Tutu Nayak - The Sakala

ମହଙ୍ଗା ପଡିଲା ମହିଳା ସାମ୍ବାଦିକାଙ୍କୁ ଚାପୁଡ଼ା ମାରିବା, ଜେଲ ଗଲେ ସିନେ ପ୍ରଯୋଜକ ଟୁଟୁ ନାୟକ
ଭୁବନେଶ୍ବର: ମାହାଙ୍ଗା ପଡିଲା ମହିଳା ସାମ୍ବାଦିକାଙ୍କୁ ଚାପୁଡ଼ା ମାରିବା ଜେଲ ଗଲେ ସିନେ ପ୍ରଯୋଜକ ଟୁଟୁ ନାୟକ। ଗତକାଲି ମହିଳା ସାମ୍ବାଦିକାଙ୍କୁ ମାଡ଼ ମାରିଥିବା ନେଇ ଅଭିଯୋଗ ହୋଇଥିଲା । ଭୁବନେଶ୍ବର ଏସ୍‌ଜିଏମ୍‌ କୋର୍ଟରେ ଜାମିନ ନମଞ୍ଜୁର ହେବା ପରେ ଟୁଟୁ ନାୟକ ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ଯାଇଛନ୍ତି। ଏହି ସମୟ ମଧ୍ୟରେ ସେ ଝାରପଡ଼ା ଜେଲରେ ରହିବେ। ଏହି ମାମଲାରେ ଭୁବନେଶ୍ବର ଏସ୍‌ଡିଜେଏମ୍‌ କୋର୍ଟରେ ଆସନ୍ତା ୬ ତାରିଖ ଦିନ ପୁନଃ ଶୁଣାଣି ହେବ। ସରକାରୀ ଓକିଲ ଏହି ସୂଚନା ଦେଇଛନ୍ତି।