odia Music Director - The Sakala

ସୁସ୍ଥ ହେଉଛନ୍ତି ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାର, ଖୁବଶୀଘ୍ର ମେଡିକାଲରୁ ହୋଇପାରନ୍ତି ଡିସଚାର୍ଜ
ଭୁବନେଶ୍ୱର: ଅଭିଜିତ ମଜୁମଦାରଙ୍କୁ ନେଇ ଆସିଲା ବଡ଼ ଖବର । ସୁସ୍ଥ ହେଉଛନ୍ତି ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ୍ ମଜୁମଦାର। ଖୁବଶୀଘ୍ର ଏମ୍ସରୁ ଡିସଚାର୍ଜ ହୋଇପାରନ୍ତି ଅଭିଜିତ୍ । ଏ ନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ଏମ୍ସର ନିର୍ଦ୍ଦେଶକ ଡାକ୍ତର ଆଶୁତୋଷ ବିଶ୍ୱାସ । ଅସୁସ୍ଥତା କାରଣରୁ ଗତ ସେପ୍ଟେମ୍ବର ମାସରୁ ଡାକ୍ତରଖାନାରେ ଭର୍ତ୍ତି ହୋଇ ଚିକିତ୍ସିତ ହେଉଛନ୍ତି ଅଭିଜିତ୍ । ସେ ଏବେ ବିପଦମୁକ୍ତ ଅଛନ୍ତି ବୋଲି ସୂଚନା ଦେଇଛନ୍ତି ଏମ୍ସ ନିର୍ଦ୍ଦେଶକ ।

ସେପ୍ଟେମ୍ବର ୪ରେ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି ହୋଇଥିଲେ । ପ୍ରଥମେ ନ୍ୟୁରୋ ସମସ୍ୟା ନେଇ ସେ ଭର୍ତ୍ତି ହୋଇଥିଲେ । କିନ୍ତୁ ପରବର୍ତ୍ତୀ ସମୟରେ ତାଙ୍କ ଦେହ ଅଧିକ ଅସୁସ୍ଥ ହୋଇପଡିଥିଲେ। ଦେହ ଖରାପ ଲାଗି ତାଙ୍କ ଦେହରେ ଅନେକ ଅଙ୍ଗ କାମ କରୁନଥିଲା । ସେ ଆଇସିୟୁରେ ଥିଲେ। ଧୀରେ ଧୀରେ ତାଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଆସୁଛି । ବର୍ତ୍ତମାନ ତାଙ୍କ ସବୁ ଅର୍ଗାନ ଠିକ୍ ଭାବେ କାମ କରୁଛି । ତେଣୁ ତାଙ୍କୁ ଖୁବଶୀଘ୍ର ମେଡିକାଲକୁ ଡିସଚାର୍ଜ କରାଯିବ ।

ଏମ୍ସ ସ୍ଥାନାନ୍ତର ହେଲେ ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ୍‌ ମଜୁମ୍‌ଦାର
କଟକ: ଓଡ଼ିଆ ସଙ୍ଗୀତ ଜଗତର ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ୍‌ ମଜୁମ୍‌ଦାର ଏମ୍ସ ସ୍ଥାନାନ୍ତର ହୋଇଛନ୍ତି। କଟକର ଏକ ଘରୋଇ ହସ୍ପିଟାଲରୁ ଭୁବନେଶ୍ବର ଏମ୍ସ ସ୍ଥାନାନ୍ତର ହୋଇଛନ୍ତି। ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ଏମ୍ସ ସ୍ଥାନାନ୍ତର କରାଯାଇଛି। ଏହା ସଙ୍ଗୀତପ୍ରେମୀଙ୍କୁ ଚିନ୍ତାରେ ପକାଇଛି। ଅଭିଜିତ ମଜୁମଦାର, ଯିଏ ଓଲିଉଡ୍‌ରେ ‘ମେଲୋଡି କିଙ୍ଗ୍’ ନାମରେ ପରିଚିତ, ସମ୍ବଲପୁରୀ ସଙ୍ଗୀତ ଜଗତରୁ ଆରମ୍ଭ କରି ଓଡ଼ିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ପ୍ରବେଶ କରିଥିଲେ। ସେ ୨୦୦୦ ମସିହାରେ ତାଙ୍କର ପ୍ରଥମ ଫିଲ୍ମ ‘କାଶିଆ କପିଳା’ରେ ସଙ୍ଗୀତ ନିର୍ଦ୍ଦେଶନା ଦେଇ ଓଲିଉଡ୍‌ ଜଗତରେ ପାଦ ଥାପିଥିଲେ।

ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକଙ୍କ ପରଲୋକ, ଦୀର୍ଘଦିନ ଧରି ଗଳା କର୍କଟରେ ପୀଡିତ ଥିଲେ
ଭୁବନେଶ୍ବର: ବିଶିଷ୍ଟ ଓଡ଼ିଆ ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକଙ୍କ ପରଲୋକ ହୋଇଛି । ଦୀର୍ଘଦିନ ଧରି କ୍ୟାନ୍ସରରେ ପୀଡିତ ଥିବା ସ୍ୱରୂପ କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ହୋଇଥିଲା।

ସ୍ୱରୂପ ନାୟକ  ୮ ଫେବୃଆରୀ ୧୯୪୭ରେ ଜନ୍ମ ଗ୍ରହଣ କରିଥିଲେ। ସ୍ୱରୂପ ଏକାଧାରରେ ଜଣେ ସଙ୍ଗୀତକାର, ଗୀତିକାର, ପ୍ରଚ୍ଛଦପଟ୍ଟ ଗାୟକ ଓ ଅଭିନେତା ଥିଲେ। ୪୦ରୁ ଅଧିକ ଓଡ଼ିଆ ଚଳଚ୍ଚିତ୍ର ପାଇଁ ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ସ୍ୱରୂପ। ସେ ୩୦ଟି ଫିଲ୍ମ ପାଇଁ ଗୀତ ଲେଖିଥିଲେ। ୬ଟି ଫିଲ୍ମରେ ସେ ଅଭିନୟ କରିଥିଲେ। ସେହିପରି ୬ଟି ଫିଲ୍ମରେ ଗୀତ ଗାଇ ଥିଲେ। ୧୯୬୨ ମସିହାରେ ଜୟଦେବ କଥାଚିତ୍ରରେ ଜଣେ ଶିଶୁ କଳାକାର ଭାବରେ ସେ ଅଭିନୟ ଆରମ୍ଭ କରିଥିଲେ ।

୧୯୮୪ ମସିହାର ହୀରାନୀଳା କଥାଚିତ୍ର ଥିଲା ସଙ୍ଗୀତକାର ଭାବରେ ତାଙ୍କର ପ୍ରଥମ ଚଳଚ୍ଚିତ୍ର । ସହର ଜଳୁଛି, ଲାଲ୍‌ ପାନ୍ ବିବି, ଉଦଣ୍ଡୀ ସୀତା, ସିନ୍ଦୂର ନୁହେଁ ଖେଳଘର, ମନ ରହିଗଲା ତୁମଠାରେ, ପୁଅ ମୋର ଭୋଳା ଶଙ୍କର, ଆଇ ଲଭ୍‌ ୟୁ ଓ କଥାନ୍ତର ଭଳି ଚଳଚ୍ଚିତ୍ରରେ ସେ ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ। ‘ମୁଁ ତୁମକୁ ଭଲ ପାଏ’, ‘ଗାଁ ମଝିରେ ଚାନ୍ଦିନି’, ‘ଚାଲିରେ ତୋର ପଦ୍ମ ଫୁଟେ’ ଏବଂ ‘ ଓଢଣି ଓଢଣି ନାଲି ଓଢଣି’ ଭଳି ଅନେକ ଲୋକ ପ୍ରିୟ ଗୀତରେ ସ୍ୱରୂପ ନିର୍ଦ୍ଦେଶନା କରିଛନ୍ତି। ଓଡ଼ିଆ ଅଭିନେତ୍ରୀ ପାର୍ବତୀ ଘୋଷ ତାଙ୍କ ଭଉଣୀ ଓ ଓଡ଼ିଆ କଥାଚିତ୍ର ସଙ୍ଗୀତକାର ସାରଦା ପ୍ରସନ୍ନ ନାୟକତାଙ୍କ ଭାଇ ।