Metro Project - The Sakala

ସତ ମାନିଲେ ନଗର ଉନ୍ନୟନ ମନ୍ତ୍ରୀ; କହିଲେ, 'ଆଜି ନହେଲେ କାଲି ମେଟ୍ରୋର ଆବଶ୍ୟକତା ଅଛି'
ଭୁବନେଶ୍ୱର: ମେଟ୍ରୋ ପ୍ରକଳ୍ପକୁ ନେଇ ଶେଷରେ ସତ ମାନିଲେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର । କହିଲେ, ଆଜି ନହେଲେ କାଲି ମେଟ୍ରୋର ଆବଶ୍ୟକତା ଅଛି । ବାତିଲ ହୋଇନି ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପ, ସାମୟିକ ଭାବେ ସ୍ଥଗିତ ରଖାଯାଇଛି । ମୁଖ୍ୟମନ୍ତ୍ରୀ କେଉଁଠି ମନା କରିନାହାନ୍ତି, ପ୍ରକଳ୍ପ ମୁଖ୍ୟମନ୍ତ୍ରୀଙ୍କ ବିଚାରଧୀନ ରହିଥିବା କହିଛନ୍ତି ନଗର ଉନ୍ନୟନ ମନ୍ତ୍ରୀ । ଏଥିପାଇଁ ଆନ୍ତଃମନ୍ତ୍ରୀସ୍ତରୀୟ କମିଟି ଗଠନ କରାଯାଇଛି । କେଉଁ ଉପାୟରେ ମେଟ୍ରୋ ପ୍ରକଳ୍ପ ହେବେ ସେନେଇ ଅନୁଧ୍ୟାନ କରାଯାଉଛି । ଏବେ ଯାହା ହେବ କେନ୍ଦ୍ର ସରକାରଙ୍କ ସହାୟତା ଓ ସହଯୋଗରେ ହେବ ବୋଲି ନଗର ଉନ୍ନୟନ ମନ୍ତ୍ରୀ କହିଛନ୍ତି ।

ମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି କି, ସରକାର ଗୋଟିଏ ବାଇପାସ୍ ରାସ୍ତାର ବ୍ୟବସ୍ଥା କରୁଛନ୍ତି । ତାହା ହୋଇଗଲା ପରେ ସରକାର ଏହାର ଚିନ୍ତା କରିବେ। ଏହା ସହ ଇଣ୍ଟର ମିନିଷ୍ଟରିଆଲ କମିଟିରେ ଏ ନେଇ ମଧ୍ୟ ଅନୁଧ୍ୟାନ କରାଯାଉଛି। ଭୁବନେଶ୍ୱର ମେଟ୍ରୋ ଅଫିସ୍ ରେ ମଧ୍ୟ କାର୍ଯ୍ୟ ଚାଲୁ ରହିଛି। ତେବେ ମେଟ୍ରୋ ପ୍ରକଳ୍ପ ସାମୟିକ ଭାବେ ବନ୍ଦ କରାଯାଇଛିବୋଲି କହିଛନ୍ତି ମନ୍ତ୍ରୀ ।

ପୂର୍ବରୁ ମେଟ୍ରୋ ପ୍ରକଳ୍ପ ବନ୍ଦକୁ ନେଇ ବିଜେଡି ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର ମଧ୍ୟ କେନ୍ଦ୍ର ଗୃହ ନିର୍ମାଣ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରୀ ମନୋହର ଲାଲ ଖଟ୍ଟରଙ୍କୁ ଚିଠି ଲେଖି କେନ୍ଦ୍ରର ହସ୍ତକ୍ଷେପ ଲୋଡ଼ିଥିଲେ । ଅନ୍ୟପଟେ ମେଟ୍ରୋ ପ୍ରକଳ୍ପ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ନେଇ ସାଂସଦ ଅପରାଜିତା ଷଡ଼ଙ୍ଗୀ ପ୍ରତିକ୍ରିୟା ଦେଇଛନ୍ତି ଯେ, ସବୁପ୍ରକଳ୍ପ ଲାଭପାଇଁ କରାଯାଏ ନାହିଁ l କିଛି ପ୍ରକଳ୍ପ ବୃହତର ଜନସ୍ୱାର୍ଥକୁ ନଜରରେ ରଖି କରାଯାଏ l ମୁଖ୍ୟମନ୍ତ୍ରୀଙ୍କ ସହିତ ବିସ୍ତୃତ ଭାବରେ ଆଲୋଚନା ପରେ ଚିଠି ଲେଖିଛି l ସେ ମୋତେ ଆଶ୍ୱାସନା ଦେଇଛନ୍ତି, କେନ୍ଦ୍ର ସହିତ ଆଲୋଚନା କରି ପଦକ୍ଷେପ ନେବେ l

