Jan 22 - The Sakala
ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ: ୨୨ ଜାନୁଆରୀକୁ ହାଫ୍ ଡେ’ ଛୁଟି ଘୋଷଣା କଲେ ରାଜ୍ୟ ସରକାର
ଭୁବନେଶ୍ବର: ଜାନୁଆରୀ ୨୨ରେ ହାଫ୍‌ ଡେ’ ଛୁଟି । ଜାନୁଆରୀ ୨୨କୁ ହାଫ୍ ଡେ’ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର । ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ ପାଇଁ ହାଫ୍ ଡେ’ ଛୁଟି ଘୋଷଣା କରାଯାଇଛି।୨୨ ତାରିଖ ଅପରାହ୍ନ ୨ଟା ୩୦ ଯାଏଁ ଅଫିସ ଛୁଟି ଘୋଷଣା ହୋଇଛି।
ପୂର୍ବରୁ, ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ ପାଇଁ  ଜାନୁଆରୀ ୨୨କୁ ହାଫ୍ ଡେ’ ଛୁଟି ଘୋଷଣା କରିଥିଲେ କେନ୍ଦ୍ର ସରକାର । ସାରା ଦେଶରେ ଥିବା କେନ୍ଦ୍ର ସରକାରଙ୍କ ସମସ୍ତ କାର୍ଯ୍ୟାଳୟ, ଶିକ୍ଷାନୁଷ୍ଠାନ ଓ ଶିଳ୍ପାନୁଷ୍ଠାନ ପାଇଁ ଏହି ନିର୍ଦ୍ଦେଶ ଜାରି ହୋଇଥିଲା। ସେହିଦିନ ଅପରାହ୍ନ ୨ଟା ୩୦ ପର୍ଯ୍ୟନ୍ତ ଏଗୁଡ଼ିକ ଛୁଟି ରହିବ ବୋଲି କୁହାଯାଇଥିଲା।
ନୂଆଦିଲ୍ଲୀ: ଜାନୁଆରୀ ୨୨କୁ ହାଫ୍ ଡେ’ ଛୁଟି ଘୋଷଣା କଲେ କେନ୍ଦ୍ର ସରକାର । ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ ପାଇଁ ହାଫ୍ ଡେ ଛୁଟି ଘୋଷଣା କରିଛନ୍ତି କେନ୍ଦ୍ର ସରକାର । ସାରା ଦେଶରେ ଥିବା କେନ୍ଦ୍ର ସରକାରଙ୍କ ସମସ୍ତ କାର୍ଯ୍ୟାଳୟ, ଶିକ୍ଷାନୁଷ୍ଠାନ ଓ ଶିଳ୍ପାନୁଷ୍ଠାନ ପାଇଁ ଏହି ନିର୍ଦ୍ଦେଶ ଜାରି ହୋଇଛି। ସେହିଦିନ ଅପରାହ୍ନ ୨ଟା ୩୦ ପର୍ଯ୍ୟନ୍ତ ଏଗୁଡ଼ିକ ଛୁଟି ରହିବ। ପୂର୍ବରୁ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ତାଙ୍କ ରାଜ୍ୟରେ ସେହିଦିନ ସମସ୍ତ ସ୍କୁଲ ଓ କଲେଜ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଥିଲେ। ଏପରିକି ସେହିଦିନ ଅଯୋଧ୍ୟାର ସମସ୍ତ ମଦ ଦୋକାନ ବନ୍ଦ ରଖିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।
All central government offices across India will remain closed for half day on January 22, 2024 in view of Ram Lalla Pran Pratishtha ceremony at Ayodhya. pic.twitter.com/4Scs88RHxK
— Press Trust of India (@PTI_News) January 18, 2024
ଜାନୁଆରୀ ୨୨ରେ ରାମ ମନ୍ଦିର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ଲକ୍ଷ୍ନୌ: ଅଯୋଧ୍ୟାରେ ନିର୍ମାଣାଧୀନ ଶ୍ରୀରାମ ମନ୍ଦିରର ପ୍ରତିଷ୍ଠାର ତାରିଖ ଓ ସମୟ ଘୋଷଣା କରାଯାଇଛି । ଜାନୁଆରୀ ୨୨ରେ ଅଯୋଧ୍ୟାରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା କରାଯିବ । ନବ ନିର୍ମିତ ରାମ ମନ୍ଦିରର ଗର୍ଭଗୃହରେ ରାମଲାଲା ବିରାଜମାନ କରିବେ । ଏହି ପ୍ରତିଷ୍ଠା କାର୍ଯ୍ୟକ୍ରମ ଦିନ ୧୨.୩୦ରେ ଶୁଭାରମ୍ଭ ହେବ । ଏହି ସୂଚନା ଦେଇଛନ୍ତି ଶ୍ରୀରାମ ଜନ୍ମଭୂମି ଟ୍ରଷ୍ଟର ସାଧାରଣ ସମ୍ପାଦକ ଚମ୍ପତ ରାୟ । ସେ ବୁଧବାର ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି । ଏହି ସମାରୋହରେ ଯୋଗଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସମ୍ମତି ପ୍ରକାଶ କରିଛନ୍ତି ।
ରାମ ଜନ୍ମଭୂମି ନିର୍ମାଣ କମିଟିର ସଦସ୍ୟ ମାନେ ପ୍ରଧାନମନ୍ତ୍ରୀଙ୍କୁ ଭେଟି ଏହି ପବିତ୍ର ସମାରୋହରେ ସାମିଲ ହେବାକୁ ନିମନ୍ତ୍ରଣ କରିଛନ୍ତି । ପ୍ରଧାନମନ୍ତ୍ରୀ ମଧ୍ୟ କମିଟିର ସଦସ୍ୟମାନଙ୍କର ଅନୁରୋଧ ସ୍ବିକାର କରିଛନ୍ତି । ତେବେ ଚମ୍ପତ ରାୟ, ନୃପେନ୍ଦ୍ର ମିଶ୍ର, ଗୋବିଦ ଗିରିଙ୍କ ସମେତ ଟ୍ରଷ୍ଟର ଅଉ ଚାରି ଜଣ ସଦସ୍ୟ ଏଥିରେ ସାମିଲ ହୋଇଥିଲେ।
ନିମନ୍ତ୍ରଣ ସମ୍ପର୍କରେ ପ୍ରଧାନମନ୍ତ୍ରୀ ମୋଦି ଏକ୍ସ (ପୂର୍ବ ଟ୍ବିଟର)ରେ ମୋଦୀ ଲେଖିଛନ୍ତି ଯେ, ମୋର ସୌଭାଗ୍ୟ ଯେ, ମୁଁ ଏଭଳି ଏୈତିହାସିକ ସମାରୋହରେ ସାମିଲ ହେବି । ଏଥିପାଇଁ ମୁଁ ନିଜକୁ ଧନ୍ୟ ମନେକରୁଥିବା ଲେଖିଛନ୍ତି ମୋଦୀ । ଏହାସହ ସେ କମିଟିର ସଦସ୍ୟମାନଙ୍କ ସହ ଉଠାଇଥିବା ଫଟୋକୁ ମଧ୍ୟ ଅପଲୋଡ କରିଛନ୍ତି ।
ଶ୍ରୀରାମ ଜନ୍ମଭୂମୀ କମିଟିର ସଦସ୍ୟ କହିଛନ୍ତି ଯେ, ଶ୍ରୀରାମ ଜନ୍ମଭୂମି ମନ୍ଦିରରେ ପ୍ରଭୁ ଶ୍ରୀ ରାମଲାଲାଙ୍କ ଶ୍ରୀ ବିଗ୍ରହର ପ୍ରାଣ ପ୍ରତିଷ୍ଠା ୨୨ ଜାନୁଆରୀ ୨୦୨୪ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କରିବେ । ଏହା ପୂର୍ବରୁ ୫ ଅଗଷ୍ଟ ୨୦୨୦ରେ ପ୍ରଧାନମନ୍ତ୍ରୀ ମୋଦୀ ଅଯୋଧ୍ୟାରେ ରାମ ମନ୍ଦିରର ଆଧାରଶୀଳା ରଖିଥିଲେ । ତେବେ ରାମଲାଲାଙ୍କୁ ମନ୍ଦିରର ଗର୍ଭଗୃହରେ ସ୍ଥାପନା ସମାରୋହରେ ମନ୍ଦିର ପରିସରରେ ପ୍ରବେଶ ପାଇଁ ପ୍ରାୟ ୧୦ ହଜାର ଲୋକଙ୍କୁ ଅନୁମତି ଦିଆଯିବ ବୋଲି ଟ୍ରଷ୍ଟ ପକ୍ଷରୁ କୁହାଯାଇଛି ।