Gun Seized - The Sakala

ରାଜଧାନୀରୁ ଜବତ ହେଲା ୨ବନ୍ଧୁକ ସହ ୧୦ରାଉଣ୍ଡ ଗୁଳି, ଅଭିଯୁକ୍ତ ଗିରଫ
ଭୁବନେଶ୍ୱର: ପୁଣି ରାଜଧାନୀରୁ ମିଳିଲା ବନ୍ଧୁକ । ଜବତ ହେଲା ୨ଟି ସେମି ଅଟୋମେଟିକ ବନ୍ଧୁକ ସାଙ୍ଗକୁ ୧୦ ରାଉଣ୍ଡ ଗୁଳି । ଅଭିଯୁକ୍ତକୁ କାବୁ କଲା ସ୍ପେଶାଲ କ୍ରାଇମ ୟୁନିଟ । ଏୟାରଫିଲ୍ଡ ଥାନା ଅନ୍ତର୍ଗତ ସୁନ୍ଦରପଦା ତଳସାହିର ଅମରେଶ ରାଉତ ଗିରଫ। ଅଭିଯୁକ୍ତ ଠାରୁ ୨ ଟି ମାଗାଜିନ ସମେତ ଜବତ ହୋଇଛି ଗୋଟିଏ ବାଇକ୍ । ସେପଟେ ଅସାମାଜିକ ତତ୍ତ୍ୱଙ୍କ ବିରୋଧରେ ଖବର ଦେବା ପାଇଁ ନମ୍ବର ଜାରି କରିଛି ସ୍ପେଶାଲ କ୍ରାଇମ ୟୁନିଟ । 0674-2916383 ରେ କଲ୍ କରି ଅପରାଧୀଙ୍କ ସମ୍ପର୍କରେ ସୂଚନା ଦେଲେ ନାମ ଗୋପନ ରଖାଯିବ ବୋଲି ସୂଚନା ଦେଇଛନ୍ତି ସ୍ପେଶାଲ କ୍ରାଇମ ୟୁନିଟ ଡିସିପି ଅନୁପ କାନୁନଗୋ ।

ନବମ ଶ୍ରେଣୀ ଛାତ୍ର ଅଣ୍ଟା‌ରୁ ବନ୍ଧୁକ ଜବତ; ଧରିପକାଇବାରୁ ଶିକ୍ଷକଙ୍କୁ ଧମକ...
କେନ୍ଦ୍ରାପଡ଼ା,: ଜଣେ ନବମ ଶ୍ରେଣୀ ଛାତ୍ର ଅଣ୍ଟାରେ ବନ୍ଧୁକ ଖୋସି ସ୍କୁଲକୁ ଆସିବା ଏବଂ ଖେଳ ଶିକ୍ଷକଙ୍କୁ ଧମକ ଦେବା ଭଳି ଚାଞ୍ଚଲ୍ୟକର ଘଟଣା ଆଜି କେନ୍ଦ୍ରାପଡ଼ା ଜିଲ୍ଲାରେ ଚର୍ଚ୍ଚାର ମୁଖ୍ୟ ବିଷୟ ହୋଇଛି। ଗରଦପୁର ଅଞ୍ଚଳର କୋରୁଆ ସରକାରୀ ଉଚ୍ଚ ବିଦ୍ୟାଳୟରେ ଆଜି ଏହି ଘଟଣା ଘଟିଛି। କୁଦାନଗରୀ ପୁଲିସ ସଂପୃକ୍ତ ଛାତ୍ରକୁ ଅଟକ ରଖିବା ସହ ତା’ଠାରୁ ଗୋଟିଏ ବନ୍ଧୁକ ଓ ଗୁଳି ଜବତ କରିଛି। ଛାତ୍ରଜଣଙ୍କ ଧାନମଣ୍ଡଳ ଅଞ୍ଚଳର ବୋଲି ଜଣାଯାଇଛି। ତାକୁ ଜୁଭେନାଇଲ୍‌ ଜଷ୍ଟିସ୍‌ ବୋର୍ଡରେ ହାଜର କରାଇବା ପରେ ବାଳସୁଧାର ଗୃହକୁ ପଠାଇ ଦିଆଯିବ ବୋଲି ଜଣାଯାଇଛି।

