Swarup Naik - The Sakala

ପଞ୍ଚଭୂତରେ ଲୀନ ହେଲେ ବିଶିଷ୍ଟ ସଙ୍ଗୀତକାର ସ୍ବରୂପ ନାୟକ: ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସଂପନ୍ନ ହେଲା ଶେଷକୃତ୍ୟ
କଟକ: ପଞ୍ଚଭୂତରେ ଲୀନ ହେଲେ ବିଶିଷ୍ଟ ସଙ୍ଗୀତକାର ତଥା ଗୀତିକାର ସ୍ବରୂପ ନାୟକ। କଟକ ସତୀ ଚଉରାରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସ୍ବରୁପ ନାୟକଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ବଡ଼ ଝିଅ ନିବୃତ୍ତି ନାୟକ ମୁଖାଗ୍ନି ଦେଇଛନ୍ତି। ଗତକାଲି ୭୭ ବର୍ଷ ବୟସରେ ସ୍ୱରୂପ ନାୟକଙ୍କ ପରଲୋକ ହୋଇଯାଇଥିଲା । ଗଳା କର୍କଟ ରୋଗରେ ପୀଡ଼ିତ ହୋଇ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ ସ୍ୱରୂପ ନାୟକ।

ଓଡ଼ିଆ ଚଳଚ୍ଚିତ୍ର ଜଗତରେ ବିଭିନ୍ନ କ୍ଷେତ୍ରରେ ସେ ସକ୍ରିୟ ଥିଲେ । ସଂଗୀତ ନିର୍ଦ୍ଦେଶନା କ୍ଷେତ୍ରର ସ୍ବରୂପ ନାୟକ ଅବିସ୍ମରଣୀୟ ସ୍ପର୍ଶ ଛାଡ଼ିଯାଇଥିବା ବେଳେ ସାଟାୟର ସଂଗୀତ ପାଇଁ ସେ ଥିଲେ ଲୋକପ୍ରିୟ । ସେ ୪୦ରୁ ଅଧିକ ଓଡ଼ିଆ ଚଳଚ୍ଚିତ୍ରରେ ସଙ୍ଗୀତ ନିର୍ଦ୍ଦେଶନା ଦେବା ସହ ୩୦ଟି ଚଳଚ୍ଚିତ୍ର ପାଇଁ ଗୀତ ରଚନା, ୬ଟିରେ ପ୍ରଚ୍ଛଦପଟ୍ଟ କଣ୍ଠଶିଳ୍ପୀ ଓ ୬ଟି ଚଳଚ୍ଚିତ୍ରରେ ଅଭିନୟ କରିଥିଲେ । ତାଙ୍କର ଦେହାନ୍ତ ପରେ ଓଲିଉଡ଼ ଜଗତରେ ଶୋକର ଛାୟା ଖେଳିଯାଇଛି । ସଙ୍ଗିତ କ୍ଷେତ୍ରରେ ଏକ ଅପୂରଣୀୟ ଶୁନ୍ୟସ୍ଥାନ ସୃଷ୍ଟି ହୋଇଛି ।

ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକଙ୍କ ପରଲୋକ, ଦୀର୍ଘଦିନ ଧରି ଗଳା କର୍କଟରେ ପୀଡିତ ଥିଲେ
ଭୁବନେଶ୍ବର: ବିଶିଷ୍ଟ ଓଡ଼ିଆ ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକଙ୍କ ପରଲୋକ ହୋଇଛି । ଦୀର୍ଘଦିନ ଧରି କ୍ୟାନ୍ସରରେ ପୀଡିତ ଥିବା ସ୍ୱରୂପ କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ହୋଇଥିଲା।

ସ୍ୱରୂପ ନାୟକ  ୮ ଫେବୃଆରୀ ୧୯୪୭ରେ ଜନ୍ମ ଗ୍ରହଣ କରିଥିଲେ। ସ୍ୱରୂପ ଏକାଧାରରେ ଜଣେ ସଙ୍ଗୀତକାର, ଗୀତିକାର, ପ୍ରଚ୍ଛଦପଟ୍ଟ ଗାୟକ ଓ ଅଭିନେତା ଥିଲେ। ୪୦ରୁ ଅଧିକ ଓଡ଼ିଆ ଚଳଚ୍ଚିତ୍ର ପାଇଁ ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ସ୍ୱରୂପ। ସେ ୩୦ଟି ଫିଲ୍ମ ପାଇଁ ଗୀତ ଲେଖିଥିଲେ। ୬ଟି ଫିଲ୍ମରେ ସେ ଅଭିନୟ କରିଥିଲେ। ସେହିପରି ୬ଟି ଫିଲ୍ମରେ ଗୀତ ଗାଇ ଥିଲେ। ୧୯୬୨ ମସିହାରେ ଜୟଦେବ କଥାଚିତ୍ରରେ ଜଣେ ଶିଶୁ କଳାକାର ଭାବରେ ସେ ଅଭିନୟ ଆରମ୍ଭ କରିଥିଲେ ।

୧୯୮୪ ମସିହାର ହୀରାନୀଳା କଥାଚିତ୍ର ଥିଲା ସଙ୍ଗୀତକାର ଭାବରେ ତାଙ୍କର ପ୍ରଥମ ଚଳଚ୍ଚିତ୍ର । ସହର ଜଳୁଛି, ଲାଲ୍‌ ପାନ୍ ବିବି, ଉଦଣ୍ଡୀ ସୀତା, ସିନ୍ଦୂର ନୁହେଁ ଖେଳଘର, ମନ ରହିଗଲା ତୁମଠାରେ, ପୁଅ ମୋର ଭୋଳା ଶଙ୍କର, ଆଇ ଲଭ୍‌ ୟୁ ଓ କଥାନ୍ତର ଭଳି ଚଳଚ୍ଚିତ୍ରରେ ସେ ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ। ‘ମୁଁ ତୁମକୁ ଭଲ ପାଏ’, ‘ଗାଁ ମଝିରେ ଚାନ୍ଦିନି’, ‘ଚାଲିରେ ତୋର ପଦ୍ମ ଫୁଟେ’ ଏବଂ ‘ ଓଢଣି ଓଢଣି ନାଲି ଓଢଣି’ ଭଳି ଅନେକ ଲୋକ ପ୍ରିୟ ଗୀତରେ ସ୍ୱରୂପ ନିର୍ଦ୍ଦେଶନା କରିଛନ୍ତି। ଓଡ଼ିଆ ଅଭିନେତ୍ରୀ ପାର୍ବତୀ ଘୋଷ ତାଙ୍କ ଭଉଣୀ ଓ ଓଡ଼ିଆ କଥାଚିତ୍ର ସଙ୍ଗୀତକାର ସାରଦା ପ୍ରସନ୍ନ ନାୟକତାଙ୍କ ଭାଇ ।