attacked - The Sakala

ଜନଗଣନା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ, ୪ଜଣ ଆହତ
କାମାକ୍ଷାନଗର: ଜନଗଣନା କର୍ମଚାରୀଙ୍କୁ ମାଡ ଅଭିଯୋଗ । ସାରା ରାଜ୍ୟରେ ଜନଗଣନା କାର୍ଯ୍ୟ ଚାଲୁରହିଥିବା ବେଳେ କାମାକ୍ଷାନଗରରେ ଜନଗଣନା କରିବାକୁ ଯାଇଥିବା କର୍ମଚାରୀଙ୍କୁ ମରଣାତ୍ମକ ଆକ୍ରମଣ ଅଭିଯୋଗ । ଆକ୍ରମଣରେ ୪ଜଣ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୨ଜଣ ମହିଳା କର୍ମଚାରୀ ଅଛନ୍ତି। ସେମାନଙ୍କ ମୁହଁରେ ଗଭୀର ଆଘାତ ଲାଗିଛି । କାମାକ୍ଷାନଗର ଏନଏସି ତିନି ନମ୍ବର ୱାର୍ଡ ମହିମାନଗର ସାହିରେ ଆଟାକ ହୋଇଛି ।

କର୍ମଚାରୀଙ୍କୁ ମାଡ଼ ମାରିବା ସହ ଜନଗଣନା କରୁଥିବା ଦିଦିଙ୍କ ଗାଡି ଭାଙ୍ଗି ଦେଇଛନ୍ତି ସମ୍ପୃକ୍ତ ବ୍ୟକ୍ତି ଓ ତାଙ୍କ ଦୁଇ ପୁଅ l ଏହା ସହ ପଥର ଧରି ମାରିବାକୁ ଗୋଡାଇଥିବା ଅଭିଯୋଗ ହୋଇଛି । ଖବର ପାଇ କାମାକ୍ଷାନଗର ଉପଜିଲ୍ଲାପାଳ, ତହସିଲଦାର, ଏସଡିପିଓ ଓ ଥାନା ଅଧିକାରୀ ଘଟଣା ସ୍ଥଳରେ ପହଞ୍ଚିଥିଲେ । ପୋଲିସ ଆକ୍ରମଣକାରୀଙ୍କୁ ଅଟକ ରଖି ତଦନ୍ତ କରୁଛନ୍ତି ।

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କଲେ ଦୁର୍ବୃତ୍ତ
ବଲାଙ୍ଗୀର: ବଲାଙ୍ଗୀର ରେଡ଼ିଓ ଷ୍ଟେସନ ସାମ୍ନାରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିବା ଜଣାପଡ଼ିଛି। ଦୁର୍ବୃତ୍ତମାନେ ଯୁବକଙ୍କୁ ଖଣ୍ଡାରେ ଗୋଡେଇ ଗୋଡେଇ ଆକ୍ରମଣ କରିଛନ୍ତି। ଉକ୍ତ ଦୁର୍ବୃତ୍ତମାନେ ମୁହଁରେ ମାସ୍କ ପିନ୍ଧି ଆକ୍ରମଣ କରିଥିଲେ। ଆକ୍ରମଣର କାରଣ ଅସ୍ପଷ୍ଟ ରହିଛି। ଖବର ପଇ ଟାଉନ୍ ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଆକ୍ରମଣ ହୋଇଥିବା ଯୁବକଙ୍କ ନାଁ ରାଜା ବୋଲି ଜଣାପଡ଼ିଛି। ରାଜାକୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଛି।