜାତିର ଲୋକମାନେ ଅଧିକ ମାତୃଭାଷା ବ୍ୟବହାର କରନ୍ତି ବୋଲି ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀରେ ଛାତ୍ରଛାତ୍ରୀଙ୍କୁ କହିଛନ୍ତି 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍।
ରାଜ୍ୟସ୍ତରୀୟ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କରିବା ଅବସରରେ ପାଣ୍ଡିଆନ୍ କହିଛନ୍ତି ଯେ, ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀର ଥିମ୍ ଭାଷା ହିଁ ଭବିଷ୍ୟତ। ତେଣୁ ଭବିଷ୍ୟତ ପିଢି ଏଥିରେ ଭାଗନେବାର ଆବଶ୍ୟକତା ରହିଛି । ଓଡ଼ିଶାର ଭାଷା ଯେଉଭଳି ଭାବରେ ଆଗକୁ ଯାଇଥିଲା ବିଶ୍ବ ଭାଷା ସମ୍ମିଳନୀ ପରେ ଏହାର ପ୍ରଚାର ପ୍ରସାର କରି ଆହୁରି ଆଗକୁ ନେବା। ଏହାସହ ଛାତ୍ରଛାତ୍ରୀମାନେ ବଖାଣିଥିବା ନିଜର ଅନୁଭୂତିକୁ ପ୍ରଶଂସା କରିଥିଲେ ପାଣ୍ଡିଆନ୍। ପିଲାମାନେ ୨୦/୨୫ ବର୍ଷ ନୁହେଁ ବରଂ ୫୦/୬୦ ବର୍ଷର ଅଭିଜ୍ଞ ଲୋକ ଭଳି ଅନୁଭୂତି କହିଛନ୍ତି ବୋଲି ପାଣ୍ଡିଆନ୍ କହିଥିଲେ।
ଏହି ଅବସରରେ ବିଶ୍ବ ଭାଷା ସମ୍ମିଳନୀ ଉପଲକ୍ଷେ କରାଯାଇଥିବା ଓଡ଼ିଆ ପ୍ରବନ୍ଧ, ବକ୍ତୃତା, ଓଡ଼ିଆ ହସ୍ତାକ୍ଷର, ଡ୍ରାମା, ଜଗନ୍ନାଥ ଭଜନ ଏବଂ କୁଇଜ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା। ଟ୍ରଫି, ମାନପତ୍ର ସହ ଆର୍ଥିକ ପୁରସ୍କାର ପ୍ରଦାନ କରାଯାଇଛି। ପ୍ରବନ୍ଧ ପ୍ରତିଯୋଗିତାରେ ଫକୀରମୋହନ ବିଶ୍ବବିଦ୍ୟାଳୟର ଶୁଭଶ୍ରୀ ଦାସ ପ୍ରଥମ ସ୍ଥାନ ଅଧିକାର କରିଥିବାବେଳେ, ଜଗନ୍ନାଥ ସଂସ୍କୃତିକୁ ନେଇ ଡ୍ରାମା ପରିବେଷଣ କରିଥିବା ଶ୍ରୀ ଜଗନ୍ନାଥ ସଂସ୍କୃତି ବିଶ୍ବବିଦ୍ୟାଳୟ ଛାତ୍ରୀ ରଶ୍ମି ପାତ୍ର ଏବଂ ତାଙ୍କ ଟିମ୍ ପ୍ରଥମ ପୁରସ୍କାର ହାତେଇଛନ୍ତି । ଏଭଳି ପ୍ଲାଟଫର୍ମ ଯୋଗାଇ ଦେଇ ଛାତ୍ରଛାତ୍ରୀଙ୍କ ପ୍ରତିଭାକୁ ସାମ୍ନାକୁ ଆଣି ପୁରସ୍କୃତ କରିଥିବାରୁ ରାଜ୍ୟ ସରକାର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କୁ ଧନ୍ୟବାଦ ଜଣାଇଛନ୍ତି ଛାତ୍ରଛାତ୍ରୀ।