ମେଟ୍ରୋ ପ୍ରକଳ୍ପ ବାତିଲ୍‌‌ ନିଷ୍ପତ୍ତିକୁ ନେଇ ବିଜେଡିର ପ୍ରତିବାଦ, ମୁଖ୍ୟମନ୍ତ୍ରୀଙ୍କର କୁଶ ପୁତ୍ତଳିକା ଦାହ
ଭୁବନେଶ୍ୱର: ପୂର୍ବ ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ମେଟ୍ରୋ ପ୍ରକଳ୍ପକୁ ରାଜ୍ୟ ସରକାର ବାତିଲ କରିବା ନିଷ୍ପତ୍ତିକୁ ନେଇ ମଙ୍ଗଳବାର ପ୍ରବଳ ପ୍ରତିବାଦ କରିଛି ଭୁବନେଶ୍ୱର ସାଂଗଠନିକ ଜିଲ୍ଲା ବିଜେଡି। ମାଷ୍ଟର କ୍ୟାଣ୍ଟିନ ଛକରେ ବିଜେଡିର ନେତାମାନେ ମୁଖ୍ୟମନ୍ତ୍ରୀଙ୍କ କୁଶ ପୁତ୍ତଳିକା ଦାହ କରିବା ସହ ମେଟ୍ରୋ ରେଳ ପ୍ରକଳ୍ପ ପୁନର୍ବାର ଆରମ୍ଭ କରିବା ପାଇଁ ଦାବି ଜଣାଇଛନ୍ତି। ମେଟ୍ରୋ ପ୍ରକଳ୍ପ ବାତିଲ ନିଷ୍ପତ୍ତି ବିଜେପି ସରକାରଙ୍କ ହୀନମନ୍ୟତାର ପରିଚୟ ଅଟେ। ରାଜ୍ୟ ବିଜେପି ସରକାର ମେଟ୍ରୋ ରେଳ ପ୍ରକଳ୍ପକୁ ବନ୍ଦ କରିବା ଦୁର୍ଭାଗ୍ୟଜନକ ବୋଲି ଜିଲ୍ଲା ସଭାପତି ଅଶୋକ ଚନ୍ଦ୍ର ପଣ୍ଡା ଅଭିଯୋଗ କରିଛନ୍ତି।

ମଙ୍ଗଳବାର ଭୁବନେଶ୍ୱର ସାଙ୍ଗଠନିକ ଜିଲ୍ଲା ପକ୍ଷରୁ ସଭାପତି ଶ୍ରୀ ପଣ୍ଡାଙ୍କ ନେତୃତ୍ୱରେ ବିଧାୟକ ଅନନ୍ତ ନାରାୟଣ ଜେନା, ସୁଶାନ୍ତ କୁମାର ରାଉତ, ମେୟର ସୁଲୋଚନା ଦାସ, ଯୁବ ସଭାପତି ଚିନ୍ମୟ ସାହୁ, ଛାତ୍ର ସଭାପତି ଇପ୍ସିତା ସାହୁ, ଡେପୁଟି ମେୟର ମଞ୍ଜୁଲତା କହଁର ପ୍ରମୁଖଙ୍କ ନେତୃତ୍ୱରେ ଏହି ପ୍ରତିବାଦ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

ସାକାର ହେବ ରାଜ୍ୟବାସୀଙ୍କ ସ୍ୱପ୍ନ : ରାଜ୍ୟର ପ୍ରଥମ ମେଟ୍ରୋ ରେଳ ପ୍ରକଳ୍ପର ଆଜି ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ସାକାର ହେବାକୁ ଯାଉଛି ରାଜ୍ୟବାସୀଙ୍କ ‘ମେଟ୍ରୋ’ ରେଳ ସ୍ୱପ୍ନ। ଆଉ କିଛି ସମୟ ପରେ ବହୁପ୍ରତୀକ୍ଷିତ ମେଟ୍ରୋ ରେଳ ପ୍ରକଳ୍ପକୁ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗତ ୧ ଏପ୍ରିଲ୍‌ ଅର୍ଥାତ୍‌ ଉତ୍କଳ ଦିବସରେ ରାଜ୍ୟରେ ମେଟ୍ରୋ ପ୍ରକଳ୍ପ କାର୍ଯ୍ୟକାରୀ କରିବା ପାଇଁ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ମାତ୍ର ୮ ମାସ ମଧ୍ୟରେ ଏହି ପ୍ରକଳ୍ପ ପାଇଁ ପ୍ରସ୍ତୁତି ସହ ଅର୍ଥ ବରାଦ କରାଯାଇଛି ଏବଂ ଆଜି ୨୦୨୪ ମସିହାର ପ୍ରଥମ ଦିନ ଅର୍ଥାତ୍‌ ନୂଆ ବର୍ଷରେ ଏହାର ଶିଳାନ୍ୟାସ କରାଯିବ।

