Producer Tutu Nayak - The Sakala

ପ୍ରଯୋଜକ ଟୁଟୁ ନାୟକ ଗିରଫ, ସାମ୍ବାଦିକାଙ୍କୁ ମାଡ଼ ମାରିବା ମାମଲାରେ ଗିରଫ କଲା ପୋଲିସ
ଭୁବନେଶ୍ୱର: ମହଙ୍ଗା ପଡିଲା ସାମ୍ବାଦିକାଙ୍କୁ ଚାପୁଡ଼ା ମାରିବା । ଗିରଫ ହେଲେ ପ୍ରଯୋଜକ ଟୁଟୁ ନାୟକ । ପ୍ରଯୋଜକ ଟୁଟୁ ନାୟକଙ୍କୁ ଗିରଫ କଲା ଖାରବେଳନଗର ଥାନା ପୋଲିସ । 354,294,341,323 ଦଫାରେ ଟୁଟୁ ନାୟକଙ୍କୁ ଗିରଫ କରିଛି ପୋଲିସ ।

ସୂଚନାଯୋଗ୍ୟ, ମହିଳା ସାମ୍ବାଦିକା ଦେବସ୍ମିତା ରାଉତ ଏକ ଚଳଚିତ୍ରର ପ୍ରିମିୟର୍‌ ଶୋ’ର ଖବର ସଂଗ୍ରହ ପାଇଁ ଯାଇଥିବା ବେଳେ ଟୁଟୁ ନାୟକ ହଠାତ୍ ତାଙ୍କ ଗାଲକୁ ଚାପୁଡ଼ା ମାରିଥିଲେ । ଏନେଇ ମହିଳା ସାମ୍ବାଦିକା ଜଣକ ଥାନାରେ ଅଭିଯୋଗ ମଧ୍ୟ କରିଥିଲେ । ତେବେ ଅଭିଯୋଗ ପରେ ଥାନାରେ ହାଜର ହୋଇଥିଲେ ପ୍ରଯୋଜକ ଟୁଟୁ ନାୟକ । ଏହାପରେ ଥାନାରେ ତାଙ୍କୁ ପଚରାଉଚରା କରିବା ପରେ ତାଙ୍କୁ ଗିରଫ କରାଯାଇଛି । ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ବର ଡିସିପି ପ୍ରତୀକ ସିଂହ ।

ଏପଟେ ଘଟଣାରେ ନିଜ ଆଡୁ ମାମଲା ରୁଜୁ କରିଛନ୍ତି ରାଜ୍ୟ ମହିଳା କମିଶନ। ଭୁବନେଶ୍ବର ଡିସିପିଙ୍କୁ ରିପୋର୍ଟ ତଲବ କରିଛନ୍ତି। ୧୫ ଦିନ ଭିତରେ ମାମଲାର ତଦନ୍ତ କରି ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି।

ଥାନାରେ ହାଜର ହେଲେ ପ୍ରଯୋଜକ ଟୁଟୁ ନାୟକ, ମହିଳା ସାମ୍ବାଦିକଙ୍କୁ ମାଡ଼ ମାରିଥିବା ନେଇ ହୋଇଥିଲା ଅଭିଯୋଗ
ଭୁବନେଶ୍ୱର: ଥାନାରେ ହାଜର ହେଲେ ପ୍ରଯୋଜକ ଟୁଟୁ ନାୟକ । ଖାରବେଳନଗର ଥାନାରେ ହାଜର ହେଲେ ଟୁଟୁ ନାୟକ । ମହିଳା ସାମ୍ବାଦିକଙ୍କୁ ଚାପୁଡା ମାରିବା ଅଭିଯୋଗରେ ଥାନାକୁ ଆଣିଲା ଖାରବେଳନଗର ଥାନା ପୋଲିସ । ମହିଳା ସାମ୍ବାଦିକଙ୍କୁ ଚାପୁଡା ମାରିବା ନେଇ ଶୁକ୍ରବାର ଖାରବେଳନଗର ଥାନାରେ ଦେଇଥିବା ଏତଲା ପରେ ଥାନାରେ ହାଜର ହୋଇଛନ୍ତି ।

ଅନ୍ୟପଟେ ଟୁଟୁ ନାୟକଙ୍କ ବିରୋଧରେ ନିଜ ଆଡୁ ମାମଲା ରୁଜୁ କରିଛନ୍ତି ମହିଳା କମିଶନ ଏବଂ ଘଟଣା ସମ୍ପର୍କରେ ପୋଲିସ କମିଶନରଙ୍କୁ ରିପୋର୍ଟ ତଲବ କରିଛନ୍ତି । ୧୫ ଦିନ ମଧ୍ୟରେ ତଦନ୍ତ କରି ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏନେଇ ସୂଚନା ଦେଇଛନ୍ତି ମହିଳା କମିଶନ ଅଧ୍ୟକ୍ଷା ମିନତୀ ବେହେରା ।