କେନ୍ଦୁଝର: କେନ୍ଦୁଝର ଜିଲ୍ଲାକୁ ଦିନିକିଆ ଗସ୍ଥରେ ଆସି ‘ନୂଆ ଓ’ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି 5ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ଧରଣୀଧର ମେଡ଼ିକାଲ କଲେଜ ସମ୍ମୁଖ ଅସ୍ଥାୟୀ ହେଲିପ୍ୟାଡରେ ଅଵତରଣ କରି ବିଶ୍ୱବିଦ୍ୟାଳୟ ଖେଳ ପଡିଆରେ ଆୟୋଜିତ ‘ନୂଆ ଓ’ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ସେଠାରେ ଉପସ୍ଥିତ ହଜାରହଜାର ଛାତ୍ରଛାତ୍ରୀଙ୍କୁ ‘ନୂଆ ଓ’ କାର୍ଯ୍ୟକ୍ରମର ଆଭିମୁଖ୍ୟ ସମ୍ପର୍କରେ କହିଥିଲେ। ସେଠାରେ ଉପସ୍ଥିତ ଛାତ୍ରଛାତ୍ରୀମାନଙ୍କୁ ମାନ୍ୟବର ମୁଖ୍ୟମନ୍ତ୍ରୀ ପିଲାମାନଙ୍କର ପାଠ ପଢା ସହିତ ଲୁକ୍କାୟିତ ପ୍ରତିଭାର ବିକାଶ ପାଇଁ ଏଭଳି କାର୍ଯ୍ୟକ୍ରମ ପ୍ରତ୍ୟେକ ବର୍ଷ କରିବାକୁ ମନସ୍ଥ କରିଛନ୍ତି ବୋଲି କହିଥିଲେ। ଏହାସହ ୟୁନିଭର୍ସିଟିରେ ଚାଲିଥିବା ଉନ୍ନୟନ କାମ ଦେଢ଼ ମାସ ମଧ୍ୟରେ ଶେଷ ହେବା ନେଇ ପ୍ରତିଶ୍ରୁତି ଦେଇଛନ୍ତି ।
ପିଲାମାନଙ୍କ ସହ କଥା ହୋଇ 5T ଅଧ୍ୟକ୍ଷ କହିଥିଲେ, ‘ନିଜ ପ୍ରତିଭା ପରିପ୍ରକାଶ କରିବାର ଏକ ଭଲ ପ୍ଲାଟଫର୍ମ ହେଉଛି ନୂଆ-ଓ କାର୍ଯ୍ୟକ୍ରମ । କଲେଜ, ବ୍ଲକ ଓ ଜିଲ୍ଲା ସ୍ତରରେ ପ୍ରତିଯୋଗିତା ହେଉଛି । ଏହା ଆପଣମାନଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ । ଏଥିରେ ଅଂଶଗ୍ରହଣ କରିବା ଆପଣଙ୍କ ପାଇଁ ବହୁତ ଗୁରୁତ୍ବପୂର୍ଣ୍ଣ । ଜିତିବା ଯେତିକି ବଡ଼ କଥା ନୁହେଁ ଅଂଶ ଗ୍ରହଣ କରିବା ତା’ଠାରୁ ଅଧିକ ବଡ଼ । କାରଣ, ଏହା ଆପଣଙ୍କ ପ୍ରତିଭାକୁ ଆହୁରି ଶାଣିତ କରିବ ।’
ଆଗକୁ ସେ କହିଥିଲେ, ‘ନୂଆ-ଓ କାର୍ଯ୍ୟକ୍ରମ ମୁଖ୍ୟମନ୍ତ୍ରୀଙ୍କ ଏକ ବଡ଼ ପଦକ୍ଷେପ । ଏହା ଆପଣଙ୍କ ଭିତରେ ଥିବା ପ୍ରତିଭାକୁ ବିକଶିତ କରିବ । ଅଭିଷ୍ୟତରେ ଏହା ଆପଣଙ୍କୁ ଜଣେ ଜଣେ ଭଲ ମଣିଷ ହେବା ସହ ଜୀବନରେ ସଫଳତା ପାଇବାକୁ ବାଟ ଦେଖାଇବ । ଆଗକୁ ବଢ଼ିବାକୁ ହେଲେ ପାଠ ଯେତିକି ଆବଶ୍ୟକ, ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିବା ବି ସେତିକି ଆବଶ୍ୟକ । ତେଣୁ ନୂଆ-ଓ କାର୍ଯ୍ୟକ୍ରମରେ ହେଉଥିବା ବିଭିନ୍ନ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରି ନିଜ ପ୍ରତିବା ଦେଖାଇବାକୁ ମିଳୁଥିବା ଏହି ସୁଯୋଗକୁ ହାତଛଡ଼ା କରନ୍ତୁ ନାହିଁ ।’