ଏହି ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟ କାର୍ଯ୍ୟ ପାଇଁ ମୋଟ୍‌ ୫ ହଜାର ୯୨୯ କୋଟି ୩୮ ଲକ୍ଷ ଟଙ୍କା ବ୍ୟୟ ଅଟକଳ କରାଯାଇଛି । ୨୬ କିଲୋମିଟର ଦୈର୍ଘ୍ୟର ମେଟ୍ରୋ ପ୍ରକଳ୍ପ କ୍ୟାପିଟାଲ ହସ୍ପିଟାଲ, ରାଜମହଲ ଛକ, ବାଣୀବିହାର ଛକ, ଜୟଦେବ ବିହାର ଛକ ଓ ପଟିଆ ଛକ ସମେତ ମୋଟ୍‌ ୨୦ଟି ମେଟ୍ରୋ ରେଳ ଷ୍ଟେସନ ନିର୍ମାଣ କରାଯିବା ନେଇ ଯୋଜନା ରହିଛି। ପରବର୍ତ୍ତୀ ସମୟରେ ଏହା ଉଭୟ ଦିଗରେ କଟକ ଓ ପୁରୀକୁ ସମ୍ପ୍ରସାରିତ କରାଯିବ। ରାଜଧାନୀର ମେଡିଆନ ଉପରେ ପିଲର ନିର୍ମାଣ କରାଯାଇ ରାସ୍ତା ଉପରେ ମେଟ୍ରୋ ଚଳାଚଳ କରିବ। ସେହିପରି ଅତ୍ୟାଧୁନିକ ରେଳ କୋଚ୍‌ର ବ୍ୟବହାର କରାଯିବାକୁ ରହିଥିବା ବେଳେ ଅତ୍ୟାଧୁନିକ ଟିକେଟ୍‌ ବ୍ୟବସ୍ଥା ଏବଂ ସିଗ୍‌ନାଲ ବ୍ୟବହାର କରାଯିବ। ଭୁବନେଶ୍ୱର ମେଟ୍ରୋ ରେଳ ନିଗମର ତତ୍ତ୍ୱାବଧାନରେ ଦ୍ଲିଲୀ ମେଟ୍ରୋ ରେଳ ନିଗମ (ଟର୍ଣ୍ଣ-କି ପରାମର୍ଶଦାତା) ପ୍ରକଳ୍ପର ନିର୍ମାଣ କରିବ।

ଏହି ମେଟ୍ରୋ ପ୍ରକଳ୍ପ ଦ୍ୱାରା ଭୁବନେଶ୍ୱର ଓ କଟକ ମଧ୍ୟରେ ତ୍ରିଶୁଳିିଆ ଏକ ପ୍ରମୁଖ ଜଙ୍କସନ ହେବ। ଏହା ସହିତ ବାଙ୍କୀ ଓ ଆଠଗଡ଼ ପଟରୁ ଦ୍ୱୈତ ନଗରୀର ଗୁରୁତ୍ୱପୂର୍ଣ୍ଣ ପ୍ରବେଶ ପଥ ଭାବରେ ତ୍ରିଶୁଳିଆ ବିବେଚିତ ହେବ। ମେଟ୍ରୋ ରେଳ ପ୍ରକଳ୍ପର କେନ୍ଦ୍ରୀୟ ଡିପୋ ତ୍ରିଶୁଳିଆ ନିକଟରେ ନିର୍ମାଣ କରାଯିବ। ଏଠାରେ ପ୍ରକଳ୍ପର କମାଣ୍ଡ ଓ କଣ୍ଟ୍ରୋଲ୍‌ ବ୍ୟବସ୍ଥା ସହିତ ମେଟ୍ରୋ ଟ୍ରେନର ମରାମତି ଓ ଷ୍ଟାବଲିଂ ସୁବିଧା ମଧ୍ୟ ରହିବ। ତ୍ରିଶୁଳିଆ ଛକରେ ଏକ ନୂଆ ବସ ଷ୍ଟାଣ୍ଡ ମଧ୍ୟ ନିର୍ମାଣ କରାଯାଉଛି। ଏହାକୁ ଆହୁରି ସମ୍ପ୍ରସାରିତ କରାଯାଇ ମେଟ୍ରୋ ଷ୍ଟେସନ ସହିତ ସମନ୍ୱିତ କରାଯାଇ ଏକକ ରହଣି ସ୍ଥଳ ଭାବରେ ବିକଶିତ କରାଯିବ। ମୁଖ୍ୟମନ୍ତ୍ରୀଙ୍କ ସ୍ୱପ୍ନର ଆକାଂକ୍ଷୀ ଓଡ଼ିଶା ପାଇଁ ଏକ ବିଶ୍ୱ ସ୍ତରୀୟ ସହରାଞ୍ଚଳ ଗମନାଗମନ ବ୍ୟବସ୍ଥାର ବିକାଶ ଲକ୍ଷ୍ୟ ହାସଲରେ ଏହି ପ୍ରକଳ୍ପ ପ୍ରମୁଖ ଭୂମିକା ଗ୍ରହଣ କରିବ ।

