Australia vs Netherlands - The Sakala

ଆଇସିସି ବିଶ୍ବକପ ୨୦୨୩: ନେଦରଲାଣ୍ଡସକୁ ୩୦୯ ରନରେ ହରାଇଲା ଅଷ୍ଟ୍ରେଲିଆ
ନୂଆଦିଲ୍ଲୀ: ଆଇସିସି ବିଶ୍ବକପ ୨୦୨୩ । ଦିଲ୍ଲୀର ଅରୁଣ ଜେଟଲି ଷ୍ଟାଡିୟମଠାରେ ଆଜି ମୁହାଁମୁହିଁ ହୋଇଥିଲେ ଅଷ୍ଟ୍ରେଲିଆ ଓ ନେଦରଲାଣ୍ଡସ। ଏହି ମ୍ୟାଚରେ ଅଷ୍ଟ୍ରେଲିଆ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା । ଅଷ୍ଟ୍ରେଲିଆ ୮ ୱିକେଟ ହରାଇ ୩୯୯ ରନ କରିଥିଲା। ନେଦରଲାଣ୍ଡସକୁ ଜିତିବାକୁ ୪୦୦ ରନର ବିଶାଳ ଲକ୍ଷ୍ୟ ରହିଥିଲା। ନେଦରଲାଣ୍ଡସ୨୧ ଓଭରରେ ସମସ୍ତ ୱିକେଟ ହରାଇ ୯୦ ରନ କରିଥିଲା। ଫଳରେ ଏହି ମ୍ୟାଚକୁ ଅଷ୍ଟ୍ରେଲିଆ ୩୦୯ ରନ ବ୍ୟବଧାନରେ ଜିତିଯାଇଛି ।

ନେଦରଲାଣ୍ଡସ ପକ୍ଷରୁ ବିକ୍ରମଜିତ ସିଂ ସର୍ବାଧିକ ୨୫ ରନ କରିଥିଲେ । ଅଷ୍ଟ୍ରେଲିଆ ପକ୍ଷରୁ ଆଡାମ ଜାମ୍ପା ୪ଟି ଓ୍ବିକେଟ ନେଇଥିବାବେଳେ ମିଚେଲ ମାର୍ସ ୨ଟି ଓ୍ବିକେଟ ନେଇଥିଲେ ।

ଅଷ୍ଟ୍ରେଲିଆ ପକ୍ଷରୁ ବ୍ୟାଟିଂରେ ମିଚେଲ ମାର୍ସ ମାତ୍ର ୯ ରନ କରି ଆଉଟ ହେବା ପରେ ଲଢୁଆ ବ୍ୟାଟିଂ କରି ସ୍କୋରକୁ ଆଗେଇ ନେଇଥିଲେ ଡେଭିଡ୍ ଓ୍ବାର୍ଣ୍ଣର ଓ ଷ୍ଟିଭେନ ସ୍ମିଥ୍ । ଗତ ମ୍ୟାଚରେ ଶତକ ହାସଲ କରିଥିବା ଓ୍ବାର୍ଣ୍ଣର ଏହି ମ୍ୟାଚରେ ବି ଶତକ ହାସଲ କରିଥିଲେ । ସ୍ମିଥ ୭୧ ରନ କରିଥିବାବେଳେ ମାର୍ନସ ଲାବୁସଚାନ ୬୨ ରନ କରିଥିଲେ । ତେବେ ମାକ୍ସଓ୍ବେଲଙ୍କ ବିସ୍ଫୋରକ ୪୦ ବଲ ଶତକ ଅଷ୍ଟ୍ରେଲିଆର ସ୍କୋରକୁ ୩୯୯ରେ ପହଞ୍ଚାଇଦେଇଥିଲା ।

ନେଦରଲାଣ୍ଡ ପକ୍ଷରୁ ଲୋଗାନ ଭାନ ବିକ୍ ୪ଟି ଓ୍ବିକେଟ ନେଇଥିବାବେଳେ ବାସ ଡି ଲିଡ୍ ୨ଟି ଓ୍ବିକେଟ ନେଇଥିଲେ ।

ବିଶ୍ଵକପ୍‌ରେ ଗ୍ଲେନ ମ୍ୟାକ୍ସଓ୍ଵେଲଙ୍କ ଦ୍ରୁତତମ ଶତକ
ନୂଆଦିଲ୍ଲୀ: ଆଇସିସି ବିଶ୍ବକପ ୨୦୨୩ । ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳା ଯାଉଥିବା ଆଜିର ମ୍ୟାଚରେ ନେଦରଲ୍ୟାଣ୍ଡ୍ସ ବିପକ୍ଷରେ ଅଷ୍ଟ୍ରେଲିଆ ଧୂଆଁଧାର ବ୍ୟାଟିଂ କରିଛି।  ଗ୍ଲେନ ମ୍ୟାକ୍ସଓ୍ଵେଲ୍‌ ବିଶ୍ଵକପ୍‌ ଇତିହାସରେ ସବୁଠୁ ଦ୍ରୁତତମ ଶତକ ହାସଲ କରିଛନ୍ତି। ୪୦ ବଲ୍‌ରେ ଶତକ ମାରି ରେକର୍ଡ କରିଛନ୍ତି ମାକ୍ସୱେଲ ।  ଅଷ୍ଟ୍ରେଲିଆ ନିର୍ଦ୍ଧାରିତ ଓଭରରେ ୮ ଓ୍ଵିକେଟ୍ ହରାଇ ୩୯୯ ରନ କରିଛି। ଷ୍ଟିଭ୍ ସ୍ମିଥ ୭୧ ଓ ମାର୍ନସ ଲାବୁସେନ ୬୨ ରନର ଅର୍ଦ୍ଧଶତକୀୟ ଇନିଂସ ଖେଳିଛନ୍ତି। ଡେଭିଡ୍ ଓ୍ଵାର୍ଣ୍ଣରଙ୍କ ୧୦୪ ରନ କରି ଆଉଟ ହୋଇଥିଲେ। ନେଦରଲ୍ୟାଣ୍ଡ୍ସ ସମ୍ମୁଖରେ ୪୦୦ ରନର ବିଶାଳ ବିଜୟ ଲକ୍ଷ୍ୟ ରହିଛି।

ନେଦରଲ୍ୟାଣ୍ଡ୍ସ ପକ୍ଷରୁ ବୋଲିଂରେ ଲୋଗାନ ଭାନ ବିକ୍ ୭୪ ରନ ଦେଇ ୪ଟି ଓ୍ଵିକେଟ୍ ନେଇଛନ୍ତି।