କଠିନ ପରିଶ୍ରମ ଫଳରେ କେନ୍ଦୁଝର ଜିଲ୍ଲାର ତିନିଜଣ ସଫଳ ବ୍ୟକ୍ତିଙ୍କ ସମ୍ପର୍କରେ କହିଥିଲେ 5T ଅଧ୍ୟକ୍ଷ । ପରେ ପରେ ସେଠାରୁ କେନ୍ଦୁଝର ସହରରେ ସ୍ଥାପିତ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ।
ସକାଳୁ ସକାଳୁ ପୁରୀ ଗସ୍ତ କରି ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ 5T ଅଧ୍ୟକ୍ଷ
ପୁରୀ: ସକାଳୁ ସକାଳୁ ପୁରୀ ଗସ୍ତ କରି ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍। ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଛନ୍ତି। ଶ୍ରୀମନ୍ଦିର ଚାରିପଟ ବୁଲି ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ସମ୍ପର୍କରେ ବିଭାଗୀୟ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ । ସେହିପରି ଶ୍ରୀ ମାର୍ଗ ପ୍ରକଳ୍ପର କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ମଧ୍ୟ ଅନୁଧ୍ୟାନ କରିଥିବା ବେଳେ, ନୂତନ କରି ଶ୍ରୀମନ୍ଦିର ନିକଟରେ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ପାଇଁ କରାଯାଉଥିବା ସେଡେଡ୍ ଚଲାପଥ ନିର୍ମାଣ କାର୍ଯ୍ୟର ମଧ୍ୟ ସମୀକ୍ଷା କରିଥିଲେ ।
ଶ୍ରୀମନ୍ଦିର କାର୍ଯ୍ୟାଳୟ ତଳେ କରାଯିବାକୁ ଥିବା ବିଶ୍ରାମସ୍ଥଳୀ ବୁଲି ଦେଖିବା ସହ କାର୍ଯ୍ୟକୁ ନେଇ ସନ୍ତୋଷ ବ୍ୟକ୍ତ କରିଛନ୍ତି 5T ଅଧ୍ୟକ୍ଷ । ବଡ଼ଦାଣ୍ଡରେ ନିର୍ମାଣ ହେଉଥିବା ଶୀତ ତାପ ସେଡେଡ୍ ଚଲାପଥରେ ଭକ୍ତ ଓ ଶ୍ରଦ୍ଧାଳୁ ଆସିବା ପରେ ଶ୍ରୀମନ୍ଦିର କାର୍ଯ୍ୟାଳୟ ତଳେ କରାଯାଉଥିବା ବିଶ୍ରାମ ଗୃହରେ ଅବସ୍ଥାନ କରିବେ । ସେହିପରି ଶ୍ରୀମନ୍ଦିର ନିକଟରେ ଗତ ସପ୍ତାହରେ ଅଧିଗ୍ରହଣ ହୋଇଥିବା ନରେନ୍ଦ୍ର ମହଲା ଜମିରେ ଏକ ପାର୍କିଂ ନିର୍ମାଣ ସମ୍ପର୍କରେ ମଧ୍ୟ ବୁଲି ସମୀକ୍ଷା କରିଛନ୍ତି । ପୁରୀ ଜିଲ୍ଲାପାଳ, ଏସପି, ଉପ ଜିଲ୍ଲାପାଳଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ ଓ ନିର୍ମାଣ କାରୀ ସଂସ୍ଥାର ଅଧିକାରୀ ମାନେ ଉପସ୍ଥିତ ରହି 5T ଅଧ୍ୟକ୍ଷଙ୍କୁ କାର୍ଯ୍ୟ ସମ୍ପର୍କରେ ଅବଗତ କରାଇଥିଲେ।
ପୁରୀ ଗସ୍ତକରି ଶ୍ରୀଜିଉଙ୍କୁ ଦର୍ଶନ କରିବା ସହ ପରିକ୍ରମା ପ୍ରକଳ୍ପ କାମର ସମୀକ୍ଷା କଲେ 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ
ପୁରୀ: ପୁରୀ ଗସ୍ତକରି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଦର୍ଶନ କରିଛନ୍ତି 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ଏହାପରେ ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଛନ୍ତି 5T ଅଧ୍ୟକ୍ଷ । ଶ୍ରୀଜଗନ୍ନାଥ ବଲ୍ଲଭ କମ୍ପ୍ଲେକ୍ସଠାରୁ ଶ୍ରୀମନ୍ଦିର ଦୋଳବେଦୀ କୋଣକୁ ସଂଯୋଗ କରୁଥିବା ନୂତନ ରାସ୍ତା ପାଇଁ ଜମି ଅଧିଗ୍ରହଣ ସମ୍ପର୍କରେ ସମୀକ୍ଷା କରିଛନ୍ତି । ସେହିପରି ଉକ୍ତ ରାସ୍ତା ନିର୍ମାଣ କାର୍ଯ୍ୟ କେତେ ଅଗ୍ରଗତି ହୋଇଛି ତାହାକୁ ମଧ୍ୟ ଅନୁଧ୍ୟାନ କରିଛନ୍ତି । ଅଧିକାରୀମାନଙ୍କ ସହ ଆଲୋଚନା କରିବା ସହ ଶୀଘ୍ର ରାସ୍ତା କାମ ଶେଷ କରିବାକୁ ଦେଇଛନ୍ତି ନିର୍ଦ୍ଦେଶ ।
ବଡ଼ଦାଣ୍ଡରେ ଭକ୍ତ ଓ ଶ୍ରଦ୍ଧାଳୁମାନଙ୍କ ପାଇଁ ହେବାକୁ ଥିବା ଶୀତତାପ ସେଡେଡ଼ ଚଲାପଥ କାର୍ଯ୍ୟ ସମ୍ପର୍କରେ ସମୀକ୍ଷା ମଧ୍ୟ କରିଛନ୍ତି କାର୍ତ୍ତିକ ପାଣ୍ଡିଆନ । ପୁରୀ ଜିଲ୍ଲାପାଳ, ଉପଜିଲ୍ଲାପାଳଙ୍କ ସମେତ ଅନ୍ୟ ବିଭାଗୀୟ ଅଧିକାରୀ ଓ ନିର୍ମାଣକାରୀ ସଂସ୍ଥାର ଅଧିକାରୀମାନେ ଉପସ୍ଥିତ ରହି 5ଟି ଅଧ୍ୟକ୍ଷଙ୍କୁ କାର୍ଯ୍ୟ ସମ୍ପର୍କରେ ଅବଗତ କରାଇଥିଲେ ।
5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କୁ ଭେଟିଲେ ଏକାଧିକ ସଂଗଠନର କର୍ମକର୍ତ୍ତା
ଭୁବନେଶ୍ବର: 5T ଅଧ୍ୟକ୍ଷଙ୍କୁ ଭେଟିଲେ ଏକାଧିକ ସଂଗଠନର କର୍ମକର୍ତ୍ତା । ନୂଆ ଦାୟିତ୍ବ ପାଇଁ ଛୁଟୁଛି ଶୁଭେଚ୍ଛା ଓ ଅଭିନନ୍ଦନର ସୁଅ । ଆଜି 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କୁ ନବୀନ ନିବାସରେ ଭେଟିଛନ୍ତି କିଛି ବିଧାୟକ ଓ ଏକାଧିକ ସଂଗଠନ। ଏହି ଅବସରରେ ସେମାନଙ୍କ ଦାବି ସମ୍ପର୍କରେ 5T ଅଧ୍ୟକ୍ଷଙ୍କ ସହ ଆଲୋଚନା କରିଛନ୍ତି । ଯାହା ସେମାନଙ୍କୁ ଅତ୍ୟନ୍ତ ଖୁସି ଦେଇଛି ବୋଲି କହିଛନ୍ତି । ସୋରଡ଼ା ଡ୍ୟାମ ବିସ୍ଥାପିତଙ୍କୁ ଡିସେମ୍ବର ୧୪ରେ ପଟ୍ଟା ମିଳୁଥିବା ଖବର ଶୁଣି ଖୁସି ଅନୁଭବ କରିଛନ୍ତି । ସେହିପରି ନାଲକୋ କର୍ମଚାରୀମାନେ NH 55ର ଦୁରାବସ୍ଥା ନେଇ ଆଲୋଚନା କରିଛନ୍ତି । କାରଣ ଇଣ୍ଡଷ୍ଟ୍ରିଆଲ କରିଡ଼ରକୁ ଯିବା ସମୟରେ ଅନେକ ଦୁର୍ଘଟଣା ଘଟୁଛି । ରାଜ୍ୟ ସରକାର ବି ଏ ନେଇ ଅନେକ ଥର କେନ୍ଦ୍ର ସରକାରଙ୍କ ଦୃଷ୍ଟି ଆକର୍ଷଣ କରି ସାରିଛନ୍ତି। କୁଡୁମି ସେନା ବି 5T ଅଧ୍ୟକ୍ଷଙ୍କୁ ଧନ୍ୟବାଦ ଜଣାଇଛନ୍ତି । କାରଣ ସେମାନଙ୍କ ପାଇଁ କେନ୍ଦୁଝର ଓ ମୟୁରଭଞ୍ଜରେ ସରକାର ଭବନ ନିର୍ମାଣ କରିଛନ୍ତି । କୁଡୁମି ସେନାର କୁନି ପିଲା କୀର୍ତ୍ତିବାସ ମହାନ୍ତଙ୍କୁ ବୋଇତ ଉପହାର ଦେବା ସହ ଭବିଷ୍ୟତରେ ବଡ଼ ମଣିଷ ହେବାକୁ ପରାମର୍ଶ ଦେଇଛନ୍ତି 5T ଅଧ୍ୟକ୍ଷ ।
ପୁରୀ ଗସ୍ତ କରି ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କଲେ 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ
ପୁରୀ: ପୁରୀ ଗସ୍ତ କରି ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ତଦାରଖ କରିଛନ୍ତି 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ପ୍ରଥମେ ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଛନ୍ତି 5T ଅଧ୍ୟକ୍ଷ । ପରେ ଶ୍ରୀଜଗନ୍ନାଥ ବଲ୍ଲଭ କମ୍ପ୍ଲେକ୍ସ ଠାରୁ ଶ୍ରୀମନ୍ଦିର ଦୋଳବେଦୀ କୋଣକୁ ସଂଯୋଗ ପାଇଁ ନୂତନ ରାସ୍ତାର ଜମି ଅଧିଗ୍ରହଣ ସମ୍ପର୍କରେ ମଧ୍ୟ ଆଲୋଚନା କରିଛନ୍ତି 5T ଅଧ୍ୟକ୍ଷ ।
ସେହିପରି ସେହି ରାସ୍ତା ନିର୍ମାଣ କାର୍ଯ୍ୟ ବୁଲି ଦେଖିବା ସହ ମ୍ୟାପକୁ ମଧ୍ୟ ଅନୁଧ୍ୟାନ କରିଛନ୍ତି। ରାସ୍ତା ପାଇଁ ଯେଉଁ ଜମି ଅଧିଗ୍ରହଣ ହେବ ସେସବୁ ସ୍ଥାନକୁ ବୁଲି ଦେଖିବା ସହ କାର୍ଯ୍ୟ ଶେଷ ନେଇ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ କାର୍ତ୍ତିକ ପାଣ୍ଡିଆନ। ପୁରୀ ଜିଲ୍ଲାପାଳ, ଏସପି, ଉପଜିଲ୍ଲାପାଳଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ ଓ ନିର୍ମାଣକାରୀ ସଂସ୍ଥାର ଅଧିକାରୀ ଉପସ୍ଥିତ ରହି ଚାଲିଥିବା କାର୍ଯ୍ୟ ବାବଦରେ ସୂଚନା ଦେଇଥିଲେ।
ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ 5T ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି କେ ପାଣ୍ଡିଆନ ଆଜି ପ୍ରତ୍ୟୁଷରୁ ପୁରୀ ଶ୍ରୀମନ୍ଦିର ପରିଦର୍ଶନ କରି ପରିକ୍ରମା ପ୍ରକଳ୍ପ ସମୀକ୍ଷା କରିବା ସହିତ ଭକ୍ତ ମାନଙ୍କ ସୁବ୍ୟବସ୍ଥିତ ଦର୍ଶନ, ଭିଡ଼ ନିୟନ୍ତ୍ରଣ, ଓ ଶୃଙ୍ଖଳିତ ଦର୍ଶନ ପାଇଁ ଦିଗରେ ପଦକ୍ଷେପ ନେବା ସହିତ ମଠ ଗୁଡିକର ପୁନରୁଦ୍ଧାର କାମ, ଲ୍ୟାଣ୍ଡସ୍କେପିଙ୍ଗ କାମ ତ୍ୱରାନ୍ୱିତ କରିବା ପାଇଁ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।
ଆଜି ପ୍ରତ୍ୟୁଷ ୫ଟା ଠାରୁ ୭ଟା ପର୍ଯ୍ୟନ୍ତ ସେ ସମୀକ୍ଷା କରିଥିଲେ ଓ ସମଗ୍ର ପରିକ୍ରମା ପ୍ରକଳ୍ପ ଅଞ୍ଚଳ ବୁଲି ଦେଖିବା ସହ ଭକ୍ତମାନଙ୍କ ସହ ମଧ୍ୟ ଆଲୋଚନା କରିଥିଲେ ।
ଏହି ସମୀକ୍ଷା ଅବସରରେ ପାଣ୍ଡିଆନ୍ ଦୋଳବେଦି ଅଞ୍ଚଳର ତ୍ଵରିତ ବିକାଶ ଏମାର ମଠ, ପଞ୍ଜାବୀ ମଠ ଆଦିର ପୁନରୁଦ୍ଧାର ସହିତ ପରିକ୍ରମା ପ୍ରକଳ୍ପ ସମ୍ମୁଖ ଭାଗର ପେଣ୍ଟିଙ୍ଗ କାମ ଆଗେଇ ନେବାକୁ ପରାମର୍ଶ ଦେଇଥିଲେ। ଏହା ସହିତ ଭକ୍ତମାନଙ୍କ ସ୍ବଚ୍ଛନ୍ଦ ଦର୍ଶନ ପାଇଁ ମରୀଚିକୋଟ ଛକଠାରୁ ଧାଡ଼ି ଆରମ୍ଭ ସହିତ ସିଂହଦ୍ଵାର ଠାରୁ ମରୀଚିକୋଟ ଛକ ପର୍ଯ୍ୟନ୍ତ ବଡ଼ଦାଣ୍ଡର ଉଭୟ ପାର୍ଶ୍ଵରୁ ଭେଣ୍ଡିଂ ଜୋନ୍ ହଟାଇ ଅନ୍ୟତ୍ର ଥଇଥାନ କରିବା ପାଇଁ ପାଣ୍ଡିଆନ୍ ପରାମର୍ଶ ଦେଇଥିଲେ ।
5T ଅଧ୍ୟକ୍ଷଙ୍କୁ ଭେଟିଲେ ଓଡ଼ିଶା ମନ୍ଦିର ସେବାୟତ ସଂଘର ସଦସ୍ୟ, ମୁଖ୍ୟମନ୍ତ୍ରୀଙ୍କ ମନ୍ଦିର ଓ ଐତିହ୍ୟସ୍ଥଳ ରୂପାନ୍ତର କାମ ପାଇଁ ଧନ୍ୟବାଦ ଦେଲେ
ଭୁବନେଶ୍ବର: ଓଡ଼ିଶା ମନ୍ଦିର ସେବାୟତ ସଙ୍ଘର ସଦସ୍ୟମାନେ ୫-ଟି ଅଧ୍ୟକ୍ଷ ଭି. କେ ପାଣ୍ଡିଆନଙ୍କୁ ନବୀନ ନିବାସରେ ଭେଟିଛନ୍ତି । ୫-ଟି ଉପକ୍ରମରେ ରାଜ୍ୟର ବିଭିନ୍ନ ମନ୍ଦିର ଓ ଐତିହ୍ୟସ୍ଥଳର ରୂପାନ୍ତର ଉଦ୍ୟମ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ସେମାନେ ଧନ୍ୟବାଦ ଜଣାଇଥିଲେ ।