ଏଥିପାଇଁ ପ୍ରସ୍ତୁତ ଡିପିଆର୍‌କୁ ଅନୁମୋଦନ ମିଳିସାରିଥିବା ବେଳେ ଭୁବନେଶ୍ୱରରୁ ଖୋର୍ଦ୍ଧା, ପୁରୀ ଓ କଟକ ସହରରେ ମେଟ୍ରୋ ରେଳ ସମ୍ପ୍ରସାରିତ କରିବା ପାଇଁ ଦିଲ୍ଲୀ ମେଟ୍ରୋ ରେଳ କର୍ପୋରେସନ ଜରିଆରେ ମାଷ୍ଟର ପ୍ଳାନ ପ୍ରସ୍ତୁତ କରାଯାଉଛି। ସୋମବାର ତ୍ରିଶୁଳିଆ ଛକ ସ୍ଥିତ ରତାଗଡ଼ ଲେଙ୍କାସାହି ନିକଟରେ ମୁଖ୍ୟମନ୍ତ୍ରୀ ମେଟ୍ରୋ ପ୍ରକଳ୍ପର ଶିଳାନ୍ୟାସ ସହ ଏକ ସମାବେଶରେ ଉଦ୍‌ବୋଧନ ଦେବେ । ଏହି ଅବସରରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରୁୁ ତ୍ରିଶୁଳିଆ ପର୍ଯ୍ୟନ୍ତ ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟକୁ ନେଇ ପ୍ରସ୍ତୁତ ଏକ କ୍ଷୁଦ୍ର ବୃତ୍ତଚିତ୍ରକୁ କାର୍ଯ୍ୟକ୍ରମ ସ୍ଥଳରେ ପ୍ରଦର୍ଶିତ କରାଯିବ। କାର୍ଯ୍ୟକ୍ରମରେ ଭୁବନେଶ୍ୱର ମେୟର ସୁଲୋଚନା ଦାସ ସ୍ୱଗତ ଭାଷଣ ଓ କଟକ ମେୟର ସୁବାଷ ସିଂ ଧନ୍ୟବାଦ ଦେବେ। ବାଙ୍କୀ ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀ, କଟକ ଚୌଦ୍ୱାର ବିଧାୟକ ସୌଭିକ୍‌ ବିଶ୍ୱାଳ, ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ ରାଉତ, ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା, ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଉଷା ଦେବୀ ଏବଂ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶୋକ ପଣ୍ଡା ପ୍ରମୁଖ ଅତିଥି ଭାବେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।

ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ଚୁକ୍ତିନାମା ସ୍ବାକ୍ଷରିତ, ୪ ବର୍ଷରେ ସରିବ କାମ
ଭୁବନେଶ୍ବର: ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ରାଜ୍ୟ ସରକାର ଚୁକ୍ତିନାମା ସ୍ବାକ୍ଷରିତ କରିଛନ୍ତି । ଦିଲ୍ଲୀ ମେଟ୍ରୋ ରେଳ ନିଗମ ସହ ଚୁକ୍ତିନାମା ସ୍ବାକ୍ଷରିତ ହୋଇଛି। ୬୨୫୫ କୋଟିର ସମସ୍ତ ଖର୍ଚ୍ଚ ବହନ କରିବେ ରାଜ୍ୟସରକାର । ରାଜ୍ୟର ଭିତ୍ତିଭୂମି ପ୍ରକଳ୍ପରେ ସବୁଠୁ ବଡ଼ ଅର୍ଥ ବିନିଯୋଗ । ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ବର ବିମାନବନ୍ଦରରୁ ତ୍ରିଶୁଳିଆ ପର୍ଯ୍ୟନ୍ତ ଗଡ଼ିବ। ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତରେ ଭୁବନେଶ୍ୱର ମେଟ୍ରୋ ରେଳ କର୍ପୋରେସନ୍‌ ( BMRC ) ଓ  ଦିଲ୍ଲୀ ମେଟ୍ରୋ ରେଳ ନିଗମ (DMRC )ମଧ୍ୟରେ ଚୁକ୍ତି ସ୍ବାକ୍ଷରିତ ହୋଇଛି। ୪ ବର୍ଷରେ ସରିବ ମେଟ୍ରୋ ପ୍ରକଳ୍ପ । ଗମାନା ଗମନ କ୍ଷେତ୍ରରେ ମେଟ୍ରୋ ପ୍ରକଳ୍ପ ଏକ ମାଇଲଖୁଣ୍ଟ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ୨୦୧୯ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ ହେଉଥିବାରୁ ଖୁସି ବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହି କାର୍ଯ୍ୟକ୍ରମରେ ‘୫-ଟି’ ଅଧ୍ୟକ୍ଷ ଭିକେ ପାଣ୍ଡିଆନ୍ ଉପସ୍ଥିତ ଥିଲେ।