ସୂଚନାନୁଯାୟୀ, ଛାତ୍ରଜଣଙ୍କ ଆଜି ଏକ ବନ୍ଧୁକ ଓ ଗୁଳି ନେଇ ସ୍କୁଲକୁ ନେଇ ଆସିଥିଲା। ବନ୍ଧୁକଟି ତା’ ଅଣ୍ଟାରେ ଖୋସା ହୋଇଥିଲା। ଏହାକୁ ନେଇ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଭୟର ବାତାବରଣ ସୃଷ୍ଟି ହେବାରୁ କଥା ସ୍କୁଲ କର୍ତ୍ତୃପକ୍ଷଙ୍କ କାନକୁ ଯାଇଥିଲା। ସ୍କୁଲ ଖେଳ ଶିକ୍ଷକ ବନ୍ଧୁକକୁ ଜବତ କରିବାରୁ ଏଥିରେ ଛାତ୍ରଜଣଙ୍କ ରାଗି ନିଆଁବାଣ ହୋଇଯାଇଥିଲା। ସେ ଶିକ୍ଷକଙ୍କୁ ମଧ୍ୟ ନାନା ଧମକଚମକ ଦେଇଥିଲା। ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ନିର୍ଦ୍ଦେଶରେ ସ୍କୁଲ ପକ୍ଷରୁ ଏନେଇ ଅଭିଯୋଗ ହେବା ପରେ ପୁଲିସ ସ୍କୁଲରେ ପହଞ୍ଚି ବନ୍ଧୁକ ଓ ଗୁଳି ଜବତ କରିଥିଲା। ତେବେ ପୁଲିସକୁ ଦେଖି ଛାତ୍ରଜଣଙ୍କ ଫେରାର୍‌ ହେବାକୁ ଚେଷ୍ଟା କରିଥିଲା। ତାକୁ ଧରିବାକୁ ପୁଲିସକୁ ନାକେଦମ୍‌ ହେବାକୁ ପଡ଼ିଥିଲା। ପୁଲିସ ତା’ ପରିବାରଲୋକଙ୍କୁ ଏ ସଂପର୍କରେ ଖବର ଦେବା ସହ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ନେଇଛି।
ଛାତ୍ରଜଣଙ୍କ ପୂର୍ବରୁ ମଧ୍ୟ ବହୁବାର ସ୍କୁଲକୁ ବନ୍ଧୁକ ଆଣିଥିବା କର୍ତ୍ତୃପକ୍ଷ କହିଛନ୍ତି। ଏତେ ଛୋଟ ପିଲା ପାଖରେ ବନ୍ଧୁକ, ଗୁଳି କେଉଁଠୁ ଆସିଲା, କିଏ ତାକୁ ଦେଇଛି, ସେନେଇ ପୁଲିସ ତଦନ୍ତ ଚଳାଇଛି। ଏହା ପଛରେ ଚୋରା ବନ୍ଧୁକ ରାକେଟ୍‌ର ସଂପୃକ୍ତି ଥିବା ଅନୁମାନ କରାଯାଉଛି। ପୁଲିସ ନଜରରୁ ବର୍ତ୍ତିବା ପାଇଁ ଛୋଟଚୋଟ ପିଲାଙ୍କ ଜରିଆରେ ବନ୍ଧୁକ ଚୋରା କାରବାର ହୋଇଥାଇପାରେ ବୋଲି ସନ୍ଦେହ କରାଯାଉଛି। ଏହି ଘଟଣା ପଦାକୁ ଆସିବା ପରେ ବୁଦ୍ଧିଜୀବୀମହଲରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଦ୍ୟାଳୟ ପରିସରରେ ଶିକ୍ଷା ପରିବେଶ ନିରାପଦ କରିବା ପାଇଁ ପୁଲିସ ଓ ଶିକ୍ଷା ବିଭାଗ ଦୁହିଁଙ୍କୁ ସୁଦ୍ଧାର ଓ ନିରୀକ୍ଷଣ ବଢ଼ାଇବା ଦାବି ଉଠିଛି।
ନବମ ଶ୍ରେଣୀ...

ଶିମିଳିପାଳ ପାଦଦେଶରୁ ପୁଣି ୭୧ଟି ଦେଶୀ ବନ୍ଧୁକ ଜବତ
ବାରିପଦା: ଶିମିଳିପାଳ ପାଦଦେଶରୁ ପୁଣି ୭୧ଟି ଦେଶୀ ବନ୍ଧୁକ ଜବତ ହୋଇଛି। ଶିମିଳିପାଳରେ ପୁଲିସ ପକ୍ଷରୁ ଦ୍ବିତୀୟ ପର୍ଯ୍ୟାୟ ସର୍ଚ୍ଚ ଅପରେସନ ଜାରିଥିବାବେଳେ ବନ୍ଧୁକ ଜବତ ନେଇ ସୂଚନା ପ୍ରଦାନ କରାଯାଇଛି। ଶିମିଳିପାଳ ପାଦଦେଶରେ ଥିବା ୯ଟି ଥାନା ଅଧୀନରେ ଥିବି ଗାଁ ଗୁଡିକରୁ ପୁଣି ୭୧ଟି ଆଗ୍ନୟାସ୍ତ୍ର (ଦେଶୀବନ୍ଧୁକ) ଜବତ ହୋଇଛି। ମଙ୍ଗଳବାର ମଧ୍ୟାହ୍ନ ୧୨ଟାରେ ବାରିପଦା ସ୍ଥିତ ଜିଲ୍ଲା ପୁଲିସ ମୁଖ୍ୟାଳୟରେ ଅନୁଷ୍ଠିତ ହେବାକୁ ଥିବା ସାମ୍ବାଦିକ ସମ୍ମିଳନୀରେ ଏସପି ବି ଗଙ୍ଗାଧର ସମ୍ପୂର୍ଣ୍ଣ ସୂଚନା ପ୍ରଦାନ କରିବେ। ଶିମିଳିପାଳ ଅଭୟାରଣ୍ୟର ଅନ୍ତର୍ଗତ ବିଭିନ୍ନ ସ୍ଥାନରୁ ଦେଶୀ ବନ୍ଧୁକ ଜବତ କରିଛନ୍ତି। ଶିମିଳିପାଳ ଅଭୟାରଣ୍ୟରେ ବନ କର୍ମଚାରୀଙ୍କ ଶିକାରୀ ଗୁଳିରେ ମୃତ୍ୟ ପରେ ବନ ବିଭାଗ ପକ୍ଷରୁ ସର୍ଚ୍ଚ ଅପରେସନ ଜାରି ରହିଛି ।