ଏଥିସହିତ ଗ୍ରାମାଞ୍ଚଳରେ ଥିବା ଛୋଟ ଛୋଟ ମନ୍ଦିରମାନଙ୍କୁ ‘ମୋ ଓଡ଼ିଶା ନବୀନ ଓଡ଼ିଶା’ ଯୋଜନା ମଧ୍ୟମରେ ଅର୍ଥରାଶି ମଞ୍ଜୁର କରି ଭାରତ ବର୍ଷରେ ନୂଆ ଏକ ପରିଚୟ ସୃଷ୍ଟି କରିଥିବାରୁ ଓଡ଼ିଶାର ସମସ୍ତ ସେବାୟତମାନଙ୍କ ତରଫରୁ ମଧ୍ୟ କୃତଜ୍ଞତା ପ୍ରକାଶ କରାଯାଇଥିଲା।
ବିଭିନ୍ନ ଜିଲ୍ଲା ଗସ୍ତ କାର୍ଯ୍ୟକ୍ରମରେ ୫-ଟି ଅଧ୍ୟକ୍ଷ ମନ୍ଦିର ଏବଂ ସେବାୟତ ମାନଙ୍କ ସୁବିଧା ଅସୁବିଧା ଦୂର ପାଇଁ ପଦକ୍ଷେପ ନେଇଥିବାରୁ ସେବାୟତ ମାନେ ତାଙ୍କୁ କୃତଜ୍ଞତା ଜଣାଇଥିଲେ । ହଜାର ହଜାର ବର୍ଷର ପୁରୁଣା ମଠମନ୍ଦିର ଗୁଡିକର ବିକାଶ ଓ ରୂପାନ୍ତର ପାଇଁ ଐତିହାସିକ ପଦକ୍ଷେପ ନେଇଥିବାରୁ ସେବାୟତ ମାନେ ମୁଖ୍ୟମନ୍ତ୍ରୀଙ୍କୁ ସାଧୁବାଦ ଦେଇଥିଲେ ।
ଏହି ଅବସରରେ ୫-ଟି ଅଧ୍ୟକ୍ଷ ଆଗାମୀ ଶ୍ରୀମନ୍ଦିର ପରିକ୍ରମା ଯୋଜନାର ଶୁଭ ଉଦଘାଟନ ଉତ୍ସବ ରେ ଓଡ଼ିଶା ମନ୍ଦିର ସେବାୟତ ସଙ୍ଘ ର ସମ୍ପୂର୍ଣ୍ଣ ସହଯୋଗ କାମନା ସହିତ ଏହି କାଯ୍ୟକ୍ରମକୁ କିପରି ଭବ୍ୟ କରାଯିବ ସେ ବିଷୟରେ ଆଲୋଚନା କରିଥିଲେ।
ଏହି ସାକ୍ଷାତକାର କାର୍ଯ୍ୟକ୍ରମରେ ଓଡ଼ିଶା ମନ୍ଦିର ସେବାୟତ ସଙ୍ଘର ସଭାପତି କାମେଶ୍ୱର ତ୍ରିପାଠୀ (ବାରିପଦା ଜଗନ୍ନାଥ ମନ୍ଦିର), ସମ୍ପାଦକ ସିଂହାରୀ ଆଲୋକ ଖୁଣ୍ଟିଆ (ସାକ୍ଷୀଗୋପାଳ ମନ୍ଦିର), ସଂଯୋଜକ ଦେବୀ ପାଣି (ବିରଜା ମନ୍ଦିର), ସଚେତକ ସୁବାଷ ମିଶ୍ର ( ଗୋପାଳ ମନ୍ଦିର) , ନୀଳମଣି ସୂଆର (ଅଲାରନାଥ ମନ୍ଦିର), ଗଦା ନନା (ଆଖଣ୍ଡଳମଣି ମନ୍ଦିର), ପୁନ୍ୟଶ୍ଳୋକ ନନ୍ଦ (ନୀଳଗିରି ଜଗନ୍ନାଥ ମନ୍ଦିର) ରଞ୍ଜିତ ମହାପାତ୍ର(ଶିରୁଳୀ ମହାବୀର ମନ୍ଦିର) ସୂର୍ଯ୍ୟ ନାରାୟଣ ପଣ୍ଡା (କାକଟପୁର ମନ୍ଦିର) ବାପୁଜୀ ରଣା (ତାରା ତାରିଣୀ ମନ୍ଦିର)ରଞ୍ଜନ ପଣ୍ଡା (ମଣିନାଗ ମନ୍ଦିର) ମହାରୁଦ୍ର ଝା (ରାମମନ୍ଦିର)ସାଇ ରାମ୍ ଗାନ୍ଧି (ବେନୁ ପଡା ମଠ) ପ୍ରମୁଖ ସାମିଲ ହୋଇଥିଲେ।
ଭୋରରୁ ପୁରୀ ଗସ୍ତକରି ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ 5T ଅଧ୍ୟକ୍ଷ ଭିକେ ପାଣ୍ଡିଆନ