ରାଜ୍ୟ ସରକାରଙ୍କ ବହୁ ପ୍ରତୀକ୍ଷିତ ମେଟ୍ରୋ ପ୍ରକଳ୍ପ ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ୱର ବିମାନବନ୍ଦରଠାରୁ ତ୍ରିଶୂଳିଆ ପର୍ଯ୍ୟନ୍ତ କାର୍ଯ୍ୟକାରୀ ହେବ। ଦିଲ୍ଲୀ ମେଟ୍ରୋ ରେଳ ନିଗମ ଏହି ପ୍ରକଳ୍ପର ଟର୍ଣ୍ଣ-କି ପରାମର୍ଶଦାତା ରହିବେ। ଗତ ମଙ୍ଗଳବାର ରାଜ୍ୟ କ୍ୟାବିନେଟ୍‌‌ ବୈଠକରେ ଏହି ପ୍ରସ୍ତାବ ଉପରେ ମୋହର ବାଜିଛି। ଏହି ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟ କାର୍ଯ୍ୟ ପାଇଁ ୫୯୨୯ କୋଟି ୩୮ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ ଓ ୪ ବର୍ଷ ମଧ୍ୟରେ ପ୍ରକଳ୍ପକୁ ଶେଷ କରାଯିବାକୁ ଲକ୍ଷ୍ୟ ରଖାଯାଇଛି।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘୫-ଟି’ ଉପକ୍ରମରେ ଭୁବନେଶ୍ୱର ବିମାନବନ୍ଦରଠାରୁ ତ୍ରିଶୁଳିଆ ପର୍ଯ୍ୟନ୍ତ ମେଟ୍ରୋ ରେଳ ପ୍ରକଳ୍ପକୁ ମଞ୍ଜୁରି ମିଳିଛି। ଭୁବନେଶ୍ୱର, ଖୋର୍ଦ୍ଧା, କଟକ ଓ ପୁରୀ ସହରର ଗମନାଗମନ ବ୍ୟବସ୍ଥାକୁ ନାଗରିକମାନଙ୍କ ପାଇଁ ସହଜ, ସରଳ ଓ ସୁଗମ କରିବା ପାଇଁ ମେଟ୍ରୋ ରେଳ ବ୍ୟବସ୍ଥାର ଆବଶ୍ୟକତା ଥିବା ଅନୁଭବ କରି ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ୨୬ କିଲୋମିଟର ମେଟ୍ରୋ ରେଳ ଯାତ୍ରାରେ କ୍ୟାପିଟାଲ ହସ୍ପିଟାଲ, ରାଜମହଲ ଛକ, ବାଣୀବିହାର ଛକ, ଜୟଦେବ ବିହାର ଛକ ଓ ପଟିଆ ଛକ ସମେତ ମୋଟ୍‌‌ ୨୦ ଟି ଷ୍ଟେସନ ନିର୍ମାଣ କରାଯିବା ନେଇ ଯୋଜନା ରହିଛି। ଏହି କାର୍ଯ୍ୟକୁ ଭୁବନେଶ୍ୱର ମେଟ୍ରୋ ରେଳ ନିଗମର ତତ୍ତ୍ୱାବଧାନରେ ଦ୍ଲିଲୀ ମେଟ୍ରୋ ରେଳ ନିଗମ (ଟର୍ଣ୍ଣ-କି ପରାମର୍ଶଦାତା) ଦ୍ୱାରା ନିର୍ମାଣ କରିବାକୁ ନିଷ୍ପତ୍ତି ହୋଇଛି।