ସୂଚନା ଥାଉକି, ଶିକାରୀଙ୍କ ଆକ୍ରମଣରେ ଦୁଇ ବନ କର୍ମଚାରୀ ସହିଦ ହେବା ପରେ ପରେ ଜୁନ ୧୮ ତାରିଖରୁ ପୁଲିସ ପକ୍ଷରୁ ଶିମିଳିପାଳକୁ ଶିକାର ଓ ଶିକାରୀମୁକ୍ତ ପାଇଁ ୯ ଥାନା ଅଧୀନସ୍ଥ ଜଙ୍ଗଲ ସଂଲଗ୍ନ ଗ୍ରାମମାନଙ୍କରେ ଅସ୍ତ୍ରଶସ୍ତ୍ର ତଲାସୀ ଅଭିଯାନ ଆରମ୍ଭ ହୋଇଥିଲା। ୪ପ୍ଲାଟୁନ ପୁଲିସ ଫୋର୍ସ ସହିତ ଥାନା କର୍ମଚାରୀ ଏଥିରେ ସାମିଲ ଥିଲେ । ସେହିପରି ଶିମିଳିପାଳ ସଂଲଗ୍ନ ୧୨ଟି ଥାନାରେ ଦେଶୀବନ୍ଧୁକ ଆତ୍ମ ସମର୍ପଣ ଅଭିଯାନ ଆରମ୍ଭ କରାଯାଇ ବ୍ୟାପକ ଜନସେଚତନା କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏହି ସମୟରେ ୪୦ଟି ମାମଲା ରୁଜୁ ସହିତ ୧୬୫ଟି ବନ୍ଧୁକ, ଗୁଳି, ଗୋଟିଏ ବନ୍ଧୁକ ତିଆରି କାରଖାନା, ବଜ୍ରକାପ୍ତା ଛାଲ, ନଗଦ ୨ଲକ୍ଷ ୯୫ହଜାର ଟଙ୍କା, ମୋବାଇଲ ଫୋନ, ବନ୍ୟପ୍ରାଣୀ ମୃତଦେହ, ମାଂସ ଆଦି ଜବତ କରାଯିବା ସହିତ ୨୧ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିଲା।

ସମସ୍ତ ଜବତ ବନ୍ଧୁକ, ଅସ୍ତ୍ରଶସ୍ତ୍ର ଓ ବନ୍ୟପ୍ରାଣୀ ଜୀବାଂଶ ରିଜର୍ଭ ପୁଲିସ କାର୍ଯ୍ୟାଳୟ ପରିସରରେ ଅଗଷ୍ଟ ୯ତାରିଖରେ ପ୍ରଦର୍ଶିତ ହୋଇଥିଲା। ମୟୂରଭଞ୍ଜ ପୁଲିସ ଏହି ସଫଳତାକୁ ପୁଲିସ ମହାନିର୍ଦ୍ଦେଶକ ସୁନିଲ କୁମାର ବଂଶାଲ ନିଜେ ଉପସ୍ଥିତ ରହି ପ୍ରଶଂସା କରିଥିଲେ। ପୂର୍ବରୁ ପୁଲିସକୁ ଏଭଳି କୌଣସି ସଫଳତା ମିଳିନଥିଲା। ଆଗକୁ ବନବିଭାଗ ସହ ଗଠିତ ଜଏଣ୍ଟ ଟାସ୍କଫୋର୍ସ ଶିମିପାଳକୁ ସୁରକ୍ଷା ଦେବା ପାଇଁ ଆହୁରୀ ଅଧିକ ପଦକ୍ଷେପ ଗ୍ରହଣ କରିବେ ବୋଲି ସେତେବେଳେ ଶ୍ରୀ ବଂଶାଲ କହିଥିଲେ। ଏଥି ସହିତ ଶିମିପାଳ କେବଳ ମୟୂରଭଞ୍ଜର ନୁହେଁ ଏହା ଓଡିଶାର ବୋଲି କହିଥିଲେ। ତଦନୁଯାୟୀ ଦ୍ବିତୀୟ ପର୍ଯ୍ୟାୟରେ ପୁଲିସକୁ ପୁଣି ସଫଳତା ମିଳିଛି ।