ପୁରୀ: ପୁରୀରେ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିଛନ୍ତି 5T ତଥା ନବୀନ ଓଡ଼ିଶାର ଅଧ୍ୟକ୍ଷ ଭି.କେ ପାଣ୍ଡିଆନ । ଆଜି ସକାଳୁ ପୁରୀ ଆସି ପ୍ରଥମେ ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଥିଲେ । ନିର୍ଦ୍ଧାରିତ ସମୟ ମଧ୍ୟରେ ପ୍ରକଳ୍ପ କାର୍ଯ୍ୟ ଶେଷ କରିବାକୁ ନିର୍ମାଣକାରୀ ସଂସ୍ଥାର ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ପ୍ରକଳ୍ପ କାର୍ଯ୍ୟ ସମ୍ପର୍କରେ ବରିଷ୍ଠ ଅଧିକାରୀ ମାନେ ବିଭିନ୍ନ ଦ୍ୱାରରେ ଲାଗିବାକୁ ଥିବା ନାମ ଫଳକ ଓ ଭିନ୍ନ ଭିନ୍ନ ରଙ୍ଗର ସାଇନେଜ ବ୍ୟବସ୍ଥା ସମ୍ପର୍କରେ 5T ଅଧ୍ୟକ୍ଷଙ୍କୁ ଅବଗତ କରାଇଥିଲେ ।
ଶ୍ରୀମନ୍ଦିର ଚାରିପଟେ ସୌନ୍ଦର୍ଯ୍ୟକରଣ ନେଇ ବିଶେଷ ବ୍ୟବସ୍ଥା ଗ୍ରହଣ କରାଯିବା ସହିତ ସ୍ବତନ୍ତ୍ର ଆଲୋକୀକରଣ ନେଇ ନିଆଯାଇଥିବା ପଦକ୍ଷେପ ଉପରେ ମଧ୍ୟ ପାଣ୍ଡିଆନ ଅବଗତ ହୋଇଥିଲେ । ପରେ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଏକ ବୈଠକ କରିଥିଲେ 5T ଅଧ୍ୟକ୍ଷ । ବୈଠକରେ ପ୍ରକଳ୍ପ କାର୍ଯ୍ୟ ଓ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା ଉପରେ ଆଲୋଚନା କରିଥିଲେ ।
ବୈଠକରେ କେନ୍ଦ୍ରାଞ୍ଚଳ ଆଇଜି, ପୁରୀ ଜିଲ୍ଲାପାଳ, ପୁରୀ ଏସପିଙ୍କ ସମେତ ଉପଜିଲ୍ଲାପାଳ ଓ ଶ୍ରୀମନ୍ଦିର ନୀତି ପ୍ରଶାସକ ଓ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ସାମିଲ ହୋଇଥିଲେ । ଦିନକୁ ଦିନ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ଭିଡ଼ ଶ୍ରୀମନ୍ଦିରରେ ବଢୁଥିବା ବେଳେ, ଭିଡ଼ ନିୟନ୍ତ୍ରଣ ଓ ଶୃଙ୍ଖଳିତ ଦର୍ଶନ କିପରି ହୋଇପାରିବ ତାହା ଉପରେ ମ୍ୟାତନ୍ତ୍ର ମ୍ୟାପ ପ୍ରସ୍ତୁତ କରାଯାଇ ପଦକ୍ଷେପ ନେବାକୁ 5T ଅଧ୍ୟକ୍ଷ ନିର୍ଦ୍ଦେଶ ଦେଇଥିଲେ । ବୈଠକ ଶେଷ ପରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରି ଭୁବନେଶ୍ବର ପ୍ରତ୍ୟାବର୍ତ୍ତନ କରିଥିଲେ 5T ଅଧ୍ୟକ୍ଷ ।