ମେଟ୍ରୋ ପ୍ରକଳ୍ପର ଦ୍ରୁତ ଅଗ୍ରଗତି, ଦିଲ୍ଲୀ ମେଟ୍ରୋ ସହ ଏମ୍‌‌ଓୟୁ ଆଜି
ଭୁବନେଶ୍ୱର: ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ କାର୍ଯ୍ୟ ଜୋରଦାର ଆଗେଇ ଚାଲିଛି। ନୂଆ ବର୍ଷରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମେଟ୍ରୋ ରେଳ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ବୋଲି ରାଜ୍ୟ ସରକାର ଘୋଷଣା କରିଛନ୍ତି। ଏହା ପୂର୍ବରୁ ସୋମବାର ଦିଲ୍ଲୀ ମେଟ୍ରୋ ସହିତ ରାଜ୍ୟ ସରକାର ଏକ ବୁଝାମଣାପତ୍ର ସ୍ୱାକ୍ଷର କରିବେ। ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଦିଲ୍ଲୀ ମେଟ୍ରୋ ରେଳ କର୍ପୋରେସନ୍‌‌ର ବରିଷ୍ଠ ଅଧିକାରୀଙ୍କ ରାଜ୍ୟ ସରକାରଙ୍କ ପକ୍ଷରୁ ବରିଷ୍ଠ ଅଧିକାରୀମାନଙ୍କ ଉପସ୍ଥିତିରେ ପ୍ରକଳ୍ପ ସଂକ୍ରାନ୍ତ ସଂଯୋଗର ଏମ୍‌‌ଓୟୁ ସ୍ୱାକ୍ଷର କରିବେ।  ରାଜ୍ୟ ସରକାରଙ୍କ ବହୁ ପ୍ରତୀକ୍ଷିତ ମେଟ୍ରୋ ପ୍ରକଳ୍ପ ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ୱର ବିମାନବନ୍ଦରଠାରୁ ତ୍ରିଶୂଳିଆ ପର୍ଯ୍ୟନ୍ତ କାର୍ଯ୍ୟକାରୀ ହେବ। ଦିଲ୍ଲୀ ମେଟ୍ରୋ ରେଳ ନିଗମ ଏହି ପ୍ରକଳ୍ପର ଟର୍ଣ୍ଣ-କି ପରାମର୍ଶଦାତା ରହିବେ। ଗତ ମଙ୍ଗଳବାର ରାଜ୍ୟ କ୍ୟାବିନେଟ୍‌‌ ବୈଠକରେ ଏହି ପ୍ରସ୍ତାବ ଉପରେ ମୋହର ବାଜିଛି। ଏହି ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟ କାର୍ଯ୍ୟ ପାଇଁ ୫୯୨୯ କୋଟି ୩୮ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ ଓ ୪ ବର୍ଷ ମଧ୍ୟରେ ପ୍ରକଳ୍ପକୁ ଶେଷ କରାଯିବାକୁ ଲକ୍ଷ୍ୟ ରଖାଯାଇଛି।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘୫-ଟି’ ଉପକ୍ରମରେ ଭୁବନେଶ୍ୱର ବିମାନବନ୍ଦରଠାରୁ ତ୍ରିଶୁଳିଆ ପର୍ଯ୍ୟନ୍ତ ମେଟ୍ରୋ ରେଳ ପ୍ରକଳ୍ପକୁ ମଞ୍ଜୁରି ମିଳିଛି। ଭୁବନେଶ୍ୱର, ଖୋର୍ଦ୍ଧା, କଟକ ଓ ପୁରୀ ସହରର ଗମନାଗମନ ବ୍ୟବସ୍ଥାକୁ ନାଗରିକମାନଙ୍କ ପାଇଁ ସହଜ, ସରଳ ଓ ସୁଗମ କରିବା ପାଇଁ ମେଟ୍ରୋ ରେଳ ବ୍ୟବସ୍ଥାର ଆବଶ୍ୟକତା ଥିବା ଅନୁଭବ କରି ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ୨୬ କିଲୋମିଟର ମେଟ୍ରୋ ରେଳ ଯାତ୍ରାରେ କ୍ୟାପିଟାଲ ହସ୍ପିଟାଲ, ରାଜମହଲ ଛକ, ବାଣୀବିହାର ଛକ, ଜୟଦେବ ବିହାର ଛକ ଓ ପଟିଆ ଛକ ସମେତ ମୋଟ୍‌‌ ୨୦ ଟି ଷ୍ଟେସନ ନିର୍ମାଣ କରାଯିବା ନେଇ ଯୋଜନା ରହିଛି। ଏହି କାର୍ଯ୍ୟକୁ ଭୁବନେଶ୍ୱର ମେଟ୍ରୋ ରେଳ ନିଗମର ତତ୍ତ୍ୱାବଧାନରେ ଦ୍ଲିଲୀ ମେଟ୍ରୋ ରେଳ ନିଗମ (ଟର୍ଣ୍ଣ-କି ପରାମର୍ଶଦାତା) ଦ୍ୱାରା ନିର୍ମାଣ କରିବାକୁ ନିଷ୍ପତ୍ତି ହୋଇଛି।

ମେଟ୍ରୋ ପ୍ରକଳ୍ପର ସମୀକ୍ଷା କଲେ 5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ, ଜାନୁଆରୀ ପହିଲାରେ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ
କଟକ: ନୂଆବର୍ଷରେ ମେଟ୍ରୋ ରେଳ ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ଭୋରରୁ ତ୍ରିଶୂଳିଆରେ ପହଞ୍ଚି ଭୁବନେଶ୍ବର- କଟକ ମେଟ୍ରୋ ପ୍ରକଳ୍ପର ସମୀକ୍ଷା କଲେ 5T ଅଧ୍ୟକ୍ଷ ଭିକେ ପାଣ୍ଡିଆନ । ତ୍ରିଶୂଳିଆରେ ପ୍ରସ୍ତାବିତ ମେଟ୍ରୋ ରେଳ ଷ୍ଟେସନ ଟର୍ମିନାଲ ଏବଂ ଡିପୋ ବୁଲି ଦେଖିଛନ୍ତି । ମେଟ୍ରୋ ରେଲ ପ୍ରକଳ୍ପର ଠିକ ସମୟରେ ନିର୍ମାଣ କାର୍ଯ୍ୟ ଆରମ୍ଭ ଉପରେ ଆଲୋଚନା କରିଛନ୍ତି ।

5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ପ୍ରସ୍ତାବିତ ମେଟ୍ରୋ ଟର୍ମିନାଲ ଓ ତ୍ରିଶୁଳିଆ ଡିପୋରେ ପହଞ୍ଚି ସମୀକ୍ଷା କରିଛନ୍ତି । ଭୁବନେଶ୍ବର ଓ କଟକ ପାଇଁ ତ୍ରିଶୁଳିଆ ହେବ ପରିବହନର ହବ୍ । ଏହି ଅବସରରେ ମେଟ୍ରୋ ରେଳ ପ୍ରକଳ୍ପ କାର୍ଯ୍ୟକୁ ତ୍ବରାନ୍ବିତ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି । 5T ନୀତି ଆଧାରରରେ ନିର୍ଦ୍ଧାରିତ ସମୟ ମଧ୍ୟରେ ପ୍ରକଳ୍ପ କାର୍ଯ୍ୟ ସାରିବାକୁ ଭି.କେ. ପାଣ୍ଡିଆନ ନିର୍ଦ୍ଦେଶ ଦେଇଛନ୍ତି ।

ଗତ ଏପ୍ରିଲ ୧ ତାରିଖ ଉତ୍କଳ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ଏହି ପ୍ରକଳ୍ପର ଡିପିଆରକୁ ମଞ୍ଜୁରୀ ଦେଇଥିଲେ । ପ୍ରଥମ ପର୍ଯ୍ୟାୟରେ କଟକ-ଭୁବନେଶ୍ବରକୁ ସଂଯୋଗ କରୁଥିବା ମେଟ୍ରୋ ପ୍ରକଳ୍ପ ପରବର୍ତ୍ତି ସମୟରେ ଖୋର୍ଦ୍ଧା ଓ ପୁରୀ ପର୍ଯ୍ୟନ୍ତ ସଂପ୍ରସାରିତ ହେବ । ଦିଲ୍ଲୀ ମେଟ୍ରୋ ରେଳ କର୍ପୋରେସନ ପକ୍ଷରୁ ଏହି ପ୍ରକଳ୍ପ କାର୍ଯ୍ୟକାରୀ ହେବ । ଆଗାମୀ ଦିନରେ ତ୍ରିଶୂଳିଆ, ଟୁଇନ୍ ସିଟି କଟକ ଓ ଭୁବନେଶ୍ବର, ବାଙ୍କି ଓ ଆଠଗଡ଼ ମଧ୍ୟରେ ଏକ ଗେଟ୍ ଓ୍ବେ ଭାବେ କାର୍ଯ୍ୟ କରିବ ।

ମେଟ୍ରୋ ରେଳ ପ୍ରକଳ୍ପର କେନ୍ଦ୍ରୀୟ ଡିପୋ ତ୍ରିଶୂଳିଆରେ ପ୍ରତିଷ୍ଠା ହେବ । ତ୍ରିଶୂଳିଆରେ ମେଟ୍ରୋ ରେଳର କମାଣ୍ଡ ଓ କଣ୍ଟ୍ରୋଲ ସେଣ୍ଟର ସହ ମରାମତି ସୁବିଧା ରହିବ । ଏଥିପାଇଁ ତ୍ରିଶୂଳିଆରେ ଏକ ବସଷ୍ଟାଣ୍ଡ ମଧ୍ୟ ନିର୍ମାଣ କରାଯାଉଛି । ଏହି ବସଷ୍ଟାଣ୍ଡ ମେଟ୍ରୋ ରେଳ ଷ୍ଟେସନ ସହ ସଂଯୋଗ ହେବ । ବର୍ତ୍ତମାନ ପର୍ଯ୍ୟନ୍ତ ପ୍ରକଳ୍ପ କାର୍ଯ୍ୟର ଅଗ୍ରଗତିକୁ ନେଇ 5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ସନ୍ତୋଷ ପ୍ରକାଶ କରିଛନ୍ତି । ପ୍ରକଳ୍ପ କାର୍ଯ୍ୟକୁ 5T ନୀତି ଆଧାରରେ ତଦାରଖ କରିବାକୁ ପରାମର୍ଶ ଦେଇଛନ୍ତି ।

ନିର୍ଦ୍ଧାରିତ ୪ ବର୍ଷ ସମୟସୀମା ମଧ୍ୟରେ ମେଟ୍ରୋ ରେଳ ପ୍ରକଳ୍ପ କାର୍ଯ୍ୟକ୍ଷମ କରିବାକୁ ଲକ୍ଷ୍ୟ ରଖାଯାଇଛି । ଏହି ପ୍ରକଳ୍ପ ମୁଖ୍ୟମନ୍ତ୍ରୀଙ୍କ ଏକ ଭିଜନ ହୋଇଥିବାରୁ ଶିଳାନ୍ୟାସ ପୂର୍ବରୁ ସମସ୍ତ ପ୍ରସ୍ତୁତି କାର୍ଯ୍ୟ ଶେଷ କରିବାକୁ 5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ନିର୍ଦ୍ଦେଶ ଦେଇଛନ୍ତି । ଏକ ବିଶ୍ବସ୍ତରୀୟ ସହରାଞ୍ଚଳ ପରିବହନ ବ୍ୟବସ୍ଥା ସୃଷ୍ଟି କରିବା ମୁଖ୍ୟମନ୍ତ୍ରୀଙ୍କ ଲକ୍ଷ୍ୟ । ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ଅତ୍ୟାଧୁନିକ ଜ୍ଞାନ କୌଶଳ ଓ ଯନ୍ତ୍ରପାତିର ବ୍ୟବହାର କରିବାକୁ ପରାମର୍ଶ ଦେଇଛନ୍ତି ଭି.କେ. ପାଣ୍ଡିଆନ୍ । ଯାତ୍ରୀଙ୍କ ସୁବିଧା ପାଇଁ ଟୁଇନ୍ ସିଟିର ସବୁ ପରିବହନ ବ୍ୟବସ୍ଥାକୁ ମେଟ୍ରୋ ରେଳ ସହ ସଂଯୋଗ କରାଯିବ । ଭବିଷ୍ୟତ ସଂପ୍ରସାରଣ ପାଇଁ ମଧ୍ୟ ଏବେଠୁ ଆଗୁଆ ପ୍ରସ୍ତୁତି କରିବାକୁ 5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ପରାମର୍ଶ ଦେଇଛନ୍ତି ।

ସେହିପରି ନବ ନର୍ମିତ ନେତାଜୀ ବସ୍ ଟର୍ମିନାଲ ବୁଲି ଦେଖିଛନ୍ତି 5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ । ଯାତ୍ରୀ, ବସ ଚାଳକ ଓ ସେବା ପ୍ରଦାନକାରୀ ଅଧିକାରୀଙ୍କ ସହ ଆଲୋଚନା କରିବା ସହ ବସ୍ ସେବା କିପରି ଚାଲିଛି ସେନେଇ ମତାମତ ନେଇଥଲେ ଭି.କେ. ପାଣ୍ଡିଆନ୍ । ଟର୍ମିନାଲରେ ସମନ୍ବିତ ସୂଚନା ପରିଚାଳନା ବ୍ୟବସ୍ଥାକୁ ଅଧିକ ଦୃଢ଼ କରିବାକୁ ପରାମର୍ଶ ଦେଇଥିଲେ ।

5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷଙ୍କ ସହ ଅନ୍ୟ ବରିଷ୍ଠ ଅଧିକାରୀ ରୂପାନ୍ତରୀତ ତାଳଦଣ୍ଡା କେନାଲ ବୁଲି ଦେଖିଥିଲେ । କେନାଲର ସୌନ୍ଦର୍ଯ୍ୟକରଣ ଓ ଯାତ୍ରୀଙ୍କ ପାଇଁ ଥିବା ଆମୋଦ ପ୍ରମୋଦ କେନ୍ଦ୍ରର ନିୟମିତ ରକ୍ଷଣାବେକ୍ଷଣକୁ ଗୁରୁତ୍ବ ଦେଇଥିଲେ । 5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷଙ୍କ ସହ ଉନ୍ନୟନ କମିଶନର ଅନୁ ଗର୍ଗ, ଇଲେକ୍ଟ୍ରୋନିକ୍ସ ଓ ଆଇଟି ବିଭାଗ ପ୍ରମୁଖ ସଚିବ ମନୋଜ ମିଶ୍ରଙ୍କ ସହ ଅନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ ।